ଯାଜପୁର

ନିଯୁକ୍ତି ପାଇଁ ବିଧାନସଭା ଘେରିବେ ଛାତ୍ରୀଛାତ୍ର

ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲାର ରଗଡିସ୍ଥିତ ଏକମାତ୍ର ସରକାରୀ ପଲିଟେକନିକ (ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରୁଥିବା ଅନୁଷ୍ଠାନ)ର ଛାତ୍ରୀଛାତ୍ରମାନେ କଳିଙ୍ଗନଗର ଶିଳ୍ପାଞ୍ଚଳରେ ନିଯୁକ୍ତି ନ ପାଇ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ଛାତ୍ରୀଛାତ୍ରମାନେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନସଚିବ,…

ଅହମଦାବାଦରେ ୩ ଓଡ଼ିଆ ଶ୍ରମିକ ପୋଡ଼ିହୋଇ ମୃତ୍ୟୁ ଘଟଣା: ପରିବାର ନିକଟରେ ପହଞ୍ଚିଲା ଜିଲା ପ୍ରଶାସନ

ରସୁଲପୁର,୨୩।୨(ଡି.ଏନ୍‌.ଏ.): ଗୁଜରାଟ ଅହମଦାବାଦର ଏକ କପଡ଼ା ଲେବଲ ପ୍ରସ୍ତୁତି କାରଖାନାରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ସେମାନେ ହେଲେ ଯାଜପୁର ସଦର ଥାନା ଅନ୍ତର୍ଗତ ଜମଧର ଗ୍ରାମର ଦୟାନିଧି ଖୁଣ୍ଟିଆ(୩୭), ଚିନ୍ମୟ ଖୁଣ୍ଟିଆ(୨୫) ଏବଂ…

ଗୋଚର ଜମିରେ କାହ୍ନୁଚରଣ କଲେଜ: ୩ ମାସ ମଧ୍ୟରେ ଜିଲାପାଳ ନେବେ ପଦକ୍ଷେପ

ଯାଜପୁର ଅଫିସ,୨୩ା୨: କଲେଜଗୁଡ଼ିକର ଜମି ସମ୍ବନ୍ଧୀୟ ଅବସ୍ଥା ଜାଣିବାକୁ ସପ୍ତାହେ ପୂର୍ବରୁ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ(ଆର୍‌ଡିଇ) ପକ୍ଷରୁ ତଥ୍ୟଦାଖଲ କରିବାକୁ ନିର୍ଦ୍ଦେଶ ହୋଇଥିଲା। ଏହି ତଥ୍ୟ ଭୁବନେଶ୍ୱର ଆରଡିଇ ଅଧୀନରେ ଗଢି ଉଠିଥିବା ସମସ୍ତ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ କଲେଜଗୁଡ଼ିକର…

ପରୀକ୍ଷା କେନ୍ଦ୍ରରେ ସ୍ବତନ୍ତ୍ର ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଛାତ୍ର

ରସୁଲପୁର,୨୩ା୨(ଡି.ଏନ୍‌.ଏ.): ଅକ୍ଷମ ନୁହେଁ ସେ ସକ୍ଷମ। ସେ ବି ଅନ୍ୟପିଲାଙ୍କ ଭଳି ଭଲ ପଢିବେ, ଆଉ ଆଗକୁ ବଢିବେ। ଅନ୍ୟମାନଙ୍କ ସହ ସମକ୍ଷକ ହୋଇ ନିଜକୁ ପ୍ରମାଣିତ କରିବାର ଲକ୍ଷ୍ୟ ରଖିଛନ୍ତି ଦଶମ ଶ୍ରେଣୀର ଦିବ୍ୟାଙ୍ଗ ଛାତ୍ର ଅବିନାଶ ମଲିକ। ଅନ୍ୟପିଲାମାନଙ୍କ…

ଜେନେରେଟରରେ ଚାଲିଛି ହାଇଟେକ ଥାନା

କଳିଙ୍ଗନଗର,୨୩ା୨(ଡି.ଏନ.ଏ): କଳିଙ୍ଗନଗର ଶିଳ୍ପାଞ୍ଚଳରେ ୧୦ବର୍ଷ ତଳେ ୨ଏକର ଜମିରେ ନିର୍ମିତ ହୋଇଥିଲା ଏକ ହାଇଟେକ ଥାନା। ୬୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଏହି ଥାନା ଯାଜପୁର ଜିଲାର ଏକମାତ୍ର ହାଇଟେକ ଥାନା ହୋଇଥିବାବେଳେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ…

ମୋବାଇଲ ପାଇ ଫେରାଇଲେ ଖବରଦାତା

ଧର୍ମଶାଳା,୨୩ା୨(ଡି.ଏନ୍‌.ଏ.): ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ପଡ଼ିଥିବା ଏକ ସ୍ମାର୍ଟ ମୋବାଇଲ ଫୋନ ପାଇ ଫେରାଇଛନ୍ତି ଜଣେ ଖବରଦାତା। ମିଳିଥିବା ସୂଚନା ଅନୁସାରେ ୪ଦିନ ତଳେ ରାମ୍‌କୋ ସିମେଣ୍ଟ କମ୍ପାନୀର ଜଣେ କର୍ମଚାରୀ ଆଶିଷ ଗୋଏଲ ଅଫିସ କାର୍ଯ୍ୟ ସାରି…

