ଯାଜପୁର

ଭଦ୍ରକ କରୋନା ସଂକ୍ରମିତଙ୍କ ସମ୍ପର୍କୀୟ ଜିନ୍ଦଲ କାରଖାନାର ଶ୍ରମିକ: ୫ ଜଣଙ୍କୁ ସଙ୍ଗରୋଧରେ ରଖିଛି କମ୍ପାନୀ

ଯାଜପୁର ଅଫିସ,୨୨ା୪: କଳିଙ୍ଗନଗର ଜିନ୍ଦଲ ଷ୍ଟେନଲେସ ଲିମିଟେଡ କାରଖାନାରେ ଜଣେ କାର୍ଯ୍ୟରତ ଶ୍ରମିକ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ନିକଟ ସମ୍ପର୍କୀୟ ବୋଲି ଜଣାପଡିଛି। ଏହା ଜଣାପଡିବା ପରେ ଜିଲା ପ୍ରଶାସନ ସହାୟତାରେ କମ୍ପାନୀ କର୍ତ୍ତୃପକ୍ଷ…

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି: ଯାଜପୁରରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ପଶ୍ଚିମବଙ୍ଗରୁ ଫେରିଥିଲେ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତିଜଣଙ୍କ ଯାଜପୁରର ୩୮ବର୍ଷୀୟ ଯୁବକ। ସେ ନିକଟରେ ପଶ୍ଚିମବଙ୍ଗରୁ ଫେରିଛନ୍ତି। ତେବେ ଏହାକୁ ମିଶାଇ ବୁଧବାର ୪ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ…

କ୍ବାରାଣ୍ଟାଇନରେ ଯାଜପୁର ଜିଲାର ୩ ଡାକ୍ତର, ୧୯ ନର୍ସ: ଆସିଥିଲେ ସଂକ୍ରମିତଙ୍କ ସଂସ୍ପର୍ଶରେ

ଯାଜପୁର ଅଫିସ,୨୧।୪: ଯାଜପୁର ଜିଲାର ୩ ଡାକ୍ତର ଓ ୧୯ ନର୍ସଙ୍କୁ କ୍ବାରାଣ୍ଟାଇନରେ ରଖାଯାଇଛି। ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବାରୁ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଯାଜପୁରର ୫ ସଂକ୍ରମିତ ପୂର୍ବରୁ ନିକଟସ୍ଥ ଡାକ୍ତରଖାନାକୁ…

୩ ବ୍ଲକ୍‌ର ୫ ଗ୍ରାମ ସିଲ୍‌

ଯାଜପୁର ଅଫିସ,୨୧ା୪: ରାଜ୍ୟରେ ସୋମବାର ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଆକ୍ରାନ୍ତଙ୍କ ଘର ଦଶରଥପୁର ବ୍ଲକ ବିରଜାପୁର ଗ୍ରାମ ପଞ୍ଚାୟତର ରାମବାଗ-କୋଦେଇବାଟି, ଯାଜପୁର ବ୍ଲକର ବାସୁଦେବପୁର ପଞ୍ଚାୟତ ବାସୁଦେବପୁର, ମାର୍କଣ୍ଡପୁର ପଞ୍ଚାୟତର…

କ୍ରୋମାଇଟ ପରିବହନକୁ ଶ୍ରମିକଙ୍କ ବିରୋଧ

କାଳିଆପାଣି,୨୦।୪(ଡିଏନଏ): ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ସାରୁଆବିଲ ଖଣିରୁ କ୍ରୋମାଇଟ ପରିବହନକୁ ଶ୍ରମିକମାନେ ବିରୋଧ କରି ବନ୍ଦ କରିଦେଇଛନ୍ତି। ମିଶ୍ରିଲାଲ ଖଣିର ଲିଜ ଅବଧି ୩୧ମାର୍ଚ୍ଚ ୨୦୨୦ରୁ ସରିଥିବାବେଳେ ଏବେ ଅନ୍ୟ ଏକ କମ୍ପାନୀ ହାତକୁ ମାଲିକାନାସତ୍ୱ…

ଅନ୍‌ଲାଇନ ଗେମ୍‌ ଖେଳିବା ମହଙ୍ଗା ପଡ଼ିଲା: ୬୫ହଜାର ଟଙ୍କା ଲୁଟ

ବିଞ୍ଝାରପୁର,୨୦।୪ (ଡି.ଏନ.ଏ): ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ ସମଲପୁର ଗ୍ରାମର ପ୍ରଦୀପ ବେହେରାଙ୍କ ପୁଅ ପ୍ରିୟବ୍ରତ(୧୮) ନିଜ ମୋବାଇଲରେ ଅନଲାଇନରେ ଫ୍ରି ଫାୟାର ଗେମ୍‌ ଖେଳୁଥିଲେ। ଏହି ଖେଳରେ ତାଙ୍କର ଜଣେ ସାଙ୍ଗଙ୍କ ଏକାଉଣ୍ଟ ବ୍ଲକ ହୋଇଯାଇଥିଲା। ସାଙ୍ଗଙ୍କ ବ୍ଲକ ଏକାଉଣ୍ଟକୁ…

ଯାଜପୁରର ୫ ପଜିଟିଭ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଅପରାହ୍ନରେ ଚିହ୍ନଟ ୬ ଜଣଙ୍କ ମଧ୍ୟରୁ ୫ ଜଣ ଯାଜପୁର ଜିଲାର ବୋଲି ଜିଲାପାଳ ରଞ୍ଜନ ଦାସ ସୂଚନା…

ଭଦ୍ରକ ଜିଲାର କରୋନା ଆକ୍ରାନ୍ତଙ୍କ ସହ ଯାଜପୁର ଲିଙ୍କ୍‌: ସ୍ପଷ୍ଟ କଲେ ଯାଜପୁର ଜିଲାପାଳ

ଯାଜପୁର ଅଫିସ,୨୦।୪: ଭଦ୍ରକ ଜିଲାର ଜଣେ କରୋନା ଆକ୍ରାନ୍ତଙ୍କ ସହ ଯାଜପୁର ଜିଲାର ୬ ଜଣଙ୍କ ଲିଙ୍କ୍‌ ରହିଥିବା ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରବିବାର ଚିହ୍ନଟ ହୋଇଥିବା ଭଦ୍ରକ ଜିଲାର ଆକ୍ରାନ୍ତ…

ବଡ଼ଚଣା ଆଇଆଇସି ନିଲମ୍ବିତ

କଟକ ଅଫିସ,୨୦ା୪: ଯାଜପୁର ଜିଲା ବଡ଼ଚଣା ଆଇଆଇସି ଦୀପକ କୁମାର ଜେନାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ତାଙ୍କୁ ନିଲମ୍ବନ କରିଛନ୍ତି। ଲକ୍‌ଡାଉନ୍‌ ସମୟରେ ଆଇଆଇସି ଜେନା ସପରିବାର ପୁରୀ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ମନ୍ଦିର…

ବିଡିଓ, ତହସିଲଦାରଙ୍କୁ ସଂଘବଦ୍ଧ ଆକ୍ରମଣ ଉଦ୍ୟମ, ୩ ଅଟକ

ଯାଜପୁର ଅଫିସ,୧୮ା୪: ରସୁଲପୁର ବ୍ଲକ ଅନ୍ତର୍ଗତ ବଡ଼କଇଁଚି ପଞ୍ଚାୟତର ଗୋପୀନାଥପୁର ବଡ଼କଇଁଚି ଗ୍ରାମରେ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ରସୁଲପୁର ବିଡିଓ ଉମାକାନ୍ତ ପରିଡ଼ା ଓ ତହସିଲଦାର ଜ୍ୟୋତିକାନ୍ତ ଭୂଜବଳଙ୍କୁ ଆକ୍ରମଣ ଉଦ୍ୟମ କରିଥିଲେ। ଶନିବାର ପୂର୍ବାହ୍ନରେ ଜିଲାପାଳ ରଞ୍ଜନ କୁମାର…

ପଶୁପକ୍ଷୀଙ୍କୁ ବଣ୍ଟାହେଲା ଜବତ ଜଳଖିଆ, ମିଠା

ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଦର୍ପଣୀଗଡ଼ ବଜାରରେ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଚଢାଉ କରି ୩ଟି ଦୋକାନକୁ ସିଲ କରାଯାଇଛି। ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ଓ ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ବଜାରରେ ସାମାଜିକ…

ଅସହାୟକୁ ସହାୟତାର ହାତ ବଢ଼ାଇଲା ଶ୍ରମିକ ସଂଘ

କାଳିଆପାଣି,୧୬।୪ (ଡି.ଏନ୍‌.ଏ.)-କୋଭିଡ୍‌-୧୯ ଭୂତାଣୁ ପ୍ରତିହତ ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏହି ସମୟରେ ଅସହାୟମାନଙ୍କୁ ଅନେକ ସରକାରୀ, ବେସରକାରୀ ସଂସ୍ଥା ଓ ସଂଘ ପକ୍ଷରୁ ସହାୟତା ଯୋଗାଇ ଦିଆଯାଉଛି। ଏହି କ୍ରମରେ ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ସୁକିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?