ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
ଯାଜପୁର ରୋଡ,୩୦ା୯(ନି.ପ୍ର.): ଯାଜପୁର ରୋଡ ପୋଲିସ ରବିବାର ବ୍ୟାସ ସରୋବର ନୂତନ ଜଙ୍ଗଲରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ପଚି ସଢି ଯାଇଥିବାରୁ ତାଙ୍କ ପରିଚୟ ମିଳି ପାରି ନାହିଁ। ମୃତ ଯୁବକ ଜଣଙ୍କ ଏକ ହ୍ୟାପ୍ପ୍ୟାଣ୍ଟ ଓ…
ଜାତୀୟ ରାଜପଥ ମରାମତି କଲା ସଚେତନ ନାଗରିକ ମଞ୍ଚ
ଧର୍ମଶାଳା,୩୦ା୯(ଡି.ଏନ୍.ଏ.): ଧର୍ମଶାଳା ବ୍ଲକ ୫୩ନଂ ଜାତୀୟ ରାଜପଥ ଶୋଚନୀୟ ହୋଇପଡିଛି। ଚଣ୍ଡିଖୋଲ-ଡୁବୁରୀକୁ ସଂଯୋଗ କରୁଥିବା ଏହି ବ୍ୟସ୍ତବହୁଳ ରାଜପଥର କବାଟବନ୍ଧ ଠାରେ ଥିବା ବ୍ରାହ୍ମଣୀ ସେତୁ ମଧ୍ୟ ବିପଦସଂକୁଳ ଅବସ୍ଥାରେ ରହିଛି। ଏଠାରେ ଦୁର୍ଘଟଣା ଘଟି ବହୁ ଧନ ଜୀବନ ହାନୀ…
ବୈତରଣୀରେ ଲୀନ ହେବାକୁ ବସିଛି ଧରମପୁର ଗାଁ: ସ୍ଥିତି ପରଖିଲେ ଜଳସମ୍ପଦ ବିଭାଗ ଅଧିକାରୀ, ନଦୀବନ୍ଧ ନିର୍ମାଣ ପାଇଁ ପ୍ରସ୍ତାବ
ଦଶରଥପୁର,୨୯।୯(ଡି.ଏନ୍.ଏ.)- ଦଶରଥପୁର ବ୍ଲକ କୟାଁ ପଞ୍ଚାୟତ ଅଧୀନ ଧରମପୁର ଗାଁ ପାର୍ଶ୍ୱ ଦେଇ ଯାଇଥିବା ବୈତରଣୀ ନଦୀ ଧିରେଧିରେ ନଦୀପଠାକୁ ଖାଇ ଚାଲିଛି। ଫଳରେ ନଦୀକୁ ଲାଗି ରହିଥିବା ଧରମପୁର ଗ୍ରାମଟି ଭବିଷ୍ୟତରେ ନଦୀରେ ଲୀନ ହୋଇଯିବାର ଆଶଙ୍କା ଦେଖାଦେଇଛି। ଏନେଇ…
ଅଷ୍ଟମ ଦିନରେ ମା’ ବିରଜାଙ୍କ ଷୋଡ଼ଶୋପଚାର ପୂଜା
ଯାଜପୁର ଟାଉନ,୨୮।୯(ଡି.ଏନ.ଏ.)- ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କର ଷୋଡ଼ଶୋପଚାର ପୂଜା ଶନିବାର ଅଷ୍ଟମ ଦିନରେ ପହଞ୍ଚତ୍ଛି। ଚଳିତ ବର୍ଷ ଦୂର୍ଗାପୂଜାରେ ତିଥି କ୍ଷୟ ଯୋଗୁ ଶନିବାର ତିଥି ଅମାବାସ୍ୟା ଥିଲା। ତେଣୁ ଶନିବାର ଅଷ୍ଟମ ଦିନର ଷୋଡ଼ଶୋପଚାର ପୂଜା ସମାପନ…
ନାଭିଗୟାରେ ପିଣ୍ଡଦାନ କଲେ ଲକ୍ଷାଧିକ ଭକ୍ତ
ଯାଜପୁର ଟାଉନ,୨୯।୯(ଡି.ଏନ.ଏ.)- ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ଅଷ୍ଟାଦଶ ଶକ୍ତିପୀଠରୁ ଅନ୍ୟତମ ଶକ୍ତିପୀଠଭାବେ ସାରା ବିଶ୍ୱରେ ପରିଚିତ। ଏହି ଶକ୍ତିପୀଠରେ ନାଭିଗୟାକ୍ଷେତ୍ର ଅବସ୍ଥିତ। ତ୍ରିଗୟା ମଧ୍ୟରୁ ନାଭିଗୟା ଅନ୍ୟତମ। ବିରଜା ମନ୍ଦିର ପରିସରରେ ଥିବା ନାଭିଗୟାକ୍ଷେତ୍ରରେ ବର୍ଷସାରା ରାଜ୍ୟ ତଥା…
ସ୍ବଚ୍ଛ, ମଳମୁକ୍ତ ଗ୍ରାମଭାବେ ପୁରସ୍କୃତ ହୋଇଥିଲା ଟାଙ୍ଗରସାହି: ପାଇଖାନା ନିର୍ମାଣ ଅର୍ଥ ନ ପାଇ ନିରାଶ ହିତାଧିକାରୀ
କାଳିଆପାଣି,୨୯।୯(ଡି.ଏନ.ଏ.)- ସୁକିନ୍ଦା ବ୍ଲକରେ ସ୍ବଚ୍ଛ ଓ ମଳମୁକ୍ତ ଗ୍ରାମଭାବେ ଉଦାହରଣ ସୃଷ୍ଟି କରିଥିବା ଟାଙ୍ଗରସାହି ଗ୍ରାମର ହିତାଧିକାରୀ ପ୍ରଶାସନର ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଗତବର୍ଷ ଆରଡବ୍ଲ୍ୟୁଏସ୍ଏସ୍ ପକ୍ଷରୁ ଚିଙ୍ଗୁଡ଼ିପାଳ ପଞ୍ଚାୟତ ଟାଙ୍ଗରସାହି ଗ୍ରାମକୁ ସ୍ବଚ୍ଛ ଓ ମଳମୁକ୍ତ ଗ୍ରାମ…
ମଧୁସୂଦନପୁର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ୪ ବଖରା ସହିତ ଜଳିଗଲେ ୪ ଗୋରୁ
ବିିଞ୍ଝାରପୁର,୨୮।୯(ଡି.ଏନ.ଏ): ବିଞ୍ଝାରପୁର ଥାନା ମଧୁସୂଦନପୁର ଗ୍ରାମର ରଥସାହିଠାରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଜଣାପଡି ନ ଥିବାବେଳେ ଏଥିରେ ଦୁଇ ପରିବାରର ୪ବଖରା ସହିତ ୨ଟି ଗାଈ, ୨ ବାଛୁରୀ, ୪ ବାଇକ୍ ଓ ସ୍କୁଟି,…
କମୁନି ଝିଅବୋହୂଙ୍କୁ ଶାରିରୀକ ନିର୍ଯାତନା: ପ୍ରହସନ ପାଲଟିଛି ଆତ୍ମରକ୍ଷା କୌଶଳ ତାଲିମ
ଯାଜପୁର ଅଫିସ,୨୮।୯: ରାଜ୍ୟ ଯୁବ ନୀତି (ଷ୍ଟେଟ ୟୁଥ୍ ପଲିସି)-୨୦୧୩ ଅନୁଯାୟୀ କଲେଜ ଛାତ୍ରୀଙ୍କୁ ଆମତ୍ରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ପ୍ରଣୀତ ହୋଇଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନା ଯାଜପୁର ଜିଲାରେ ପ୍ରହସନ ପାଲଟିଛି । ଜିଲାର…
ର଼୍ୟାକ ପଏଣ୍ଟରୁ ୟୁରିଆ ସାର ହରିଲୁଟ
ଯାଜପୁର ଅଫିସ,୨୮।୯: ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତା ଯୋଗୁ ଯାଜପୁର ଜିଲାରେ ସାରର ଅଭାବୀ ପରିସ୍ଥିତି ଲାଗି ରହିଛି। ର଼୍ୟାକ ପଏଣ୍ଟରୁ ୟୁରିଆ ସାର ହରିଲୁଟ ହେଉଛି । ଏପରିକି ଢେଙ୍କାନାଳ, କେନ୍ଦୁଝର, କେନ୍ଦ୍ରାପଡା ଆଦି…
ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଗ୍ରାମରେ ଉତ୍ତେଜନା
ଧର୍ମଶାଳା/ଜେନାପୁର,୨୭ା୯(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଜଣେ ଯୁବକଙ୍କ ଗୁରୁବାର ସନ୍ଦେହ ଜନକ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଗ୍ରାମର ଅମର ମଳିକ (୩୫)। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ସହ ହତ୍ୟାକାରୀଙ୍କୁ…
ଦୁର୍ଘଟଣାପ୍ରବଣ ସ୍ଥାନରେ ଲାଗିବ ସିସିଟିଭି
କଳିଙ୍ଗନଗର, ୨୭ା୯(ଡି.ଏନ୍.ଏ.)- ଯାଜପୁର କ୍ଲଷ୍ଟର ଡେଭଲପ୍ମେଣ୍ଟ ଲିମିଟେଡ (ଜେସିଡିଏଲ୍) ପକ୍ଷରୁ ଗୁରୁବାର ଯାଜପୁର କ୍ଲଷ୍ଟର କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜକିଶୋର ଦୋରାଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ଏଥିରେ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା…
ଶିଶୁପୁତ୍ରକୁ ଧରି ପ୍ରେମିକଙ୍କ ସହ ମହିଳା ଫେରାର
ଧର୍ମଶାଳା,୨୭ା୯(ଡି.ଏନ୍.ଏ.): ଧର୍ମଶାଳା ଥାନା ଅଞ୍ଚଳର ଜଣେ ମହିଳା ନିଜ ୫ ବର୍ଷର ଶିଶୁପୁତ୍ରକୁ ଧରି ପ୍ରେମିକଙ୍କ ସହିତ ଫେରାର ହୋଇଯାଇଛନ୍ତି। ଏ ନେଇ ଗୁରୁବାର ମହିଳାଙ୍କ ସ୍ବାମୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗ ଆଧାରରେ ଏକ ମାମଲା (ନଂ.୪୨୪/୧୯)…
Archives


