ଯାଜପୁର

ସରକାରୀ ଯୋଜନାରେ ମିଳୁନି ପକ୍କାଘର: ବ୍ଲକ କାର୍ଯ୍ୟାଳୟ ଘେରିଲେ ଲୋକେ

ସୁକିନ୍ଦା,୧୬ା୧୦(ଡି.ଏନ୍‌.ଏ)- ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା, ବାହାବଳପୁର, ବର୍ତ୍ତଣ୍ଡା ଗ୍ରାମ ସହ ୨୫ ପଞ୍ଚାୟତର ବହୁ ଲୋକ ସରକାରୀ ଯୋଜନାରେ ପକ୍କାଘର ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଘରଖଣ୍ଡେ ପାଇବା ପାଇଁ ବିଭିନ୍ନ କାର୍ଯ୍ୟାଳୟ ଦ୍ୱାରସ୍ଥ ହେଲେ ମଧ୍ୟ ଘର…

କର୍ମଚାରୀଙ୍କ ଅନଶନକୁ ନେଇ ତ୍ରିପାକ୍ଷିକ ବୈଠକ: ଦୁଇ ଦିନରେ ସମାଧାନ କରିବାକୁ ନିର୍ଦ୍ଦେଶ

କାଳିଆପାଣି,୧୬ା୧୦(ଡି.ଏନ୍‌.ଏ.)- ଅଟ୍‌ୱାଲ ଛଟେଇ ଶ୍ରମିକଙ୍କ ଅନଶନକୁ ନେଇ ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ତ୍ରିପାକ୍ଷିକ ସମାଧାନ ବୈଠକ ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗନଗର ଉପଜିଲାପାଳ ସନ୍ତୋଷ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଟାଟା କମ୍ପାନୀ ଭିଟି ସେଣ୍ଟର ଗୃହରେ ବୈଠକ ହୋଇଥିଲା। ଏଥିରେ ୧୪/୧୫…

୯ମାସ ହେବ ଶ୍ରମିକଙ୍କ ଦରମା ବନ୍ଦ: ଆଜିଠାରୁ କାରଖାନା ସମ୍ମୁଖରେ ଶନ୍ତିପୂର୍ଣ୍ଣ ଧାରଣା

କଳିଙ୍ଗନଗର,୧୬ା୧୦(ଡି.ଏନ.ଏ.)- କଳିଙ୍ଗନଗରସ୍ଥିତ ମୈଇଥାନ ମେସ୍‌କୋ କାରଖାନାରେ ଶ୍ରମିକମାନେ ୯ ମାସ ହେବ ଦରମା ପାଇ ନ ଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗତ ଅଗଷ୍ଟ ୨୦ ତାରିଖରେ କଳିଙ୍ଗନଗର ମଜଦୁର ୟୁନିୟନ ପକ୍ଷରୁ ଚିଠି (ନଂ. ୫୦/୧୯)ରେ କାରଖାନା କର୍ତ୍ତୃପକ୍ଷଙ୍କୁ…

ହୋମ୍‌ଗାର୍ଡଙ୍କୁ ଗାଳିଗୁଲଜ, ଧମକ ଦେବା ଘଟଣା ପାଲଟା ଅଭିଯୋଗ କଲେ ବିଜେଡି ନେତା

ବରୀ/ରତ୍ନଗିରି,୧୫।୧୦(ସ୍ବ.ପ୍ର/ଡିଏନଏ)- ବରୀରେ ହୋମଗାର୍ଡ ଓ ବିଜେଡି ନେତାଙ୍କ ବିବାଦ ତେଜିବାରେ ଲାଗିଛି। ଗତ ୯ ତାରିଖ ବରୀ ଥାନାର ଜଣେ ହୋମଗାର୍ଡଙ୍କୁ ଗାଳିଗୁଲଜ ଓ ଧମକ ଦେବା ଅଭିଯୋଗରେ ୩ ବିଜେଡି ନେତାଙ୍କ ବିରୋଧରେ ପୋଲିସ ଏକ ମାମଲା (୨୩୪/୧୯) ରୁଜୁ…

ଆନ୍ତଃରାଜ୍ୟ ସିବିଏସ୍‌ଇ କବାଡି ପ୍ରତିଯୋଗିତା ଉଦ୍‌ଯାପିତ

ଯାଜପୁର ରୋଡ,୧୪।୧୦(ନି.ପ୍ର)- ବ୍ୟାସନଗର ପବ୍ଲିକ ସ୍କୁଲରେ ଚାଲିଥିବା ଆନ୍ତଃରାଜ୍ୟ ସିବିଏସଇ କବାଡି ପ୍ରତିଯୋଗିତା ସୋମବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଓଡ଼ିଶା, ଛତିଶଗଡ଼ ଓ ପଶ୍ଚିମବଙ୍ଗ ୩ଟି ରାଜ୍ୟର ସିବିଏସ୍‌ଇ ବୋର୍ଡ ନିୟନ୍ତ୍ରଣାଧିନ ଇଂଲିଶ ମାଧ୍ୟମ ବିଦ୍ୟାଳୟସ୍ତରୀୟ ଭୁବନେଶ୍ୱର କ୍ଲଷ୍ଟର-୨ର ୩ଦିନ…

ଫେକ୍‌ ଆଇଡି କରି ହିନ୍ଦୁ ଯୁବତୀଙ୍କୁ ସଂଖ୍ୟାଲଘୁ ଯୁବକ ଫସାଉଥିବା ଅଭିଯୋଗ: ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ପକ୍ଷରୁ ଏସ୍‌ପିଙ୍କୁ ଦାବିପତ୍ର

କୋରେଇ,୧୫।୧୦(ସ୍ବ.ପ୍ର)- ଯାଜପୁର ଜିଲାର ବିଭିନ୍ନସ୍ଥାନ ବିଶେଷ କରି ବରୀ ଅଞ୍ଚଳରେ ସଂଖ୍ୟାଲଘୁ ସମ୍ପ୍ରଦାୟର କେତେଜଣ ଯୁବକ ଫେସ୍‌ବୁକ୍‌ରେ ହିନ୍ଦୁ ଯୁବକ ନାମରେ ଫେକ୍‌ ଆଇଡି ଖୋଲି ହିନ୍ଦୁ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ସ୍ଥାପନ କରୁଥିବା ଓ ପରେ ସେମାନଙ୍କୁ ଅପହରଣ…

ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ

ଟିପ୍ପର ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜାତୀୟ ରାଜପଥ ଅବରୋଧ ଧର୍ମଶାଳା/ଜେନାପୁର,୧୩।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ତଳଗଡ ଗ୍ରାମ ବଳରାମପୁର ହାଇସ୍କୁଲ ନିକଟରେ ରବିବାର ଟିପ୍ପର ଧକ୍କାରେ ଜଣେ ବୃକ୍ତିଙ୍କ ମୃତ୍ୟୁ…

ଟ୍ରେନ୍‌ରୁ ପଡି ଯୁବକ ଗୁରୁତର

ଯାଜପୁର ରୋଡ,୧୪ା୧୦(ନି.ପ୍ର.):  ଯାଜପୁର ରୋଡ ଷ୍ଟେଶନ ନିକଟରେ ରବିବାର ଜଣେ ଯୁବକ ଟ୍ରେନ୍‌ରୁ ଖସି ପଡି ଗୁୁରୁତର ହୋଇଛନ୍ତି। ଯୁବକ ଜଣଙ୍କ ବିହାର ରାଜ୍ୟର ଶୁମନ୍ତ କୁମାର ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଯାଜପୁର ରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା।…

କାଳୀପୂଜା ପ୍ରସ୍ତୁତି ଆରମ୍ଭ : ମୂର୍ତ୍ତି ନିର୍ମାଣ ପାଇଁ ଉଠିଲା ମାଟି

ଯାଜପୁର ରୋଡ,୧୪ା୧୦(ନି.ପ୍ର.): କାଳୀପୂଜାକୁ ସରସ ସୁନ୍ଦର କରିବା ନେଇ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶାସ୍ତ୍ର ଅନୁସାରେ କୁମାର ପୂର୍ଣ୍ଣିମା ଦିନରୁ ମା’ କାଳୀଙ୍କ ମୂର୍ତ୍ତି ନିର୍ମାଣ ପାଇଁ ମାଟି ଉଠିବାର ପରମ୍ପରା ରହିଛି। ଏହି…

୫-ଟି ଅନୁଧ୍ୟାନକାରୀ ଦଳ ଜିଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିଭୂମି କଲେ ଯାଞ୍ଚ୍‌

ଯାଜପୁର ଅଫିସ,୧୩।୧୦: ଯାଜପୁରରେ ୫-ଟି ଅନୁଧ୍ୟାନକାରୀ ଦଳ ପହଞ୍ଚି ଜିଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିଭୂମି ଯାଞ୍ଚ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ଯୁଗ୍ମସଚିବ ପୁନମ ଗୁହା, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଦିଲୀପ କୁମାର ମହାନ୍ତି ଏବଂ ଯୁଗ୍ମ ସଚିବ ଆଦିତ୍ୟ ମହାପାତ୍ର ଏହି…

ପ୍ରହସନ ପାଲଟିଛି ୫-ଟି, ପଛେଇଛି ଯାଜପୁର ଜିଲା ବିକାଶ

ଯାଜପୁର ଅଫିସ,୧୩।୧୦- ଯାଜପୁର ଜିଲା ଗଠନ ହେବା ପରେ ଏହାର ପାରିପାର୍ଶ୍ୱିକ, ଭୌଗୋଳିକ ବିକାଶ ଯେପରି ହେବା କଥା ତାହା ଏପର୍ଯ୍ୟନ୍ତ ହୋଇପାରି ନାହିଁ। ଲୋକଙ୍କ ଜୀବନଧାରଣ ମାନରେ ସେତେଟା ଉନ୍ନତି ପରିଲକ୍ଷିତ ହୋଇନାହିଁ। ଜିଲାର ପ୍ରତିନିଧିତ୍ୱ କରୁଥିବା ରାଜନୈତିକ ନେତୃବର୍ଗ…

ହ୍ୟାଣ୍ଡବଲ ଆସୋସିଏଶନର ରୌପ୍ୟଜୟନ୍ତୀ ଉଦ୍‌ଯାପିତ: ଲୁହା ଉତ୍ପାଦନରେ ରାଜ୍ୟ, ଦେଶର ନେତୃତ୍ୱ ନେବ ଯାଜପୁର: କେନ୍ଦ୍ରମନ୍ତ୍ରୀ

ଚଣ୍ଡିଖୋଲ/ଛତିଆ୧୩।୧୦(ଡି.ଏନ.ଏ)- ପୂର୍ବ ଭାରତର ବିକାଶ ହେଲେ ଦେଶର ପ୍ରକୃତ ବିକାଶ ହୋଇପାରିବ। ତେଣୁ ପୂର୍ବ ଭାରତର ବିକାଶ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ପୂର୍ବ ଭାରତର ଗୁରୁତ୍ୱ ବହନ କରୁଥିବା ଓଡ଼ିଶାର ଯାଜପୁର ଜିଲା ଇଷ୍ପାତ, ଖଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri