ଯାଜପୁର

ଜିଲା ପରିଷଦ ସଭ୍ୟାଙ୍କ ସଭ୍ୟପଦ ରଦ୍ଦ: ସାନି ନିର୍ବାଚନ ପାଇଁ ନିର୍ଦ୍ଦେଶ ଦେଲେ ଜିଲା ଦୌରାଜଜ୍‌

ଯାଜପୁର ଟାଉନ,୧୧।୧୨(ଡି.ଏନ୍‌.ଏ.)- ଯାଜପୁର ଜିଲା କୋରେଇ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୩୩ ନଂ ଜୋନ୍‌ରୁ ନିର୍ବାଚିତ ବିଜେଡି ସଭ୍ୟା ଝରଣା ରାଉତଙ୍କ ସଭ୍ୟପଦ ରଦ୍ଦ ହୋଇଛି। ଯାଜପୁର ଜିଲା ଦୌରାଜଜ୍‌ ବିରଞ୍ଚତ୍ ନାରାୟଣ ମିଶ୍ର ଗତ ୫ତାରିଖରେ ଏନେଇ ରାୟ ପ୍ରକାଶ…

ମଶା କବଳରେ ବ୍ୟାସନଗରବାସୀ: ପରିମଳ ବ୍ୟବସ୍ଥା ସଜାଡ଼ିବାରେ ବିଫଳ

ଯାଜପୁର ଅଫିସ,୧୧।୧୨- ପାଖାପାଖି ୧ବର୍ଷ ହେଲା ସ୍ବାୟତ୍ତ ଶାସନ ବା ପୌର ସଂସ୍ଥାର ଦାୟିତ୍ୱ ପ୍ରଶାସନ ହାତରେ ରହିଛି। ସହରର ପରିବେଶକୁ ସ୍ବାସ୍ଥ୍ୟକର ଓ ନିର୍ମଳ ରଖିବା ପାଇଁ ପରିମଳ ସେବା ରହିଛି, ହେଲେ ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା…

୬ମାସ ପରେ ଉତ୍ପାଦନକ୍ଷମ ହେଲା ଫେରୋକ୍ରୋମ କାରଖାନା,ଠିକାସଂସ୍ଥାକୁ ଶ୍ରମିକ ଯୋଗାଣ ଦାୟିତ୍ୱ

ଯାଜପୁର ଅଫିସ,୧୧।୧୨- ଦୀର୍ଘ ୬ ମାସ ଧରି ବନ୍ଦ ପଡ଼ିଥିବା ଇଡକଲ ଫେରୋକ୍ରୋମ ଆଣ୍ଡ ଆଲୟେଜ ଲିଃ, ଇଫ୍‌କଲ୍‌ କାରଖାନା ମଙ୍ଗଳବାର ପୁଣି ପୂର୍ଣ୍ଣମାତ୍ରାରେ ଉପତ୍ାଦନକ୍ଷମ ହୋଇଛି। ଏଥିରେ କେତେକ ଠିକାସଂସ୍ଥାକୁ ଶ୍ରମିକ ନିୟୋଜନ ଦାୟିତ୍ୱ ଦିଆଯାଇଛି। ତେବେ ପୂର୍ବରୁ କାର୍ଯ୍ୟ…

ହାଇଓ୍ବା ଲୁଟ୍‌ ଘଟଣା, ୨ ଟ୍ରକ୍‌ ଡ୍ରାଇଭର କୋର୍ଟ ଚାଲାଣ

ଧର୍ମଶାଳା/ଜେନାପୁର,୧୧।୧୨(ଡି.ଏନ୍‌.ଏ.)- ଜେନାପୁର ପୋଲିସ ମଙ୍ଗଳବାର ହାଇଓ୍ବା ଲୁଟ୍‌ ଅଭିଯୋଗରେ ୨ ଜଣ ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ପୋଲିସ ଚୋରି ହୋଇଥିବା ୨ ହାଇଓ୍ବା ମଧ୍ୟରୁ ଗୋଟିଏ ଜବତ କରିଥିବାବେଳେ ଅନ୍ୟଟିର ଡାଲା ଏବଂ ୧…

ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ:୭ଦିନ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୦।୧୨: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମାଣାଧୀନ ମେଗା ଜଳ ଯୋଗାଣ ପ୍ରକଳ୍ପରେ ବ୍ୟାପକ ହେରାଫେରି ହେଉଛି। ଗତ ଜୁଲାଇରେ ଇଞ୍ଜିନିୟର୍ସ ଅଥରିଟି ପକ୍ଷରୁ ହୋଇଥିବା ତଦନ୍ତ ରିପୋର୍ଟରେ ଏହା…

