କୃତ୍ରିମ ହ୍ରଦ ପାଲଟିଛି ଚୋରଦା କାଳୀ ମେଲଣ ପଡିଆ
ଯାଜପୁର ରୋଡ,୩୦-୮(ନି.ପ୍ର.)- ବ୍ୟାସନଗର ପୌର ପରିଷଦର ୯ ନମ୍ବର ୱାର୍ଡରେ ଥିବା କାଳୀ ମେଲଣ ପଡ଼ିଆ ଶୋଚନୀୟ ହୋଇପଡିଛି। ଏହା ସହରର ମୁଖ୍ୟ ପଡିଆ ହୋଇଥିବାରୁ କାଳି ମେଲଣ ଯାତ୍ରା ସହ ଧର୍ମସଭା, ନାମଯଜ୍ଞ ଏବଂ ସଭା-ସମିତି ଆୟୋଜିତ ହୋଇଥାଏ।...
୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ:ଭାଗନେଲେ ୪ ଶହ ପ୍ରଶିକ୍ଷାର୍ଥୀ
ଡୁବୁରୀ/କଳିଙ୍ଗନଗର,୩୦-୮(ଡି.ଏନ୍.ଏ.)- ତୃଣମୂଳ ସ୍ତରରୁ ପ୍ରତିଭା ଅନ୍ବେଷଣ କରିବା ଲକ୍ଷ୍ୟରେ ଟାଟା ଷ୍ଟିଲ ପକ୍ଷରୁ ଦାନଗଦୀ ନଡିଆଭଙ୍ଗା ପଞ୍ଚାୟତର ଶାଳିଜଙ୍ଗାଠାରେ ୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ ମୁଖ୍ୟ ଅତିଥିଭାବେ ଯୋଗଦେଇ...
ରେଳ ଧାରଣାରୁ ମିଳିଲା ଯୁବକଙ୍କ ମୁଣ୍ଡବିହୀନ ମୃତଦେହ:ଏଟିଏମ୍ ଓ ଆଧାର କାର୍ଡରୁ ମିଳିଲା ପରିଚୟ
ଚଣ୍ଡିଖୋଲ(ଡି.ଏନ୍.ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୨୭।୮-ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଗୋଳନ୍ଥରା ରେଳଧାରଣା ପାର୍ଶ୍ୱରୁ ମଙ୍ଗଳବାର ଜଣେ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପକେଟରୁ ମିଳିଥିବା ଏଟିଏମ୍ ଓ ଆଧାର କାର୍ଡରୁ ସେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ କଳାଶ୍ରୀ ଗ୍ରାମର...
ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସମୀକ୍ଷା:ଜାତୀୟ ଭତ୍ତା ପାଇବା ଅପେକ୍ଷାରେ ଅଛନ୍ତି ୨୪୨୨ଜଣ
ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ମୋଟ ୬୧,୨୧୧ ଜଣ ବ୍ୟକ୍ତି ଜାତୀୟ ବାର୍ଦ୍ଧକ୍ୟ ଭତ୍ତା, ୧୯,୬୪୪ ଜଣ ବିଧବା ଭତ୍ତା ଓ ୪,୬୨୩ ଜଣ ଭିନ୍ନକ୍ଷମ ଭତ୍ତା ପାଉଛନ୍ତି। ଏଥିରୁ ଶତକଡା ୭୨ଭାଗ ଆଧାର ସଂଯୋଗୀକରଣ କରାଯାଇଛି। କିନ୍ତୁ ଅତିରିକ୍ତ...
ଜିଲାରେ ହେବ ବରିଷ୍ଠ ନାଗରିକ ପୁର୍ନବାସ କେନ୍ଦ୍ର
ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ପ୍ରାୟ ୨୫ଏକର ପରିମିତ ଜାଗାରେ ବରିଷ୍ଠ ନାଗରିକ ପୁନର୍ବାସ କେନ୍ଦ୍ର କରାଯିବ ା ଏଥିରେ ବିବିଧ ସୁବିଧା ଓ ବରିଷ୍ଠ ନାଗରିକଙ୍କ ମନୋରଞ୍ଜନ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯିବ ବୋଲି ବିଜ୍ଞାନ ଓ ପ୍ରଯୁକ୍ତି, ସାମାଜିକ...
ତୁଟୁନି ଫାଷ୍ଟ କମ୍ ଫାଷ୍ଟ ଲୋଡ଼ିଂ ବିବାଦ:୩ ଟ୍ରକ୍ ମାଲିକ ସଂଘର ସହଯୋଗରେ ବ୍ୟବସ୍ଥାକୁ ସଂଘଠିତ କରିବାକୁ ଦାବି
ଚଣ୍ଡିଖୋଲ,୨୮।୮(ଡି.ଏନ୍.ଏ)- ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଯାଜପୁର ଜିଲାର ସୁକିନ୍ଦା ଖଣିଗୁଡ଼ିକରେ ଫାଷ୍ଟ କମ୍ ଫାଷ୍ଟ ଲୋଡ଼ିଂ ବ୍ୟବସ୍ଥା ