ଧର୍ମଶାଳା ବିଜେଡିର ମିଶ୍ରଣ ପର୍ବ
ଧର୍ମଶାଳା,୩ା୧୧(ଡି.ଏନ୍.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଜେଡି କାର୍ଯ୍ୟାଳୟରେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପସ୍ଥିତିରେ ରବିବାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି ା ଏହି ମିଶ୍ରର ପର୍ବରେ ସେବତିପୁର ଗ୍ରାମର ରବୀନ୍ଦ୍ର କୁମାର ନାୟକ, ଜଳଧର ମହାନ୍ତି, ବିଜୟ କୁମାର…
ଯୌତୁକ ପାଇଁ ବୋହୂଙ୍କୁ ପୋଡ଼ି ହତ୍ୟା ଉଦ୍ୟମ: ସ୍ବାମୀ, ଶାଶୁ କୋର୍ଟ ଚାଲାଣ
କୋରେଇ,୩୧।୧୦(ସ୍ବ.ପ୍ର)- କୋରେଇ ଥାନା ଗୌରପୁର ପଞ୍ଚାୟତର ଜଳନ୍ଦା ଗ୍ରାମରେ ଅଧିକ ଯୌତୁକ ଦାବିକରି ଶାଶୁଘର ଲୋକେ ବୋହୂଙ୍କୁ ନିର୍ଯାତନା ଦେବା ସହ ପୋଡ଼ି ମାରିଦେବାକୁ ଉଦ୍ୟମ କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୨୩୭/୧୯) ରୁଜୁ…
ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ
ଯାଜପୁର ଟାଉନ,୩୦-୧୦(ଡି.ଏନ୍.ଏ.)- ଜିଲା ପ୍ରଶାସନର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ସ୍ଥାନୀୟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହୋଇଯାଇଛି। ଏହି ସପ୍ତାହ…
ମରାମତି ଅପେକ୍ଷାରେ ଖଣ୍ଡିତର-ରାଜଘାଟ ନଦୀବନ୍ଧ:୭.୮୬ କୋଟି ଟଙ୍କା ବ୍ୟୟବରାଦ
ରସୁଲପୁର,୩୦-୧୦(ଡିଏନଏ)- ରସୁଲପୁର ବ୍ଲକ ଖଣ୍ଡିତର ଓ ଯାଜପୁର ବ୍ଲକ ଅଧୀନ ରାଜଘାଟ ଖରସ୍ରୋତା ନଦୀର ଡାହାଣପାର୍ଶ୍ୱ ୧୫-ବି ବନ୍ଧ ମରାମତି, ପ୍ରଶସ୍ତୀକରଣ, ଆବଶ୍ୟକ ସ୍ଥଳେ ଜନବସତିକୁ ଗଡା ନିର୍ମାଣ, ବନ୍ଧ ଉପରେ ପାର୍କିଂ ନିର୍ମାଣ ପାଇଁ ଦାବି ହେଉଛି। ଏ ଦିଗରେ…
କ୍ଷତିପୂରଣ ଦାବିରେ ଚାଷୀଙ୍କ ଜାତୀୟ ରାଜପଥ ଅବରୋଧ
ଚଣ୍ଡିଖୋଲ,୩୦-୧୦(ଡି.ଏନ୍.ଏ.)- ଗତ ସପ୍ତାହରେ ୩ଦିନ ଧରି ଲଗାଣ ବର୍ଷା ଯୋଗୁ ବଡ଼ଚଣା ବ୍ଲକର ବହୁ ଅଞ୍ଚଳରେ ବ୍ୟାପକ ଫସଲ ହାନୀ ହୋଇଛି। ପ୍ରଶାସନ ପକ୍ଷରୁ ଅଦ୍ୟାବଧି କ୍ଷୟକ୍ଷତି ଆକଳନ କରାଯାଇ ଚାଷୀଙ୍କୁ କ୍ଷତିପୂରଣ ଦେବା ପାଇଁ କୌଣସି ବ୍ୟବସ୍ଥା ହୋଇନାହିଁ। ବହୁ…
କଳାବଜାରରେ ବିକ୍ରି ହେଉଛି ସାଧାରଣ ବଣ୍ଟନ ସାମଗ୍ରୀ: କୋଠ ଘରୁ ଶତାଧିକ ପିଡିଏସ୍ ଚାଉଳ ବସ୍ତା ଜବତ
ରସୁଲପୁର,୩୦-୧୦(ଡି.ଏନ୍.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକରେ ସାଧାରଣ ବଣ୍ଟନ ସାମଗ୍ରୀ ପ୍ରଦାନରେ ସରକାରଙ୍କ ୫-ଟି ପ୍ରୟୋଗ ସମ୍ପୂର୍ଣ୍ଣ ଫେଲ୍ ମାରିଛି। ଭୂତ ଚାଉଳ କାର୍ଡ ହାତେଇବାରେ ଠାରୁ ଅଯୋଗ୍ୟଙ୍କୁ ରାଶନ କାର୍ଡ ପ୍ରଦାନ କରିବା ପର୍ଯ୍ୟନ୍ତ ସବୁଠି ୫-ଟି ଫେଲ୍ ମାରିଥିବା…
ଚୋରାରେ ପିଗ୍ ଆଇରନ କିଣି ଗିରଫ ହେଲେ ଶିଳ୍ପପତି
ଯାଜପୁର ଅଫିସ, ୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ କାରଖାନାରୁ ଛତିଶଗଡ଼ ଯାଉଥିବା ପିଗ୍ ଆଇରନକୁ ଚୋରାରେ କିଣି ରାରକେଲାର ଜଣେ ଶିଳ୍ପପତି ଯାଜପୁର ପୋଲିସ ଦ୍ବାରା ଗିରଫ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ…
ବ୍ରାହ୍ମଣୀ ରିଭର ପେଲେଟ୍ସ ଲିମିଟେଡ: ସ୍ଥାନୀୟ ନିଯୁକ୍ତି ବୃଦ୍ଧି ଉପରେ ନାହିଁ ପଦକ୍ଷେପ
ଯାଜପୁର ଅଫିସ,୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ମଧ୍ୟରେ କାରଖାନା ବୃଦ୍ଧି ଓ ସମ୍ପ୍ରସାରଣ ହେଉଛି। ମାତ୍ର ନିଯୁକ୍ତି ସୁଯୋଗ ସୃଷ୍ଟି ଅପରିବର୍ତ୍ତିତ ରହିଛି। ଏହିକ୍ରମରେ ବ୍ରାହ୍ମଣୀ ରିଭର ପେଲେଟ୍ସ ଲିମିଟେଡ(ବିଆର୍ପିଏଲ୍)ର ଉପତ୍ାଦନ ଆରମ୍ଭରୁ ସ୍ଥାନୀୟ ନିଯୁକ୍ତିକୁ ନେଇ ଆଖିବୁଜି ଦେଇଛି।…
ସବୁ ଜାଣି ନୀରବ ଦ୍ରଷ୍ଟା ସାଜିଛି ପ୍ରଶାସନ
ରସୁଲପୁର,୩୦-୧୦(ଡି.ଏନ୍.ଏ.)- ବିଭିନ୍ନ କ୍ଷେତ୍ରରେ ପ୍ରଶାସନିକ ଅଧିକାରୀଙ୍କ ଟାଳଟୁଳ ନୀତି ଯୋଗୁ ଦିନକୁ ଦିନ କଳାବଜାରୀଙ୍କ ସାମ୍ରାଜ୍ୟ ବଢିବାରେ ଲାଗିଛି। ଯାହାକି ପ୍ରତ୍ୟେକ୍ଷ ଭାବେ ରାଜ୍ୟ ରାଜକୋଷକୁ ପ୍ରଭାବିତ କରୁଛି। ଏପରି କି ଦିନକୁ ଦିନ ବେଆଇନ କାରବାର ବଢୁଉଛି। ଯାଜପୁର ଜିଲା…
ସଡ଼କ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ: ପ୍ରତିଶ୍ରୁତିପରେ ହଟିଲା ରାସ୍ତା ରୋକୋ
ବରୀ/ରତ୍ନଗିରି,୩୦-୧୦(ସ୍ବ.ପ୍ର./ଡି.ଏନ୍.ଏ.)- ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବରୀ-ବରୁହାଁ ମୁଖ୍ୟ ରାସ୍ତାର ବରୀ ମାଉଣ୍ଡ ବଜାର ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଅରଙ୍ଗାବାଦ୍ ପଞ୍ଚାୟତର ପୂର୍ବତନ ସରପଞ୍ଚ ରଘୁନାଥ ଜେନା(୬୬)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହାକୁ…
ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଏସ୍ପିଙ୍କ ନାମରେ ଥାନାରେ ଏତଲା
ଯାଜପୁର ଅଫିସ,୨୭ା୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଜିଲା ଅଶାନ୍ତ ହେବାରେ ଲାଗିଛି। ଜିଲା ପୋଲିସର ସ୍ବଚ୍ଛ ତଦନ୍ତ ଉପରେ ବିରୋଧୀ ଭାଜପା ଓ କଂଗ୍ରେସ ପ୍ରଶ୍ନ ଉଠାଇଛି।…
ପାରିବାରିକ ଅଶାନ୍ତିରୁ ଆର୍ବିଆଇ ଜିଏମ୍ଙ୍କ ଆତ୍ମହତ୍ୟା
ଚଣ୍ଡିଖୋଲ,୨୫।୧୧(ଡ.ଏନ୍.ଏ.): ଯାଜପୁର ଜିଲା ଚଣ୍ଡିଖୋଲ ସ୍ଥିତ ଏକ ହୋଟେଲରେ ଜଣେ ବ୍ୟାଙ୍କ ଅଧିକାରୀ ବେକରେ ବେଡସିଟ୍ ଗୁଡ଼ାଇ ଗୁରୁବାର ରାତିିରେ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଯାଜପୁର ଥାାନା ଅନ୍ତର୍ଗତ ନରହରିପୁର ଗ୍ରାମର ଆଶିଷ ରଞ୍ଜନ ସାମଲ। ସେ ଗୌହାଟିରେ ରିଜର୍ଭ…
Archives


