ଯାଜପୁର

ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନ ଭଙ୍ଗାଯିବ

ରସୁଲପୁର, ୨୪।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ନିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କର ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନରେ ରହସ୍ୟଜନକ ମୃତ୍ୟୁ ଘଟିଥିଲା। ଉକ୍ତ ଅତିଥିଭବନ ଏକ ବିବାଦୀୟ ଜମିରେ ରହିଥିବା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଘଟଣା…

ଶ୍ରୀବନ୍ତପୁରରେ ଯୁବକଙ୍କୁ ହତ୍ୟା : ଦୁଇ ଅଭିଯୁକ୍ତ ଅଟକ

ରସୁଲପୁର,୨୧।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଶ୍ରୀବନ୍ତପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଅଚ୍ୟୁତ ସ୍ବାଇଁଙ୍କ ପୁଅ ଶ୍ୟାମସୁନ୍ଦର(୨୪)। ରବିବାର ରାତି ପ୍ରାୟ ୧୦ଟାରେ ରମେଶ ଓ ତାଙ୍କ ସ୍ତ୍ରୀ ବେଲମୁଣ୍ଡାଙ୍କୁ ଗାଳିଗୁଲଜ କରୁଥିଲେ।…

ପିଇଓଙ୍କ ରହସ୍ୟଜନକ ମୃତ୍ୟୁ ଘଟଣା : ସିବିଆଇ ତଦନ୍ତ ଦାବିରେ ଭାଜପାର ଯାଜପୁର ବନ୍ଦ

ଯାଜପୁର ଅଫିସ,୨୧।୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ପିଇଓ (ପଞ୍ଚାୟତ ନିିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ବାଳଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିରେ ଭାଜପାର ଜିଲା ବନ୍ଦ ଡାକରା ଦିଆଯାଇଛି। ସୋମବାର ସକାଳ ୬ଟାରୁ ଜିଲାର ବ୍ୟାସନଗର,…

ବଳାତ୍କାର ଘଟଣା : ୮ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୨୧ା୧୦ : ନିଆଳି ଥାନା ଅଞ୍ଚଳରେ ଗତ ଅଗଷ୍ଟ ୮ରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ଦିପୁନା ଭୋଇଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ଜୟନ୍ତ କୁମାର ଦାସ…

ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସରପଞ୍ଚ : ‘ମୋ ସିନ୍ଦୂର, ସମ୍ପତ୍ତି ଉପରେ ଥିଲା ନଜର’

ରସୁଲପୁର/ଧର୍ମଶାଳା,୨୧ା୧୦(ଡିଏନଏ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆସିଛି ନୂଆ ମୋଡ଼। ଏହି ଘଟଣାରେ ପୋଲିସ ଶନିବାର ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ…

ଷ୍ଟେଶନ୍‌ ବଜାର ମା’ଶ୍ୟାମାକାଳୀ ପୂଜା : ଚାନ୍ଦି ଅଳଙ୍କାର ମେଢ଼ ସଜ୍ଜା ଉପରେ ଗୁରୁତ୍ୱ

ଯାଜପୁର ରୋଡ, ୨୧ା୧୦(ନି.ପ୍ର.): ଯାଜପୁର ରୋଡ ସହର ସ୍ଥିତ ଷ୍ଟେଶନ୍‌ ବଜାରରେ ୧୯୫୮ରୁ ମା’ ଶ୍ୟାମାକାଳୀଙ୍କୁ ପୂଜା କରାଯାଉଛି। ଏଠାରେ ପୂଜା ଆରମ୍ଭ ହେବା ପୂର୍ବରୁ ସ୍ଥାନୀୟ ଲୋକମାନେ କାଳୀପୂଜା ଦେଖିବା ପାଇଁ ଭଦ୍ରକ ଜିଲା ଯାଉଥିଲେ। ଏହାକୁ ଦେଖି ସହରରେ…

ବାଲିଆରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ବରୀ,୨୧ା୧୦(ସ୍ବ.ପ୍ର.): ଯାଜପୁର ଜିଲାବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟ ନିକଟରେ ରବିବାର ବରୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ବିଜେଡି ସଭାପତି ଅଭିନ୍ନ କୁମାର ଜେନାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଟିପ୍ପର ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା, ଦୁଇ ଭାଇ ଗିରଫ

ଧର୍ମଶାଳା/ଜେନାପୁର,୨୧ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଳରାମପୁର ଛକଠାରେ ଟିପ୍ପର ଧକ୍କାରେ ତଳଗଡ଼ ଗ୍ରାମର ପ୍ରଦୀପ ମଲିକଙ୍କ ମୃତ୍ୟୁ ମାମଲାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ୨ ଜଣଙ୍କୁ…

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସରପଞ୍ଚଙ୍କ ସ୍ବାମୀଙ୍କୁ ଗିରଫ କଲା ଧର୍ମଶାଳା ପୋଲିସ

ଧର୍ମଶାଳା,୧୯।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ଗିରଫ କରାଯାଇଛି। ରୂପେଶଙ୍କୁ ଧର୍ମଶାଳା ଥାନା ପୋଲିସ ଗୁରୁବାରଠାରୁ ଅଟକ ରଖି ପଚରାଉଚରା କରୁଥିବା ବେଳେ…

ଖରସ୍ରୋତା ନଦୀରୁ ବିରଳ କୁମ୍ଭୀର ଉଦ୍ଧାର

ଯାଜପୁର ଟାଉନ, ୧୯।୧୦(ଡି.ଏନ୍‌.ଏ.): ଯାଜପୁର ଜିଲାରେ ପ୍ରବାହିିତ ଖରସ୍ରୋତା ନଦୀରୁ ଶନିବାର ଏକ ବିରଳ କୁମ୍ଭୀର ଉଦ୍ଧାର ହୋଇଛି । ସ୍ଥାନୀୟ ମାଛଧରାଳି ଶୁକ୍ରବାର ରାତିରେ ମାଛ ଧରିବା ପାଇଁ ଯିଅଁଳ ପୋତିଥିଲେ। ସେହି ଯିଅଁଳ ମାଛକୁ ଖାଇବା ଦ୍ୱାରା କୁମ୍ଭୀର…

ହୋମଗାର୍ଡଙ୍କୁ ଭେଟିଲା ଆମ୍ବେଦକର ବିକାଶ ପରିଷଦ

ରତ୍ନଗିରି,୧୯ା୧୦(ଡି.ଏନ୍‌.ଏ.): ବରୀ ବ୍ଲକ ଅନ୍ତର୍ଗତ ଅଟିରା ପଞ୍ଚାୟତର ଓଉପଡା ଗ୍ରାମର ହୋମଗାର୍ଡ ରଞ୍ଜନ କୁମାର ମଲ୍ଲିକଙ୍କୁ ଶୁକ୍ରବାର ଆମ୍ବେଦକର ବିକାଶ ପରିଷଦର ସଦସ୍ୟ ଭେଟିଛନ୍ତି। ନ୍ୟାୟ ପ୍ରଦାନ ଦିଗରେ ତାଙ୍କ ସହ ଆମ୍ବେଦକର ଲଢେଇ ଜାରି ରଖିବ ବୋଲି ପରିଷଦର କର୍ମକର୍ତ୍ତା…

ଖଣି ଶ୍ରମିକଙ୍କ ମିଶ୍ରଣ ପର୍ବ

କାଳିଆପାଣି,୧୯ା୧୦(ଡି.ଏନ୍‌.ଏ.): ଯାଜଯୁର ଜିଲା ସୁକିନ୍ଦା ବ୍ଲକ କଣସ ପଞ୍ଚାୟତ ତୈଳଙ୍ଗୀ ଗ୍ରାମରେ ଶୁକ୍ରବାର ଖଣି ଶ୍ରମିକଙ୍କ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ରିଜିୟନ କ୍ରୋମାଇଟ୍‌ ମଜଦୁର ସଂଘ (ଏସ୍‌ଆରସିକେଏମ୍‌ଏସ୍‌ର)ତୈଳଙ୍ଗୀ ଶାଖା ପକ୍ଷରୁ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?