ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସରପଞ୍ଚଙ୍କ ସ୍ବାମୀ ସମେତ ୫ଜଣଙ୍କୁ ଜେରା,ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା,କଂଗ୍ରେସ
ଧର୍ମଶାଳା,୧୮।୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁରର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ମୃତ୍ୟୁ ଘଟଣାରେ ଧର୍ମଶାଳା ପୋଲିସ ଗୁରୁବାର ସରପଞ୍ଚଙ୍କ ସ୍ବାମୀ ରୁପେଶ ଭଦ୍ରଙ୍କ ସମେତ ୫ଜଣଙ୍କୁ ଥାନାକୁ ଡକାଇ ପଚରାଉଚରା ଜାରି ରଖିଛି। କିଭଳି…
ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ
ଧର୍ମଶାଳା,୧୭।୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟ ପରିସରରେ ସ୍ମିତାରାଣୀ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଥିବାବେଳେ ତାଙ୍କୁ…
ବେଆଇନ ପିଚୁ ପ୍ଲାଣ୍ଟ ଉପରେ କାର୍ଯ୍ୟାନୁଷ୍ଠାନ
ଯାଜପୁର ଅଫିସ,୧୭।୧୦: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନରେ ଥିବା ୫ଟି ବେଆଇନ ପିଚୁ ପ୍ଲାଣ୍ଟକୁ ବନ୍ଦ କରିବାକୁ ଯାଜପୁର ଜିଲାପାଳ ଦୁଇଟି ସ୍ବତନ୍ତ୍ର ସ୍କ୍ବାର୍ଡ ଗଠନ କରିଛନ୍ତି। ଏହାକୁ ଧର୍ମଶାଳା ତହସିଲଦାର ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି)ର କଳିଙ୍ଗନଗର…
ଭାରତୀୟ ଚିକିତ୍ସକ ସଂଘ ପକ୍ଷରୁ ହାତଧୂଆ ଦିବସ
ଯାଜପୁର ଅଫିସ,୧୭।୧୦: ଭାରତୀୟ ଚିକିତ୍ସକ ସଂଘ ଯାଜପୁର ରୋଡ଼ ଆନୁକୂଲ୍ୟରେ ମଙ୍ଗଳବାର ଧନେଶ୍ୱର ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠରେ ବିଶ୍ୱ ହାତଧୁଆ ଦିବସ ପାଳିତ ହେଇଯାଇଛି। ସଂଘର ସଭାପତି ଡାକ୍ତର ହେମନ୍ତ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ…
ସଟର କାଟି ଲୁଗା ଦୋକାନରୁ ଲୁଟ
ଯାଜପୁର ଟାଉନ,୧୭।୧୦(ଡି.ଏନ୍.ଏ.): ସଟର କାଟି ଲୁଗା ଦୋକାନରୁ ଲୁଟ ହୋଇଛି। ଯାଜପୁର ସଦର ଥାନା ଅନ୍ତର୍ଗତ ଖଇରାବାଦ ଗାଁ ର ମା’ ଲଷ୍ମୀ ଟେକ୍ସଟାଇଲ ଦୋକାନରୁ ମଙ୍ଗଳବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଲୁଗାଲୁଟ କରି ଫେରାର ହୋଇଯାଇଛନ୍ତି। ଲୁଟ ସାମଗ୍ରୀର…
ବେଆଇନଭାବେ ରାସ୍ତା ପାର୍ଶ୍ୱରେ ଗାଡି ପାର୍କିଂକୁ ବିରୋଧ
ଯାଜପୁର ରୋଡ଼,୧୭।୧୦(ନି.ପ୍ର.): ଯାଜପୁର-କେନ୍ଦୁଝର ରୋଡ ଆର୍ପିଏଫ୍ ପକ୍ଷରୁ ଟ୍ରାଫିକ୍ ଜାମ୍ ନେଇ ବିଭିନ୍ନ ସ୍ଥାନରୁ ଜବର ଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କିଛିଦିନ ତଳେ ଷ୍ଟେସନ ବଜାର, ଗୋପବନ୍ଧୁ ଛକ ଓ ଡାକବଙ୍ଗଳା ଛକ ଅଞ୍ଚଳରେ ଠେଲା ଦୋକାନଙ୍କୁ ଉଚ୍ଛେଦ…
ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ
କଳିଙ୍ଗନଗର,୧୭।୧୦(ଡି.ଏନ୍.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖ୍ୟ ଡାକ୍ତରଖାନା ପାଲଟିଥିବା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶିଳ୍ପାଞ୍ଚଳରେ ଥିବା ୧୦ କାରଖାନାରେ ନିୟୋଜିତ ପ୍ରାୟ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ କର୍ମଚାରୀ ଏହି ଡାକ୍ତରଖାନା ଉପରେ ନିର୍ଭର କରିନ୍ତି।…
ମୈଥାନ ଇସ୍ପାତ କାରଖାନାରେ ଶ୍ରମିକ ଅଶାନ୍ତି: ବକେୟା ଦରମା ଦାବିରେ ରାସ୍ତା ଅବରୋଧ
କଳିଙ୍ଗନଗର,୧୭।୧୦(ଡି.ଏନ୍.ଏ.): କଳିଙ୍ଗନଗରସ୍ଥିତ ମୈଇଥାନ ମେସ୍କୋ କାରଖାନାର ଶ୍ରମିକମାନେ ବକେୟା ଦରମା ଦାବିରେ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। କାରଖାନା ପକ୍ଷରୁ ଶ୍ରମିକଙ୍କୁ ୯ ମାସର ବକେୟା ପାଉଣା ଏବଂ ୧ ବର୍ଷର ବୋନସ୍ ଟଙ୍କା ପ୍ରଦାନ କରାଯାଇ ନ ଥିବା ଅଭିଯୋଗରେ ଶ୍ରମିକାମାନେ…
କାଳୀପୂଜା ପ୍ରସ୍ତୁତି ବୈଠକ: ପ୍ଲାଷ୍ଟିକମୁକ୍ତ ପୂଜା ମଣ୍ଡପ ନିଷ୍ପତ୍ତି
ଯାଜପୁର ରୋଡ, ୧୭।୧୦(ନି.ପ୍ର.): ଯାଜପୁର ରୋଡ ସହରରେ କାଳୀପୂଜା ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ନେଇ ବୁଧବାର ଜିଲା ପ୍ରଶାସନ ଓ ପୋଲିସ୍ ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କେଏନ୍ଡିଏ କଲ୍ୟାଣ ମଣ୍ଡପଠାରେ ବ୍ୟାସନଗର ତହସିଲଦାର ନୀରନ ବେହେରାଙ୍କ…
ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ
ଧର୍ମଶାଳା,୧୬ା୧୦(ଡି.ଏନ୍.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟ ପରିସରରେ ସ୍ମିତାରାଣୀ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଥିବାବେଳେ ତାଙ୍କୁ…
ବଳାତ୍କାର ଜେଲ ଗଲେ ଛାତ୍ର ନେତା
ବିଞ୍ଝାରପୁର,୧୬ା୧୦(ଡି.ଏନ.ଏ)- ବିଞ୍ଝାରପୁର ଥାନା ନରୁଆ ଗ୍ରାମର ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବିଞ୍ଝାରପୁର ପୋଲିସ ଅଭିଯୁକ୍ତ ଛାତ୍ର ନେତା ଜିତେନ୍ଦ୍ର ପ୍ରଧାନଙ୍କୁ ସୋମବାର ରାତିରେ ପାଣିକୋଇଲି ବସ୍ଷ୍ଟାଣ୍ଡରୁ ଗିରଫ କରିଛି। ମଙ୍ଗଳବାର ତାଙ୍କର ଡାକ୍ତରୀମାଇନା କରିବା…
୭ନମ୍ବର ୱାର୍ଡରେ ସରକାରୀ ଡ୍ରେନ ଅବରୋଧ: ଦୁର୍ଦ୍ଦଶା ଭୋଗୁଛନ୍ତି ଆମ୍ବେଦକର କଲୋନୀବାସୀ
ଯାଜପୁର ଅଫିସ,୧୬ା୧୦- ଦୀର୍ଘ ବର୍ଷ ହେଲା ବ୍ୟାସନଗର ସହରର ବିଭିନ୍ନ ସମସ୍ୟା ଅସମାହିତ ହୋଇରହିଛି। ବାର୍ଷିକ କୋଟିକୋଟି ଟଙ୍କା ବ୍ୟୟବରାଦ ହେଉଥିଲେ ସୁଦ୍ଧା ଆଜି ବି ସହରର ଡ୍ରେନେଜ ବ୍ୟବସ୍ଥା ସୁଧୁରି ପାରି ନାହିଁ। ବ୍ୟାସନନଗର ପୌରାଞ୍ଚଳର ୭ ନମ୍ବର ୱାର୍ଡ…
Archives


