୨୦୧୯-୨୦ ଶିକ୍ଷାବର୍ଷ ସରିବାକୁ ୨ମାସ ରହିଲା: ଛାତ୍ରୀଛାତ୍ରଙ୍କୁ ମିଳିଲାନି ମାଗଣା ୟୁନିଫର୍ମ, ଜୋତା
ରସୁଲପୁର, ୨୬।୧ (ଡି.ଏନ୍.ଏ.): ଯାଜପୁର ଜିଲାରେ ରସୁଲପୁର ବ୍ଲକ ଏକ ଅଗ୍ରଣୀ ବ୍ଲକ ଭାବରେ ଖ୍ୟାତି ରହିଛି। ହେଲେ ଏହି ବ୍ଲକର ଶିକ୍ଷା ବ୍ୟବସ୍ଥା ଓ ତା’ର ଅବସ୍ଥା ସେତେଟା ସନ୍ତୋଷଜନକ ମନେ ହେଉନାହିଁ। ତେବେ ଛାତ୍ରୀଛାତ୍ରଙ୍କୁ ମଗଣା ୟୁନିଫର୍ମ ଓ…
ବଢୁଛି ଶିଳ୍ପ, ଗାଁ ମୁହାଁ ହାତୀ
ଯାଜପୁର ଅଫିସ,୨୪ା୧ – ହାତୀ ଆକ୍ରମଣରେ ମଣିଷଙ୍କ ମୃତ୍ୟୁ, ଫସଲହାନି, ଘରଦ୍ୱାର କ୍ଷୟକ୍ଷତି ଘଟଣା ଆଦି ବୃଦ୍ଧି ପାଉଛି। ଗତ କିଛିବର୍ଷ ହେଲା ଏଭଳି ଘଟଣା ଜଙ୍ଗଲ ଆଖପାଖ ଗ୍ରାମ ଗ୍ରାମ ବ୍ୟତୀତ ଜଙ୍ଗଲରୁ ଦୂରରେ ଥିବା ଜନବସତିରେ ମଧ୍ୟ ଏଭଳି…
ଲୋପପାଉଛି ତାଳଗଛ, ବଢୁଛି ବଜ୍ରପାତ ଦୁର୍ଘଟଣା
ରସୁଲପୁର,୨୫ା୧(ଡିଏନଏ) ଗ୍ରୀଷ୍ମ ଋତୁରେ ବଜ୍ରପାତର ଆଶଙ୍କା ଅଧିକ ରହୁଛି। ବଜ୍ରାଘାତ ଯୋଗୁ ବହୁ ଧନଜୀବନ ହାନୀ ଘଟୁଛି। ୧ ଏପ୍ରିଲ,୨୦୧୫ରୁ ବଜ୍ରପାତଜନିତ ଦୁର୍ଘଟଣାକୁ ପ୍ରାକୃତିକ ବିପର୍ଯ୍ୟୟଭାବେ ଧରାଯାଉଛି। ବନ୍ୟା, ବାତ୍ୟା, ଭୂମିକମ୍ପକୁ ରାଜ୍ୟ ସରକାର ପ୍ରାକୃତିକ ବିପର୍ଯ୍ୟୟ ବୋଲି ଘୋଷଣା କରିଛନ୍ତି।…
ମାନସିକଧାରୀ ଭୋଗ ଲଗାଇଲେ ଆରିସା ପିଠା, ଖିର ଗଇଁଠା
ଚଣ୍ଡିଖୋଲ,୨୪।୧(ଡି.ଏନ.ଏ) ଓଡ଼ିଶା ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ଶୁକ୍ରବାର ୫ମ ଦିନରେ ପହଞ୍ଚିଛି। ଅପରାହ୍ନରେ ମେଳାରେ ପଡ଼ିଥିବା ତିନିକଡ଼ ରାସ୍ତାରେ ବ୍ୟାପକ ଜନଗହଳି ସହିତ ପାହାଡ଼ ପାଦଦେଶରୁ ଶୀର୍ଷଦେଶ ପର୍ଯ୍ୟନ୍ତ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଜନସମାଗମ ହୋଇଥିବା ଦେଖିବାକୁ ମିଳିଛି। ୫୩ନଂ ଜାତୀୟ…
୮ ଦୁର୍ନୀତିଖୋର ଅଧିକାରୀଙ୍କୁ ଜବାବ ତଲବ
ଯାଜପୁର ଅଫିସ,୨୪।୧ :ଯାଜପୁର ଜିଲାର ୧୦ବ୍ଲକ ଅନ୍ତର୍ଗତ ପ୍ରାୟ ଅଧିକାଂଶ ଗ୍ରାମ ପଞ୍ଚାୟତ ଦୁର୍ନୀତିରେ ବୁଡ଼ି ରହିଛି ା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମଜିଏନ୍ଆର୍ଇଜିଏସ୍), ଚତୁର୍ଦ୍ଦଶ ଅର୍ଥ କମିଶନ, ଆବାସ ଯୋଜନା ଆଦି…
ରସୁଲପୁର ପଞ୍ଚାୟତ ସମିତିର ୬ଷ୍ଠ ସାଧାରଣ ବୈଠକ: ଯୋଗଦେଲେନି ବିଧାୟକ, ଏମ୍ପି
ରସୁଲପୁର,୨୩ା୧(ଡି.ଏନ୍.ଏ.): ବିଧାୟକ ଓ ମନ୍ତ୍ରୀମାନେ ଗାଁକୁ ଯିବେ। ଲୋକଙ୍କ ସମସ୍ୟା ବୁଝିବେ। ଗାଁରେ ରାତି କାଟିବେ। ସରକାରୀ ଯୋଜନା ଠିକ୍ ଭାବେ କାର୍ଯ୍ୟ ହେଉଛି କି ନାହିଁ ସେଥିପ୍ରତି ଧ୍ୟାନ ଦେବେ। ସରକାରଙ୍କ ନୂଆ ଯୋଜନା ୫-ଟି ଓ ମୋ ସରକାର…
ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବଡ଼ଚଣା ଗସ୍ତ: ଅନୁପସ୍ଥିତ ଥିବାରୁ ୧୦ଜଣଙ୍କୁ କାରଣ ଦର୍ଶାଅ ନୋଟିସ
ଚଣ୍ଡିଖୋଲ,୨୧।୧(ଡି.ଏନ୍.ଏ.): ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଅଚାନକ ବଡ଼ଚଣା ଗସ୍ତରେ ଆସି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଓ ବଡ଼ଚଣା ବାଳିକା ଉଚ୍ଚ ବିଦ୍ୟାଳୟକୁ ତନଖି କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନ ୧୦.୨୦ରେ ମନ୍ତ୍ରୀ ପହଞ୍ଚିବା ସମୟରେ ବ୍ଲକ ଶିକ୍ଷାଧିକାରୀଙ୍କ ସମେତ…
ବେଆଇନ ଇଟାଭାଟି, ବାଲି ଚାଲାଣ ଉପରେ ଲାଗୁନି ରୋକ
ରତ୍ନଗିରି,୨୧।୧(ଡିଏନଏ): ବରୀ ତହସିଲ ଅଧୀନ ବିଭିନ୍ନ ପଞ୍ଚାୟତରେ ବେଆଇନ ଇଟାଭାଟି ସହିତ ଚୋରାବାଲି ଚାଲାଣ ଉପରେ ପ୍ରଶାସନ ରୋକ ଲଗାଇ ନ ଥିବାରୁ ରାଜସ୍ବ ହାନୀ ଘଟୁଛି। ଏହି ବ୍ଲକ ଅଧୀନ ୧୦୬ଟି ଗ୍ରାମରୁ ଅଧିକାଂଶ ଗ୍ରାମରେ ବେଆଇନଭାବେ ଇଟା ପକାଯିବା…
ଉପେକ୍ଷିତ ଟସର ଚାଷୀ
ଯାଜପୁର ଅଫିସ,୨୧। ୧: ରାଜ୍ୟରେ ୨୦୧୮-୧୯ ବର୍ଷରେ ଟସର କୋଷା ୭୭୦୫୦ କାହାଣ, ତୁତ କୋଷା ୨୪୯୪୧ କିଲୋଗ୍ରାମ ଏବଂ ଏଣ୍ଡି କୋଷା ୬୫୯୦ କିଲୋଗ୍ରାମ ଉପତ୍ାଦନ ହୋଇଛି। ସେଥିରୁ ଯାଜପୁର ଜିଲାରେ ଟସର କୋଷା ମାତ୍ର ୩୩୮୬ କାହାଣ ଉପତ୍ାଦନ…
ବଞ୍ଚତ୍ବାର ବାଟ ଦେଖାଇଛି ଆଖୁରସ ବ୍ୟବସାୟ
ରସୁଲପୁର,୨୧।୧(ଡି.ଏନ୍.ଏ.): ପରିବାରର ଦୁର୍ବଳ ଆର୍ଥିକ ଅବସ୍ଥା ତାଙ୍କ ପାଇଁ ଏକ ବଡ଼ ସମସ୍ୟା ଥିଲା। ୫ପ୍ରାଣୀ କୁଟୁମ୍ବଙ୍କ ବୋଝ ମୁଣ୍ଡରେ ଲଦି ହୋଇଯାଇଥିଲା। ଜନ୍ମମାଟିରେ ରୋଜଗାର ଉତ୍ସ ନ ଥିଲା। ସ୍ବଳ୍ପ ଜମିରେ ଚାଷ କରି ପରିବାର ଚଳାଇବା ସାହସ ମଧ୍ୟ…
୩୦ମାର୍ଚ୍ଚ ସୁଦ୍ଧା ୧୨୦୦ ଆବାସ ଶେଷ କରିବାକୁ ନିର୍ଦ୍ଦେଶ
ରସୁଲପୁର,୧୯।୧(ଡି.ଏନ୍.ଏ.): ରସୁଲପୁର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣୀ ନାୟକ ବିଭିନ୍ନ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ସମୀକ୍ଷା କରିଛନ୍ତି। ଅପରାହ୍ନ ୧ଟା୨୦ ମିନିଟ୍ରେ ବ୍ଲକରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ା…
ତ୍ରିଜଙ୍ଗା କଲୋନୀରେ ଡକାୟତି ଉଦ୍ୟମ ପଣ୍ଡ: ୪ ଗିରଫ, ମାରଣାସ୍ତ୍ର ଜବତ
କଳିଙ୍ଗନଗର,୧୯ା୧(ଡି.ଏନ.ଏ.): ଯାଜପୁରରୋଡ ଥାନା ପୋଲିସ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶୁକ୍ରବାର ବଳିମ୍ବିତ ରାତିରେ ଦାନଗଦୀ ତ୍ରିଜଙ୍ଗା କଲୋନୀରେ ଚଢାଉ କରି ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି। ଏଥିରେ ୪ଜଣଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରାଯାଇଛି। ଏନେଇ…

