ଯାଜପୁର

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳିକାଙ୍କ ମୃତ୍ୟୁ

ଯାଜପୁର ଟାଉନ, ୨୩।୧୧ (ଡିଏନଏ): ଯାଜପୁର ସହର କୁସୁମା ନିକଟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ନାବାଳିକାଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣାପଡିଛି। ମୃତ ନାବାଳିକା ଦେବୀଦ୍ୱାର ଅଞ୍ଚଳର ନକୁଳ ଚମ୍ପିଆଙ୍କ ଝିଅ ତୁଳସୀ (୧୧) ବୋଲି…

ଡିଭିଜନାଲ ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଯାଜପୁର ରୋଡ୍‌,୨୨।୧୧(ନି.ପ୍ର.): ଯାଜପୁର ଜିଲା ଅଣସଂଘଟଠିତ ଶ୍ରମିକ ସଂଗଠନ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ୧୩ଦଫା ଦାବିରେ ସ୍ଥାନୀୟ ଡିଭିଜନାଲ ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିବା ସହ ଧାରଣା ଦିଆଯାଇଛି। ଶ୍ରମିକମାନେ ଚୋରଦାଛକଠାରୁ ଏକ ଶୋଭାଯାତ୍ରାରେ ୫-ଟି ଲାଗୁ,…

୩ଲକ୍ଷ ଟଙ୍କାର ଗଞ୍ଜେଇ ସହ କାର୍‌ ଜବତ, ୨ ଗିରଫ

ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ଅବକାରୀ ବିଭାଗର ମୋବାଇଲ ସ୍କ୍ବାର୍ଡ ୧୬ନଂ ଜାତୀୟ ରାଜପଥ ବଡଚଣା ନିକଟରୁ ଗଞ୍ଜେଇ ଭର୍ତ୍ତି ଏକ କାର୍‌କୁ ଜବତ କରିଛି। ଅବକାରୀ ଅଧୀକ୍ଷକ ରଜତ କୁମାର ପ୍ରହରାଜ କୌଣସି ସୂତ୍ରରୁ ଖବରପାଇ ଇନ୍ସପେକ୍ଟର ସ୍ବପ୍ନାରାଣୀ ସାହୁଙ୍କୁ ଉକ୍ତ…

ଯାଜପୁର ମୁଖ୍ୟ ଚିକିତ୍ସାଳୟ: ଅଟୋରିକ୍ସା ଦ୍ୱାରା ଅବରୋଧ ହେଉଛି ପ୍ରବେଶ ଦ୍ୱାର

ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ମହିଳା ଓ ଶିଶୁଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଚିକିତ୍ସାଳୟ ପ୍ରବେଶଦ୍ୱାରରେ କେତେକ ଅଟୋ ନିୟମିତ ଭାବେ ପାର୍କିଂ କରିବା ଯୋଗୁ ରୋଗୀଙ୍କୁ ନେଇ ଆସୁଥିବା ଗାଡି ଏବଂ ଆମ୍ବୁଲାନ୍ସଗୁଡିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର…

ସ୍ଥାୟୀ ଜମିପଟ୍ଟା, ଘରଢ଼ିହ ପ୍ରଦାନ ପାଇଁ ଦାବିପତ୍ର

ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ଅଞ୍ଜିରା ଗ୍ରାମର ଗ୍ରାମବାସୀ ଭାରପ୍ରାପ୍ତ ଜିଲାପାଳଙ୍କୁ ଗୁରୁବାର ଭେଟି ସ୍ଥାୟୀ ଜମିପଟ୍ଟା ଓ ଭୂମିହୀନଙ୍କୁ ଘରଢ଼ିହ ଦେବାକୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅଞ୍ଜିରା ପଞ୍ଚାୟତର ୧୬ଟି ଗ୍ରାମର ଗ୍ରାମବାସୀ ୧୯୫୪ ମସିହାରୁ ଜମିଦାରୀ ଉଚ୍ଛେଦ…

ଚୋରି ଉଦ୍ୟମ ପଣ୍ଡ: ଚୋରକୁ ଗୋଡ଼ାଇ ଧରିଲେ ଲୋକେ

ରସୁଲପୁର,୨୨।୧୧(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଲକ୍ଷ୍ମୀନଗର ପଞ୍ଚାୟତ ବାଲିଆପଶି ଗ୍ରାମରେ ଗୁରୁବାର ରାତି ସାଢେ ୯ଟାରେ ଚୋରି ଉଦ୍ୟମ ପଣ୍ଡ ହୋଇଛି। ଗାଁ ଲୋକେ ଚୋରକୁ ଗୋଡାଇ ଗୋଡାଇ ବିଲ ମଝିରେ କାବୁ କରିବାକୁ ସକ୍ଷମ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ…

ଆବାସ ଯୋଜନାରେ ସହାୟତା ପ୍ରଦାନରେ ବିଳମ୍ବ: ବିଡିଓଙ୍କୁ ଦାବିପତ୍ର ଦେଲେ ହିତାଧିକାରୀ

କୋରେଇ,୨୨ା୧୧(ସ୍ବ.ପ୍ର.): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଜହ୍ନା ପଞ୍ଚାୟତର ବହୁ ହିତାଧିକାରୀ ୧ ବର୍ଷ ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ଆବାସ ଯୋଜନାରେ ଘର ନିର୍ମାଣ କରିଛନ୍ତି। ତେବେ ଗୃହ ନିର୍ମାଣ ବାବଦରେ ପ୍ରଥମ କିସ୍ତି ଟଙ୍କା…

ରାହାଡପୁର ପାହାଡ଼ରେ ଚଢ଼ାଉ: ଖାଦାନ ରାସ୍ତା କାଟି ଅଲଗା କଲା ତହସିଲ ପ୍ରଶାସନ, ହାଇୱା ସହ ୨ ଟ୍ରକ୍‌ ଜବତ

ଧର୍ମଶାଳା/ଚଢେଇଧରା.୨୨ା୧୧(ଡି.ଏନ୍‌.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ରାହାଡପୁର କଳାପଥର ପାହାଡରୁ ବେଆଇନ ପଥର ଉତ୍ତୋଳନ ରୋକିବା ନେଇ ଗୁରୁବାର ତହସିଲ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ପାହାଡରେ ବେଆଇନ ପଥର ଉତ୍ତୋଳନ ରୋକିବାକୁ ଯାଇ ୧୪୪ ଧାରା ଜାରି କରାଯାଇଛି। ହେଲେ ଏହାକୁ…

କ୍ରୋମାଇଟ ଲୋଡିଂରେ ଚାନ୍ଦା ଆଦାୟକୁ ବିରୋଧ: ଖଣି କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ

କାଳିଆପାଣି,୨୨ା୧୧(ଡି.ଏନ୍‌.ଏ.): ସୁକିନ୍ଦା କ୍ରୋମାଇଟ ଖଣି ପରିବହନରେ ଶ୍ରମିକମାନେ ଟ୍ରକ୍‌ ଲୋଡିଂ କ୍ଷେତ୍ରରେ ବେଆଇନ ଚାନ୍ଦା (ମାମୁଲି) ଆଦାୟ କରୁଥିବା ଅଭିଯୋଗ ହୋଇଛି। ଏ ନେଇ ଗୁରୁବାର ଟ୍ରକ୍‌ମାଲିକ ସଂଘ ପକ୍ଷରୁ ଖଣି କର୍ତ୍ତୃପକ୍ଷ ରାଜେଶ ପଟେଲ୍‌ ଏବଂ କାଳିଆପାଣି ଥାନାଧିକାରୀ ରାମାକାନ୍ତ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ: ଶାଶୁ, ଶ୍ୱଶୁର, ଦିଅରଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

କୋରେଇ,୨୧।୧୧ (ସ୍ବ.ପ୍ର.): ପାଣିକୋଇଲି ଥାନା ଅନ୍ତର୍ଗତ ପଥରପଦା ପଞ୍ଚାୟତର ତାଜପୁର(ଗୋବିନ୍ଦପୁର) ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦିଅରଙ୍କ ଆକ୍ରମଣରେ ଭାଉଜ ଚେତାଶୂନ୍ୟ ହେବା ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀ ଶାଶୁ, ଶ୍ୱଶୁର ଓ ଦିଅରଙ୍କୁ…

ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌: ହାଇକୋର୍ଟ ବାର ଆସୋସିଏଶନ ବିଜୟୀ

ଚଣ୍ଡିଖୋଲ,୨୧।୧୧(ଡି.ଏନ.ଏ): ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌ ବଡ଼ଚଣା ବ୍ଲକ ଗୁଲଜାରନଗର ପାଟଣା ଖେଳ ପଡ଼ିଆଠାରେ ବୁଧବାର ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳା ଯାଇଥିଲା। ଏଥିରେ ପ୍ରଥମେ କଟକସ୍ଥିତ ବୋର୍ଡ଼ ଅଫ୍‌ ରେଭିନ୍ୟୁ ୨୦ ଓଭର ଖେଳି ୬ ୱିକେଟ ବିନିମୟରେ ୧୫୨…

ଆରଟିଓଙ୍କ ଚଢାଉ: ୨ବସ୍‌, ୨ଟ୍ରକ ଜବତ

ଚଣ୍ଡିଖୋଲ,୨୧।୧୧(ଡି.ଏନ.ଏ): ଚଣ୍ଡିଖୋଲ ଆଞ୍ଚଳିକ ପରିବହନ ଅଧିକାରୀ ଲାଲମୋହନ ସେଠୀଙ୍କ ନେତୃତ୍ୱରେ ମଙ୍ଗଳବାର ରାତ୍ରିରେ ଜାତୀୟ ରାଜପଥ ଉପରେ ତନଖି କରାଯାଉଥିଲା। ଏହି ସମୟରେ ଓଡିଶାରୁ କଲିକତା ଅଭିମୁଖେ ଯାଉଥିବା ଦୁଇଟି ବସକୁ ସେ ଜବତ କରିଛନ୍ତି। ସେମାନଙ୍କର ଆନ୍ତଃ ରାଜ୍ୟ ପରିମିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?