ଘାରିଛି ଅଜବ ନିଶା: ପାଲା ପ୍ରେମରେ ୯୦ ବର୍ଷୀୟ ବିଷ୍ଣୁଚରଣ
ରସୁଲପୁର,୪ା୧(ଡି.ଏନ.ଏ): ଏକଦା ହିନ୍ଦୁ ସଂସ୍କୃତି ଓ ପରମ୍ପରାର ପ୍ରଚାର, ପ୍ରସାର ଦିଗରେ ପାଲା ଏକ ବଳିଷ୍ଠ ମାଧ୍ୟମ ଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ପାଲା ପରିବେଷଣକୁ ଅଧିକ ଗୁରୁତ୍ୱ ଦିଆଯାଉଥିଲା। ଆଧୁନିକ ଚାକଚକ୍ୟ ଭିତରେ ପାଲା ଗୁରୁତ୍ୱହୀନ ହୋଇପଡିଛି। ଏବେ ବିଭିନ୍ନ ସ୍ଥାନରେ…
ପ୍ରଥମଖଣ୍ଡ ସମବାୟ ସମିତିରେ ଧାନମଣ୍ଡି ଖୋଲିଲା: ୨୫ଶହ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ
ରସୁଲପୁର,୪ା୧(ଡିଏନଏ): ରସୁଲପୁର ବ୍ଲକ ଅଧୀନ ୧୧ଟି ପ୍ରାଥମିକ କୃଷି ସେବା ସମିତି(ପାକ୍ସ) ରହିଛି। ସେଥିରୁ ପ୍ରଥମଖଣ୍ଡ ସେବା ସମିତି ଧାନ ମଣ୍ଡି ଖୋଲିବାରେ ଆଗୁଆ ରହିଛି। ଏହି ସମିତି ଜରିଆରେ ୨୫ଶହ କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଲକ୍ଷ୍ୟ କରାଯାଇଛି। ଏଥିପାଇଁ…
ଜିଲାପାଳଙ୍କ କୋର୍ଟରେ ଶୁଣାଣି: ୧୦୩ ଚାଷୀଙ୍କୁ ବୀମାରାଶି ପ୍ରଦାନ ନିର୍ଦ୍ଦେଶ
ଯାଜପୁର ଅଫିସ,୩ା୧: ଯାଜପୁର ଜିଲା ଦଶରଥପୁର ବ୍ଲକ ଅନ୍ତର୍ଗତ ଥାଳକୁଡି ଗ୍ରାମ ପଞ୍ଚାୟତର କସବା ଓ ଥାଳକୁଡି ଗ୍ରାମର ୧୦୩ ଚାଷୀଙ୍କ ବୀମା ଅର୍ଥ ହେରଫେର ଅଭିଯୋଗ ସଂକ୍ରାନ୍ତରେ ଯାଜପୁର ଜିଲାପାଳଙ୍କ କୋର୍ଟରେ ରାୟ ପ୍ରକାଶ ପାଇଛି। ଏଥିରେ ସଂପୃକ୍ତ ବୀମା…
ଆଶ୍ ଇଟା ଫ୍ୟାକ୍ଟ୍ରି ମାଲିକ ସଂଘର ଆନ୍ଦୋଳନ ସ୍ଥଗିତ: ୭ଦିନ ମଧ୍ୟରେ ପାଉଁଶ ଯୋଗାଇବାକୁ ପ୍ରତିଶ୍ରୁତି
ଯାଜପୁର ଅଫିସ,୩ା୧- କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ କାରଖାନା ଜିଲାରେ ପ୍ରତିଷ୍ଠିତ ଆଶ୍ ଇଟା ଫ୍ରାକ୍ଟ୍ରିକୁ ଆବଶ୍ୟକ ମୁତାବକ ପାଉଁଶ ଯୋଗାଇ ଦେବାରେ କାଳକ୍ଷେପଣ ନୀତି ଅବଲମ୍ବନ କରୁଥବା ପ୍ରତିବାଦରେ ପ୍ରସ୍ତାବିତ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବିି)ର…
ପ୍ରଧାନମନ୍ତ୍ରୀ ଆବାସ ପାଇଁ ଅଗ୍ରାଧିକାର ତାଲିକା ଦ୍ୱନ୍ଦ୍ୱ: ବିଡିଓଙ୍କ ନେତୃତ୍ୱରେ ସ୍ଥିତି ସମୀକ୍ଷା
ରସୁଲପୁର,୩।୧(ଡି.ଏନ୍.ଏ.)- ଯାଜପୁର ଜିଲାର ରସୁଲପୁର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ଅଗ୍ରାଧିକାର ତାଲିକା ଦ୍ୱନ୍ଦ୍ୱ ସରୁନି। ବିଡିଓ ଉମାକାନ୍ତ ପରିଡ଼ାଙ୍କ ତତ୍ତ୍ୱାବଧାନରେ ଏକାଧିକ ଦଳ ତଦନ୍ତରେ ସାମିଲ ହୋଇ ପଞ୍ଚାୟତରୁ ପଞ୍ଚାୟତବୁଲି ସ୍ଥିତି ସମୀକ୍ଷା କରିବା ସହ ଯୋଗ୍ୟ ହିତାଧିକାରୀ ବାଛୁଛନ୍ତି।…
କଳିଙ୍ଗନଗର ଗୁଳିକାଣ୍ଡ ଘଟଣାକୁ ୧୪ବର୍ଷ ପୁରିଲା: କମ୍ପାନୀ ବିରୋଧରେ ଗର୍ଜିଲା ବିରୋଧୀ ମଞ୍ଚ
କଳିଙ୍ଗନଗର,୩ା୧(ଡି.ଏନ.ଏ.): ଶିଳ୍ପ କାରଖାନା ପାଇଁ ଭିଟାମାଟି ହରାଇଥିବା ଆଦିବାସୀଙ୍କ ବିକାଶ ବଦଳରେ ବିନାଶ ଘଟିଛି। କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜମି ଅଧିଗ୍ରହଣକୁ ନେଇ ସମ୍ବିଧାନର ଖୋଲା ଉଲ୍ଲଂଘନ କରାଯାଇଛି। ଏହି ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରି ଯେଉଁ ଆଦିବାସୀମାନେ ଜଳ, ଜମି,…
ଯାଜପୁର ଜିଲାରେ ଖାଦ୍ୟ ସଙ୍କଟ ଘନୀଭୂତ: ବରଗଡ଼ରୁ ଆସିବ ୬ହଜାର କୁଇଣ୍ଟାଲ ଚାଉଳ
ଯାଜପୁର ଅଫିସ,୩ା୧- ରାଜ୍ୟର ଉପକୂଳବର୍ତ୍ତୀ ଯାଜପୁର ସମେତ କେନ୍ଦ୍ରାପଡ଼ା ଓ ଜଗତସିଂପୁର ଜିଲାରେ ଖାଦ୍ୟ ସଂଙ୍କଟ ଦେଖା ଦେଇଛି। ଏହିସବୁ ଜିଲାର ପିଡିଏସ୍ ହିତାଧିକାରୀଙ୍କ ପାଇଁ ବରଗଡ଼, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାରୁ ଚାଉଳ ଆସୁଛି। ତେବେ ଶିଳ୍ପ ସମୃଦ୍ଧ ଯାଜପୁର…
ସ୍ଥିତାବସ୍ଥା ବଜାୟ ରଖିଛି କଂଗ୍ରେସ
ଯାଜପୁର ଅଫିସ,୧-୧:ଗତ ସାଧାରଣ ନିର୍ବାଚନରେ କୋରେଇ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଆଶାତୀତ ଭାବେ ସଫଳତା ଅର୍ଜନ କରିଥିଲା। କଂଗ୍ରେସ ପ୍ରାର୍ଥତ୍ନୀ ବନ୍ଦିତା ପରିଡା ୩୦ହଜାରରୁ ଊର୍ଦ୍ଧ୍ୱ ଭୋଟ ପାଇ ଉଭୟ ବିଜେଡି ଓ ଭାଜପା ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଥିଲେ ବୋଲି…
ବେଆଇନ ପିଚୁ ପ୍ଲାଣ୍ଟକୁ ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ
ଜେନାପୁର,୨୪।୧୨(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥ ବାଲିସାହି ଛକ ନିକଟସ୍ଥ ମାଣ୍ଡିଆଗଡ଼ାଠାରେ ବହୁ ଦିନ ଧରି ଚାଲିଥିବା ବେଆଇନ ପିଚୁ ପ୍ଲାଣ୍ଟକୁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି। ଉଚ୍ଛେଦ ଚାଲୁଥିବା ବେଳେ…
ବୈତରଣୀ ନଦୀର ସାଆଁଳା ବାଲିଘାଟ: ଏନ୍ଜିଟି ନିର୍ଦ୍ଦେଶକୁ ବେଖାତିର
ଯାଜପୁର ଅଫିସ,୨୩।୧୨: ନଦୀପଠାରୁ ବାଲି ଉତ୍ତୋଳନରେ ମେଶିନ ବ୍ୟବହାର ହୋଇପାରିବ ନାହିଁ। କୌଣସି ମେଶିନ ବ୍ୟବହାର ହେଉଥିଲେ ତାହାକୁ ଜବତ କରିବା ସହିତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ୨୦୧୭ ଏପ୍ରିଲ ୨୮ରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି)ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିଲା।…
ଅନିଶ୍ଚିତତାରେ ୧୫୦୦ ଚାଷୀ
ଗତ ୨୮ତାରିଖରୁ ଯାଜପୁର ଜିଲାରେ ଖରିଫ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ଜିଲାର ବିଭିନ୍ନ ସ୍ଥାନରେ ଅମଳ ପୂର୍ଣ୍ଣମାତ୍ରାରେ ହୋଇ ନ ଥିବାରୁ ଧାନକିଣା ସେତେଟା ଅଗ୍ରଗତି ହୋଇନାହିଁ। ଚଳିତବର୍ଷ ଧାନ ବିକ୍ରିରେ ଚାଷୀ ଯେପରି କୌଣସି…
ସେଲଫି ହେଲା କାଳ: ନଦୀରେ ଭାସିଯାଇଥିବା ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଯାଜପୁର ଅଫିସ,୧୭।୧୨: ତନ୍ତୀଘାଇ ନଦୀରେ ସେଲଫି ଉଠାଉଥିବାବେଳେ ଭାସିଯାଇଥିବା ଯାଜପୁର ଜିଲା ଏରବାଙ୍କ ଗ୍ରାମର ଛାତ୍ରୀ ସାଇତା ବେଗମ(୧୭)ଙ୍କ ମୃତଦେହକୁ ମଙ୍ଗଳବାର ସକାଳ ୮ଟାରେ ଉଦ୍ଧାର କରାଯାଇଛି। ବରୀ ବ୍ଲକ ବିଞ୍ଝାରପୁର ଥାନା ଅନ୍ତର୍ଗତ ଏରଡା ଗ୍ରାମର ଏକ ପୋଲ ତଳେ…
Archives


