ଯାଜପୁର

ଯଖପୁରା ରେଲୱେ ଷ୍ଟେଶନ: ଜନଶତାବ୍ଦୀ ଏକ୍ସପ୍ରେସ ରହଣୀ ଆଶା ଉଜ୍ଜୀବିତ

ଯାଜପୁର ଅଫିସ,୬।୧୨ – ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ଯଖପୁରା ରେଲୱେ ଷ୍ଟେଶନରେ ଜନ ଶତାବ୍ଦୀ ଏକ୍ସପ୍ରେସ ରହଣୀ ଆଶା ଉଜ୍ଜୀବିତ ହୋଇଛି। ରେଳ ମନ୍ତ୍ରଣାଳୟର ରେଲୱେ ବୋର୍ଡ ସଚିବଙ୍କୁ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଏହି…

ଧର୍ମଶାଳା ତହସିଲ ୩ ବାଲିଘାଟରେ ୧୪୪ ଧାରା ଜାରି

ଜେନାପୁର,୬।୧୨ (ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ବ୍ରାହ୍ମଣୀ ନଦୀର ଜେନାପୁର, ବୃନ୍ଦାଦେଈପୁର ଓ ମର୍ଜିତାପୁର ବାଲି ଘାଟରେ ଗୁରୁବାର ତହସିଲ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି ା ଧର୍ମଶାଳା ତହସିଲ ଓ ଜେନାପୁର ପୋଲିସ ମିଳିତ ଭାବେ ପ୍ରଥମେ ବୃନ୍ଦାଦେଈପୁର…

ପାର୍କିଂ ୟାର୍ଡରୁ ଟ୍ରେଲର ହେଲ୍‌ପରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କଳିଙ୍ଗନଗର,୬।୧୨ (ଡି.ଏନ୍‌.ଏ.)- କଳିଙ୍ଗନଗର ଶିଳ୍ପାଞ୍ଚଳ ସାତବାଇଁଶିଆ ଛକ ନିକଟ ଏକ ଘରୋଇ ଟ୍ରକ୍‌ ପାର୍କିଂ ୟାଡ୍‌ରୁ ଗୁରୁବାର ଦାନଗଦୀ ପୋଲିସ ଜଣେ ଟ୍ରେଲର ହେଲ୍‌ପରଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣ ହେଲେ ବିହାରର କୁମୁଡା ଥାନା ସିତାମ୍ବରୀ ଜିଲା ବିସିନିପୁର ଗ୍ରାମର…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଯାଜପୁର ରୋଡ୍‌,୬।୧୨ (ନି.ପ୍ର.)- ଯାଜପୁର ରୋଡ ଥାନା ଅନ୍ତର୍ଗତ ରାଣୀପଡା ପଞ୍ଚାୟତ ମୂଳାସାର ଗ୍ରାମର ଜଗବନ୍ଧୁ ମଳିକ(୫୨) ଗୁରୁବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଯାଜପୁର ରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରୁ କଟକ ସ୍ଥାନାନ୍ତର…

ପରିବହନ ସଂସ୍ଥାର ମନମୁଖି ଦର ଧାର୍ଯ୍ୟକୁ ବିରୋଧ: ଏସ୍‌ପିଙ୍କୁ ଭେଟିଲେ ଟ୍ରକ୍‌ ମାଲିକ ସଂଘ

କୋରେଇ,୬।୧୨ (ସ୍ବ.ପ୍ର.)- ଖଣିରେ କ୍ରୋମାଇଟ୍‌ ଲୋଡିଂକୁ ନେଇ ଫାଷ୍ଟ କମ୍‌ ଫାଷ୍ଟ ଲୋଡ୍‌ ବ୍ୟବସ୍ଥା ଲାଗୁ କରାଯାଇଛି। କିନ୍ତୁ ପରିବହନ କମ୍ପାନୀ ମନଇଚ୍ଛା ଦରଧାର୍ଯ୍ୟକରି ଗାଡି ଲୋଡିଂ କରୁଛନ୍ତି। ଏମିତିକି ଗୋଟିଏ ଦିନରେ ଗୋଟିଏ ସ୍ଥାନକୁ ଗାଡି ଲୋଡିଂ କରାଯାଇଥିବା ବେଳେ ବିଭିନ୍ନ…

ବରୀ ବିଇଓଙ୍କ କାର୍ଯ୍ୟାଳୟରେ ବିଧାୟିକାଙ୍କ ସମୀକ୍ଷା ବୈଠକ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ବରୀ,୬।୧୨ (ସ୍ବ.ପ୍ର.)- ବରୀ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଗୁରୁବାର ବିଧାୟିକା ସୁନନ୍ଦା ଦାସ ଏକ ସମୀକ୍ଷା ବୈଠକ କରିଛନ୍ତି। ବିଇଓ ଅଭୟ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ଏଥିରେ ବାରୀ ବ୍ଲକ ଶିକ୍ଷା ମଣ୍ଡଳୀ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଅବ୍ୟବସ୍ଥା, ଶିକ୍ଷୟିତ୍ରୀଶିକ୍ଷକ…

ବିଲକୁ ଧାନ କାଟିବାକୁ ଯାଇଥିବା ବେଳେ ଆକ୍ରମଣ କଲେ ଦୁଇଟି ଭାଲୁ, ଜଣେ ଗୁରୁତର

ଯାଜପୁର ରୋଡ,୫।୧୨(ନି.ପ୍ର.): ଯାଜପୁର ଜିଲା ରାଣୀପଡ଼ା ପଞ୍ଚାୟତ ମୂଳାସାର ଗ୍ରାମର ଜଗବନ୍ଧୁ ମଳିକ ଗୁରୁବାର ସକାଳେ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଯାଜପୁର ରୋଡ ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯିବା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…

ପିଲାଙ୍କୁ ଆଣ୍ଠେଇ ଫଟୋ ପାଇଁ ପୋଜ୍‌ ଦେଲେ ମାତାଲ ଶିକ୍ଷକ

କାଳିଆପାଣି,୫।୧୨(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ଲେମ୍ବୁ ପଞ୍ଚାୟତ ବାଲିଆ ପ୍ରାଥମିକ ବିଦ୍ୟାଳୟରେ ଜଣେ ମାତାଲ ଶିକ୍ଷକଙ୍କ କାରନାମା ଦେଖିବାକୁ ମିଳିଛି। ଶିକ୍ଷକ ଜଣଙ୍କ ହେଲେ ମକରନ୍ଦ ପ୍ରଧାନ। ଗୁରୁବାର ମକରନ୍ଦ ମଦ ପିଇ ବିଳମ୍ବରେ ସ୍କୁଲକୁ ଆସିଥିଲେ। ପିଲାମାନେ…

ଯାଜପୁର ରୋଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ

ଯାଜପୁର ରୋଡ,୫।୧୨(ନି.ପ୍ର.): ଯାଜପୁର ରୋଡ଼ ଥାନା ଦଳାଛକ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଚାଳକ ସମେତ ୮ମାସର…

ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନ: ଲୋକ ସଭାରେ ଉଠିଲା ଡିଭିଜନ ମାନ୍ୟତା ଦାବି

ଯାଜପୁର ଅଫିସ,୫ା୧୨: ଲୋକ ସଭାର ଚଳିତ ଶୀତ ଅଧିବେଶନରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ବୁଧବାର ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନକୁ ସ୍ବତନ୍ତ୍ର ରେଳ ଡିଭିଜନ ମାନ୍ୟତା ଦେବାକୁ ଦାବି କରିଛନ୍ତି। ସେ ତାଙ୍କ ଦାବିରେ କହିଛନ୍ତି ଯେ, କେନ୍ଦ୍ର ସରକାର ଯାଜପୁର ଜିଲାର…

ସୌରିକ ଯୁବ ମହୋତ୍ସବ ପ୍ରସ୍ତୁତି ବୈଠକ

କାଳିଆପାଣି,୫ା୧୨(ଡି.ଏନ୍‌.ଏ.): କାଳିଆପାଣିସ୍ଥିତ ଖଣି ନିଗମ ଅତିଥିଶାଳାରେ ବୁଧବାର ୫ମ ବାର୍ଷିକ ସୌରିକ ଯୁବ ମହୋତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ ଶ୍ରମିକ ନେତା ନାରାୟଣ ଚନ୍ଦ୍ର ଧୀରଙ୍କ ସଭାପତିତ୍ୱରେ ବୈଠକ ହୋଇଥିଲା।…

ଡଙ୍କାରୀ, ରାହାଡପୁର ଖାଦାନରେ ରାଜସ୍ବ ବିଭାଗ ଅତିରିକ୍ତ ଶାସନ ସଚିବ: ‘ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ’

ଧର୍ମଶାଳା/ଚଢ଼େଇଧରା,୫ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ଡଙ୍କାରୀ ଓ ରାହାଡପୁର ଖାଦାନରେ ବୁଧବାର ରାଜସ୍ବ ବିଭାଗର ଅତିରିକ୍ତ ଶାସନ ସଚିବ ବିଭୂତି ଭୂଷଣ ଦାସ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri