ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ; ଶାଶୁ, ଶ୍ୱଶୁର ଏବଂ ସ୍ବାମୀ ଅଟକ
ସିଂହପୁର,୧।୧୨(ଡି.ଏନ୍.ଏ.) : ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ପଞ୍ଚାୟତ ଜରି ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ବାପଘର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ…
ଜିଲା ପ୍ରଶାସନ ପକ୍ଷରୁ ମେଡିକାଲ ଉପରେ ଅଚାନକ ଚଢାଉ
ଯାଜପୁର,୨୯।୧୧(ନି.ପ୍ର.): ଯାଜପୁର ରୋଡ଼ ମେଡିକାଲରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଅଚାନକ ଚଢାଉ ହୋଇଛି। ୫-ଟିକୁ ତ୍ୱରାନ୍ବିତ କରିବାପାଇଁ ଏହି ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଜିଲାପାଳଙ୍କ ସମେତ ୫ ଜଣ ପ୍ରଶାସନିକ ଅଧିକାରୀ ସାମିଲ୍ ହୋଇଥିଲେ। ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା କିପରି…
ବାଜବାଟି ଖାଦାନ: ୫ ସଇରାତ ପାଇଁ ଗୋଟିଏ ରାସ୍ତା କଲା ତହସିଲ
ଧର୍ମଶାଳା,୨୯ା୧୧(ଡି.ଏନ୍.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବାଜବାଟି କଳାପଥର ଖାଦାନରେ ଥିବା ୫ଟି ସଇରାତକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ଗୁରୁବାର ତହସିଲ ପକ୍ଷରୁ ଖୋଳାଯାଇ ଗୋଟିଏ ରାସ୍ତା କରାଯାଇଛି। ବାଜବାଟି କଳାପଥର ଖାଦାନରେ ୧ନଂ ଖାଦାନର ୫ ଏକର ଓ ୩ନଂ…
ନଗଡ଼ାରେ ରାଜ୍ୟ ଖଦିବୋର୍ଡ ସଚିବ: ଜୁଆଙ୍ଗଙ୍କୁ ଅଧିକ ରୋଜଗାରକ୍ଷମ କରିବା ଉପରେ ଗୁରୁତ୍ୱ
କାଳିଆପାଣି,୨୯ା୧୧(ଡି.ଏନ୍.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ାରେ ଗୁରୁବାର ରାଜ୍ୟ ଖଦିବୋର୍ଡ଼ ସଚିବ ସରୋଜ ପଟେଲ ଗସ୍ତକରି ଜୁଆଙ୍ଗ ଜନଜାତିଙ୍କ ଜୀବନଜୀବିକା ପରିବର୍ତ୍ତନ ସମ୍ପର୍କରେ ତଦାରଖ କରିଛନ୍ତି। ଏହି ଗସ୍ତରେ ପଟେଲଙ୍କ ନେତୃତ୍ୱରେ ଜିଏମ୍ ଆର୍ଆଇସି ଜଗତପୁର ମନୋଜ ବେହେରା,…
କଦଳା ଗଣ୍ଡର ପୁନରୁଦ୍ଧାର, ଦଳ ନିଷ୍କାସନ ଦାବି
ରସୁଲପୁର,୨୯।୧୧(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ନରସିଂହପୁର ପଞ୍ଚାୟତ ସୀମାଦେଇ ବହିଯାଇଥିବା କଦଳା ଗଣ୍ଡ (ଗୋବରୀ ନାଳ)ର ପୁନରୁଦ୍ଧାର ପାଇଁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ସ୍ଥାନୀୟ ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବର୍ଷତମାମ ଏହି ଜଳଧାରା ସଚଳ…
ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ: ୨ ଅଟକ
ରସୁଲପୁର,୨୬।୧୧(ଡି.ଏନ୍.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ହୋଇଥିବା ମଙ୍ଗଳବାର ଥାନାରେ ତାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୋମବାର ସନ୍ଧ୍ୟାରେ ନାବାଳିକା…
ଖଣିରେ ଅଗ୍ନିକାଣ୍ଡ: ଅପରେଟର ଗୁରୁତର
କାଳିଆପାଣି,୨୬।୧୧: ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ଥାନା ଅନ୍ତର୍ଗତ ଏକ ଖଣିରେ ଅଗ୍ନିକାଣ୍ଡ ଘଟିଛି। ଡିଜିରେ ନିଆଁ ଲାଗିଯିବାରୁ ଅପରେଟର ପୋଡି ହୋଇ ଗୁରୁତର ହୋଇଛନ୍ତି । ଅପରେଟର ଜଣକ ଚିଙ୍ଗୁଡିପାଳ ଗ୍ରାମର ଦୁର୍ଯ୍ୟୋଧନ ମହାନ୍ତ ବୋଲି ଜଣାପଡ଼ିଛି। ଗୁରୁତର…
ନିଆରା ମହିଳା: ଶିକ୍ଷକତା ପେସା, ସାହିତ୍ୟ ଯାହାର ନିଶା
ବରୀ, (ବାଞ୍ଛାନିଧି ସାହୁ)- ପେସା ଶିକ୍ଷକତା ନିଶା ସାହିତି୍ୟକ। ଏଭଳି ଜଣେ ନିଆରା ମହିଳା ହେଉଛନ୍ତି ବରୀ ବ୍ଲକ୍ ଅଧୀନ କିମ୍ଭୀରିଆପାଳ ପଞ୍ଚାୟତର ମାଳଦା କମଳିନୀ ପାଗଡ଼। ଛୁଟି ଦିନ ହେଲେ କଲମ ଧରି ବସିଯାଆନ୍ତି ସାହିତ୍ୟ ରଚନାରେ। ଦୀର୍ଘ ୩୦…
ମହାଭାରତ ଯୁଗରୁ ବିରଜାକ୍ଷେତ୍ର….
ବରାହମାଧବ ବା ବରାହ ବିଷ୍ଣୁଙ୍କ ଉପସ୍ଥିତି ଯୋଗୁ ଯାଜପୁରକୁ ବରାହକ୍ଷେତ୍ର ବୋଲି କୁହାଯାଏ। ବରାହମାଧବଙ୍କ ଉପତ୍ତ୍ତି ସମ୍ପର୍କରେ ବିରଜାକ୍ଷେତ୍ର ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି। ଆର୍ଯ୍ୟଙ୍କ ଆର୍ଯ୍ୟେତର ଜାତିମାନଙ୍କ ଉପରେ ପ୍ରଭୁତ୍ୱ ଓ ପ୍ରଭାବ ସମ୍ପର୍କରେ ଏହି ଆଖ୍ୟାୟିକାରୁ ସ୍ପଷ୍ଟ ସୂଚନା ମିଳେ।…
ଟ୍ରେନ୍ ଧକ୍କାରେ ମା’, ଝିଅ ମୃତ
ଯାଜପୁର ରୋଡ୍,୨୩।୧୧(ଡି.ଏନ୍.ଏ.): ଯାଜପୁର କେନ୍ଦୁଝର ରୋଡ୍ ରେଳ ଷ୍ଟେଶନ ନିକଟ ଅହମ୍ମଦନଗର ନିକଟରେ ଶନିବାର ହାଓ୍ବଡା-ପୁରୀ ପାସେଞ୍ଜର ଟ୍ରେନ୍ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ୟାସନଗର ପୌରାଞ୍ଚଳସ୍ଥିତ ଚାନ୍ଦମା ଗ୍ରାମର କାଠି ରଣା ଏବଂ ଗୁରୁବାରୀ ରଣା। ସେମାନେ…
ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳିକାଙ୍କ ମୃତ୍ୟୁ
ଯାଜପୁର ଟାଉନ, ୨୩।୧୧ (ଡିଏନଏ): ଯାଜପୁର ସହର କୁସୁମା ନିକଟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ନାବାଳିକାଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣାପଡିଛି। ମୃତ ନାବାଳିକା ଦେବୀଦ୍ୱାର ଅଞ୍ଚଳର ନକୁଳ ଚମ୍ପିଆଙ୍କ ଝିଅ ତୁଳସୀ (୧୧) ବୋଲି…
ଡିଭିଜନାଲ ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଆଗରେ ଧାରଣା
ଯାଜପୁର ରୋଡ୍,୨୨।୧୧(ନି.ପ୍ର.): ଯାଜପୁର ଜିଲା ଅଣସଂଘଟଠିତ ଶ୍ରମିକ ସଂଗଠନ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ୧୩ଦଫା ଦାବିରେ ସ୍ଥାନୀୟ ଡିଭିଜନାଲ ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିବା ସହ ଧାରଣା ଦିଆଯାଇଛି। ଶ୍ରମିକମାନେ ଚୋରଦାଛକଠାରୁ ଏକ ଶୋଭାଯାତ୍ରାରେ ୫-ଟି ଲାଗୁ,…
Archives


