ଯାଜପୁର

ସଂକ୍ରମଣ ଭୟରେ କ୍ରୋମାଇଟ ପରିବହନ ବନ୍ଦ ଦାବି

କାଳିଆପାଣି,୬।୪(ଡିଏନଏ): ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବାରୁ ଲୋକେ ଅଧିକ ଭୟଭୀତ ହୋଇପଡ଼ିଛନ୍ତି। ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ ବାହାର ରାଜ୍ୟକୁ କ୍ରୋମାଇଟ ପରିବହନ ହେଉଥିବାରୁ ଅଞ୍ଚଳରେ ସଂକ୍ରମଣ ଆଶଙ୍କା କରି ସ୍ଥାନୀୟ ଗ୍ରାମବାସୀ କ୍ରୋମାଇଟ ପରିବହନକୁ ସୋମବାର…

କଟକଣା ସତ୍ତ୍ୱେ ଜମୁଛି ତାସ, କ୍ରିକେଟ ଖେଳ

ରସୁଲପୁର,୬।୪(ଡିଏନଏ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳର ବୋଲି ଜଣାପଡ଼ିବା…

ଛୋଟ ପିଲାଙ୍କୁ ଖାଦ୍ୟ ବାଣ୍ଟିଲେ ଆଶାକର୍ମୀ

ବିଞ୍ଝାରପୁର,୬।୪(ଡି.ଏନ.ଏ): ସ୍ବଳ୍ପ ଦରମା ସତ୍ତ୍ୱେ ବିଞ୍ଝାରପୁର ବ୍ଲକ ଘଣ୍ଟିଆଳି ପଞ୍ଚାୟତ ଲେଙ୍କାସାହିର ଆଶାକର୍ମୀ ତିଳୋତ୍ତମା ବେହେରା ନିଜସ୍ବ ଉଦ୍ୟମରେ ଗ୍ରାମର ବିଭିନ୍ନ ପରିବାରରେ ଥିବା ଛୋଟ ପିଲାଙ୍କ ପାଇଁ ଖାଦ୍ୟ ସାମଗ୍ରୀ ବଣ୍ଟନ କରିଛନ୍ତି। ଲକ୍‌ଡାଉନ ଯୋଗୁ ଉକ୍ତ ଗାଁରେ ଗରିବ…

ଦୁର୍ଦ୍ଦିନରେ ନିର୍ମାଣ ଶ୍ରମିକ, କ୍ଷୁଦ୍ର ବ୍ୟବସାୟୀ: ସହାୟତାକୁ ଚାହିଁ ରହିଛନ୍ତି ୧.୩୭ ଲକ୍ଷ ନିର୍ମାଣ ଶ୍ରମିକ

ଯାଜପୁର ଅଫିସ, ୬ା୪: ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ବଢ଼ି ଚାଲିଥିବାବେଳେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ କଟକଣା ଯୋଗୁ ଅନେକଙ୍କୁ ଖାଦ୍ୟ ଚିନ୍ତା ଘାରିଛି। ବହୁ ଲୋକ ରୋଜଗାର ହରାଇଛନ୍ତି। ବିଶେଷକରି ନିର୍ମାଣ ଶ୍ରମିକ ଓ କ୍ଷୁଦ୍ର ବ୍ୟବସାୟୀମାନେ ବହୁଳ ଭାବେ…

ସାମାଜିକ ଦୂରତ୍ୱକୁ ଗୁରୁତ୍ୱ, ଉଲ୍ଲଂଘନ କଲେ ଦୋକାନ ସିଲ୍‌

ଯାଜପୁର ଅଫିସ,୬ା୪: ଘାତକ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଯାଜପୁର ଜିଲାରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ ସଫଳ ହୋଇଛି। ଲୋକମାନେ ଏହାକୁ ସମର୍ଥନ କରି ଘରେ ରହିଥିବାରୁ ଜିଲାପାଳ ରଞ୍ଜନ କୁମାର ଦାସ ଜିଲାବାସୀଙ୍କ ଧନ୍ୟବାଦ ଜଣାଇଛନ୍ତି। ସୋମବାର…

ଆଜି ସରିବ ଶଟ୍‌ଡାଉନ୍‌, ଲକ୍‌ଡାଉନ୍‌ ନିୟମ କଡ଼ାକଡ଼ି ପାଳିବାକୁ ନିର୍ଦ୍ଦେଶ

ଯାଜପୁର ଟାଉନ, ୬।୪ ( ଡି.ଏନଏ)-ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବ୍ରହ୍ମବରଦାରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ କରାଯାଇଥିଲା। ଏହା ସୋମବାର ରାତି ୮ଟାରେ ଶେଷ ହେବ। ଏହାପରେ…

କ୍ରୋମାଇଟ୍‌ ପରିବହନକୁ ବନ୍ଦ କଲେ ଗ୍ରାମବାସୀ

କାଳିଆପାଣି,୬ା୪(ଡି.ଏନ୍‌.ଏ.) : ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରୁ କ୍ରୋମାଇଟ ପରିବହନକୁ ସ୍ଥାନୀୟ ଗ୍ରାମବାସୀ ସୋମବାର ସକାଳେ ବନ୍ଦ କରିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, କାଳିଆପାଣି ଖଣି ଅଞ୍ଚଳରେ କାର୍ଯ୍ୟରତ ଓଏମ୍‌ସି ପରିବହନକୁ ଆଜି ସକାଳୁ ସ୍ଥାନୀୟ ଗ୍ରାମବାସୀ…

ଚାଉଳ ପାଇଁ ଚାହିଁ ବସିଛନ୍ତି ହିତାଧିକାରୀ

ବିଞ୍ଝାରପୁର, ୫।୪ (ଡି.ଏନ.ଏ.)- ମହାମାରୀ କରୋନା ଯୋଗୁ ଦେଶରେ ଲକ୍‌ଡାଉନ୍‌ ଚାଲିଛି। ଏଥିଯୋଗୁ ସାଧାରଣ ଗରିବ, ଖଟିଖିଆ କାମଧନ୍ଦା ହରାଇଛନ୍ତି। ସେମାନଙ୍କ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଶନ କାର୍ଡ ହିତାଧିକାରୀଙ୍କୁ ଆଗୁଆ ୩ମାସର ଚାଉଳ ସମେତ ପରିବାର ପିଛା…

ଯାଜପୁର ଜିଲା: ଶଟ୍‌ଡାଉନକୁ ମାନିଲେ ଲୋକେ

ଯାଜପୁର ଅଫିସ,୫ା୪-ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବ୍ରହ୍ମବରଦାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ଘୋଷିତ ପ୍ରଥମ ଦିନର ଶଟ୍‌ଡାଉନ୍‌ ସୁରୁଖୁରୁରେ ସମ୍ପନ୍ନ ହୋଇଛି। ଶନିବାର ରାତି ୮ଟାରୁ ଜିଲାର ପ୍ରମୁଖ ବଜାର ବ୍ୟାସନଗର…

ବିଞ୍ଝାରପୁରର ୫ ପଞ୍ଚାୟତ ଶଟଡାଉନ

ବିଞ୍ଝାରପୁର, ୪।୪ (ଡି.ଏନ.ଏ) : ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦାରେ ଶୁକ୍ରବାର ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଜିଲା ପ୍ରଶାସନ ପକ୍ଷରୁ ଅଧିକ ତତ୍ପରତା ପ୍ରକାଶ ପାଇଛି। ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ବିଞ୍ଝାରପୁର ବ୍ଲକର ୫…

ରସୁଲପୁର ସୀମା ସିଲ୍ କଲା ବରୀ ବ୍ଲକ ପ୍ରଶାସନ

ରତ୍ନଗିରି,୪ା୪(ଡି.ଏନ୍.ଏ.)-ଶୁକ୍ରବାର ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ବରୀ ବ୍ଲକ ପ୍ରଶାସନ ତରଫରୁ ବରୀ- ରସୁଲପୁର ସୀମାକୁ ଗୋଳକୁଣ୍ଡଠାରେ ସିଲ୍ କରାଯାଇଛି । ବରୀ ଥାନା ଅଧିକାରୀ…

ଯାଜପୁର, ବ୍ୟାସନଗର, ପାଣିକୋଇଲି, ଚଣ୍ଡିଖୋଲ ଶଟଡାଉନ୍ : ସମସ୍ତ ବ୍ଲକ ମୁଖ୍ୟାଳୟ ବନ୍ଦ ରହିବ

ଯାଜପୁର ଅଫିସ/ଯାଜପୁର ଟାଉନ,୪ା୪(ଡି.ଏନ୍.ଏ.)- ଯାଜପୁର ଜିଲା ବ୍ରହ୍ମବରଦା ଗ୍ରାମରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ପ୍ରଶାସନ ଆଶଙ୍କା କରୁଛି। ଏଥତ୍ପାଇଁ ଜିଲାର ବ୍ୟାପକ ଅଞ୍ଚଳକୁ ୪୮ ଘଣ୍ଟା ପାଇଁ ଶଟଡାଉନ୍ ଘୋଷଣା କରାଯାଇଛି। ପ୍ରଥମେ ବ୍ରହ୍ମବରାଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?