ଯାଜପୁର

ଚୋରାରେ ପିଗ୍‌ ଆଇରନ କିଣି ଗିରଫ ହେଲେ ଶିଳ୍ପପତି

ଯାଜପୁର ଅଫିସ, ୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ କାରଖାନାରୁ ଛତିଶଗଡ଼ ଯାଉଥିବା ପିଗ୍‌ ଆଇରନକୁ ଚୋରାରେ କିଣି ରାରକେଲାର ଜଣେ ଶିଳ୍ପପତି ଯାଜପୁର ପୋଲିସ ଦ୍ବାରା ଗିରଫ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ…

ବ୍ରାହ୍ମଣୀ ରିଭର ପେଲେଟ୍‌ସ ଲିମିଟେଡ: ସ୍ଥାନୀୟ ନିଯୁକ୍ତି ବୃଦ୍ଧି ଉପରେ ନାହିଁ ପଦକ୍ଷେପ

ଯାଜପୁର ଅଫିସ,୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ମଧ୍ୟରେ କାରଖାନା ବୃଦ୍ଧି ଓ ସମ୍ପ୍ରସାରଣ ହେଉଛି। ମାତ୍ର ନିଯୁକ୍ତି ସୁଯୋଗ ସୃଷ୍ଟି ଅପରିବର୍ତ୍ତିତ ରହିଛି। ଏହିକ୍ରମରେ ବ୍ରାହ୍ମଣୀ ରିଭର ପେଲେଟ୍‌ସ ଲିମିଟେଡ(ବିଆର୍‌ପିଏଲ୍‌)ର ଉପତ୍ାଦନ ଆରମ୍ଭରୁ ସ୍ଥାନୀୟ ନିଯୁକ୍ତିକୁ ନେଇ ଆଖିବୁଜି ଦେଇଛି।…

ସବୁ ଜାଣି ନୀରବ ଦ୍ରଷ୍ଟା ସାଜିଛି ପ୍ରଶାସନ

ରସୁଲପୁର,୩୦-୧୦(ଡି.ଏନ୍‌.ଏ.)- ବିଭିନ୍ନ କ୍ଷେତ୍ରରେ ପ୍ରଶାସନିକ ଅଧିକାରୀଙ୍କ ଟାଳଟୁଳ ନୀତି ଯୋଗୁ ଦିନକୁ ଦିନ କଳାବଜାରୀଙ୍କ ସାମ୍ରାଜ୍ୟ ବଢିବାରେ ଲାଗିଛି। ଯାହାକି ପ୍ରତ୍ୟେକ୍ଷ ଭାବେ ରାଜ୍ୟ ରାଜକୋଷକୁ ପ୍ରଭାବିତ କରୁଛି। ଏପରି କି ଦିନକୁ ଦିନ ବେଆଇନ କାରବାର ବଢୁଉଛି। ଯାଜପୁର ଜିଲା…

ସଡ଼କ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ: ପ୍ରତିଶ୍ରୁତିପରେ ହଟିଲା ରାସ୍ତା ରୋକୋ

ବରୀ/ରତ୍ନଗିରି,୩୦-୧୦(ସ୍ବ.ପ୍ର./ଡି.ଏନ୍‌.ଏ.)- ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବରୀ-ବରୁହାଁ ମୁଖ୍ୟ ରାସ୍ତାର ବରୀ ମାଉଣ୍ଡ ବଜାର ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଅରଙ୍ଗାବାଦ୍‌ ପଞ୍ଚାୟତର ପୂର୍ବତନ ସରପଞ୍ଚ ରଘୁନାଥ ଜେନା(୬୬)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହାକୁ…

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଏସ୍‌ପିଙ୍କ ନାମରେ ଥାନାରେ ଏତଲା

ଯାଜପୁର ଅଫିସ,୨୭ା୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଜିଲା ଅଶାନ୍ତ ହେବାରେ ଲାଗିଛି। ଜିଲା ପୋଲିସର ସ୍ବଚ୍ଛ ତଦନ୍ତ ଉପରେ ବିରୋଧୀ ଭାଜପା ଓ କଂଗ୍ରେସ ପ୍ରଶ୍ନ ଉଠାଇଛି।…

ପାରିବାରିକ ଅଶାନ୍ତିରୁ ଆର୍‌ବିଆଇ ଜିଏମ୍‌ଙ୍କ ଆତ୍ମହତ୍ୟା

ଚଣ୍ଡିଖୋଲ,୨୫।୧୧(ଡ.ଏନ୍‌.ଏ.): ଯାଜପୁର ଜିଲା ଚଣ୍ଡିଖୋଲ ସ୍ଥିତ ଏକ ହୋଟେଲରେ ଜଣେ ବ୍ୟାଙ୍କ ଅଧିକାରୀ ବେକରେ ବେଡସିଟ୍‌ ଗୁଡ଼ାଇ ଗୁରୁବାର ରାତିିରେ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଯାଜପୁର ଥାାନା ଅନ୍ତର୍ଗତ ନରହରିପୁର ଗ୍ରାମର ଆଶିଷ ରଞ୍ଜନ ସାମଲ। ସେ ଗୌହାଟିରେ ରିଜର୍ଭ…

ଜେଲ୍‌ରୁ କଏଦୀ ଫେରାର

ଯାଜପୁର ଅଫିସ,୨୫।୧୦: ଯାଜପୁର ସବ୍‌ଜେଲରୁ ଗୁରୁବାର ରାତିରେ ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ହେଲେ ମୟୂରଭଞ୍ଜ ଜିଲାର ରାଜେଶ ମୁଣ୍ଡା। ପାଚେରୀ ଡେଇଁ ସେ ଫେରାର ହୋଇଯାଇଥିବା ଅନୁମାନ କରାଯାଉଛି। ଘଟଣା ସମ୍ପର୍କରେ ଯାଜପୁର ଥାନାରେ ଅଭିଯୋଗ ହୋଇଛି।…

ଚୋର ସନ୍ଦେହରେ ଦୁଇ ଥାନାରେ ଅଟକ

ବିଞ୍ଝାରପୁର,୨୫ା୧୦(ଡି.ଏନ୍‌.ଏ.): ଚୋର ସନ୍ଦେହରେ ଦୁଇ ଜଣ ଅଚିହ୍ନା ଯୁବକଙ୍କୁ ବୁଧବାର ବିଳମ୍ବିତ ରାତିରେ କାବୁ କରି ବାଳମୁକୁଳି ବଜାରର କେତେକ ବ୍ୟବସାୟୀ ପୋଲିସକୁ ହସ୍ତାନ୍ତର କରିଛନ୍ତି। ପୋଲିସ ଏହି ଦୁଇ ସଦିଗ୍ଧ ଯୁବକଙ୍କୁ ଅଟକ ରଖି ପଚାର ଉଚରା କରୁଥିବା ଜଣାପଡିଛି।…

୨୨ଦିନରେ ଅଟୱାଲ କର୍ମଚାରୀଙ୍କ ଧାରଣା : ଧାରଣାକାରୀଙ୍କୁ ଭେଟିଲା ବିଶ୍ୱ ମାନବିକ ଅଧିକାର ରକ୍ଷା ସଂଗଠନ

କାଳିଆପାଣି,୨୫ା୧୦(ଡି.ଏନ୍‌.ଏ.): ବକେୟା ଦରମା, ବୋନସ୍‌ ଏବଂ ଅବସରକାଳୀନ ଭର୍ତ୍ତା ଦାବିରେ ଅଟୱାଲ କର୍ମଚାରୀଙ୍କ ଧାରଣା ଜାରି ରହିଛି। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା ଧାରଣା ଗୁରୁବାର ୨୨ ଦିନରେ ପହଞ୍ଚତ୍ଛି। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ କର୍ମଚାରୀଙ୍କ ଦାବି ସମାଧାନ ଦିଗରେ ଖଣି…

ବୋନସ ପ୍ରଦାନକୁ ନେଇ ଶ୍ରମିକ ସଂଘର ଧାରଣା ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

କାଳିଆପାଣି,୨୫ା୧୦(ଡି.ଏନ୍‌.ଏ.): ସୁକିନ୍ଦା ଖଣି ଅଞ୍ଚଳରେ କର୍ମଚାରୀଙ୍କ ବୋନସକୁ ନେଇ ଗୁରୁବାର ଶ୍ରମିକ ସଂଘ ପକ୍ଷରୁ ବାଲେଶ୍ୱର ଆଲଏଜ ଖଣି ଫାଟକ ସମ୍ମୁଖରେ ଧାରଣା ଦିଆଯାଇଥିଲା। ପ୍ରବଳ ବର୍ଷା ସତ୍ତ୍ୱେ ସକାଳେ ଶତାଧିକ କର୍ମଚାରୀ ଓ ଶ୍ରମିକ ଧାରଣାରେ ବସିଥିଲେ। ଖବର ପାଇ…

ବଡ଼ଚଣାରେ ଲଗାଣ ବର୍ଷା: ଜୀବନ ଯାତ୍ରା ଠପ୍‌

ଚଣ୍ଡିଖୋଲ,୨୪।୧୦(ଡି.ଏନ.ଏ)- ଯାଜପୁର ଜିଲା ବଡ଼ଚଣାରେ ଲଗାଣ ବର୍ଷା ବୁଧବାରଠାରୁ ଦୁଇଦିନ ହେଲା ଲାଗି ରହିଥିବାରୁ ଜୀବନ ଯାତ୍ରା ଏନେଇ ଠପ୍‌ ହୋଇଯାଇଛି। ବୁଧବାର ରାତି ୮ଟାରୁ ଗୁରୁବାର ସକାଳ ୯ଟା ପର୍ଯ୍ୟନ୍ତ ୯୫ ମି.ମି. ବର୍ଷା ହୋଇଥିବା ସରକାରୀ ଭାବେ ରେକର୍ଡ଼…

ଲଗାଣ ବର୍ଷାରେ ପ୍ରଭାବିତ ସିଂହପୁର

ସିଂହପୁର,୨୪।୧୦(ଡିଏନଏ)- ଲଘୁଚାପଜନିତ ବର୍ଷାରେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ସମେତ ସମଗ୍ର ବ୍ଲକରେ ବ୍ୟାପକ ପ୍ରଭାବିତ ହୋଇଛି। ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ବ୍ଲକର ବିଭିନ୍ନ ଅଞ୍ଚଳରେ ମାଟି ଘରଗୁଡ଼ିକ ପ୍ରଭାବିତ ହୋଇଛି। ଏହା ସହିତ ଚାଷ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?