ଯାଜପୁର

ଆରମ୍ଭ ହେଲା ଆଲ୍‌ମି ଇଜ୍‌ତମା:ଯୋଗଦେଲେ ୪୦ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ରସୁଲପୁର,୧।୩(ଡି.ଏନ୍‌.ଏ.): ରସୁଲପୁର ଅନ୍ତର୍ଗତ ଅବିଭକ୍ତ ବ୍ରହ୍ମବରଦାଠାରେ ଶନିବାରଠାରୁ ୩ଦିନିଆ ବିଶ୍ୱ ମୁସଲିମ୍‌ ଧର୍ମ ସମ୍ମିଳନୀ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ୪୦ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ହୋଇଥିବା ଲକ୍ଷ୍ୟ କରାଯାଇଛି। ତେବେ ପ୍ରଥମ ଦିନରେ ଆଶାତୀତ ଭକ୍ତଙ୍କ ସମାଗମ ହୋଇ ନ…

ବରୀ ନିର୍ବାଚନମଣ୍ଡଳୀରୁ ଯୋଗଦେବେ ୩୦୦୦କର୍ମୀ

ରସୁଲପୁର,୨୯।୨(ଡିଏନଏ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମଦିବସ ୫ମାର୍ଚ୍ଚକୁ ପଞ୍ଚାୟତିରାଜ ଦିବସଭାବେ ପାଳନ କରାଯାଉଥିବାବେଳେ ଚଳିତବର୍ଷ ମଧ୍ୟ ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସ୍ତରୀୟ ବିଜୁଜୟନ୍ତୀ ଓ ପଞ୍ଚୟତିରାଜ ଦିବସ କଟକ ସହରରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ବରୀ…

ନଗଡ଼ାରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଭାରପ୍ରାପ୍ତ ଜିଲାପାଳ

କାଳିଆପାଣି,୨୯।୨(ଡିଏନଏ): ନଗଡ଼ା ପାଇଁ ସରକାର ମାଳ ମାଳ ଯୋଜନା କରି ଏଥିପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରିଚାଲିଛନ୍ତି। ମାତ୍ର ଏହି ଅଞ୍ଚଳର ବିକାଶ କେତେଦୂର ହୋଇଛି ତାହାର ତଦାରଖ କରିବାକୁ ଶୁକ୍ରବାର ନଗଡ଼ାରେ ପହଞ୍ଚତ୍ଥିଲେ ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ।…

ଆଜିଠୁ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ‘ଇଜ୍‌ତମା’

ରସୁଲପୁର,୨୯।୨(ଡିଏନଏ): ବରୀ ନିର୍ବାଚନ ମଣ୍ଡଳୀରେ ରସୁଲପୁର ବ୍ଲକରୁ ସାମିଲ ହୋଇଥିବା ଅଭିବକ୍ତ ବ୍ରହ୍ମବରଦା ଅଞ୍ଚଳରେ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ଆୟୋଜନକୁ ନେଇ ସମସ୍ତଙ୍କ ମଧ୍ୟରେ ବ୍ୟସ୍ତତା ଦେଖାଦେଇଛି। ଏହି ସମ୍ମିଳନୀ ପାଇଁ ୪ମାସ ଧରି ଭିତ୍ତିଭୂମିର ବିକାଶ କାର୍ଯ୍ୟ ଚାଲିଛି। ଖୋଦ୍‌…

ଯୁଗ୍ମ ଶ୍ରମ କମିଶନର କାର୍ଯ୍ୟାଳୟ ଅଚଳ: ବର୍ଷେ ହେଲା ଡିଏଲଓ ପଦବୀ ଖାଲି,କାର୍ଯ୍ୟକାରୀ ହେଉନି ଶ୍ରମିକ ଆଇନ

ଯାଜପୁର ଅଫିସ,୨୮ା୨: ଯାଜପୁର ଯୁଗ୍ମ ଶ୍ରମ କମିଶନର କାର୍ଯ୍ୟାଳୟରେ ଅଚଳାବସ୍ଥା ଜାରି ରହିଛି। ଏନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆନ୍ଦୋଳନ, ପ୍ରତିବାଦ ସଭା ଆଦି ହେଉଥିଲେ ହେଁ ସରକାର ଦୃଷ୍ଟି ନ ଦେବା ଜିଲାବାସୀଙ୍କୁ ବ୍ୟଥିତ କରିଛି। ପ୍ରାୟ ୧ ବର୍ଷ…

ବେଆଇନ ଚାଲିଛି ୨୦ରୁ ଊର୍ଦ୍ଧ୍ୱ ବାଲି ଖାଦାନ

ଚଣ୍ଡିଖୋଲ,୨୮।୨(ଡିଏନଏ): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ରହିଥିବା ୩ଟି ନଦୀରୁ ବ୍ୟାପକଭାବେ ବେଆଇନ ବାଲିଚାଲାଣ କରାଯାଉଛି। କୌଣସି ଗୋଟିଏ ଖାଦାନକୁ ଲିଜ ଦିଆଯାଇ ନ ଥିବାବେଳେ ସମସ୍ତ ବାଲିଘାଟ ବେଆଇନଭାବେ ଚାଲିଛି। ମାତ୍ର ରାଜସ୍ବ ବିଭାଗ ଓ ପୋଲିସର ନିରବତା…

ପରୀକ୍ଷା କେନ୍ଦ୍ରରୁ କ୍ୟାମେରା, ହାର୍ଡଡିକ୍ସ ଚୋରି

ବରୀ,୨୭।୨(ସ୍ବ.ପ୍ର)- ଯାଜପୁର ଜିଲା ବରୀ ବ୍ଲକ ଅଧୀନ କଳାମାଟିଆ ପଞ୍ଚାୟତ କାଇପଡ଼ା ହାଇସ୍କୁଲ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ କ୍ୟାମେରା ଓ ହାର୍ଡଡିକ୍ସ ଚୋରି ହୋଇଯାଇଥିବା ନେଇ ବରୀ ଥାନାରେ ବୁଧବାର ଅଭିଯୋଗ ହୋଇଛି। ବରୀ ପୋଲିସ ପକ୍ଷରୁ ମାମଲା (ନଂ.୫୨/୨୦୨୦) ରୁଜୁ…

ପୂର୍ବତନ ବିଧାୟକ ବିଜୟ ନାୟକଙ୍କ ପରଲୋକ

ଏରସମା, ୨୭ା୨ (ସ୍ବ.ପ୍ର.): ଏରସମା ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ବିଜୟ ନାୟକ (୭୧)ଙ୍କ ବୁଧବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଏରସମା ବ୍ଲକ ଢିଙ୍କିଆ ପଞ୍ଚାୟତସ୍ଥିତ ଗୋବିନ୍ଦପୁର…

‘ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ନିଷ୍ପତ୍ତି ଠିକ୍‌ ନୁହେଁ’: ଶ୍ରୀକାନ୍ତ

ଭୁବନେଶ୍ୱର,୨୭ା୨(ବ୍ୟୁରୋ): କଳିଙ୍ଗ ନଗରସ୍ଥିତ ସରକାରୀ ଉଦ୍ୟୋଗ, ‘ନୀଳାଚଳ ଇସ୍ପାତ କାରଖାନା’କୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ବିରୋଧରେ କାରଖାନାର ୪ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ କର୍ମଚାରୀ ଶାନ୍ତିପୂର୍ଣ୍ଣ ଭାବେ ୪୫ଦିନ…

ମରାମତି ନାମରେ ଲୁଟ୍‌, ହେଉନି ତଦନ୍ତ

ଚଣ୍ଡିଖୋଲ,୨୭ା୨(ଡି.ଏନ.ଏ): ଗ୍ରାମ୍ୟ ଉନ୍ନୟନ ବିଭାଗ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନରେ ରାସ୍ତା ନିର୍ମାଣ ଓ ମରାମତି ନାମରେ ବ୍ୟାପକ ହରିଲୁଟ ଚାଲିଛି। ଯେଉଁ ରାସ୍ତାକାମ ଟେଣ୍ଡର ଜରିଆରେ ହୋଇଛି, ତାହା ପୁଣି ଏଫ୍‌-୨ ଜରିଆରେ କରାଯାଇ କୋଟି କୋଟି ଟଙ୍କା…

ଅନେକ କେନ୍ଦ୍ରରେ ଝୁଲୁଥିଲା ତାଲା

ଯାଜପୁର ଟାଉନ,୨୭ା୨(ଡିଏନଏ): ଭାରପ୍ରାପ୍ତ ଜିଲାପାଳ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକଙ୍କ ଅଚାନକ ଗସ୍ତ ସମୟରେ ଜିଲା ସଦର ମହକୁମା ନିକଟସ୍ଥ ଅକରପଡାରେ ଥିବା ରାମକୃଷ୍ଣ ପ୍ରାଣୀ ଚିକିତ୍ସା ସହାୟତା କେନ୍ଦ୍ର ପୂର୍ବାହ୍ନ ୯.୫୦ ପର୍ଯ୍ୟନ୍ତ ଖୋଲି ନ ଥିଲା। ଏହି…

ମାର୍ଚ୍ଚ ସୁଦ୍ଧା ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଯାଜପୁର ଟାଉନ,୨୭ା୨(ଡିଏନଏ): ଯାଜପୁରର ଭାରପ୍ରାପ୍ତ ଜିଲାପାଳ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ବୁଧବାର ଦଶରଥପୁର ବ୍ଲକର ଅକରପଡା ଓ ବିରଜାପୁର ପଞ୍ଚାୟତ ଗସ୍ତ କରି ବିଭିନ୍ନ ସରକାରୀ ଅନୁଷ୍ଠାନ ଅନୁଧ୍ୟାନ କରିଛନ୍ତି। ପଞ୍ଚାୟତିରାଜ ବିଭାଗ ଅଧୀନ ବିଭିନ୍ନ ପ୍ରକଳ୍ପଗୁଡିକର ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?