ଯାଜପୁର

ବିନାନୁମତିରେ କାଟିଦେଲେ ଶତାଧିକ ଗଛ

କାଳିଆପାଣି,୯ା୨(ଡିଏନଏ): ଦିନକୁ ଦିନ ଜଙ୍ଗଲ କ୍ଷୟ ହୋଇ ପୃଥିବୀ ଧ୍ୱଂସ ହେବାକୁ ବସିଥିବାବେଳେ ସୁକିନ୍ଦା ବ୍ଲକ କାଙ୍କଡ଼ପାଳ ପଞ୍ଚାୟତ ସଂରକ୍ଷିତ ଜଙ୍ଗଲରୁ ବେଆଇନଭାବେ ଶହଶହ ଗଛ କଟାଯାଉଥିବା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ସୁକିନ୍ଦା ବନଖଣ୍ଡ ଅଧୀନରେ ରହିଥିବା କାଙ୍କଡ଼ପାଳ ପଞ୍ଚୟତର…

ଅଦିନିଆ ବର୍ଷା : ବ୍ୟାପକ ଫସଲ କ୍ଷୟକ୍ଷତି

ସିଂହପୁର,୮।୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ସିଂହପୁର ଅଞ୍ଚଳରେ ଅଦିନିଆ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତିନିଦିନ ହେଲା ଝିପିଝିପି ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ହାଡ଼ଭଙ୍ଗା ଶୀତ ଲୋକଙ୍କୁ କାଳ ସାଜିଛି। ଫଳରେ ଲୋକେ କୋହଲା…

ମାଟିରେ ମିଶିଲା ରୂପେଶ ଭଦ୍ରଙ୍କ ଅତିଥିଭବନ

ଧର୍ମଶାଳା/ରସୁଲପୁର,୭।୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ର୍ନିବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିବାଦକୁ ଆସିଥିବା ବାଲିଗରିରେ ଥିବା ଅତିଥିଭବନ ଶୁକ୍ରବାର ଭଙ୍ଗାଯାଇଛିା। ବର୍ତ୍ତମାନ ସମ୍ପୂର୍ଣ୍ଣ ଅଟ୍ଟାଳିକା ମାଟିରେ ମିଶିଛି। ପାଞ୍ଚଜଣ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଅପରାହ୍ନ…

ମାଟିରେ ମିଶିବ ରୂପେଶ ଭଦ୍ରଙ୍କ ବିବାଦୀୟ ଅତିଥିଭବନ: ବିରୋଧ ସତ୍ତ୍ୱେ ଭଙ୍ଗା କାର୍ଯ୍ୟ ଆରମ୍ଭ

ଧର୍ମଶାଳା/ରସୁଲପୁର,୭।୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ନିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିବାଦକୁ ଆସିଥିବା ବାଲିଗରିରେ ଥିବା ଅତିଥିଭବନ ଶୁକ୍ରବାର ଭଙ୍ଗାଯାଉଛି। ପାଞ୍ଚଜଣ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଅପରାହ୍ନ ୧୨ଟାରୁ ଏହି ଭଙ୍ଗା କାର୍ଯ୍ୟ ଆରମ୍ଭ…

ଦଶରଥପୁର ବିଡିଓଙ୍କ ନାମରେ ମାମଲା ରୁଜୁ

ଯାଜପୁର ଅଫିସ,୭।୨: ଯାଜପୁର ଜିଲା ଦଶରଥପୁର ବ୍ଲକରେ ଗତ ୧ ତାରିଖରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ମଙ୍ଗଳପୁର ପୋଲିସ ଉଭୟପକ୍ଷଙ୍କ ଅଭିଯୋଗ ଉପରେ ୨ଟି ମାମଲା ରୁଜୁ କରିଛି। ଦଶରଥପୁର ବିଡିଓ ନାରାୟଣ ଚନ୍ଦ୍ର ନାୟକଙ୍କ ଅଭିଯୋଗକୁ ଭିତ୍ତି କରି ଆଶୁତୋଷ ପାଣିଗ୍ରାହୀଙ୍କ…

ଅବଧି ସରିଲାଣି, ସରିନି ନିର୍ମାଣ କାର୍ଯ୍ୟ

କାଳିଆପାଣି,୭।୨(ଡିଏନଏ): ସୁକିନ୍ଦା ତହସିଲ ଅନ୍ତର୍ଗତ କୁହିକା ଗ୍ରାମ ପଞ୍ଚାୟତ ଟମକା – ମଙ୍ଗଳପୁର, ଆର୍‌ଆଣ୍ଡ୍‌ବି ରାସ୍ତା ନିକଟରୁ ଜେମାଦେଇପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ ଚାଲିଛି। ମାତ୍ର ଏହି ରାସ୍ତା ନିମ୍ନମାନର ହୋଇଥିବାରୁ ଏହାର ଭିଜିଲାନ୍ସ ତଦନ୍ତ…

ରେଳବଜେଟରେ ଯାଜପୁର ନିରାଶ

ଯାଜପୁର ଅଫିସ,୬ା୨: ରେଳବଜେଟ ୨୦୨୦-୨୧ ଓଡ଼ିଶା ଏବଂ ବିଶେଷକରି ଯାଜପୁର ଜିଲା ପାଇଁ ନିରାଶଜନକ ହୋଇଛି। ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନରୁ ଧାମରା(ଭାୟା-ବିରଜାକ୍ଷେତ୍ର ଓ ଆରଡି)କୁ ସିଧାସଳଖ ଟ୍ରେନ ସଂଯୋଗ ପାଇଁ ଦୀର୍ଘବର୍ଷର ଦାବି ଚଳିତ ବଜେଟରେ ମଧ୍ୟ ଉପେକ୍ଷିତ ହୋଇଛି। ଏହାସହ ଯାଜପୁରରୋଡ…

ବ୍ୟକ୍ତିଗତ ସ୍ବାର୍ଥରେ ଲାଗୁଛି ବିଧାୟକ ପାଣ୍ଠି

ଯାଜପୁର ଅଫିସ,୬।୨: ବ୍ୟକ୍ତିଗତ ବ୍ୟବସାୟିକ ଅନୁଷ୍ଠାନକୁ ବିଧାୟକ ପାଣ୍ଠି(ଏମଏଲଏ ଲ୍ୟାଡ) ଖର୍ଚ୍ଚ ହେବା ଘଟଣାକୁ ନେଇ ଦଶରଥପୁର ବ୍ଲକ ବିରିପଟା ପଞ୍ଚାୟତବାସୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ଚାରିବାଟିଆଠାରେ ଶାସକ ଦଳର ଜଣେ କର୍ମୀଙ୍କ ପୁଅ ନାମରେ ଥିବା ଏକ ଇଟା…

ବ୍ୟାସ ସରୋବରରେ ହେବ ହରିଣ ପାର୍କ

କଳିଙ୍ଗନଗର, ୬।୨ (ଡି.ଏନ୍‌.ଏ.): ପବିତ୍ର ଭୌମ ଏକାଦଶୀ ତିଥି ଅବସରରେ ବ୍ୟାସନଗରସ୍ଥିତ ପୁରାଣ ପ୍ରସିଦ୍ଧ ବ୍ୟାସ ସରୋବର ପୀଠରେ ବୁଧବାରଠାରୁ ବ୍ୟାସ ସରୋବର ମହୋତ୍ସବ ଆରମ୍ଭ ହୋଇଛି। ବ୍ୟାସନଗର ପୌର ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ମହୋତ୍ସବର ପ୍ରଥମ ଦିବସରେ ସକାଳ ୮ଟାରୁ…

କାଗଜପତ୍ରରେ ଚାଲିଛି ଧାନକିଣା:ଚାଉଳ ରିସାଇକ୍ଲିଂ କରିବାକୁ ସଜବାଜ

ଯାଜପୁର ଅଫିସ,୫ା୨- ଯାଜପୁର ଜିଲାରେ ମଙ୍ଗଳବାର ସୁଦ୍ଧା ୧୩୪ ପ୍ୟାକ୍ସ ଜରିଆରେ ୫,୯୩,୨୫୭ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି। ଏଥିରେ ୧୨ଜଣ ମିଲର୍ସ ଭାଗ ନେଇଛନ୍ତି । ତେବେ ଏଥିରୁ ଲକ୍ଷାଧିକ କୁଇଣ୍ଟାଲ ପରିମାଣର ଧାନ କାଗଜପତ୍ରରେ ସଂଗ୍ରହ ଚାଲିଛି। ନିଜ…

କଳିଙ୍ଗନଗର, ଜାରକା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ: ସ୍ଥାନୀୟ ନିଯୁକ୍ତିକୁ ନିୟନ୍ତ୍ରଣ କରୁଛନ୍ତି ରାଜନେତା

ଯାଜପୁର ଅଫିସ,୫ା୨:ନବେ ଦଶକରେ ସ୍ଥାନୀୟ ନିଯୁକ୍ତି ଆଶାରେ କଳିଙ୍ଗନଗରବାସୀ ବିଭିନ୍ନ ଶିଳ୍ପାନୁଷ୍ଠାନକୁ ସ୍ବାଗତ କରିଥିଲେ। କିନ୍ତୁ ଶିଳ୍ପରେ ନିଯୁକ୍ତିର ବାସ୍ତବ ଚିତ୍ର ଓଲଟା ହୋଇଛି। ସମ୍ପ୍ରତି ସ୍ଥାନୀୟ ନିଯୁକ୍ତି ସମେତ କେତେକ କାରଖାନାରେ ଠିକାକାର୍ଯ୍ୟ, ପରିବହନ ଆଦି ନିର୍ବାଚିତ ଜନ ପ୍ରତିନିଧିଙ୍କ…

ଯାଜପୁରରୋଡ-ଧାମରା ରେଳପଥ ନିର୍ମାଣ ଦାବି

ଯାଜପୁର ଅଫିସ,୫ା୨: ସମ୍ପ୍ରତି ପାର୍ଲାମେଣ୍ଟରେ ୨୦୨୦-୨୧ ପାଇଁ ଆଗତ ବଜେଟରେ ଯାଜପୁରରୋଡ-ଧାମରା(ଭାୟା ଯାଜପୁର ଟାଉନ ଓ ଆରଡି) ରେଳପଥ ନିର୍ମାଣ ପାଇଁ ଘୋଷଣା କରାଯାଇ ନ ଥିବାରୁ ଉଦ୍‌ବେଗ ପ୍ରକାଶ ପାଇଛି। ବଜେଟରେ ସଂଶୋଧନ ଆଣି ଏହି ରେଳପଥ ନିର୍ମାଣକୁ ସେଥିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri