ଯାଜପୁର

ପ୍ୟାକ୍ସରେ ତାଲା ପକାଇଲେ ଚାଷୀ

ବରୀ,୪ା୨(ସ୍ବ.ପ୍ର):ବରୀ ବ୍ଲକ ଅଧୀନ ଧାରପୁର କୃଷି ସେବା ସମବାୟ ସମିତି (ପ୍ୟାକ୍ସ)ରେ ସୋମବାର ଚାଷୀମାନେ ତାଲା ପକାଇ ଦେଇଥିଲେ। ଦୀର୍ଘ ସମୟ ଧରି ତାଲା ପଡ଼ି ରହିବାରୁ କାର୍ଯ୍ୟାଳୟ ବନ୍ଦ ରହିଥିଲା। ସମିତି ସଭାପତି ସରୋଜ କୁମାର ଜେନାଙ୍କ ହସ୍ତକ୍ଷେପ ପରେ…

ଗଡ଼ୁଛି ଦିନ, ହେଉନି ଜଳସେଚନ ସୁବିଧା

ଯାଜପୁର ଅଫିସ,୪ା୨: ରାଜ୍ୟରେ ୩୫ ପ୍ରତିଶତ କୃଷି କ୍ଷେତ୍ରକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ ବୋଲି ୧୮ବର୍ଷ ତଳେ ସରକାର ଘୋଷଣା କରିଥିଲେ। ହେଲେ ବାସ୍ତବରେ ଏହା ଯାଜପୁର ଜିଲାରେ ଘୋଷଣାରେ ସୀମିତ ରହିଛି। ୮ ବର୍ଷରୁ ଊର୍ଦ୍ଧ୍ୱ ହେବ ଜିଲାରେ…

ବିସ୍ଥାପିତ ତାଲିକାରେ ସାମିଲ ନ କଲେ ଆନ୍ଦୋଳନ

କଳିଙ୍ଗନଗର,୪ା୨(ଡି.ଏନ.ଏ): କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା କାରଖାନା ପାଇଁ ଚାନ୍ଦିଆ, ବାଲିଗୋଠ, ଗୋବର ଘାଟି, କଳାମାଟିଆ, ବାଇଡୁବୁରୀ, ଗାଢପୁର, ଚମ୍ପାକୋଇଲି, ବାନ୍ଦରଗାଡିଆ, ବାମିୟାଗୋଠ, ମାନିଆପାତଳ, ଅମ୍ବଗଡିଆ ଗ୍ରାମବାସୀ ବିସ୍ଥାପିତ ହୋଇଥିଲେ। ମାତ୍ର ଏଯାବତ୍‌ ସେମାନଙ୍କ ନାମ ବିସ୍ଥାପିତ ତାଲିକାରେ ଅର୍ନ୍ତଭୁକ୍ତ ହୋଇନାହିଁ। ଏନେଇ…

୬୧ କଲେଜକୁ ଆର୍‌ଡିଇର ଜବାବତଲବ

ଯାଜପୁର ଅଫିସ,୩।୨: ସେଲ୍ଫ ଫାଇନାନ୍ସିଂ ସ୍କିମ ନାମରେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷାର ବ୍ୟବସାୟୀକରଣ ଯୋଗୁ ରାଜ୍ୟରେ ବହୁ ପ୍ରତିଷ୍ଠିତ ଘରୋଇ ଆବାସିକ ଡିଗ୍ରୀ କଲେଜଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ଠାରୁ ବେଆଇନ ଫି’ ଆଦାୟ ଚାଲିଛି। ଏନେଇ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ରେ ମାମଲା…

ଆବାସ ସମ୍ପୂର୍ଣ୍ଣ କରିବାକୁ ପ୍ରଶାସନର ତତ୍ପରତା

ଯାଜପୁର ଅଫିସ,୩।୨: ଯାଜପୁର ଜିଲାରେ ଆବାସ ଗୃହ ନିର୍ମାଣରେ ଅଗ୍ରଗତି ନୈରାଶ୍ୟଜନକ ରହିଛି। ପୂର୍ବରୁ ଏହି ଯୋଜନାରେ ପ୍ରକୃତ ହିତାଧିକାରୀଙ୍କୁ ଘର ମିଳି ନ ଥିବାବେଳେ ଥିଲାବାଲା ଲୋକଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇଥିବା ନଜିର ରହିଛି। ତେବେ ଏନେଇ ବିଭିନ୍ନ…

ନିଶା ଖୁଆଇ ଯୁବକଙ୍କୁ ଲୁଟ୍‌: ରାସ୍ତାକଡ଼ରେ ଫୋପାଡ଼ି ଚାଲିଗଲେ

ଧର୍ମଶାଳା ୨ା୨(ଡିଏନ୍‌ଏ) ଧର୍ମଶାଳା ଥାନା ସାନ ବାଲିକୁଦା ଗ୍ରାମର କେଦାରନାଥ ଜେନା ଅନୁଗୋଳରୁ ଘରକୁ ଫେରୁଥିବାବେଳେ ତାଙ୍କୁ ବାଟରେ ଲୁଟେରା ଚା’ରେ ନିଶା ଦେଇ ଲୁଟ କରିବା ପରେ ରାସ୍ତାକଡ଼ରେ ଫୋପାଡ଼ି ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି। ସ୍ଥାନୀୟ ଲୋକେ କେଦାରଙ୍କୁ…

‘ଯାଜପୁରକୁ ରାଜ୍ୟର ସର୍ବଶ୍ରେଷ୍ଠ ପୌରାଞ୍ଚଳରେ ପରିଣତ କରାଯିବ’

ଯାଜପୁର ଟାଉନ,୨।୨(ଡିଏନଏ): ଯାଜପୁର ପୌରାଞ୍ଚଳ ରାଜ୍ୟର ଏକ ଆଦର୍ଶ ଓ ଅତ୍ୟାଧୁନିକ ପୌରାଞ୍ଚଳରେ ପରିଣତ କରାଯିବ ବୋଲି ଜିଲାପାଳ ରଞ୍ଜନ କୁମାର ଦାସ ମତବ୍ୟକ୍ତ କରିଛନ୍ତି। ଯାଜପୁର ପୌରାଞ୍ଚଳକୁ ରାଜ୍ୟର ସର୍ବଶ୍ରେଷ୍ଠ ପୌରାଞ୍ଚଳ କରିବା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି…

ବେଆଇନ ବାଲି ଚାଲାଣ: ୪୫ ହଜାର ଜରିମାନା ଆଦାୟ

ସିଂହପୁର,୧।୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ବରୀ ତହସିଲ ଅଧିନସ୍ଥ ଖରସ୍ରୋତା ନଦୀର ମଧୁସୂଦନପୁର ଘାଟ ନିକଟରୁ ଶନିବାର ବେଆଇନ ବାଲି ଚାଲାଣ ବେଳେ ମୋଟ୍‌ ୫ଟି ଟ୍ରାକ୍ଟରକୁ ବରୀ ତହସିଲଦାର ଜବତ କରିଥିବା ଜଣାପଡ଼ିଛି। ଖବର ଅନୁଯାୟୀ,…

ବୈରୀ ଷ୍ଟେଶନ୍‌ରେ ରହିଲା କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର

ଛତିଆ,୧।୨(ଡି.ଏନ୍‌.ଏ.): ବୈରୀ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ସଫଳ ହୋଇଛି। ଶୁକ୍ରବାରଠାରୁ ବୈରୀ ଷ୍ଟେଶନରେ କେନ୍ଦୁଝର, ଭୁବନେଶ୍ୱର ପାସେଞ୍ଜର ଟ୍ରେନ୍‌ ରହଣୀ ହୋଇଛି। ଉଭୟ ପଟୁ ୧ ମିନିଟ୍‌ ଲେଖାଏ ରହିବା ପାଇଁ ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି…

ସଚିବଙ୍କ ନିର୍ଦ୍ଦେଶ ପରେ ବିଭାଗୀୟ ତତ୍ପରତା

ଯାଜପୁର ଅଫିସ,୧।୨: ଯାଜପୁର ଜିଲା ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣରେ ହୋଇଥିବା ଅନିୟମିତତା ସଂକ୍ରାନ୍ତରେ ବିଭାଗୀୟ ତତ୍ପରତା ଦେଖିବାକୁ ମିଳିଛି। ଓଡ଼ିଶା ସରକାର ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅଧସ୍ଥନ ସଚିବ ଏସ୍‌.ଆର୍‌. ପଟ୍ଟନାୟକ ତାଙ୍କ ପତ୍ରସଂଖ୍ୟା ୨୩୪୬୪/୧୩ା୧୨ା୨୦୧୯ରେ ନିର୍ଦ୍ଦେଶ…

ଡୁବୁରୀ ଛକରେ ସ୍ଥାପନ ହେବ ଟ୍ରାଫିକ ଲାଇଟ୍‌ ସିଗନାଲ

ଯାଜପୁର ଟାଉନ,୧।୨(ଡି.ଏନ.ଏ): ସଡ଼କ ସୁରକ୍ଷା ସମ୍ପର୍କିତ ପ୍ରଥମ ପାର୍ଲାମେଣ୍ଟାରୀ କମିଟି ବୈଠକ ଜିଲାପରିଷଦ ସଭାଗୃହଠାରେ ଏମ୍‌ପି ଶର୍ମିଷ୍ଠା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଦେଶରେ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଥିବାରୁ ସେଠୀ ଉଦ୍‌ବେଗ ପ୍ରକାଶ କରିବା ସହିତ ଏ ଦିଗରେ ସମସ୍ତଙ୍କର…

କାମ ବନ୍ଦ କଲେ ଗ୍ରାମବାସୀ

ଡୁବୁରୀ,୩୧-୧(ଡିଏନଏ):ସୁକିନ୍ଦା ବ୍ଲକ ଗୋବରଘାଟି ପଞ୍ଚାୟତ ବେଲହୁଡ଼ିଠାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରାଯାଉଛି। ସରକାରଙ୍କ ସମସ୍ତ ନୀତିନିୟମକୁ ଖୋଲା ଉଲ୍ଲଂଘନ କରି ବିନା ସୂଚନା ଫଳକରେ ଏହି ରାସ୍ତା କାର୍ଯ୍ୟ କରାଯାଉଥିବାରୁ ଗ୍ରାମବାସୀ ଏହାକୁ ତୀବ୍ର ବିରୋଧ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri