Odisha Elections 2024

ଯାଜପୁର

ଅତିରିକ୍ତ ଜିଲାପାଳଙ୍କୁ ଜମିହରାଙ୍କ ଦାବିପତ୍ର

ଯାଜପୁର ରୋଡ,୨୧|୮(ନି.ପ୍ର.)- କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତର ବାଳିଆପାଳ ମୌଜାରେ ପ୍ରତିଷ୍ଠିତ ବାଲିଆପାଳ ଫେରୋକ୍ରୋମ କାରଖାନା ଉପତ୍ାଦନ କ୍ଷମ ହେବାର ଦୀର୍ଘ ବର୍ଷ ବିତି ଥିଲେ ମଧ୍ୟ ସ୍ଥାନୀୟ ପାରିପାର୍ଶ୍ୱିକ ଉନ୍ନୟନ ଦିଗରେ ସମ୍ପୂର୍ଣ୍ଣ ବିଫଳ...

ଶ୍ରମିକଙ୍କ ଯନ୍ତ୍ରପାତି କ୍ରୟ ବିଲ୍‌ ସଂଶୋଧନ ଦାବିରେ ଧାରଣା

ଯାଜପୁର ରୋଡ,୨୧।୮(ନି.ପ୍ର.)- ନିଖିଳ ଉତ୍କଳ ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ଶ୍ରମିକଙ୍କ ଯନ୍ତ୍ରପାତି କ୍ରୟ ବିଲ୍‌ ଉପରେ ବାଣିଜ୍ୟକର ବିଭାଗ ପ୍ରଦାନ କରିଥିବା ତଥ୍ୟର ସଂଶୋଧନ ଦାବିରେ ମଙ୍ଗଳବାର ଉପ ବାଣିଜ୍ୟକର ଆୟୋଗ ଯାଜପୁର ରୋଡ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା...

ବାରିମୂଳ ପଥର ଛଇରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଛତିଆ,୨୦।୮(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ବାରିମୂଳଠାରେ ଥିବା ଏକ ପଥର ଛଇରୁ ମଙ୍ଗଳବାର ସକାଳୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସକାଳୁ ଛଇରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ବୈରୀ...

ମାର୍ଥାପୁରରେ ଦଳିତ ପରିବାରଙ୍କୁ ଆକ୍ରମଣ ଘଟଣା: ଏସଡିପିଓ, ତହସିଲଦାରଙ୍କ ଯୁଗ୍ମ ତଦନ୍ତ ,୬ ଲକ୍ଷ ଟଙ୍କା କ୍ଷତିପୁରଣ ସୁପାରିଶ

ଯାଜପୁର ଅଫିସ,୨୦।୮- ଯାଜପୁରରୋଡ ଥାନା ମାର୍ଥାପୁର ଗ୍ରାମରେ ଏକ ଦଳିତ ପରିବାରଙ୍କୁ ମରଣାନ୍ତକ ଆକ୍ରମଣ ଓ ଘରପୋଡି ଅଭିଯୋଗ ଘଟଣା ଏବେ ଭିନ୍ନ ମୋଡ ନେଇଛି। ଯାଜପୁରରୋଡ ଥାନାରେ ୧୪୭/ ୧୪୮/ ୩୨୩/ ୨୯୪/ ୩୨୪/ ୩୫୪/ ୧୪୯, ଆଇପିସି...

ବିଷାକ୍ତ ଛତୁ ଖାଇ ୧୪ରୁ ଊର୍ଦ୍ଧ୍ୱ ଅସୁସ୍ଥ

ରସୁଲପୁର,୨୦।।୮(ଡିଏନଏ)- ରସୁଲପୁର ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ ହାଟସାହି ଗ୍ରାମରେ ବିଷାକ୍ତ ଛତୁ ଖାଇ ୩ ପରିବାରର ୧୪ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଅସୁସ୍ଥ ହୋଇ ଧର୍ମଶାଳା ଓ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ପ୍ରକାଶ ଯେ ଏହି ଗ୍ରାମର...

ଶୁଣିଲାନି ପ୍ରଶାସନ: ଜମିରୁ ବର୍ଷାଜଳ ନିଷ୍କାସିତ କଲେ ଚାଷୀ

ବିିଞ୍ଝାରପୁର,୨୦।୮ (ଡି.ଏନ.ଏ)- ବିଞ୍ଝାରପୁର ଅଞ୍ଚଳରେ ଗତ ସପ୍ତାହରେ ୩୦୦ ମି.ଲି.ରୁ ଊର୍ଦ୍ଧ୍ୱ ବର୍ଷା ହୋଇଥିଲା। ଏହି ବର୍ଷା ଯୋଗୁ ଘଣ୍ଟିଆଳି- ଗୁହାଳୀ ଅଞ୍ଚଳ ଚାଷଜମିରେ ବର୍ଷାଜଳ ଜମି ରହିଥିବାରୁ ଧାନ ଫସଲ ପ୍ରଭାବିତ ହୋଇଥିଲା। ଏହି ସମସ୍ୟାକୁ ନେଇ ସ୍ଥାନୀୟ...

ଅଭିରାମ ପରମହଂସ ଉଚ୍ଚ ବିଦ୍ୟାଳୟ ମଧ୍ୟାହ୍ନ ଭୋଜନ ପରିବେଷଣରେ ଅନିୟମିତତା: ନିର୍ଦ୍ଧାରିତ ସମୟ ପୂର୍ବରୁ ବିଦ୍ୟାଳୟରେ ଝୁଲୁଛି ତାଲା

ରସୁଲପୁର,୨୦।୮(ଡିଏନଏ)- ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଦାମୋଦରପୁର ଗ୍ରାମସ୍ଥିତ ଅଭିରାମ ପରମହଂସ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପରିବେଷଣରେ ଅନିୟମିତତା ହୋଇଥିବା ଅଭିଯୋଗ ହେଉଛି। ଶନିବାର ଏହି ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଓ ଅଣ୍ଡା ଦିଆଯାଉ ନାହିଁ। ଏପରିକି...

ଧର୍ମଶାଳା ବ୍ଲକରେ ଆର୍ଥିକ କେଳେଙ୍କାରୀ: କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ଦେଣନେଣ ଉପରେ ଆପତ୍ତି

ଯାଜପୁର ଅଫିସ,୨୦।୮- ଯାଜପୁର ଜିଲାର ସର୍ବାଧିକ ସରକାରୀ ରାଜସ୍ବ ଆଦାୟ ହେଉଥିବା ଧର୍ମଶାଳା ପଞ୍ଚାୟତ ସମିତି (ବ୍ଲକ)ରେ ବ୍ୟାପକ ଦୁର୍ନୀତିର ଗନ୍ଧ ବାରି ହୋଇଛି। ଏହି ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ହେରାଫେରି ଯୋଗୁ ୨୦ଲକ୍ଷ ୯୩ ହଜାର ୭୮୮...

ଜାରକାରେ ସେକ୍ସ ରାକେଟ ଠାବ: ରାଣୀ ମହୁମାଛି ସହ ୬ କୋର୍ଟଚାଲାଣ,ଜଣେ ଯୁବତୀ ଉଦ୍ଧାର

ଧର୍ମଶାଳା,୨୦।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଧୀନ ଜାରକା ଜଗନ୍ନାଥ ବିହାର ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ପୋଲିସ ରବିବାର ରାତିରେ ଠାବ କରିଛି। ଏହି ଘଟଣାରେ ଜଣେ ରାଣୀମହୁମାଛି, ୨ ଦଲାଲ ସହ ୩ ଗ୍ରାହକଙ୍କୁ ଗିରଫ କରି...

ବୈତରଣୀରେ ପ୍ରଥମ ବନ୍ୟାଜଲ ପ୍ରବେଶ

କୋରେଇ,୨୦ା୮(ସ୍ବ.ପ୍ର.)- ବୈତରଣୀ ନଦୀରେ ବନ୍ୟାଜଳ ପ୍ରବେଶ କରିଛି। ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଲିମିଟର ଥିବା ବେଳେ ଖବର ଲେଖା ହେବା ବେଳକୁ ବନ୍ୟାଜଳ ୧୭.୭୮ମିଟରେ ପ୍ରବାହିତ ହୋଇଥିଲା। ରାତି ସୁଦ୍ଧା ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହେବାର...

ବ୍ୟାସନଗର ପୌରାଞ୍ଚଳରେ ପ୍ରଥମ ଜନଶୁଣାଣି

ଯାଜପୁର ରୋଡ,୨୦୮(ନି.ପ୍ର.)- ବ୍ୟାସନଗର ପୌର ପରିଷଦର ସଭା ଗୃହରେ ସୋମବାର ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଚରଣ ସିଂ ମିନାଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ତେବେ ପୌର ପରିଷଦରରେ ପ୍ରଥମ...

ପାରିପାର୍ଶ୍ୱିକ ଉନ୍ନୟନରେ ଫେଲ୍‌ ମାରିଛି ଫେରୋକ୍ରୋମ କାରଖାନା: ୨୩ରେ କାରଖାନା ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା

ଡୁବୁରୀ,୨୦ା୮(ଡି.ଏନ୍‌.ଏ.)- କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତର ବାଳିଆପାଳ ମୌଜାରେ ପ୍ରତିଷ୍ଠିତ ବାଲିଆପାଳ ଫେରୋକ୍ରୋମ କାରଖାନା ଉପତ୍ାଦନ କ୍ଷମ ହେବାର ଦୀର୍ଘ ବର୍ଷ ବିତି ଥିଲେ ମଧ୍ୟ ସ୍ଥାନୀୟ ପାରିପାର୍ଶ୍ୱିକ ଉନ୍ନୟନ ଦିଗରେ ସମ୍ପୂର୍ଣ୍ଣ ବିଫଳ ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri