ଜାରକା ବିଟ୍ ହାଉସ ନିକଟରେ ହେବ ଫ୍ଲାଏ ଓଭରବ୍ରିଜ୍
ଧର୍ମଶାଳା,୨୨।୨(ଡିଏନଏ): ଜାତୀୟ ରାଜପଥ ଜାରକା ଛକରେ ହେବାକୁ ଥିବା ଫ୍ଲାଏ ଓଭରବ୍ରିଜକୁ ନେଇ ଚାଲିଥିବା ବିଭିନ୍ନ କଳ୍ପନାଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଜାତୀୟ ରାଜପଥ ପ୍ରାଧିକରଣ ଆଞ୍ଚଳିକ ଅଧିକାରୀ ପି.କେ. ପଣ୍ଡା ଜାରକାରେ ପହଞ୍ଚି ଧର୍ମଶାଳା ବିଧାୟକ ପ୍ରଣବ କୁମାର…
ଯାଜପୁରରୋଡ ସିଏଚ୍ସିକୁ ଅବହେଳା
ଯାଜପୁର ଅଫିସ,୨୨।୨: କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଲାଗିଥିବା ଜିଲାର ପ୍ରମୁଖ ସହର ଯାଜପୁରରୋଡକୁ ସମ୍ପୂର୍ଣ୍ଣ ଅଣଦେଖା କରାଯାଉଛି। ଏହି ସହରର ଜନସଂଖ୍ୟା ପ୍ରାୟ ଦେଢଲକ୍ଷ ପାଖାପାଖି ହେଲାଣି। ଡିଏମ୍ଏଫ୍ (ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ) ପାଣ୍ଠିରେ ଲକ୍ଷାଧିକ ଟଙ୍କା ଜିଲା ବାହାରେ ଖର୍ଚ୍ଚ…
ପ୍ରତ୍ୟକ୍ଷ ଦର୍ଶନ ଦିଅନ୍ତି ବାଲୁଙ୍କେଶ୍ୱର
ବରୀ,୨୨।୨: ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବାଲିବିଲି ଗ୍ରାମରେ ରହିଛନ୍ତି ବାଲୁଙ୍କେଶ୍ୱର ମହାଦେବ। ଏହି ମହାଦେବଙ୍କୁ ଭକ୍ତି ବିଶ୍ୱାସ ଓ ବିନମ୍ରତାର ସହିତ ପୂଜାର୍ଚ୍ଚନା କରି ନିଜକୁ ସମର୍ପିତ କରିଦେଲେ ପ୍ରତ୍ୟେକ୍ଷ ଦର୍ଶନ ମିଳିଥାଏ ବୋଲି ଗ୍ରାମବାସୀଙ୍କର ବିଶ୍ୱାସ ରହିଛି।…
ସଙ୍କଟରେ ଶିଳ୍ପ
କଳିଙ୍ଗନଗରରେ ସମ୍ପ୍ରତି ଇସ୍ପାତ ଶିଳ୍ପର ଅବସ୍ଥା ଭଲ ନାହିଁ। ଋଣ ପରିଶୋଧ କରି ନ ପାରିବାରୁ ମେସ୍କୋ(ମିଡ୍ଇଷ୍ଟ ଇଣ୍ଟିଗ୍ରେଟେଡ ଷ୍ଟିଲ ଲିଃ) ମାଲିକାନାରେ ଥିବା ମୈଥାନ ଇସ୍ପାତ କାରଖାନାକୁ ନିକଟରେ ୭ଟି ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ଦଖଲକୁ ନେଇଛନ୍ତି। ଏହାବାଦ ଜରିମାନା…
ବ୍ୟାଙ୍କ ନିକଟରୁ ଡିକି ଭାଙ୍ଗି ୧ଲକ୍ଷ ୬୦ ହଜାର ଲୁଟିନେଲେ ଦୁର୍ବୃତ୍ତ
ରସୁଲପୁର,୧୭।୨(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ କୁଆଖିଆ ବଜାରରେ ଥିବା କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ନିକଟରୁ ସୋମବାର ଅପରାହ୍ନରେ ଲୁଟ୍ ହୋଇଛି। ପ୍ରଥମାଖଣ୍ଡ ପ୍ରାଥମିକ କୃଷି ସେବା ସମବାୟ ସମିତିର ସମ୍ପାଦକ ପ୍ରଶାନ୍ତ କୁମାର ସାହାଣୀ ଟଙ୍କା ଜମା…
ରାସ୍ତା ପାର ହେଉଥିବା ବେଳେ ଚାଲିଗଲା କବି, ନାଟ୍ୟ ନିର୍ଦ୍ଦେଶକଙ୍କ ଜୀବନ
ଚଣ୍ଡିଖୋଲ,୧୪।୨(ଡି.ଏନ୍.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ସ୍କୁଟି ପଛରୁ ଟ୍ରକ୍ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ବାହାଦୁର ନଗର…
ଭିତ୍ତିଭୂମି ଅଗ୍ରଗତିର ସମୀକ୍ଷା କଲା ଜିଲା ପ୍ରଶାସନ
ରସୁଲପୁର,୧୪।୨(ଡି.ଏନ୍.ଏ.): ରସୁଲପୁର ବ୍ଲକ ଅଧିନସ୍ଥ ଅଭିବକ୍ତ ବ୍ରହ୍ମବରଦା ପଞ୍ଚାୟତରେ ଦୀର୍ଘ ୨୪ବର୍ଷ ପରେ ଆସନ୍ତା ୨୯ରୁ ଆରମ୍ଭ ହେବାକୁ ଥିବା ମୁସଲିମ୍ ଧର୍ମ ସମ୍ମିଳନୀକୁ ସଫଳତାର ସହ ଶେଷ ହେବାକୁ ସବୁ ପ୍ରକାର ପଦକ୍ଷେପ ନିଆଯିବ। ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହ…
ବିଷାକ୍ତ ବର୍ଜ୍ୟଜଳରେ ପ୍ରଦୂଷିତ ଶିଳ୍ପାଞ୍ଚଳ
ଯାଜପୁର ଅଫିସ,୧୪।୨: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ବିଷାକ୍ତ ବର୍ଜ୍ୟପାଣି ଓ ଧୂଆଁ ଛାଡ଼ିବାରେ କାରଖାନାଗୁଡ଼ିକ କାହାକୁ ମାନୁ ନାହାନ୍ତି। ଫଳରେ କଳିଙ୍ଗନଗର ସାରା ରାଜ୍ୟରେ ଦ୍ୱିତୀୟ ପ୍ରଦୂଷଣ ଅଞ୍ଚଳ ଭାବେ ବଦନାମ ଆଣିଛି। ଏହିକ୍ରମରେ ମାନପୁର ରେଲୱେ ଓଭରବ୍ରିଜ ନିକଟରୁ…
୪.୭୭ ଲକ୍ଷ ଟଙ୍କା ଜବତ, ୬ ଗିରଫ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ୍.ଏ.) ୧୩ା୨: ଯାଜପୁରରୋଡ଼ ଥାନା ଅନ୍ତର୍ଗତ ଦାନଗଦୀ ହାଟ ନିକଟରୁ ଜାଲ୍ ନୋଟ କାରବାର ଚଳାଇଥିବା ଏକ ଆନ୍ତଃ ରାଜ୍ୟ ର଼୍ୟାକେଟକୁ ଜିଲା ପୋଲିସ ଠାବ କରିଛି। ଏଥିରେ ୪ଲକ୍ଷ ୭୭ ହଜାର ଟଙ୍କାର ଜାଲନୋଟ ଜବତ ହୋଇଥିବାବେଳେ…
ଅଦିନିଆ ବର୍ଷାରେ ଫସଲ ପ୍ରଭାବିତ
ରସୁଲପୁର,୯ା୨(ଡି.ଏନ୍.ଏ.): ପାଣିପାଗରେ ଅସ୍ବାଭାବିକ ପରିବର୍ତ୍ତନ ମାନବ ସମାଜ ପାଇଁ କାଳ ସାଜୁଛି। ଏଥିଯୋଗୁଁ ଲୋକମାନେ ବହୁ ଦୁଃସାଦ୍ଧ ରୋଗର ଶିକାର ମଧ୍ୟ ହେଉଛନ୍ତି। ଅନେକ ଗରୀବ ଦିନମଜୁରିଆ, ଖଟିଖିଆଙ୍କ ଭାତହାଣ୍ଡି ପ୍ରଭାବିତ ହେଉଛି। ବିଶେଷକରି ଚାଷୀକୂଳ ଋଣଯନ୍ତା ଭିତରକୁ ଠେଲି ହୋଇଯାଉଛି।…
ପ୍ରକଳ୍ପ ପିଛା ଲକ୍ଷାଧିକ ଆତ୍ମସାତ
ଯାଜପୁର ଅଫିସ,୯ା୨: ସାଧାରଣ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଯୋଜନା କରିଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ ପାନୀୟ ଜଳ ସୁବିଧାକୁ ଅଧିକ ଗୁରୁତ୍ୱ ଦେଇ ବିଭିନ୍ନସ୍ତରରେ ନଳକୂପ, ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ,…
ଏଡିଏମ୍ଙ୍କ ହସ୍ତକ୍ଷେପ ଲୋଡ଼ିଲେ ପ୍ରଭାବିତ ପରିବାର
ସୁକିନ୍ଦା, ୯ା୨(ଡି.ଏନ୍.ଏ.): ଜିଲା ଖଣିଜ ପାଣ୍ଠି(ଡିଏମ୍ଏଫ୍)ରେ ଖଣି ଖାଦାନ ସଂଲଗ୍ନ ଅଞ୍ଚଳର ପରୋକ୍ଷ ବା ପ୍ରତ୍ୟେକ୍ଷ ଭାବରେ ପ୍ରଭାବିତ ହେଉଥିବା ଲୋକମାନଙ୍କ ଜୀବନ ଧାରଣ ମାନର ପରିବର୍ତ୍ତନ ସହ ସେମାନଙ୍କ ଜୀବନଜିବିକାକୁ ସୁଦୃଢ ଓ ସୁନିଶ୍ଚିତ କରିବାର ପ୍ରାବଧାନ ରହିଛି। ତେବେ…
Archives