ଦମ୍ପତିଙ୍କ ଉପରେ ଓଲଟିଲା କ୍ରୋମ ବୋଝେଇ ଟିପ୍ପର

କଳିଙ୍ଗନଗର/ଡୁବୁରୀ, ୧୦।୧୨(ଡି.ଏନ.ଏ):ଯାଜପୁର ଜିଲା କଳିଙ୍ଗନଗର ଥାନା ପଙ୍କପାଳ ବଙ୍ଗଳା ଛକ ନିକଟରେ ସୋମବାର ଏକ କ୍ରୋମ ବୋଝେଇ ଟିପ୍ପର ଏକ ବାଇକ୍‌କୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଫଳରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଦମ୍ପତି କ୍ରୋମ ତଳେ ଚାପି ହୋଇଯାଇଥିଲେ।…

ବିଲରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ଧର୍ମଶାଳା/ଚଢେଇଧରା,୯ା୧୨(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ କୃଷ୍ଣପଶି ଗ୍ରାମର ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ କୃଷ୍ଣପଶି ଗ୍ରାମର ଶେଷଦେବ ମଳିକ (୪୬) । ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ ଲାଗି ବଡ଼ଚଣା ଡାକ୍ତରଖାନାକୁ ପଠାଯିବ…

ବଣିଆ ନାଳକଡରୁ ଯୁବକଙ୍କକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବରୀ/ରତ୍ନଗିରି,୯ା୧୨(ସ୍ବ.ପ୍ର./ଡି.ଏନ୍‌.ଏ.)- ବରୀ ଥାନା ସୀମାନ୍ତ ବୋଦୁଅ ପଞ୍ଚାୟତର ଏରଡା ଗ୍ରାମ ନିକଟ ବଣିଆ ନାଳ କଡରୁ ସୋମବାର ପୋଲିସ ଏକ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବକ ଜଣଙ୍କ ପାଣିକୋଇଲି ଅଞ୍ଚଳର ରାଜୁ ଜେନା ବୋଲି ଜଣାପଡିଛି। ଏ ନେଇ…

ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ବରୀ,୯।୧୨(ସ୍ବ.ପ୍ର.) : ଯାଜପୁର ଜିଲା ବରୀ ଥାନା ଅନ୍ତର୍ଗତ ଏରଡ଼ା ଗାଁ ନିକଟ ଏକ ନାଳପାର୍ଶ୍ୱରେ ସୋମବାର ପୂର୍ବାହ୍ନରେ ଜଣେ ଅଚିହ୍ନା ଯୁବକ(୨୨)ଙ୍କ ମୃତଦେହକୁ ବରୀ ପୋଲିସ ଉଦ୍ଧାର କରିଛି। ଅପରାହ୍ନ ସୁଦ୍ଧା ମୃତଦେହ ଚିହ୍ନଟ ହୋଇପାରିନାହିଁ। କେମିତି କ’ଣ ମୃତ୍ୟୁ…

ନିଶାରେ ଛାତ୍ରୀଛାତ୍ରଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା: ବହିଷ୍କାର ପରେ ଗିରଫ ହେଲେ ଅଭିଯୁକ୍ତ ଶିକ୍ଷକ

ଯାଜପୁର ଅଫିସ,୭।୧୨: ନିଶାସକ୍ତ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ରାସ୍ତା ମଝିରେ ଆଣ୍ଠେଇବା ଘଟଣାରେ ଗଣଶିକ୍ଷକ ମକରନ୍ଦ ମହାନ୍ତଙ୍କୁ ଗିରଫ ପରେ ଶନିବାର କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ, ଗଣଶିକ୍ଷକ ମହାନ୍ତ ପ୍ରାୟ ଶିକ୍ଷା ଦିବସରେ ନିଶାସକ୍ତ ହୋଇ ସ୍କୁଲକୁ ଯାଇଥାନ୍ତି।…

ଜଳିଗଲା ଦୋକାନ ଘର

ଜେନାପୁର,୬।୧୨ (ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ମର୍ଜିତାପୁର ପଞ୍ଚାୟତ ଅଧୀନ ଚଉଷଠିପଡ଼ା (ନଟିଲୋ) ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁବାସ ବେହେରା (୪୫)ଙ୍କ ମାଂସ ଦୋକାନ ଜଳିଯାଇଛି। ଏ ନେଇ ଗୁରୁବାର କେହି ଦୁର୍ବୃତ୍ତ ତାଙ୍କ ଦୋକାନକୁ…

ନିଶାସକ୍ତ ଶିକ୍ଷକଙ୍କ ଉନ୍ମତ୍ତକାଣ୍ଡ: ରାସ୍ତାରେ ଛାତ୍ରୀଛାତ୍ରଙ୍କୁ ଆଣ୍ଠେଇ ବହିଷ୍କୃତ

ଯାଜପୁର ଅଫିସ,୬।୧୨ – ଯାଜପୁର ଜିଲା ସୁକିନ୍ଦା ବ୍ଲକ ଲେମ୍ବୋ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାଲିଆ ପ୍ରାଥମିକ ସ୍କୁଲରେ କାର୍ଯ୍ୟରତ ଗଣଶିକ୍ଷକ ମକରନ୍ଦ ମହାନ୍ତଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ନିଶାସକ୍ତ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ରାସ୍ତା ମଝିରେ ଆଣ୍ଠେଇବା ଅଭିଯୋଗରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri