ଅବଧି ସରିଲାଣି, ସରିନି ନିର୍ମାଣ କାର୍ଯ୍ୟ
କାଳିଆପାଣି,୭।୨(ଡିଏନଏ): ସୁକିନ୍ଦା ତହସିଲ ଅନ୍ତର୍ଗତ କୁହିକା ଗ୍ରାମ ପଞ୍ଚାୟତ ଟମକା – ମଙ୍ଗଳପୁର, ଆର୍ଆଣ୍ଡ୍ବି ରାସ୍ତା ନିକଟରୁ ଜେମାଦେଇପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ ଚାଲିଛି। ମାତ୍ର ଏହି ରାସ୍ତା ନିମ୍ନମାନର ହୋଇଥିବାରୁ ଏହାର ଭିଜିଲାନ୍ସ ତଦନ୍ତ…
ରେଳବଜେଟରେ ଯାଜପୁର ନିରାଶ
ଯାଜପୁର ଅଫିସ,୬ା୨: ରେଳବଜେଟ ୨୦୨୦-୨୧ ଓଡ଼ିଶା ଏବଂ ବିଶେଷକରି ଯାଜପୁର ଜିଲା ପାଇଁ ନିରାଶଜନକ ହୋଇଛି। ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନରୁ ଧାମରା(ଭାୟା-ବିରଜାକ୍ଷେତ୍ର ଓ ଆରଡି)କୁ ସିଧାସଳଖ ଟ୍ରେନ ସଂଯୋଗ ପାଇଁ ଦୀର୍ଘବର୍ଷର ଦାବି ଚଳିତ ବଜେଟରେ ମଧ୍ୟ ଉପେକ୍ଷିତ ହୋଇଛି। ଏହାସହ ଯାଜପୁରରୋଡ…
ବ୍ୟକ୍ତିଗତ ସ୍ବାର୍ଥରେ ଲାଗୁଛି ବିଧାୟକ ପାଣ୍ଠି
ଯାଜପୁର ଅଫିସ,୬।୨: ବ୍ୟକ୍ତିଗତ ବ୍ୟବସାୟିକ ଅନୁଷ୍ଠାନକୁ ବିଧାୟକ ପାଣ୍ଠି(ଏମଏଲଏ ଲ୍ୟାଡ) ଖର୍ଚ୍ଚ ହେବା ଘଟଣାକୁ ନେଇ ଦଶରଥପୁର ବ୍ଲକ ବିରିପଟା ପଞ୍ଚାୟତବାସୀଙ୍କ ମଧ୍ୟରେ ଉଦ୍ବେଗ ପ୍ରକାଶ ପାଇଛି। ଚାରିବାଟିଆଠାରେ ଶାସକ ଦଳର ଜଣେ କର୍ମୀଙ୍କ ପୁଅ ନାମରେ ଥିବା ଏକ ଇଟା…
ବ୍ୟାସ ସରୋବରରେ ହେବ ହରିଣ ପାର୍କ
କଳିଙ୍ଗନଗର, ୬।୨ (ଡି.ଏନ୍.ଏ.): ପବିତ୍ର ଭୌମ ଏକାଦଶୀ ତିଥି ଅବସରରେ ବ୍ୟାସନଗରସ୍ଥିତ ପୁରାଣ ପ୍ରସିଦ୍ଧ ବ୍ୟାସ ସରୋବର ପୀଠରେ ବୁଧବାରଠାରୁ ବ୍ୟାସ ସରୋବର ମହୋତ୍ସବ ଆରମ୍ଭ ହୋଇଛି। ବ୍ୟାସନଗର ପୌର ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ମହୋତ୍ସବର ପ୍ରଥମ ଦିବସରେ ସକାଳ ୮ଟାରୁ…
କାଗଜପତ୍ରରେ ଚାଲିଛି ଧାନକିଣା:ଚାଉଳ ରିସାଇକ୍ଲିଂ କରିବାକୁ ସଜବାଜ
ଯାଜପୁର ଅଫିସ,୫ା୨- ଯାଜପୁର ଜିଲାରେ ମଙ୍ଗଳବାର ସୁଦ୍ଧା ୧୩୪ ପ୍ୟାକ୍ସ ଜରିଆରେ ୫,୯୩,୨୫୭ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି। ଏଥିରେ ୧୨ଜଣ ମିଲର୍ସ ଭାଗ ନେଇଛନ୍ତି । ତେବେ ଏଥିରୁ ଲକ୍ଷାଧିକ କୁଇଣ୍ଟାଲ ପରିମାଣର ଧାନ କାଗଜପତ୍ରରେ ସଂଗ୍ରହ ଚାଲିଛି। ନିଜ…
କଳିଙ୍ଗନଗର, ଜାରକା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ: ସ୍ଥାନୀୟ ନିଯୁକ୍ତିକୁ ନିୟନ୍ତ୍ରଣ କରୁଛନ୍ତି ରାଜନେତା
ଯାଜପୁର ଅଫିସ,୫ା୨:ନବେ ଦଶକରେ ସ୍ଥାନୀୟ ନିଯୁକ୍ତି ଆଶାରେ କଳିଙ୍ଗନଗରବାସୀ ବିଭିନ୍ନ ଶିଳ୍ପାନୁଷ୍ଠାନକୁ ସ୍ବାଗତ କରିଥିଲେ। କିନ୍ତୁ ଶିଳ୍ପରେ ନିଯୁକ୍ତିର ବାସ୍ତବ ଚିତ୍ର ଓଲଟା ହୋଇଛି। ସମ୍ପ୍ରତି ସ୍ଥାନୀୟ ନିଯୁକ୍ତି ସମେତ କେତେକ କାରଖାନାରେ ଠିକାକାର୍ଯ୍ୟ, ପରିବହନ ଆଦି ନିର୍ବାଚିତ ଜନ ପ୍ରତିନିଧିଙ୍କ…
ଯାଜପୁରରୋଡ-ଧାମରା ରେଳପଥ ନିର୍ମାଣ ଦାବି
ଯାଜପୁର ଅଫିସ,୫ା୨: ସମ୍ପ୍ରତି ପାର୍ଲାମେଣ୍ଟରେ ୨୦୨୦-୨୧ ପାଇଁ ଆଗତ ବଜେଟରେ ଯାଜପୁରରୋଡ-ଧାମରା(ଭାୟା ଯାଜପୁର ଟାଉନ ଓ ଆରଡି) ରେଳପଥ ନିର୍ମାଣ ପାଇଁ ଘୋଷଣା କରାଯାଇ ନ ଥିବାରୁ ଉଦ୍ବେଗ ପ୍ରକାଶ ପାଇଛି। ବଜେଟରେ ସଂଶୋଧନ ଆଣି ଏହି ରେଳପଥ ନିର୍ମାଣକୁ ସେଥିରେ…
ପ୍ୟାକ୍ସରେ ତାଲା ପକାଇଲେ ଚାଷୀ
ବରୀ,୪ା୨(ସ୍ବ.ପ୍ର):ବରୀ ବ୍ଲକ ଅଧୀନ ଧାରପୁର କୃଷି ସେବା ସମବାୟ ସମିତି (ପ୍ୟାକ୍ସ)ରେ ସୋମବାର ଚାଷୀମାନେ ତାଲା ପକାଇ ଦେଇଥିଲେ। ଦୀର୍ଘ ସମୟ ଧରି ତାଲା ପଡ଼ି ରହିବାରୁ କାର୍ଯ୍ୟାଳୟ ବନ୍ଦ ରହିଥିଲା। ସମିତି ସଭାପତି ସରୋଜ କୁମାର ଜେନାଙ୍କ ହସ୍ତକ୍ଷେପ ପରେ…
ଗଡ଼ୁଛି ଦିନ, ହେଉନି ଜଳସେଚନ ସୁବିଧା
ଯାଜପୁର ଅଫିସ,୪ା୨: ରାଜ୍ୟରେ ୩୫ ପ୍ରତିଶତ କୃଷି କ୍ଷେତ୍ରକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ ବୋଲି ୧୮ବର୍ଷ ତଳେ ସରକାର ଘୋଷଣା କରିଥିଲେ। ହେଲେ ବାସ୍ତବରେ ଏହା ଯାଜପୁର ଜିଲାରେ ଘୋଷଣାରେ ସୀମିତ ରହିଛି। ୮ ବର୍ଷରୁ ଊର୍ଦ୍ଧ୍ୱ ହେବ ଜିଲାରେ…
ବିସ୍ଥାପିତ ତାଲିକାରେ ସାମିଲ ନ କଲେ ଆନ୍ଦୋଳନ
କଳିଙ୍ଗନଗର,୪ା୨(ଡି.ଏନ.ଏ): କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା କାରଖାନା ପାଇଁ ଚାନ୍ଦିଆ, ବାଲିଗୋଠ, ଗୋବର ଘାଟି, କଳାମାଟିଆ, ବାଇଡୁବୁରୀ, ଗାଢପୁର, ଚମ୍ପାକୋଇଲି, ବାନ୍ଦରଗାଡିଆ, ବାମିୟାଗୋଠ, ମାନିଆପାତଳ, ଅମ୍ବଗଡିଆ ଗ୍ରାମବାସୀ ବିସ୍ଥାପିତ ହୋଇଥିଲେ। ମାତ୍ର ଏଯାବତ୍ ସେମାନଙ୍କ ନାମ ବିସ୍ଥାପିତ ତାଲିକାରେ ଅର୍ନ୍ତଭୁକ୍ତ ହୋଇନାହିଁ। ଏନେଇ…
୬୧ କଲେଜକୁ ଆର୍ଡିଇର ଜବାବତଲବ
ଯାଜପୁର ଅଫିସ,୩।୨: ସେଲ୍ଫ ଫାଇନାନ୍ସିଂ ସ୍କିମ ନାମରେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷାର ବ୍ୟବସାୟୀକରଣ ଯୋଗୁ ରାଜ୍ୟରେ ବହୁ ପ୍ରତିଷ୍ଠିତ ଘରୋଇ ଆବାସିକ ଡିଗ୍ରୀ କଲେଜଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ଠାରୁ ବେଆଇନ ଫି’ ଆଦାୟ ଚାଲିଛି। ଏନେଇ ଜାତୀୟ ମାନବାଧିକାର କମିଶନ(ଏନ୍ଏଚ୍ଆର୍ସି)ରେ ମାମଲା…
ଆବାସ ସମ୍ପୂର୍ଣ୍ଣ କରିବାକୁ ପ୍ରଶାସନର ତତ୍ପରତା
ଯାଜପୁର ଅଫିସ,୩।୨: ଯାଜପୁର ଜିଲାରେ ଆବାସ ଗୃହ ନିର୍ମାଣରେ ଅଗ୍ରଗତି ନୈରାଶ୍ୟଜନକ ରହିଛି। ପୂର୍ବରୁ ଏହି ଯୋଜନାରେ ପ୍ରକୃତ ହିତାଧିକାରୀଙ୍କୁ ଘର ମିଳି ନ ଥିବାବେଳେ ଥିଲାବାଲା ଲୋକଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇଥିବା ନଜିର ରହିଛି। ତେବେ ଏନେଇ ବିଭିନ୍ନ…
Archives


