ଯାଜପୁର ଜିଲାରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ : ବ୍ରହ୍ମବରଦା ଅଞ୍ଚଳ ସିଲ
ଯାଜପୁର ଅଫିସ/ରସୁଲପୁର,୪।୪(ଡି.ଏନ.ଏ.)-ଯାଜପୁର ଜିଲା ବ୍ରହ୍ମବରଦାରେ ଶୁକ୍ରବାର ରାତିରେ ଜଣେ କରୋନା ଭାଇରସ ସଂକ୍ରମିତ ହୋଇଥିବା ଜଣାପଡିଛି। ଏହାପରେ ବ୍ରହ୍ମବରଦା ଅଞ୍ଚଳକୁ ସିଲ କରି ଦିଆଯାଇଛି ବୋଲି ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଶନିବାର ପୂର୍ବାହ୍ନରେ ଜିଲା ପ୍ରଶାସନର ଏକ…
ବ୍ରହ୍ମବରଦାରେ ଆଉ ଜଣେ ନିଜାମୁଦ୍ଦିନ ଫେରନ୍ତା ଠାବ
ରସୁଲପୁର,୨।୪(ଡି.ଏନ୍.ଏ.): ନିଜାମୁଦ୍ଦିନରେ ଆୟୋଜିତ ମୁସଲମାନଙ୍କ ଧର୍ମସଭାରେ ଯୋଗଦେଇ ଫେରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଆଉ ଜଣଙ୍କୁ ବୁଧବାର ଯାଜପୁର ଜିଲା ରସୁଲପୁର ବ୍ଲକର ବ୍ରହ୍ମବରଦା ଅଞ୍ଚଳରେ ଠାବ କରିଛି ପ୍ରଶାସନ। ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ବୁଧବାର ସନ୍ଧ୍ୟାରେ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳଙ୍କ…
ଯାଜପୁର ଜିଲାର ସୀମା ନାକାବନ୍ଦୀ
ଯାଜପୁର ଅଫିସ,୨।୪: ପଡୋଶୀ ଜିଲା ଭଦ୍ରକରେ ଓଡ଼ିଶାର ୪ର୍ଥ କରୋନା ଭାଇରସ୍ ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲାର ସମସ୍ତ ସୀମାକୁ ନାକାବନ୍ଦୀ କରି ଦିଆଯାଇଛି। ଜିଲା ପୋଲିସ ସେଠାରେ ୨୪ ଘଣ୍ଟା ପହରା ଦେଉଛି। ଜିଲା ବାହାରୁ ଆସୁଥିବା…
ଅବ୍ୟବସ୍ଥାରେ କ୍ୱାରାଣ୍ଟାଇନ ସେଣ୍ଟର
ବାଲିଆ, ୧।୪: କରୋନା ମହାମାରୀ ପାଇଁ ପଞ୍ଚାୟତସ୍ତରରେ କ୍ୱାରାଣ୍ଟାଇନ୍ ସେଣ୍ଟର କରିବାକୁ ରାଜ୍ୟ ସରକାରଙ୍କ ତରଫରୁ ପ୍ରତି ପଞ୍ଚାୟତକୁ ୫ ଲକ୍ଷ ଟଙ୍କା ଲେଖାଏଁ ଦିଆଯାଇଛି। ବିରିଡି ବ୍ଲକର ବିଭିନ୍ନ ପଞ୍ଚାୟତକୁ ୫ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ପଞ୍ଚାୟତର ଯେ…
କମ୍ପାନୀ ନେଉନି, ରାସ୍ତାକଡ଼ରେ ଶୁଖୁଛି ଆଖୁ
ରସୁଲପୁର, ୧।୪ (ଡି.ଏନ୍.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ଅର୍ଥଗାଁ, ସାମନ୍ତରାପୁର, ମଙ୍ଗରାଜପୁର, ଝାଲପଡ଼ା, ଅତଲାପୁର, ବ୍ରହ୍ମବରଦା, ମହେଶ୍ୱରପୁର, ବରୁଆଁ ଭଳି ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତରେ ଶତାଧିକ ଏକର ଜମିରେ ଆଖୁଚାଷ ହୋଇଥିବା ବେଳେ ଏବେ ଏହା ଅମଳକ୍ଷମ ହୋଇଛି। ଆଖୁ କଟା…
ସରକାରଙ୍କ ନିର୍ଦ୍ଦେଶକୁ ମାନୁ ନାହାନ୍ତି ଶିଳ୍ପସଂସ୍ଥା: କାମ ହରାଇ ଦୁର୍ଦ୍ଦିନରେ ଶ୍ରମିକ ପରିବାର
ଯାଜପୁର ଅଫିସ,୧ା୪: କରୋନା ସଂକ୍ରମଣ ରୋକିବା ନିମେନ୍ତ ଦେଶ ଲକ୍ଡାଉନ୍ କରାଯାଇଥିବାରୁ କୌଣସି ଶ୍ରମିକ ଓ କର୍ମଚାରୀଙ୍କୁ କାର୍ଯ୍ୟଚ୍ୟୁତ କିମ୍ବା ମଜୁରିରୁ ବଞ୍ଚିତ ନ କରିବାକୁ ସରକାରୀ ନିର୍ଦ୍ଦେଶ ହୋଇଛି। କିନ୍ତୁ ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ଏକମାତ୍ର ସରକାରୀ…
ଦୁଇ ହୋଲ୍ସେଲରଙ୍କ ନାମରେ ମାମଲା
ଯାଜପୁର ଅଫିସ,୨୮ା୩: ଯାଜପୁର ସହରର ବିରଜାହାଟ ନିକଟରେ ଥିବା ଦୁଇ ହୋଲ୍ସେଲରଙ୍କ ନାମରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାପାଳଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ହୋଲ୍ସେଲର ଦୁଇଜଣ ହେଲେ ସଞ୍ଜୟ ସାହୁ ଓ ଧନେଶ୍ୱର ସାହୁ। ଏସମ୍ପର୍କରେ ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ…
ନହକା ଛକକୁ ପରିବା ବଜାର ସ୍ଥାନାନ୍ତର
ଯାଜପୁର ଅଫିସ,୨୮ା୩: ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ଗ୍ରୀନ୍ ମାର୍କେଟସ୍ଥିତ ପରିବା ବଜାରରେ ଆବଶ୍ୟକ ସ୍ଥାନ ଅଭାବରୁ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରହି ପାରୁ ନ ଥିଲା। ଫଳରେ ଏଠାରେ କରୋନା ସଂକ୍ରମଣର ଆଶଙ୍କା କରି ସହରର…
ଭୋକିଲା ମାଙ୍କଡ଼ଙ୍କୁ ଆହାର
ରସୁଲପୁର,୨୬।୩(ଡି.ଏନ୍.ଏ.): କରୋନା ପ୍ରଭାବରେ ମଣିଷ ସହିତ ପରୋକ୍ଷରେ ପ୍ରାଣୀ ଜଗତ ବି ପ୍ରଭାବିତ ହୋଇଛି। ବୁଲା ଜୀବଜନ୍ତୁଙ୍କ ପାଇଁ ଖାଦ୍ୟ ସଙ୍କଟ ଦେଖାଦେଇଛି। ଯାଜପୁର ଜିଲାର ମହାବିନାୟକ ପୀଠରେ ମାଙ୍କଡ଼ଙ୍କ ପାଇଁ ଖାଦ୍ୟର ଘୋର ଅଭାବ ଦେଖାଦେଇଛି। ଏହି ସ୍ଥାନ ଜନଶୂନ୍ୟ…
ଚାଷୀଙ୍କ ଚିନ୍ତା ବଢ଼ାଇଛି କରୋନା
ରସୁଲପୁର,୨୬।୩(ଡି.ଏନ୍.ଏ.): ଅମଳ ଅପେକ୍ଷାରେ ଖରିଫ କ୍ଷେତ ରହିଥିଲାବେଳେ ଏଥିରେ ବାଧକ ସାଜିଛି କରୋନା। ମାତ୍ର ଏବେ କରୋନା ଆତଙ୍କ ଯୋଗୁ ଶ୍ରମିକ ମିଳୁ ନାହାନ୍ତି। ଫଳରେ ଚାଷୀ ତାର ଉତ୍ପାଦିତ ଦ୍ରବ୍ୟକୁ ଏକାକୀ ଅମଳ କରିବାରେ ଅକ୍ଷମତା ପ୍ରକାଶ କରୁଛି। ତେଣେ…
ଆବଶ୍ୟକ ପଡ଼ିଲେ ଲାଗିବ କର୍ଫ୍ୟୁ: ଲକ୍ଡାଉନ୍କୁ ମାନୁ ନାହାନ୍ତି ଜନତା
ଯାଜପୁର ଅପିସ,୨୬ା୩: କରୋନା ଭୂତାଣୁ ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା ପରେ ଯାଜପୁର ଜିଲାରେ ବହିରାଗତଙ୍କ ସଂଖ୍ୟା ପ୍ରାୟ ୨ ହଜାର ହୋଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଛି।…
କାଳିଆପାଣି ଖଣି ଅଞ୍ଚଳରେ ଲକ୍ଡାଉନ୍ ପ୍ରଭାବ ଶୂନ
କାଳିଆପାଣି, ୨୫।୩: କରୋନା (କୋଭିଡ୍-୧୯) ବିଶ୍ୱ ପାଇଁ ମହାମାରୀ ରୂପେ ଉଭା ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍ଡାଉନ୍ ଭଳି କଠୋର ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି…
Archives


