ଯାଜପୁର

ବର୍ଷାଜଳ ନିଷ୍କାସନ ପାଇଁ ରାସ୍ତା ଅବରୋଧ: ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ହଟିଲା ଅବରୋଧ

ବିଞ୍ଝାରପୁର, ୧୪|୮(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ କପିଳା- ପରବଦା ଅଞ୍ଚଳରେ ଚାଷ ଜମିରୁ ଜଳ ନିଷ୍କାସିତ ହୋଇପାରୁ ନାହଁି। ଫଳରେ ଶହଶହ ହେକ୍ଟର ଚାଷଜମିରୁ ଧାନ ଚାଷ ଉଜୁଡିବାକୁ ବସିଛି। ଜଳ ନିଷ୍କାସନ ପାଇଁ ସ୍ଥାନୀୟ ପ୍ରଶାସନକୁ ଚାଷୀ ଅବଗତ...

ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରୀଛାତ୍ର,ଅଭିଭାବକଙ୍କ ଧାରଣା

ଚଣ୍ଡିଖୋଲ(ଡିଏନ୍‌ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୧୪।୮- ବଡ଼ଚଣା ବ୍ଲକ ଅନ୍ତର୍ଗତ ରଇପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ମଙ୍ଗଳବାର ବିଦ୍ୟାଳୟ ଫାଟକ ସମ୍ମୁଖରେ ତାଲା ପକାଇ ଧାରଣା ଦିଆଯାଇଥିଲା। ଏହି ଧାରଣାରେ ଛାତ୍ରୀଛାତ୍ର, ପରିଚାଳନା କମିଟିର ସଦସ୍ୟ, ପୁରାତନ ଛାତ୍ରୀଛାତ୍ର, ଅଭିଭାବକ ଓ...

‘ବୃକ୍ଷ ମଣିଷ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ’

ବିିଞ୍ଝାରପୁର/ସିଂହପୁର,୧୪|୮(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦକିଶୋର ସାମଲ ଚାରାରୋପଣ କରିଛନ୍ତି। ପ୍ରଥମେ ସିଂହପୁରସ୍ଥିତ ଖରସ୍ରୋତା ମହାବିଦ୍ୟାଳୟରେ ପହଞ୍ଚତ୍ଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ କ୍ଷୀରୋଦ କୁମାର ବେହେରାଙ୍କ...

ଜିଲାପାଳଙ୍କ ମିଳିତ ଜନଶୁଣାଣି:୧୧୬ ଅଭିଯୋଗରୁ ୪୪ ତୁରନ୍ତ ସମାଧାନ

ବିଞ୍ଝାରପୁର,୧୪|୮(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ କାର୍ଯ୍ୟାଳୟ ପରିସର ସଭାଗୃହରେ ମଙ୍ଗଳବାର ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ା ଏଥିରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ସମେତ ବିଞ୍ଝାରପୁର ବିଧାୟିକା ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ,...

ଏଟିଏମକୁ୍‌ ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ ବିଫଳ

କଳିଙ୍ଗନଗର,୧୪|୮(ଡି.ଏନ୍‌.ଏ.)- ଦାନଗଦୀସ୍ଥିତ ୟୁକୋ ବ୍ୟାଙ୍କ ଏଟିଏମ୍‌କୁ ସୋମବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଥିବା ଜଣାପଡିଛି। ଏ ନେଇ ମଙ୍ଗଳବାର ଦାନଗଦୀ ଫାଣ୍ଡିରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ସକାଳେ ବ୍ୟାଙ୍କ ମ୍ୟାନେଜର...

‘ମହିଳାଙ୍କ ଏକତାରେ ସମାଜର ପରିବର୍ତ୍ତନ ସମ୍ଭବ’

କୋରେଇ,୧୩।୮(ସ୍ବ.ପ୍ର.)- ଜାତୀୟ ଏକତା ପରିଷଦର ଯାଜପୁର ଜିଲା ଶାଖା ପକ୍ଷରୁ ସୋମବାର ଖମଣ ପଞ୍ଚାୟତର ଶଙ୍ଖଚିଲାଠାରେ ଜଳ, ଜମି, ଜଙ୍ଗଲ ଉପରେ ମହିଳାଙ୍କ ଅଧିକାର ଶୀର୍ଷକ ଏବଂ ମହିଳା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥିଭାବେ ଜାତୀୟ ମାନବିକ...

ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଠା ଦିବସ ପାଳିତ ‘ଗୁରୁ, ଶିଷ୍ୟଙ୍କ ସମ୍ମିଳିତ ଉଦ୍ୟମରେ ଅନୁଷ୍ଠାନର ବିକାଶ ହୋଇଥାଏ’

ଚଣ୍ଡିଖୋଲ,୧୩ା୮(ଡି.ଏନ୍‌.ଏ.)- ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବଂୟଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଟା ଦିବସ ସୋମବାର ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ତଥା ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ...

ଏମ୍‌ପିଙ୍କ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ

ଧର୍ମଶାଳା,୧୩ା୮(ଡି.ଏନ୍‌.ଏ.)- ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ସୋମବାର ଅଚାନକ୍‌ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ମେଡିକାଲରେ ଥିବା ରୋଗୀଙ୍କ ଚିକିତ୍ସା ସମ୍ପର୍କରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଏଥିସହ ବିଭିନ୍ନ ବିଭାଗ ବୁଲିଦେଖିବା ସହ ନିରାମୟ...

ଆଇନଗତ ଆଳରେ ଘୁଞ୍ଚି ଚାଲିଛି ନିର୍ବାଚନ

ଯାଜପୁର ଅଫିସ,୧୩ା୮: ପୌର ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ଆଇନଗତ ବିବାଦକୁ ଆଳ କରି ନିର୍ବାଚନର ଦିନ ଗଡ଼ି ଗଡ଼ି ଚାଲିଛି। ହେଲେ ବାସ୍ତବରେ ଗତ ସାଧାରଣ ନିର୍ବାଚନରେ ସହରୀ ଓ ଶିକ୍ଷିତ ଭୋଟରଙ୍କ ମତ ପରିବର୍ତ୍ତନ...

ବିପଜ୍ଜନକ ଅବସ୍ଥାରେ ଗ୍ରାମ୍ୟ ଉନ୍ନୟନ ରାସ୍ତା

ରତ୍ନଗିରି,୧୩ା୮(ଡି.ଏନ୍‌.ଏ.)- ବରୀ-ବାଲିବିଲ ଗ୍ରାମ୍ୟ ଉନ୍ନୟନ ବିଭାଗର ଗାନ୍ଧୀଛକଠାରୁ ବଣ ବାବାଜୀ କାଇପଡା ଗ୍ରାମ୍ୟ ଉନ୍ନୟନ ରାସ୍ତାକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇପଡିଛି। ଏହି ରାସ୍ତାଦେଇ ଦୁଧେଇ ସେତୁର ନିର୍ମାଣ ପାଇଁ ଠିକାଦାର ମାଟି ନେଉଥିବାରୁ ରାସ୍ତାରେ ମାଟି ଗଦା...

୩ ଶିଶୁ ଶ୍ରମିକ ଉଦ୍ଧାର

କୋରେଇ,୧୨।୮(ସ୍ବ.ପ୍ର.):  ପରୀ ୩ କାର୍ଯ୍ୟକ୍ରମ ମାଧ୍ୟମରେ କୋରେଇ ପୋଲିସ ରବିବାର ୩ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ ଅଧିକାରୀଙ୍କୁ ହସ୍ତାନ୍ତର କରିଛି। କୋରାଇ ଓ ଏହାର ଆଖ ପାଖରେ କାର୍ଯ୍ୟାରତ ଥାନା ଅନ୍ତର୍ଗତ ରଘୁନାଥ ପୁର,...

ବିଛାଖଣ୍ଡି ପଥର ଖାଦାନରେ ମାରାଥନ ଚଢାଉ : ୩ କ୍ରଶର ସିଲ୍‌, ୧୯କୁ ନୋଟିସ

ଧର୍ମଶାଳା/ଜେନାପୁର,୧୨।୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ବିଛାଖଣ୍ଡି ଜଙ୍ଗଲ ଜମିରେ ଥିବା ବେଆଇନ ପଥର ଖାଦାନ ଉପରେ ଧର୍ମଶାଳା ତହସିଲ ପକ୍ଷରୁ ମାରାଥନ ଚଢାଉ କରାଯାଇଛି। ଶନିବାର ଚଢାଉବେଳେ ଏକ ହିଟାଚି ମେଶିନ, ହାଇଓା୍ବ ଓ କ୍ରମ୍ପେସର ଜବତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri