ଯାଜପୁର

ଧର୍ମଶାଳା ବିଧାୟକଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବର୍ଷିଲେ ପ୍ରମିଳା, କହିଲେ ରାତିରେ କାହିଁକି…

ଭୁବନେଶ୍ୱର,୨୩ା୧୧: ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଶନିବାର ପ୍ରବଳ ବର୍ଷିଛନ୍ତି। ପ୍ରମିଳା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ରାତିରେ କଳାକାର୍‌ରେ ବିଧାୟକ କେଉଁ କାମରେ ଯାଉଥିଲେ। ଗୋଟିଏ ଜାଗାରେ ଯଦି…

ବବି ଦାସଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଛି। ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଛି। ଗତ ବିଳମ୍ବିତ…

ଅଧରାତିରେ ବବି ଦାସଙ୍କ ଭାଇଙ୍କୁ ଅଟକ ରଖିଲା ପୋଲିସ

ଯାଜପୁର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣକୁ ନେଇ ରାଜନୀତି ଜୋର ଧରିଛି। ଏହି ଘଟଣାରେ ଶୁକ୍ରବାର ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଦ୍ୱାରା ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଅଟକ ରଖାଯାଇଛି।…

ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…

ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦେଇଛନ୍ତି ବ୍ୟବସାୟୀ ଜଣକ। ଭବଙ୍କ ସହଯୋଗୀ ଧମକ…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଯାଜପୁର,୨୨ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ଭୟଙ୍କର ଆକ୍ସନ ନିଆଯିବ କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। କିଛି ଲୋକଙ୍କର ଏପର୍ଯ୍ୟନ୍ତ ଦୋଷ ଛାଡ଼ିନି, ଆଜି…

ବନ୍ଦ ହେଲା ପାର୍ସଲ, ଲଗେଜ୍‌ ଟ୍ରାଫିକ୍‌

ଯାଜପୁର,୨୨ା୧୧(ହର୍ଷବର୍ଦ୍ଧନ ବେହେରା): ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝର ରୋଡ଼ ରେଳ ଷ୍ଟେଶନକୁ ଅଣଦେଖା କରୁଥିବା ଅଭିଯୋଗର ସତ୍ୟତା ଏବେ ବାରି ହୋଇ ପଡୁଛି। ଦୀର୍ଘବର୍ଷ ହେଲା କାର୍ଯ୍ୟକ୍ଷମ ଥିବା ପାର୍ସଲ ଏବଂ ଲଗେଜ୍‌ ଟ୍ରାଫିକକୁ ରେଳବିଭାଗ ପକ୍ଷରୁ ଆସିଷ୍ଟାଣ୍ଟ କମର୍ସିଆଲ ମ୍ୟାନେଜର…

ବିଜେଡି ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ: ହିମାଂଶୁ

ଯାଜପୁର/କାଏମା, ୨୨ା୧୧ (ହର୍ଷବର୍ଦ୍ଧନ ବେହେରା/ଶିବପ୍ରସାଦ ମହାନ୍ତି): ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାକୁ ସେ ନିନ୍ଦା କରିଛନ୍ତି। ହିମାଂଶୁ ଏକ ଖବରଦାତା…

ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ମାମଲା: ଜେଲ ଗଲେ ୧୦ ଅଭିଯୁକ୍ତ

ଯାଜପୁର,୨୧।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଗୁରୁବାର ୧୦ଜଣଙ୍କୁ ଗିରଫ କରିଛି। ପୋଲିସ ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ଯାଜପୁର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ…

ହିମାଂଶୁଙ୍କୁ ଆକ୍ରମଣ: ଯାଜପୁରରେ ଭୟଙ୍କର ସ୍ଥିତି

ଯାଜପୁର,୨୧।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ ନିକଟରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି। ଘଟଣା ସମ୍ପର୍କରେ ହିମାଂଶୁ ପୋଲିସ ଆଗରେ…

ଆକ୍ରମଣ ପରେ ଚାଞ୍ଚଲ୍ୟକର ଖୁଲାସା କଲେ ହିମାଂଶୁ: ”ମୋତେ ମାରିଦେଇଥାନ୍ତେ”

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ବୁଧବାର ସନ୍ଧ୍ୟାରେ ଦୁର୍ବୁତ୍ତମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣ ପଛରେ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ହାତ ଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଏଥିସହିତ ଘଟଣା ପରେ ଗଣମାଧ୍ୟମ…

ହିମାଂଶୁଙ୍କ ଉପରେ ଆକ୍ରମଣ ପରେ ମୁହଁ ଖୋଲିଲେ ବବି; ‘ମୁଁ ଘଟଣାସ୍ଥଳରେ ନଥିଲି…’

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)। ସେ କହିଛନ୍ତି ‘ଗଣତନ୍ତ୍ରରେ କୌଣସି ପ୍ରକାର ହିଂସାକୁ ପ୍ରଶ୍ରୟ ଦିଆଯିବନି, ଘଟଣାକୁ ନିନ୍ଦା କରୁଛି। ତେବେ ମୁଁ…

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଅଭିଯୋଗ

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ ନିକଟରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି। ଘଟଣା ସମ୍ପର୍କରେ ହିମାଂଶୁ ପୋଲିସ ଆଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri