ଯାଜପୁର

ରାଜଧାନୀକୁ ଟପିଲା ଯାଜପୁର: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା, ଆଜି ଗୋଟିଏ ଦିନରେ ୮ ଚିହ୍ନଟ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଶନିବାର ସକାଳେ ଯାଜପୁର ଜିଲାରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ଘର ବରୀ ବ୍ଲକ ଅଞ୍ଚଳରେ। ସେ ଜଣେ ପୁରୁଷ ଏବଂ ତାଙ୍କ ବୟସ…

ଗୋଟିଏ ଦିନରେ ବରୀ ବ୍ଲକରୁ ୪ କରୋନା ପଜିଟିଭ୍‌ ଚିହ୍ନଟ

ରତ୍ନଗିରି,୨ା୫(ଡି.ଏନ୍‌.ଏ.) : ଶନିବାର ସକାଳେ ଯାଜପୁର ଜିଲା ବରୀ ବ୍ଲକରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଅପରାହ୍ନରେ ଆଉ ଜଣେ ଏହି ବ୍ଲକ ଅଧିନସ୍ଥ ବାଇଁଶିରିଆ ପଞ୍ଚାୟତରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ସମ୍ପୃକ୍ତ ବ୍ୟକ୍ତିଙ୍କ ବୟସ…

ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଲା, ସୁସ୍ଥ ହେଲେ ୫୬

ଭୁବନେଶ୍ୱର,୨ା୫(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଶନିବାର ଅପରାହ୍ନରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ…

ବରୀ ବ୍ଲକରେ କରୋନା ପଜିଟିଭ୍‌ ଚିହ୍ନଟ ପରେ ପ୍ରଶାସନର ତତ୍ପରତା: ବିଭିନ୍ନ ଛକକୁ କରାଯାଉଛି ସାନିଟାଇଜେଶନ୍‌

ରତ୍ନଗିରି,୨।୫(ଡି.ଏନ୍‌.ଏ.): ଶନିବାର ଯାଜପୁର ଜିଲାରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ବରୀ ବ୍ଲକ ଅଞ୍ଚଳର ୩ ଜଣ ରହିଛନ୍ତି। ଏହା ଜଣାପଡ଼ିବା ପରେ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଏହି ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତର…

ପୋଲିସ ଦୁର୍ବବ୍ୟହାର ଶିକାର ହୋଇଥିବା ଚାଷୀଙ୍କୁ ଭେଟିଲେ କଂଗ୍ରେସ ନେତା

ରତ୍ନଗିରି,୨।୫(ଡି.ଏନ୍‌.ଏ.)- ଯାଜପୁର ଜିଲା ବରୀ ବ୍ଲକ ଅଧୀନସ୍ଥ ମହାକାଳପଡ଼ା ପଞ୍ଚାୟତର ଚାଷୀମାନେ ଲକ୍‌ଡାଉନ୍‌ ସମୟରେ ଜିଲା ସୀମାନ୍ତବର୍ତ୍ତି କେନ୍ଦ୍ରାପଡା ଜିଲାର ଇନ୍ଦୁପୁର ସାପ୍ତାହିକ ହାଟକୁ ପନିପରିବା ବିକ୍ରୀ କରିବାକୁ ଯାଇଥିବା ବେଳେ ନିକିରାଇ ପୋଲିସର ଦୁର୍ବ୍ୟବହାରର ଶିକାର ହୋଇଥିଲେ। ଏନେଇ ଗଣମାଧ୍ୟମରେ…

ଯାଜପୁରର ୨ ନୂଆ ଆକ୍ରାନ୍ତ କୋଲକାତା ଫେରନ୍ତା: ସମସ୍ତେ ବରୀ ବ୍ଲକ ଅଞ୍ଚଳର, ଲକ୍ଷଣ ନ ଥିଲା

ଭୁବନେଶ୍ୱର (ବ୍ୟୁରୋ)/ ବରି(ସ୍ବ.ପ୍ର.)/ରତ୍ନଗିରି(ଡି.ଏନ୍‌.ଏ.), ୨।୫: ଯାଜପୁରରେ ଚିହ୍ନଟ ହୋଇଥିବା ୨ ନୂଆ ଆକ୍ରାନ୍ତଙ୍କ ବିଷୟରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ପଜିଟିଭ୍‌ ବରୀ ବ୍ଲକ ଅଞ୍ଚଳର ୪୮ ଏବଂ ୫୫ ବର୍ଷୀୟ ପୁରୁଷ। ସେମାନେ…

