ଯାଜପୁର

ଦୁଇ ହୋଲ୍‌ସେଲରଙ୍କ ନାମରେ ମାମଲା

ଯାଜପୁର ଅଫିସ,୨୮ା୩: ଯାଜପୁର ସହରର ବିରଜାହାଟ ନିକଟରେ ଥିବା ଦୁଇ ହୋଲ୍‌ସେଲରଙ୍କ ନାମରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାପାଳଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ହୋଲ୍‌ସେଲର ଦୁଇଜଣ ହେଲେ ସଞ୍ଜୟ ସାହୁ ଓ ଧନେଶ୍ୱର ସାହୁ। ଏସମ୍ପର୍କରେ ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ…

ନହକା ଛକକୁ ପରିବା ବଜାର ସ୍ଥାନାନ୍ତର

ଯାଜପୁର ଅଫିସ,୨୮ା୩: ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ଗ୍ରୀନ୍‌ ମାର୍କେଟସ୍ଥିତ ପରିବା ବଜାରରେ ଆବଶ୍ୟକ ସ୍ଥାନ ଅଭାବରୁ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରହି ପାରୁ ନ ଥିଲା। ଫଳରେ ଏଠାରେ କରୋନା ସଂକ୍ରମଣର ଆଶଙ୍କା କରି ସହରର…

ଭୋକିଲା ମାଙ୍କଡ଼ଙ୍କୁ ଆହାର

ରସୁଲପୁର,୨୬।୩(ଡି.ଏନ୍.ଏ.): କରୋନା ପ୍ରଭାବରେ ମଣିଷ ସହିତ ପରୋକ୍ଷରେ ପ୍ରାଣୀ ଜଗତ ବି ପ୍ରଭାବିତ ହୋଇଛି। ବୁଲା ଜୀବଜନ୍ତୁଙ୍କ ପାଇଁ ଖାଦ୍ୟ ସଙ୍କଟ ଦେଖାଦେଇଛି। ଯାଜପୁର ଜିଲାର ମହାବିନାୟକ ପୀଠରେ ମାଙ୍କଡ଼ଙ୍କ ପାଇଁ ଖାଦ୍ୟର ଘୋର ଅଭାବ ଦେଖାଦେଇଛି। ଏହି ସ୍ଥାନ ଜନଶୂନ୍ୟ…

ଚାଷୀଙ୍କ ଚିନ୍ତା ବଢ଼ାଇଛି କରୋନା

ରସୁଲପୁର,୨୬।୩(ଡି.ଏନ୍.ଏ.): ଅମଳ ଅପେକ୍ଷାରେ ଖରିଫ କ୍ଷେତ ରହିଥିଲାବେଳେ ଏଥିରେ ବାଧକ ସାଜିଛି କରୋନା। ମାତ୍ର ଏବେ କରୋନା ଆତଙ୍କ ଯୋଗୁ ଶ୍ରମିକ ମିଳୁ ନାହାନ୍ତି। ଫଳରେ ଚାଷୀ ତାର ଉତ୍ପାଦିତ ଦ୍ରବ୍ୟକୁ ଏକାକୀ ଅମଳ କରିବାରେ ଅକ୍ଷମତା ପ୍ରକାଶ କରୁଛି। ତେଣେ…

ଆବଶ୍ୟକ ପଡ଼ିଲେ ଲାଗିବ କର୍ଫ୍ୟୁ: ଲକ୍‌ଡାଉନ୍‌କୁ ମାନୁ ନାହାନ୍ତି ଜନତା

ଯାଜପୁର ଅପିସ,୨୬ା୩: କରୋନା ଭୂତାଣୁ ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା ପରେ ଯାଜପୁର ଜିଲାରେ ବହିରାଗତଙ୍କ ସଂଖ୍ୟା ପ୍ରାୟ ୨ ହଜାର ହୋଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଛି।…

କାଳିଆପାଣି ଖଣି ଅଞ୍ଚଳରେ ଲକ୍‌ଡାଉନ୍‌ ପ୍ରଭାବ ଶୂନ

କାଳିଆପାଣି, ୨୫।୩: କରୋନା (କୋଭିଡ୍‌-୧୯) ବିଶ୍ୱ ପାଇଁ ମହାମାରୀ ରୂପେ ଉଭା ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ଭଳି କଠୋର ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି…

ଲକ୍‌ଡାଉନ୍‌କୁ ଗୁରୁତ୍ୱ ଦେଉନାହାନ୍ତି ଯାଜପୁର ରୋଡ୍‌ ବାସିନ୍ଦା: କିଣାକିଣି ବେଳେ ରଖାଯାଉନାହିଁ ସାମାଜିକ ଦୂରତା, ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ପ୍ରବଳ ଭିଡ଼

ଯାଜପୁର ଅଫିସ,୨୫।୩-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲକ୍‌ଡାଉନ୍‌ ଘୋଷଣାକୁ ଯାଜପୁର ଜିଲାର ପ୍ରାୟ ଦୋକାନୀ ମାନୁଥିବାବେଳେ ଲୋକେ କିନ୍ତୁ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଇଛି। ଏଥିପାଇଁ ପୋଲିସକୁ ନାକେଦମ ହେବାକୁ ପଡୁଛି। ବୁଧବାର ଯାଜପୁର ରୋଡ ଗଣେଶ ମାର୍କେଟସ୍ଥିତ ଏକ ଆଳୁ…

ଶୂନ୍‌ଶାନ ହୋଇପଡ଼ିଛି ଯାଜପୁରରୋଡ୍‌

ଯାଜପୁର ଅଫିସ,୨୨।୩: ଜନତା କର୍ଫ୍ୟୁ ଯୋଗୁ ଯାଜପୁରରୋଡ୍‌ ଶୂନଶାନ ହୋଇପଡ଼ିଛି। କରୋନା ଭୂତାଣୁର ମୁକାବିଲା ପାଇଁ ଜିଲାବାସୀ ସ୍ବତଃପ୍ରବୃତ୍ତ ଭାବେ ସମସ୍ତ ଦେକାନ ବଜାର ବନ୍ଦ କରିଛନ୍ତି। ବଡ଼ବଡ଼ ଶପିଂମଲ୍‌ଠାରୁ ଆରମ୍ଭ କରି ଛୋଟ ଦୋକାନ ମଧ୍ୟ ବନ୍ଦ ରହିଛି। ଏପରିକି…

ପରମ୍ପରା ଉପରେ କରୋନା ଅଙ୍କୁଶ

ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରର ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଅନେକ ପ୍ରସିଦ୍ଧ କାର୍ଯ୍ୟକ୍ରମ ଉପରେ କରୋନା ଅଙ୍କୁଶ ଲାଗିଛି। ଫଳରେ ଚଳିତ ବର୍ଷ ବାରୁଣୀ ମେଳା, ବାରବାଟୀ ବିଶ୍ୱଶାନ୍ତି ମହାଯଜ୍ଞ, ଶଙ୍ଖଚିଲା ହିଙ୍ଗୁଳା ଯଜ୍ଞ, ରାଛିପୁର ଶନିଶ୍ଚର…

ସ୍କୁଲ ମିଶ୍ରଣକୁ ଗାଁ ଲୋକଙ୍କ ବିରୋଧ

ଡୁବୁରୀ,୧୯।୩(ଡିଏନଏ): ସିଆରିଆ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ନିକଟସ୍ଥ ଡୁବୁରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ ପାଇଁ ନିଷ୍ପତ୍ତି ହୋଇଛି। ତେବେ ଏହି ମିଶ୍ରଣ ପ୍ରକ୍ରିୟାକୁ ତୀବ୍ର ବିରୋଧ କରିଛନ୍ତି ସିଆରିଆ ଗାଁଲୋକେ। ଏ ନେଇ ବୁଧବାର ଏକ ବଡ଼ ଧରଣର…

ଖୋଲା ଛାତ ତଳେ ଗଢ଼ା ହେଉଛି ଶିଶୁଙ୍କ ଭବିଷ୍ୟତ

କୋରେଇ,୧୯।୩(ଡିଏନଏ): କୋରେଇ ଅଞ୍ଚଳର ବହୁ ଅଙ୍ଗନଓ୍ବାଡି କେନ୍ଦ୍ର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଆବଶ୍ୟକ ଭିତ୍ତିଭୂମି ଅଭାବରୁ କୁନିକୁନି ପିଲା ନିଜ ଅଧିକାରରୁ ବଞ୍ଚିତ୍ତ ହେଉଛନ୍ତି। ୧୫ରୁ ଊର୍ଦ୍ଧ୍ୱ ଭଙ୍ଗା ଘରେ ବିପଦପୂର୍ଣ୍ଣ ଭାବେ କୁନି ପିଲାଙ୍କୁ ପଢ଼ା ଯାଉଥିବା ଦେଖିବାକୁ ମିଳିଛି।…

୬ ମାସ ବିତିଲା, ଚିହ୍ନଟ ହୋଇପାରିଲାନି ଜମି

ଯାଜପୁର ଅଫିସ,୧୯।୩: ଯାଜପୁର ଜିଲା ରସୁଲପୁର ବ୍ଲକର ଗୋପାଳପୁର ଗ୍ରାମ ହସ୍ତତନ୍ତ ଶିଳ୍ପ ପାଇଁ ବେଶ ପ୍ରସିଦ୍ଧି ଲାଭ କରିଛି। ତେଣୁ ଗୋପାଳପୁର ଗ୍ରାମକୁ ହସ୍ତତନ୍ତ ଶିଳ୍ପ ଗ୍ରାମଭାବେ ପ୍ରତିଷ୍ଠା କରିବାକୁ ସେପ୍ଟେମ୍ବର ୧୩ରେ ନିଷ୍ପତ୍ତି ହୋଇଥିଲା। ଏହି ପ୍ରସ୍ତାବର ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?