ତୁଟୁନି ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦ : ସମାଧାନ ପରିବର୍ତ୍ତେ ବ୍ୟକ୍ତିଗତ ସ୍ବାର୍ଥକୁ ଗୁରୁତ୍ୱ, ବନ୍ଦ ହେବାକୁ ବସିଛି କଳିଙ୍ଗନଗର କାରଖାନା
ଯାଜପୁର ଅଫିସ/ସୁକିନ୍ଦା(ଡି.ଏନ.ଏ.),୨ା୯: ଦୁର୍ନୀତିର ଚେର ଓପାଡି ସ୍ବଚ୍ଛ ଓ ପାରଦର୍ଶୀ ପ୍ରଶାସନ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତାରେ ହେଉଥିବା ଅନିୟମିତତା ଓ ଦୁର୍ନୀତିର ତଦନ୍ତ ତଥା କାର୍ଯ୍ୟାନୁଷ୍ଠାନ ପାଇଁ ୫-ଟି ଆଇନ...
ବର୍ଷକ ମଧ୍ୟରେ ହୋଇନି ନୂତନ କାର୍ଯ୍ୟ
ଯାଜପୁର ଟାଉନ,୨ା୯(ଡିଏନଏ) : ଯାଜପୁର ପୌର ପରିଷଦ ୨୦୧୮ରେ ୧୫୦ବର୍ଷ ପୂର୍ତ୍ତି ପାଳନ କରିଛି। ମାତ୍ର ଏବେବି ସହରର ବିଭିନ୍ନ ସ୍ଥାନରେ ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଥିବା ଜଣାପଡ଼ିଛି। ସହରର ୧୫୦ବର୍ଷ ପୂର୍ତ୍ତି ପାଳନ ସମୟରେ ବିଭିନ୍ନ କାର୍ଯ୍ୟ...
ଅବ୍ୟବସ୍ଥା ଘେରରେ ବନ୍ଦସାହି ପ୍ରାଥମିକ ବିଦ୍ୟାଳୟ : ଗୋଟିଏ ଗୃହରେ ପଢ଼ୁଛନ୍ତି ୫ ଶ୍ରେଣୀର ଛାତ୍ରୀଛାତ୍ର
ଦଶରଥପୁର,୨ା୯(ଡିଏନ୍ଏ) : ଦଶରଥପୁର ବ୍ଲକ ଥାଲକୁଡି ପଞ୍ଚାୟତ ବନ୍ଧସାହି ପ୍ରାଥମିକ ବିଦ୍ୟାଳୟ ୧୯୬୯ ମସିହାରୁ ପ୍ରତିଷ୍ଠା ହୋଇଛି। ଏହି ବିଦ୍ୟାଳୟଟି ଦଳିତ ସାହିରେ ପ୍ରତିଷ୍ଠା କରାଯାଇଥିବାବେଳେ ଏଠାରେ ଶତକଡା ୯୨ଭାଗ ଛାତ୍ରୀଛାତ୍ର ଦଳିତ ବୋଲି ଜଣାଯାଇଛି। ହରିଜନ ଓ ଆଦିବାସୀ...
ଅଟୱାଲରେ ପଡ଼ିଲା ତାଲା : ସଙ୍କଟରେ ଶ୍ରମିକ, କର୍ମଚାରୀଙ୍କ ଜୀବିକା
ଯାଜପୁର ଅଫିସ/ସୁକିନ୍ଦା (ଡି.ଏନ.ଏ.),୨ା୯ : ବିଭିନ୍ନ କାରଣରୁ ଦୁର୍ବଳ ଆର୍ଥିକ ସ୍ଥିତି ଦର୍ଶାଇ ଟାଟା ଷ୍ଟିଲ ଖଣି ଅଧୀନ ଅଟୱାଲ କାରଖାନାରେ ରବିବାର ତାଲା ପଡିଛି। ଏଥିଯୋଗୁ ପ୍ରାୟ ୩୫୦ ଜଣ ଶ୍ରମିକ ଓ କର୍ମଚାରୀଙ୍କ ପେଟପାଟଣା ବିପଦରେ ପଡିଛି।...
ବହିଷ୍କୃତ ବରୀ ବିଜେଡି ସଭାପତିଙ୍କ ଖବରଦାତା ସମ୍ମିଳନୀ : ରାଜନୈତିକ ପାଣିପାଗ ପରିବର୍ତ୍ତନ ଚର୍ଚ୍ଚା
ବରୀ,୨ା୯(ସ୍ବ.ପ୍ର.): ବରୀ ବ୍ଲକ ବିଜେଡି ସଭାପତି ପଦରୁ ବହିଷ୍କୃତ ହୋଇଥିବା ଏସ୍.କେ ସଫିଉଦ୍ଦିନଙ୍କ ତତ୍ୱାବଧାନରେ ରବିବାର ବରୀ ଗ୍ରମାରେ ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଟ୍ରିପଲ୍ ତଲାକ ଓ ଜମ୍ମୁ କଶ୍ମରୀରୁ ୩୭୦ ଧାରା ଉଚ୍ଛେଦକୁ ନେଇ...
ଟ୍ରକ୍ ପଛକୁ ପିଟିଲା ଟ୍ରକ୍, ଜଣେ ଡ୍ରାଇଭର ଗୁରୁତର
କୋରେଇ,୨ା୯(ସ୍ବ.ପ୍ର.): ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଥାନା ଅନ୍ତର୍ଗତ ମହିନ୍ଦ୍ରା ଶୋରୁମ ସମ୍ମୁଖରେ ରବିବାର ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସାଇକେଲ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଟ୍ରକ୍ ପଛରେ ଟ୍ରକ୍ ପିଟି ହୋଇଛି। ଏଥିରେ ଜଣେ ଚାଳକ...
ଯାଜପୁର ରୋଡ୍ରେ ଟ୍ରାଫିକ୍ ବିପର୍ଯ୍ୟସ୍ତ : ଟ୍ରାଫିକରେ୍ ଏକ ଘଣ୍ଟା ଫସିରହିଲା ଆମ୍ବୁଲାନ୍ସ
ଯାଜପୁର ରୋଡ,୨ା୯(ନି.ପ୍ର.)- ଯାଜପୁର ରୋଡ ସହରରେ ଟ୍ରାଫିକ ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ରେଳବାଇ ଫାଟକ ଘଣ୍ଟାଘଣ୍ଟା ଧରି ପଡିରହୁଥିବାରୁ ଟ୍ରାଫିକ ସମସ୍ୟାକୁ ଦ୍ୱିଗୁଣିତ କରୁଛି। ଯାଜପୁର ରୋଡ ଚିକିତ୍ସାଳୟକୁ ଯାତାୟାତ ପାଇଁ ରେଳବାଇ ଫାଟକ ରାସ୍ତା ମୁଖ୍ୟ...
ମୂଳାପାଳ ଗ୍ରାମ ପଞ୍ଚାୟତ: ଆଲୋକୀକରଣ ଦୁର୍ନୀତିର ତଦନ୍ତ ଆରମ୍ଭ
କୋରେଇ,୧ା୯(ଡି.ଏନ.ଏ.)- କୋରେଇ ବ୍ଲକ ମୂଳାପାଳ ପଞ୍ଚାୟତରେ ଆଲୋକୀକରଣରେ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ପ୍ରଥମେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଶନିବାର ଏହି ଘଟଣା ଉପରେ ବିଡିଓ ତଦନ୍ତ ଆରମ୍ଭ କରିଛନ୍ତି। ବିଡିଓ...
ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୁଧୁରୁନି ସମସ୍ୟା: ପୂରଣ ହେଲାନି ଗୋଟିଏ ବି ପ୍ରତିଶ୍ରୁତି, ରୋଗୀ ଭୋଗୁଛନ୍ତି ଦୁର୍ଦ୍ଦଶା
ଦଶରଥପୁର,୧ା୯(ଡି.ଏନ୍.ଏ.)- ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୋଟିକୋଟି ଟଙ୍କା ଯୋଗାଇ ଦେଉଛନ୍ତି। ଏହାସତ୍ତ୍ୱେ ରୋଗୀ ଏହି ସେବାରୁ ବଞ୍ଚତ୍ତ ହୋଇ ହନ୍ତସନ୍ତ ହେଉଥିବା ପରିଲକ୍ଷିତ ହେଉଛି। ବିଭାଗୀୟ ଅଧିକାରୀ ତଥା ନେତାଙ୍କ ଅବହେଳା...
ଆଜିଠାରୁ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ଆରମ୍ଭ: ଏହାର ସୁବିଧାନେବାକୁ ଯାଜପୁର ଜିଲାପାଳଙ୍କ ଅନୁରୋଧ
ଯାଜପୁର ଟାଉନ,୧ା୯(ଡିଏନଏ)- ସେପ୍ଟେମ୍ବର ୧ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ହେବ। ଏହି ଜିଲାର ସମସ୍ତ ୧୬୧୯ଟି ଭୋଟ କେନ୍ଦ୍ର ସହ ସମସ୍ତ ଭୋଟର ସହାୟତା କେନ୍ଦ୍ରରେ ଏହାର ସୁବିଧା ଭୋଟରମାନେ ନେବାକୁ ଜିଲାପାଳ...
ଜାତୀୟ କ୍ରୀଡ଼ା ଦିବସ ପାଳନ
ଧର୍ମଶାଳା,୩୦-୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜାରକା ନେହେରୁ ଯୁବକେନ୍ଦ୍ର ଓ ସୁକନ୍ୟା ସ୍ବେଚ୍ଛାସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ଗୁରୁବାର ଜାରକାସ୍ଥିତ ପ୍ରଜପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ଜାତୀୟ କ୍ରୀଡ଼ା ଦିବସ ଓ ଫିଟ୍ ଇଣ୍ଡିଆ କ୍ୟାମ୍ପେନ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।...
ବଗପାଳ କ୍ଷୁଦ୍ର ଜଳସେଚନ ଡ୍ୟାମ୍ରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଛତିଆ,୩୦-୮(ଡି.ଏନ୍.ଏ.)- ବଡ଼ଚଣା ବ୍ଲକ ଅଧୀନସ୍ତ ବୈରୀ ଥାନା ଅନ୍ତର୍ଗତ ସମିଆ ପଞ୍ଚାୟତରେ ଥିବା ବଗପାଳ କ୍ଷୁଦ୍ର ଜଳସେଚନ ଡ୍ୟାମ୍ରୁ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ସମିଆ ପଞ୍ଚାୟତର ୭ମାଣ ଗ୍ରାମର ରାଜୁ...
Archives


