ବାଲିଆରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ
ବରୀ,୨୧ା୧୦(ସ୍ବ.ପ୍ର.): ଯାଜପୁର ଜିଲାବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟ ନିକଟରେ ରବିବାର ବରୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ବିଜେଡି ସଭାପତି ଅଭିନ୍ନ କୁମାର ଜେନାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…
ଟିପ୍ପର ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା, ଦୁଇ ଭାଇ ଗିରଫ
ଧର୍ମଶାଳା/ଜେନାପୁର,୨୧ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଳରାମପୁର ଛକଠାରେ ଟିପ୍ପର ଧକ୍କାରେ ତଳଗଡ଼ ଗ୍ରାମର ପ୍ରଦୀପ ମଲିକଙ୍କ ମୃତ୍ୟୁ ମାମଲାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ୨ ଜଣଙ୍କୁ…
ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସରପଞ୍ଚଙ୍କ ସ୍ବାମୀଙ୍କୁ ଗିରଫ କଲା ଧର୍ମଶାଳା ପୋଲିସ
ଧର୍ମଶାଳା,୧୯।୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ଗିରଫ କରାଯାଇଛି। ରୂପେଶଙ୍କୁ ଧର୍ମଶାଳା ଥାନା ପୋଲିସ ଗୁରୁବାରଠାରୁ ଅଟକ ରଖି ପଚରାଉଚରା କରୁଥିବା ବେଳେ…
ଖରସ୍ରୋତା ନଦୀରୁ ବିରଳ କୁମ୍ଭୀର ଉଦ୍ଧାର
ଯାଜପୁର ଟାଉନ, ୧୯।୧୦(ଡି.ଏନ୍.ଏ.): ଯାଜପୁର ଜିଲାରେ ପ୍ରବାହିିତ ଖରସ୍ରୋତା ନଦୀରୁ ଶନିବାର ଏକ ବିରଳ କୁମ୍ଭୀର ଉଦ୍ଧାର ହୋଇଛି । ସ୍ଥାନୀୟ ମାଛଧରାଳି ଶୁକ୍ରବାର ରାତିରେ ମାଛ ଧରିବା ପାଇଁ ଯିଅଁଳ ପୋତିଥିଲେ। ସେହି ଯିଅଁଳ ମାଛକୁ ଖାଇବା ଦ୍ୱାରା କୁମ୍ଭୀର…
ହୋମଗାର୍ଡଙ୍କୁ ଭେଟିଲା ଆମ୍ବେଦକର ବିକାଶ ପରିଷଦ
ରତ୍ନଗିରି,୧୯ା୧୦(ଡି.ଏନ୍.ଏ.): ବରୀ ବ୍ଲକ ଅନ୍ତର୍ଗତ ଅଟିରା ପଞ୍ଚାୟତର ଓଉପଡା ଗ୍ରାମର ହୋମଗାର୍ଡ ରଞ୍ଜନ କୁମାର ମଲ୍ଲିକଙ୍କୁ ଶୁକ୍ରବାର ଆମ୍ବେଦକର ବିକାଶ ପରିଷଦର ସଦସ୍ୟ ଭେଟିଛନ୍ତି। ନ୍ୟାୟ ପ୍ରଦାନ ଦିଗରେ ତାଙ୍କ ସହ ଆମ୍ବେଦକର ଲଢେଇ ଜାରି ରଖିବ ବୋଲି ପରିଷଦର କର୍ମକର୍ତ୍ତା…
ଖଣି ଶ୍ରମିକଙ୍କ ମିଶ୍ରଣ ପର୍ବ
କାଳିଆପାଣି,୧୯ା୧୦(ଡି.ଏନ୍.ଏ.): ଯାଜଯୁର ଜିଲା ସୁକିନ୍ଦା ବ୍ଲକ କଣସ ପଞ୍ଚାୟତ ତୈଳଙ୍ଗୀ ଗ୍ରାମରେ ଶୁକ୍ରବାର ଖଣି ଶ୍ରମିକଙ୍କ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ରିଜିୟନ କ୍ରୋମାଇଟ୍ ମଜଦୁର ସଂଘ (ଏସ୍ଆରସିକେଏମ୍ଏସ୍ର)ତୈଳଙ୍ଗୀ ଶାଖା ପକ୍ଷରୁ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଏଥିରେ…
ରେଳପଥ ପାଇଁ ପ୍ରଭାବିତ ହେଉଛି ଚାଷଜମି: ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ କ୍ଷତିଗ୍ରସ୍ତ ଚାଷୀ
ଡୁବୁରୀ/ସୁକିନ୍ଦା,୧୯ା୧୦(ଡି.ଏନ୍.ଏ.): ସୁକିନ୍ଦା-ଅନୁଗୋଳ-ଡୁବୁରୀ ରେଳ ପ୍ରକଳ୍ପ ନିର୍ମାଣ ଯୋଗୁ ଦାନଗନୀ ବ୍ଲକ ଅନ୍ତର୍ଗତ ବାଘୁଆପାଳ ଓ ବାଲିଆପାଳ ମୌଜାର ଶହଶହ ହେକ୍ଟର ଚାଷ ଜମି ମରୁଡି କବଳିତ ହୋଇଛି। ଏ ଦିଗରେ ବହୁବାର ଅଭିଯୋଗ ପରେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହଁ।…
ଶଶୁର ଘରେ ନିଆଁ ଲଗାଇ ଜ୍ୱାଇଁ ଫେରାର
କଳିଙ୍ଗନଗର,୧୯ା୧୦(ଡି.ଏନ୍.ଏ.): ଦାନଗଦୀ ଫାଣ୍ଡି ଅର୍ନ୍ତଗତ ଓଳଲ ପଞ୍ଚାୟତରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟଣା ଘଟିଛି। ଏହି ଗ୍ରାମରେ ଘର ଜୋୟାଁ ରୁହୁଥିବା ଜଣେ ଯୁବକ ଶଶୁର ଘରେ ନିଆଁ ଲଗାଇ ଫେରାର ହୋଇଯାଇଛି। ଫଳରେ ଗ୍ରାମର ଶଶୁର ଘର ସମେତ ୧୬…
ବିଭିନ୍ନ ପ୍ରକଳ୍ପ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ଘଟଣା: ଦ୍ୱିତୀୟ ଦିନରେ ଭିଜିଲାନ୍ସ ତଦନ୍ତ
ବରୀ,୧୯ା୧୦(ସ୍ବ.ପ୍ର.): ବରୀ ବ୍ଲକର ବିକାଶମୂଳକ କାର୍ଯ୍ୟରେ ହୋଇଥିବା ଅନିୟମିତତାକୁ ନେଇ ଭିଜିଲାନ୍ସ ତଦନ୍ତ ଶୁକ୍ରବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଗୋଟିଏ ପ୍ରକଳ୍ପ ପାଇଁ ଦୁଇ ଥର ଅର୍ଥ ମଞ୍ଜୁର ହୋଇଥିତ୍ବା ଦ୍ୱିତୀୟ ଦିନ ତଦନ୍ତ ବେଳେ ଭିଜିଲାନ୍ସ ଜାଣିବାକୁ ପାଇଛି। ଅଭିଯୋଗ…
ଫନୀ ବିପନ୍ନ ଗୃହ କର୍ତ୍ତାଙ୍କୁ ୨କୋଟି ଟଙ୍କା ବଣ୍ଟନ
ଧର୍ମଶାଳା,୧୮ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲରେ ଚଳିତ ବର୍ଷ ଫନିବାତ୍ୟାରେ କ୍ଷତିଗ୍ରସ୍ତ ୬୨୭୯ ଜଣ ଗୃହକର୍ତ୍ତାଙ୍କୁ ଗୁରୁବାର ସୁଦ୍ଧା ୨କୋଟି ୭ଲକ୍ଷ ୭ହଜାର ୩ଶହ ଟଙ୍କା ତହସିଲ ପକ୍ଷରୁ ବ୍ୟାଙ୍କ ଜରିଆରେ ବଣ୍ଟନ କରାଯାଇଛି ବୋଲି ଧର୍ମଶାଳା ତହସିଲଦାର ସରୋଜ କୁମାର…
ଦୁର୍ଘଟଣାରେ ଭାଇ ମୃତ, ଭଉଣୀ ଗୁରୁତର
ଛତିଆ,୧୮ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ଛତିଆସ୍ଥିତ ମହାପୁରୁଷ ହାଡ଼ିଦାସ କଲେଜ ନିକଟରେ ଗୁରୁବାର ସକାଳେ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତ କରାଯାଇଛି। ମୃତ ଯୁବକ ଜଣଙ୍କ କଟକ ଜିଲା ଟାଙ୍ଗୀ ଥାନା ଭଟିମୁଣ୍ଡା…
ବିଦ୍ୟାଳୟ ଜମିରେ ଅଣ ଓଡ଼ିଆଙ୍କ ଜବରଦଖଲ : ସଙ୍କୁଚିତ ହେଉଛି ବିଦ୍ୟାଳୟ ଜମି
ଯାଜପୁର ରୋଡ଼, ୧୮ା୧୦ (ନି.ପ୍ର.): ଯାଜପୁର ରୋଡ୍ସ୍ଥିତ ନରସିଂହ ଚୌଧୁରୀ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ଅବ୍ୟବସ୍ଥା ଦେଇ ଗତି କରୁଛି। ବିଦ୍ୟାଳୟର ଜମିରେ ଅଣ ଓଡ଼ିଆଙ୍କ ଜବର ଦଖଲ ବୃଦ୍ଧି ପାଇବାରେ ଲାଗିଛି। ଏମାନେ ବିଦ୍ୟାଳୟ ଚତୃପାର୍ଶ୍ୱରେ ଜବର ଦଖଲ କରି…
Archives


