ଯାଜପୁର

ଇଜିମାଇଲ ଜମି ଉପରେ ବିଜୁ ପକ୍କାଘର ନିର୍ମାଣ ଅଭିଯୋଗ:ତ୍ରୁଟିପୂର୍ଣ୍ଣ ପଟ୍ଟା ଦେଇ ସରକାରୀ ଅର୍ଥ ହଡ଼ପ

ରସୁଲପୁର,୧୩ା୧(ଡିଏନଏ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଯୋଜନାରେ ବାସହୀନଙ୍କୁ ଗୃହ ଯୋଗାଇ ଦିଆଯାଉଛି। ତେବେ ଏ ନେଇ ରହିଥିବା ନିୟମାବଳୀକୁ କଡାକଡ଼ି ପାଳନ କରାଯାଉ ନାହିଁ। ସର୍ବୋପରି ହିତାଧିକାରୀ ଦାଖଲ କରୁଥିବା ଜମିଜମା ସମ୍ପର୍କିତ…

ଜଳିଗଲା ୯ ବଖରା: ଖୋଲା ଆକାଶ ତଳେ ବିପନ୍ନ ପରିବାର

ସିଂହପୁର,୧୧।୧(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ଜରି ଓ ବାଙ୍ଗରାରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ ବଖରା ଜଳି ପାଉଁଶ ହୋଇଯାଇଛି। ବାଙ୍ଗରା ପଞ୍ଚାୟତ ବିଲସାହିରେ ଶନିବାର ସକାଳେ ଅଗ୍ନିକାଣ୍ଡରେ ସଖୀ ଜେନା, ଶିଶିର ଜେନା, ଅରୁଣ ଜେନା,…

୧୬ ନଂ. ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର

ଚଣ୍ଡିଖୋଲ,୧୧।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଡ଼େଇଛକ ନିକଟରେ ଶନିବାର ସକାଳେ ଏକ ଗ୍ୟାସ୍‌ ଟ୍ୟାଙ୍କର ଗାଡି ଓଲଟି ପଡିଛି। ଏଚ୍‌ପି ଗ୍ୟାସ୍‌ ନେଇ ଟ୍ୟାଙ୍କରଟି କଟକରୁ କୋଲ୍‌କାତା ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ…

ରାଜସ୍ବ ମନ୍ତ୍ରୀଙ୍କ ନଗଡ଼ା ଗସ୍ତ

କାଳିଆପାଣି,୧୦ା୧(ଡିଏନଏ): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ଗୁରୁବାର ସକାଳେ ନଗଡ଼ା ଗସ୍ତ କରି ସେଠାକାର ସ୍ଥିତି ପରିଖି ଥିଲେ। ବୁଧବାର କାଳିଆପାଣିରେ ଚାଲିଥିବା ସୌରିକ ମହୋତ୍ସବ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଖଣି ନିଗମ ଅତିଥିଶାଳାରେ ରାତ୍ରିଯାପନ କରିଥିଲେ। ରାଜସ୍ବ ମନ୍ତ୍ରୀ…

ଯାଜପୁର ଆରଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ: ବଡ଼ବଡ଼ିଆଙ୍କ ଇଙ୍ଗିତରେ ଆତ୍ମସାତ୍‌

ଯାଜପୁର ଅଫିସ,୧୦ା୧: ଯାଜପୁର ଜିଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍‌ଏସ୍‌) ବିଭାଗରେ ତିତ୍‌ଲି ଓ ଫନୀ ବାତ୍ୟା ନାମରେ ହୋଇଥିବା ପୁନରୁଦ୍ଧାର କାର୍ଯ୍ୟରେ ପ୍ରାୟ ୧କୋଟି ୯୦ଲକ୍ଷ ୮୫ହଜାର ଟଙ୍କା ଆତ୍ମସାତ୍‌ ହୋଇଛି। ସୂଚନା ଅଧିକାର ଆଇନ ବଳରେ ମିଳିଥିବା…

ଘରୋଇ ଜମିରେ ଆମ ଗାଁ ଆମ ବିକାଶ ଗୃହ ନିର୍ମାଣକୁ ନେଇ ବିବାଦ: ଅଭିଯୋଗ ସତ୍ତ୍ୱେ ନିଆଯାଉନି କାର୍ଯ୍ୟାନୁଷ୍ଠାନ

ରସୁଲପୁର,୧୦ା୧(ଡି.ଏନ୍‌.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା ପଂଚାୟତର ଇଚ୍ଛାପୁର ଗ୍ରାମରେ ଆମ ଗାଁ ଆମ ବିକାଶ ଅର୍ଥ ବିନିଯୋଗ କରି ଏକ ଗୋଷ୍ଠୀ କେନ୍ଦ୍ର ନିର୍ମାଣ କରାଯାଉଛି। ଉକ୍ତ ନିର୍ମାଣ କାର୍ଯ୍ୟ ଘରୋଇ ଜମିରେ କରାଯାଉଛି ବୋଲି ଜମିର…

ରାସ୍ତାପାର୍ଶ୍ୱରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ଛତିଆ,୧୦।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ଦର୍ପଣ କଳକଳା ପୂର୍ତ୍ତ ବିଭାଗ ରାସ୍ତା ତିଳପଦା ନିକଟରେ ଶୁକ୍ରବାର ସକାଳୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଉକ୍ତ ଶିଶୁକନ୍ୟାକୁ କେହି ରାସ୍ତାପାର୍ଶ୍ୱରେ ଫିଙ୍ଗି ଦେଇ ଚାଲି ଯାଇଥିବା ସମ୍ପର୍କରେ ସ୍ଥାନୀୟ…

ନଳକୂପ ଖନନରେ ହେରାଫେରି ମାମଲା: ଆଜି ଲୋକାୟୁକ୍ତରେ ଚୂଡ଼ାନ୍ତ ଶୁଣାଣି

ଯାଜପୁର ଅଫିସ,୯ା୧: ଧର୍ମଶାଳା ବ୍ଲକ ସୁନ୍ଦରିଆ ପଞ୍ଚାୟତ ହରଦେଈପୁର ଗ୍ରାମରେ ଏକ ପାନୀୟ ଜଳ ପ୍ରକଳ୍ପ(ନଳକୂପ) ଖନନରେ ବ୍ୟାପକ ହେରାଫେରି ଅଭିଯୋଗ ଉପରେ ଗୁରୁବାର ଲୋକାୟୁକ୍ତରେ ଶୁଣାଣି କରାଯିବ। ଏଥିପାଇଁ ଧର୍ମଶାଳା ବିଡିଓ ଓ ଅଭିଯୋଗକାରୀଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ହୋଇଥିବା…

ନୀଳାଚଳ ଇସ୍ପାତ ନିଗମ ଲିଃରୁ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ବିଜୁବାବୁଙ୍କ ଦ୍ୱିତୀୟ ଇସ୍ପାତ ସ୍ବପ୍ନ ହେବ ନିଲାମ

ଯାଜପୁର ଅଫିସ,୯ା୧: କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ରେ ଥିବା ୬ଟି ଅଂଶୀଦାରଙ୍କ ପୁଞ୍ଜି ପ୍ରତ୍ୟାହାର ହେବ। ଏନେଇ ବୁଧବାର କେନ୍ଦ୍ର କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀଙ୍କ ଏହି ସୂଚନା…

ଯାଜପୁରରେ ଭାରତ ବନ୍ଦ ସଫଳ

ଯାଜପୁର ଅଫିସ, ୮।୧: ଦେଶରେ ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ସର୍ବନିମ୍ନ ବେତନ ବୃଦ୍ଧି, ସାମାଜିକ ସୁରକ୍ଷା ଆଦି ଦାବିରେ ବିଭିନ୍ନ ସଂଗଠନ ପକ୍ଷରୁ ବ୍ୟାସନଗର ସହରରେ ବନ୍ଦ ପାଳନ କରାଯାଇଛି। ସହରର ଗୋପବନ୍ଧୁ ଛକରେ ସମସ୍ତ ଟ୍ରେଡ ୟୁନିୟନ ପକ୍ଷରୁ…

ଓଲଟିଲା ବସ୍‌: ୮ ଆହତ

ଯାଜପୁର ଅଫିସ୍‌, ୭।୧: ଯାଜପୁର ଜିଲା ବରୀ ବ୍ଲକ ଅଧିନ ଗୋଳକୁଣ୍ଡ ପଞ୍ଚାୟତ ମେଣ୍ଢ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ସକାଳ ୭ଟା ସମୟରେ ମା’ ମଙ୍ଗଳା ଯାତ୍ରୀବାହୀ ବସ୍‌ ଓଲଟି ପଡିବା ଫଳରେ ୮ଜଣ ଯାତ୍ରୀ ଗୁରୁତର ଆହତ…

କୃଷି ସୂଚନା ପରାମର୍ଶ କେନ୍ଦ୍ର ବୈଠକରେ ମାଛ, କୁକୁଡା, ଛତୁ ଚାଷ ଉପରେ ଗୁରୁତ୍ୱାରୋପ

ରସୁଲପୁର,୬।୧(ଡିଏନଏ)- ରସୁଲପୁର ବ୍ଲକ ଅନ୍ତର୍ଗତ ସହକାରୀ କୃଷି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ବ୍ଲକସ୍ତରୀୟ କୃଷି ସୂଚନା ପରାମର୍ଶ କେନ୍ଦ୍ର ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆତ୍ମାର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଗାମୀ କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?