CORONAVIRUS UPDATE: ଯାଜପୁରରୁ ଆଉ ୨ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୫୬କୁ ବୃଦ୍ଧି

ଭୁବନେଶ୍ୱର, ୨।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ଶନିବାର ଅପରାହ୍ନରେ ଯାଜପୁରରୁ ଆଉ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି। ସେହିଭଳି ଯାଜପୁରରେ…

ବିଞ୍ଝାରପୁର ବ୍ଲକକୁ ଛୁଇଁଲା କରୋନା: କୋଲକାତା ଫେରନ୍ତା ବୃଦ୍ଧ ଆକ୍ରାନ୍ତ

ବିଞ୍ଝାରପୁର,୨।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ଶୁକ୍ରବାର ପ୍ରଥମ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେ ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ଗ୍ରାମର ୬୩ ବର୍ଷିୟ ବୃଦ୍ଧ ବୋଲି ଜଣାପଡିଛି। ଗତ ମାର୍ଚ୍ଚ ୨୯ ତାରିଖରେ ବୃଦ୍ଧ ଏକ ବୋଲେରୋ ରିଜର୍ଭକରି…

ବରୀରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ: ପ୍ରାୟ ୧୦୦୦ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଅନୁମାନ

ବରୀ/ରତ୍ନଗିରି,୨।୫(ସ୍ବ.ପ୍ର./ଡି.ଏନ୍‌.ଏ.): ଯାଜପୁର ଜିଲା ଶନିବାର ୫ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ବରୀ ବ୍ଲକର ବୋଲି ଜଣାପଡ଼ିଛି। ତେବେ ପ୍ରଥମ ଥର ବରୀ ବ୍ଲକରେ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ, ବରୀ ବ୍ଲକ କଳାମାଟିଆ ପଞ୍ଚାୟତର…

ଚାଷୀଙ୍କୁ ଦୁର୍ବ୍ୟବହାର କରି ପରିବା ଛଡାଇନେଲା ପୋଲିସ

ରତ୍ନଗିରି, ୧ା୫ (ଡି.ଏନ.ଏ.): ଲକ୍‌ଡାଉନ ଜାରି ରହିଥିବାବେଳେ ସରକାରୀ ନିର୍ଦ୍ଦେଶ ମୁତାବକ ସବୁ ଜିଲାର ସୀମା ସିଲ୍‌ କରିଦିଆଯାଇଛି। ଏ ସମୟରେ ଦୋକାନବଜାର ବନ୍ଦ ରହିଥିଲେ ହେଁ ଚାଷକାର୍ଯ୍ୟ ପାଇଁ ସରକାର କୋହଳ କରିଛନ୍ତି। ପନିପରିବା ଚାଷୀ ସେମାନଙ୍କ ଉପତ୍ାଦିତ ସାମଗ୍ରୀ…

ଯାଜପୁରର ନୂଆ ଆକ୍ରାନ୍ତ କଟିକଣା, ବିରଜାପୁର ଅଞ୍ଚଳର: ଅଛନ୍ତି ୭୫ ବର୍ଷୀୟ ବୃଦ୍ଧା, ୫୫ ବର୍ଷୀୟ ବ୍ୟକ୍ତି

ଯାଜପୁର ଅଫିସ,୧।୫: ଯାଜପୁର ଜିଲା ଦଶରଥପୁର ବ୍ଲକ କଟିକଟା ଓ ବିରଜାପୁର ଗ୍ରାମରେ ୨ ନୂଆ କରୋନା ସଂକ୍ରମିତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଏଥିରେ ବିରଜାପୁର ଗ୍ରାମର ୫୫ ବର୍ଷ ବୟସ୍କ ପୁରୁଷ ଓ କଟିକଟା ଗ୍ରାମର ୭୫ ବର୍ଷ ବୟସ୍କା…

CORONAVIRUS UPDATE: ଯାଜପୁରରେ ପୁଣି ୨ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭

ଭୁବନେଶ୍ୱର,୧।୫(ବ୍ୟୁରୋ): ଯାଜପୁର ଜିଲାରୁ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଯେ, ପୂର୍ବରୁ ରାଜ୍ୟର ୩ ନୂଆ ପଜିଟିଭ୍‌ ବିଷୟରେ ସୂଚନା ଦିଆଯାଇଥିଲା। ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?