ଯାଜପୁର

ମେଳା ପାଇଁ ସଜେଇ ହେଉଛି ବରୁଣେଶ୍ୱର ପୀଠ : ଜାଗା ସଂରକ୍ଷଣ ପାଇଁ ବ୍ୟବସାୟୀଙ୍କ ଭିଡ଼

ବିଞ୍ଝାରପୁର,୬ା୧(ଡି.ଏନ.ଏ)- ପ୍ରସିଦ୍ଧ ବରୁଣେଶ୍ୱର ମେଳା ଆଉ ମାତ୍ର ୮ ଦିନ ବାକି ରହିଛି। ମେଳା ସୁପରିଚାଳନା ପାଇଁ ଆୟୋଜକଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଚଳିତ ବର୍ଷ ମେଳା ପାଇଁ ବରୁଣେଶ୍ୱର ମନ୍ଦିରରେ ରଙ୍ଗ ଦେବାରୁ ଆରମ୍ଭ କରି ପୋଖରୀ ସଫା…

ଚଣ୍ଡିଖୋଲ-ଡୁବୁରୀ ଜାତୀୟ ରାଜପଥ ମରାମତି କାର୍ଯ୍ୟରେ ବିଳମ୍ବ: ରାଜପଥ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଚଣ୍ଡିଖୋଲ,୬ା୧(ଡ଼ି.ଏନ.ଏ)- ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ ଡେଥ୍‌ ଜୋନଭାବେ ପରିଗଣିତ ହେବା ପରେ ଜିଲା ପ୍ରଶାସନ ପାଇଁ ଚିନ୍ତା ବଢ଼ି ଯାଇଥିଲା। ସେଥିପାଇଁ ବାରମ୍ବାର ବୈଠକ କରି ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କୁ ଡିସେମ୍ବର ୩୧ ସୁଦ୍ଧା ଏହି ଜାତୀୟ ରାଜପଥର ମରାମତି…

ବେଆଇନ ବାଲି ଖାଦାନ ଅଣାୟତ୍ତ: ବାରଣ ସତ୍ତ୍ୱେ ବ୍ୟବହାର ହେଉଛି ମେଶିନ

ଯାଜପୁର ଅଫିସ,୬ା୧- ଯାଜପୁର ଜିଲାରେ ରାଜନୈତିକ ଛତ୍ରଛାୟା ତଳେ ବେଆଇନ ଲଘୁ ଖଣିଜ ସମ୍ପଦ ଲୁଟ ସୀମା ଲଂଘିଛି। ଟାସ୍କଫୋର୍ସ କମିଟି, ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ, ବିଧାନସଭାରେ ଆଲୋଚନା ଆଦି କୌଣସି ଧାର ଧାରୁନାହିଁ। ମାନୁଆଲ (ହସ୍ତଚାଳିତ) ମାଇନିଂ ଲିଜ ନେଇ…

ଖାଦାନରୁ କଳାପଥର ଲୁଟ ରୋକିବାରେ ପ୍ରଶାସନ ବିଫଳ: ପାର୍ଶ୍ୱ ରାସ୍ତାରେ ଚାଲିଛି ପରିବହନ

ଯାଜପୁର ଅଫିସ,୬।୧: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନରେ ଥିବା ବିଭିନ୍ନ ଖାଦାନରୁ କଳାପଥର ଲୁଟ ରୋକିବାକୁ ଜିଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଛି। ଚଢେଇଧରା-ଢେଙ୍କାନାଳ ଓ ଡଙ୍କାରୀ-୫୩ ନମ୍ବର ଜାତୀୟ ରାଜପଥ ଆଦି ୫ଟି ସ୍ଥାନରେ ଲୁହା…

ଅବକାରୀ ମନ୍ତ୍ରୀଙ୍କ ଯାଜପୁର ଗସ୍ତ, ବିଭାଗୀୟ କାର୍ଯ୍ୟର ସମୀକ୍ଷା: ଚୋରା, ବିଷାକ୍ତ ମଦ ବିକ୍ରି ରୋକିବାକୁ ନିର୍ଦ୍ଦେଶ

ଯାଜପୁର ଟାଉନ,୪ା୧(ଡିଏନଏ): ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଯାଜପୁର ଜିଲା ଗସ୍ତରେ ଆସି ବିଭାଗୀୟ କାର୍ଯ୍ୟଗୁଡିକର ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ଅଧ୍ୟକ୍ଷତା କରି ଜିଲାରେ ଯେପରି କୌଣସି ବିଷାକ୍ତ ମଦ…

ମାଙ୍କଡ଼ ଆକ୍ରମଣରେ ଛାତରୁ ପଡ଼ି ମହିଳାଙ୍କ ମୃତ୍ୟୁ

ବିଞ୍ଝାରପୁର/ବରୀ,୪ା୧ (ଡି.ଏନ.ଏ/ସ୍ବ.ପ୍ର.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ବରିଲୋ ଗ୍ରାମରେ ଶୁକ୍ରବାର ଜଣେ ମହିଳାଙ୍କୁ ମାଙ୍କଡ଼ ଆକ୍ରମଣ କରିବାରୁ ସେ ଛାତରୁ ଖସି ପଡ଼ି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ମୃତ ମହିଳା ହେଉଛନ୍ତି ଉକ୍ତ ଗ୍ରାମର ଅରୁଣ ସ୍ବାଇଁଙ୍କ ସ୍ତ୍ରୀ…

ଘାରିଛି ଅଜବ ନିଶା: ପାଲା ପ୍ରେମରେ ୯୦ ବର୍ଷୀୟ ବିଷ୍ଣୁଚରଣ

ରସୁଲପୁର,୪ା୧(ଡି.ଏନ.ଏ): ଏକଦା ହିନ୍ଦୁ ସଂସ୍କୃତି ଓ ପରମ୍ପରାର ପ୍ରଚାର, ପ୍ରସାର ଦିଗରେ ପାଲା ଏକ ବଳିଷ୍ଠ ମାଧ୍ୟମ ଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ପାଲା ପରିବେଷଣକୁ ଅଧିକ ଗୁରୁତ୍ୱ ଦିଆଯାଉଥିଲା। ଆଧୁନିକ ଚାକଚକ୍ୟ ଭିତରେ ପାଲା ଗୁରୁତ୍ୱହୀନ ହୋଇପଡିଛି। ଏବେ ବିଭିନ୍ନ ସ୍ଥାନରେ…

ପ୍ରଥମଖଣ୍ଡ ସମବାୟ ସମିତିରେ ଧାନମଣ୍ଡି ଖୋଲିଲା: ୨୫ଶହ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ରସୁଲପୁର,୪ା୧(ଡିଏନଏ): ରସୁଲପୁର ବ୍ଲକ ଅଧୀନ ୧୧ଟି ପ୍ରାଥମିକ କୃଷି ସେବା ସମିତି(ପାକ୍ସ) ରହିଛି। ସେଥିରୁ ପ୍ରଥମଖଣ୍ଡ ସେବା ସମିତି ଧାନ ମଣ୍ଡି ଖୋଲିବାରେ ଆଗୁଆ ରହିଛି। ଏହି ସମିତି ଜରିଆରେ ୨୫ଶହ କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଲକ୍ଷ୍ୟ କରାଯାଇଛି। ଏଥିପାଇଁ…

ଜିଲାପାଳଙ୍କ କୋର୍ଟରେ ଶୁଣାଣି: ୧୦୩ ଚାଷୀଙ୍କୁ ବୀମାରାଶି ପ୍ରଦାନ ନିର୍ଦ୍ଦେଶ

ଯାଜପୁର ଅଫିସ,୩ା୧: ଯାଜପୁର ଜିଲା ଦଶରଥପୁର ବ୍ଲକ ଅନ୍ତର୍ଗତ ଥାଳକୁଡି ଗ୍ରାମ ପଞ୍ଚାୟତର କସବା ଓ ଥାଳକୁଡି ଗ୍ରାମର ୧୦୩ ଚାଷୀଙ୍କ ବୀମା ଅର୍ଥ ହେରଫେର ଅଭିଯୋଗ ସଂକ୍ରାନ୍ତରେ ଯାଜପୁର ଜିଲାପାଳଙ୍କ କୋର୍ଟରେ ରାୟ ପ୍ରକାଶ ପାଇଛି। ଏଥିରେ ସଂପୃକ୍ତ ବୀମା…

ଆଶ୍‌ ଇଟା ଫ୍ୟାକ୍ଟ୍ରି ମାଲିକ ସଂଘର ଆନ୍ଦୋଳନ ସ୍ଥଗିତ: ୭ଦିନ ମଧ୍ୟରେ ପାଉଁଶ ଯୋଗାଇବାକୁ ପ୍ରତିଶ୍ରୁତି

ଯାଜପୁର ଅଫିସ,୩ା୧- କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ କାରଖାନା ଜିଲାରେ ପ୍ରତିଷ୍ଠିତ ଆଶ୍‌ ଇଟା ଫ୍ରାକ୍ଟ୍ରିକୁ ଆବଶ୍ୟକ ମୁତାବକ ପାଉଁଶ ଯୋଗାଇ ଦେବାରେ କାଳକ୍ଷେପଣ ନୀତି ଅବଲମ୍ବନ କରୁଥବା ପ୍ରତିବାଦରେ ପ୍ରସ୍ତାବିତ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବିି)ର…

ପ୍ରଧାନମନ୍ତ୍ରୀ ଆବାସ ପାଇଁ ଅଗ୍ରାଧିକାର ତାଲିକା ଦ୍ୱନ୍ଦ୍ୱ: ବିଡିଓଙ୍କ ନେତୃତ୍ୱରେ ସ୍ଥିତି ସମୀକ୍ଷା

ରସୁଲପୁର,୩।୧(ଡି.ଏନ୍‌.ଏ.)- ଯାଜପୁର ଜିଲାର ରସୁଲପୁର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ଅଗ୍ରାଧିକାର ତାଲିକା ଦ୍ୱନ୍ଦ୍ୱ ସରୁନି। ବିଡିଓ ଉମାକାନ୍ତ ପରିଡ଼ାଙ୍କ ତତ୍ତ୍ୱାବଧାନରେ ଏକାଧିକ ଦଳ ତଦନ୍ତରେ ସାମିଲ ହୋଇ ପଞ୍ଚାୟତରୁ ପଞ୍ଚାୟତବୁଲି ସ୍ଥିତି ସମୀକ୍ଷା କରିବା ସହ ଯୋଗ୍ୟ ହିତାଧିକାରୀ ବାଛୁଛନ୍ତି।…

କଳିଙ୍ଗନଗର ଗୁଳିକାଣ୍ଡ ଘଟଣାକୁ ୧୪ବର୍ଷ ପୁରିଲା: କମ୍ପାନୀ ବିରୋଧରେ ଗର୍ଜିଲା ବିରୋଧୀ ମଞ୍ଚ

କଳିଙ୍ଗନଗର,୩ା୧(ଡି.ଏନ.ଏ.): ଶିଳ୍ପ କାରଖାନା ପାଇଁ ଭିଟାମାଟି ହରାଇଥିବା ଆଦିବାସୀଙ୍କ ବିକାଶ ବଦଳରେ ବିନାଶ ଘଟିଛି। କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜମି ଅଧିଗ୍ରହଣକୁ ନେଇ ସମ୍ବିଧାନର ଖୋଲା ଉଲ୍ଲଂଘନ କରାଯାଇଛି। ଏହି ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରି ଯେଉଁ ଆଦିବାସୀମାନେ ଜଳ, ଜମି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?