ଜାରକା ବିଟ୍‌ ହାଉସ ନିକଟରେ ହେବ ଫ୍ଲାଏ ଓଭରବ୍ରିଜ୍‌

ଧର୍ମଶାଳା,୨୨।୨(ଡିଏନଏ): ଜାତୀୟ ରାଜପଥ ଜାରକା ଛକରେ ହେବାକୁ ଥିବା ଫ୍ଲାଏ ଓଭରବ୍ରିଜକୁ ନେଇ ଚାଲିଥିବା ବିଭିନ୍ନ କଳ୍ପନାଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଜାତୀୟ ରାଜପଥ ପ୍ରାଧିକରଣ ଆଞ୍ଚଳିକ ଅଧିକାରୀ ପି.କେ. ପଣ୍ଡା ଜାରକାରେ ପହଞ୍ଚି ଧର୍ମଶାଳା ବିଧାୟକ ପ୍ରଣବ କୁମାର…

ଯାଜପୁରରୋଡ ସିଏଚ୍‌ସିକୁ ଅବହେଳା

ଯାଜପୁର ଅଫିସ,୨୨।୨: କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଲାଗିଥିବା ଜିଲାର ପ୍ରମୁଖ ସହର ଯାଜପୁରରୋଡକୁ ସମ୍ପୂର୍ଣ୍ଣ ଅଣଦେଖା କରାଯାଉଛି। ଏହି ସହରର ଜନସଂଖ୍ୟା ପ୍ରାୟ ଦେଢଲକ୍ଷ ପାଖାପାଖି ହେଲାଣି। ଡିଏମ୍‌ଏଫ୍‌ (ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ) ପାଣ୍ଠିରେ ଲକ୍ଷାଧିକ ଟଙ୍କା ଜିଲା ବାହାରେ ଖର୍ଚ୍ଚ…

ପ୍ରତ୍ୟକ୍ଷ ଦର୍ଶନ ଦିଅନ୍ତି ବାଲୁଙ୍କେଶ୍ୱର

ବରୀ,୨୨।୨: ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବାଲିବିଲି ଗ୍ରାମରେ ରହିଛନ୍ତି ବାଲୁଙ୍କେଶ୍ୱର ମହାଦେବ। ଏହି ମହାଦେବଙ୍କୁ ଭକ୍ତି ବିଶ୍ୱାସ ଓ ବିନମ୍ରତାର ସହିତ ପୂଜାର୍ଚ୍ଚନା କରି ନିଜକୁ ସମର୍ପିତ କରିଦେଲେ ପ୍ରତ୍ୟେକ୍ଷ ଦର୍ଶନ ମିଳିଥାଏ ବୋଲି ଗ୍ରାମବାସୀଙ୍କର ବିଶ୍ୱାସ ରହିଛି।…

ସଙ୍କଟରେ ଶିଳ୍ପ

କଳିଙ୍ଗନଗରରେ ସମ୍ପ୍ରତି ଇସ୍ପାତ ଶିଳ୍ପର ଅବସ୍ଥା ଭଲ ନାହିଁ। ଋଣ ପରିଶୋଧ କରି ନ ପାରିବାରୁ ମେସ୍କୋ(ମିଡ୍‌ଇଷ୍ଟ ଇଣ୍ଟିଗ୍ରେଟେଡ ଷ୍ଟିଲ ଲିଃ) ମାଲିକାନାରେ ଥିବା ମୈଥାନ ଇସ୍ପାତ କାରଖାନାକୁ ନିକଟରେ ୭ଟି ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ଦଖଲକୁ ନେଇଛନ୍ତି। ଏହାବାଦ ଜରିମାନା…

ବ୍ୟାଙ୍କ ନିକଟରୁ ଡିକି ଭାଙ୍ଗି ୧ଲକ୍ଷ ୬୦ ହଜାର ଲୁଟିନେଲେ ଦୁର୍ବୃତ୍ତ

ରସୁଲପୁର,୧୭।୨(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ କୁଆଖିଆ ବଜାରରେ ଥିବା କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ନିକଟରୁ ସୋମବାର ଅପରାହ୍ନରେ ଲୁଟ୍‌ ହୋଇଛି। ପ୍ରଥମାଖଣ୍ଡ ପ୍ରାଥମିକ କୃଷି ସେବା ସମବାୟ ସମିତିର ସମ୍ପାଦକ ପ୍ରଶାନ୍ତ କୁମାର ସାହାଣୀ ଟଙ୍କା ଜମା…

ରାସ୍ତା ପାର ହେଉଥିବା ବେଳେ ଚାଲିଗଲା କବି, ନାଟ୍ୟ ନିର୍ଦ୍ଦେଶକଙ୍କ ଜୀବନ

ଚଣ୍ଡିଖୋଲ,୧୪।୨(ଡି.ଏନ୍‌.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ସ୍କୁଟି ପଛରୁ ଟ୍ରକ୍‌ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ବାହାଦୁର ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?