ଟୋକନ ନ ମିଳିବାରୁ ଖୋଲିନି ମଣ୍ଡି
ଯାଜପୁର ଅଫିସ,୩୧-୧:ଯାଜପୁର ଜିଲାରେ ଧାନ ସଂଗ୍ରହରେ ବିଳମ୍ବ କାରଣରୁ ଚାଷୀ ବହୁଳ ଭାବେ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ପୂର୍ବରୁ ଧାନ ଅମଳ କରି ଚାଷୀ ଅଭାବ ଅନାଟନ ଯୋଗୁ ଦଲାଲ ହାତରେ କୁଇଣ୍ଟାଲ ପିଛା ୫୦୦ରୁ ୬୦୦ ଟଙ୍କା ପର୍ଯ୍ୟନ୍ତ…
ସତ୍ସଙ୍ଗ ଦ୍ୱାରା ସାମ୍ପ୍ରଦାୟିକତା ଦୂର ହୋଇଥାଏ : ତଥାଗତ
ଚଣ୍ଡିଖୋଲ,୩୧-୧(ଡି.ଏନ୍.ଏ.):ବର୍ତ୍ତମାନ ଧର୍ମନାମରେ ବିଭେଦ ସୃଷ୍ଟି ହେଉଛି। ଜାତି, ଧର୍ମ, ବର୍ଣ୍ଣକୁ ନେଇ ରାଜନୀତି କରାଯାଉଛି। ଏପରିକି ଭେଦଭାବ ସୃଷ୍ଟି କରାଯାଇ ପରସ୍ପର ପ୍ରତି ବିଦ୍ୱେଷ ଭାବ ସୃଷ୍ଟି ହେଉଛି। ସତ୍ସଙ୍ଗ ହେଉଛି ଜୀବନଧାରା ପରିବର୍ତ୍ତନର ମାର୍ଗ। ସମସ୍ତେ ଏଠାରେ ପ୍ରେମପ୍ରୀତିରେ ବାନ୍ଧି…
ଆଦାୟ ହେଉଛି ରାଜସ୍ବ, ସୁଧୁରୁନି ହାଟର ଅବସ୍ଥା
ରସୁଲପୁର,୩୧-୧(ଡିଏନଏ):ସାପ୍ତାହିକ ହାଟ ଗ୍ରାମାଞ୍ଚଳ ଲୋକଙ୍କ ବିକାକିଣାର ମାଧ୍ୟମ ହୋଇଆସୁଛି। ଚାଷୀ, ବ୍ୟବସାୟୀ, ଖାଉଟି ସଭିଏଁ ଗାଁ ହାଟରେ ଏକାଠି ହୁଅନ୍ତି। ନିଜ ଆବଶ୍ୟକତା ମୁତାବକ ଜିନିଷ କାରବାର କରି ଫେରିଯାଆନ୍ତି। ଏକଦା ସାପ୍ତାହିକ ହାଟକୁ କାରବାର ପାଇଁ ଲୋକଙ୍କୁ ଅନେକ ବାଟ…
ନରହନ୍ତା ହାତୀକୁ ନେଇ ହଟହଟା
ଚଣ୍ଡିଖୋଲ/ ଚୌଦ୍ୱାର, ୨୯।୧ (ଡି.ଏନ୍.ଏ.) :ଯାଜପୁର ଜିଲାର କୋରେଇ, ସୁକିନ୍ଦା ଓ ଦାନଗଦୀ ଅଞ୍ଚଳରେ ପ୍ରାୟ ୨ସପ୍ତାହ ଧରି ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ହାତୀକୁ ନେଇ ବନ ବିଭାଗର ଚିନ୍ତା ବଢ଼ିବାରେ ଲାଗିଛି। ଉକ୍ତ ହାତୀକୁ ସୋମବାର ସନ୍ଧ୍ୟାରେ ଦାନଗଦୀ ବ୍ଲକ…
କୁସୁନପୁର ଜଙ୍ଗଲକୁ ଗଲା ନରହନ୍ତା ହାତୀ
ଯାଜପୁର ଅଫିସ୍,୨୮।୧: ଦୀର୍ଘ ୧୦ଦିନ ହେବ ଯାଜପୁର ଜିଲାର ଦାନଗଦି, କୋରେଇ, ରସୁଲପୁର ଅଞ୍ଚଳରେ ଆତଙ୍କ ଖେଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍ ପରେ ମଙ୍ଗଳବାର କୁସୁନପୁର ଜଙ୍ଗଲକୁ ପଠାଯାଇଛି। କଡା ସୁରକ୍ଷା ମଧ୍ୟରେ ହାତୀର ସ୍ବାସ୍ଥ୍ୟ ପରୀକ୍ଷା ପରେ ତାକୁ ସ୍ଥାନାନ୍ତର…
୮ ଦିନ ଧରି ଆତଙ୍କ ଖେଳାଇ ଚାଲିଛି ହାତୀ: ଏହାକୁ ଧରିବା ଦାବିରେ ରାସ୍ତାରୋକୋ, ଯାତାୟାତ ବାଧାପ୍ରାପ୍ତ
କଳିଙ୍ଗନଗର,୨୭।୧(ଡି.ଏନ୍.ଏ.): ଯାଜପୁର ଜିଲା କଳିଙ୍ଗନଗର-ଦାନଗଦୀ ବ୍ଲକରେ ଗତ ୮ଦିନ ଏକ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ୮ ଦିନ ଭିତରେ ହାତୀଟି ୪ ଜଣଙ୍କ ଜୀବନ ନେଇଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ପୁଞ୍ଜିଭୂତ ଅସନ୍ତୋଷ ଉଗ୍ରରୂପ…
୨୦୧୯-୨୦ ଶିକ୍ଷାବର୍ଷ ସରିବାକୁ ୨ମାସ ରହିଲା: ଛାତ୍ରୀଛାତ୍ରଙ୍କୁ ମିଳିଲାନି ମାଗଣା ୟୁନିଫର୍ମ, ଜୋତା
ରସୁଲପୁର, ୨୬।୧ (ଡି.ଏନ୍.ଏ.): ଯାଜପୁର ଜିଲାରେ ରସୁଲପୁର ବ୍ଲକ ଏକ ଅଗ୍ରଣୀ ବ୍ଲକ ଭାବରେ ଖ୍ୟାତି ରହିଛି। ହେଲେ ଏହି ବ୍ଲକର ଶିକ୍ଷା ବ୍ୟବସ୍ଥା ଓ ତା’ର ଅବସ୍ଥା ସେତେଟା ସନ୍ତୋଷଜନକ ମନେ ହେଉନାହିଁ। ତେବେ ଛାତ୍ରୀଛାତ୍ରଙ୍କୁ ମଗଣା ୟୁନିଫର୍ମ ଓ…
ବଢୁଛି ଶିଳ୍ପ, ଗାଁ ମୁହାଁ ହାତୀ
ଯାଜପୁର ଅଫିସ,୨୪ା୧ – ହାତୀ ଆକ୍ରମଣରେ ମଣିଷଙ୍କ ମୃତ୍ୟୁ, ଫସଲହାନି, ଘରଦ୍ୱାର କ୍ଷୟକ୍ଷତି ଘଟଣା ଆଦି ବୃଦ୍ଧି ପାଉଛି। ଗତ କିଛିବର୍ଷ ହେଲା ଏଭଳି ଘଟଣା ଜଙ୍ଗଲ ଆଖପାଖ ଗ୍ରାମ ଗ୍ରାମ ବ୍ୟତୀତ ଜଙ୍ଗଲରୁ ଦୂରରେ ଥିବା ଜନବସତିରେ ମଧ୍ୟ ଏଭଳି…
ଲୋପପାଉଛି ତାଳଗଛ, ବଢୁଛି ବଜ୍ରପାତ ଦୁର୍ଘଟଣା
ରସୁଲପୁର,୨୫ା୧(ଡିଏନଏ) ଗ୍ରୀଷ୍ମ ଋତୁରେ ବଜ୍ରପାତର ଆଶଙ୍କା ଅଧିକ ରହୁଛି। ବଜ୍ରାଘାତ ଯୋଗୁ ବହୁ ଧନଜୀବନ ହାନୀ ଘଟୁଛି। ୧ ଏପ୍ରିଲ,୨୦୧୫ରୁ ବଜ୍ରପାତଜନିତ ଦୁର୍ଘଟଣାକୁ ପ୍ରାକୃତିକ ବିପର୍ଯ୍ୟୟଭାବେ ଧରାଯାଉଛି। ବନ୍ୟା, ବାତ୍ୟା, ଭୂମିକମ୍ପକୁ ରାଜ୍ୟ ସରକାର ପ୍ରାକୃତିକ ବିପର୍ଯ୍ୟୟ ବୋଲି ଘୋଷଣା କରିଛନ୍ତି।…
ମାନସିକଧାରୀ ଭୋଗ ଲଗାଇଲେ ଆରିସା ପିଠା, ଖିର ଗଇଁଠା
ଚଣ୍ଡିଖୋଲ,୨୪।୧(ଡି.ଏନ.ଏ) ଓଡ଼ିଶା ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ଶୁକ୍ରବାର ୫ମ ଦିନରେ ପହଞ୍ଚିଛି। ଅପରାହ୍ନରେ ମେଳାରେ ପଡ଼ିଥିବା ତିନିକଡ଼ ରାସ୍ତାରେ ବ୍ୟାପକ ଜନଗହଳି ସହିତ ପାହାଡ଼ ପାଦଦେଶରୁ ଶୀର୍ଷଦେଶ ପର୍ଯ୍ୟନ୍ତ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଜନସମାଗମ ହୋଇଥିବା ଦେଖିବାକୁ ମିଳିଛି। ୫୩ନଂ ଜାତୀୟ…
୮ ଦୁର୍ନୀତିଖୋର ଅଧିକାରୀଙ୍କୁ ଜବାବ ତଲବ
ଯାଜପୁର ଅଫିସ,୨୪।୧ :ଯାଜପୁର ଜିଲାର ୧୦ବ୍ଲକ ଅନ୍ତର୍ଗତ ପ୍ରାୟ ଅଧିକାଂଶ ଗ୍ରାମ ପଞ୍ଚାୟତ ଦୁର୍ନୀତିରେ ବୁଡ଼ି ରହିଛି ା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମଜିଏନ୍ଆର୍ଇଜିଏସ୍), ଚତୁର୍ଦ୍ଦଶ ଅର୍ଥ କମିଶନ, ଆବାସ ଯୋଜନା ଆଦି ଲୋକହିତକର…
ରସୁଲପୁର ପଞ୍ଚାୟତ ସମିତିର ୬ଷ୍ଠ ସାଧାରଣ ବୈଠକ: ଯୋଗଦେଲେନି ବିଧାୟକ, ଏମ୍ପି
ରସୁଲପୁର,୨୩ା୧(ଡି.ଏନ୍.ଏ.): ବିଧାୟକ ଓ ମନ୍ତ୍ରୀମାନେ ଗାଁକୁ ଯିବେ। ଲୋକଙ୍କ ସମସ୍ୟା ବୁଝିବେ। ଗାଁରେ ରାତି କାଟିବେ। ସରକାରୀ ଯୋଜନା ଠିକ୍ ଭାବେ କାର୍ଯ୍ୟ ହେଉଛି କି ନାହିଁ ସେଥିପ୍ରତି ଧ୍ୟାନ ଦେବେ। ସରକାରଙ୍କ ନୂଆ ଯୋଜନା ୫-ଟି ଓ ମୋ ସରକାର…
Archives


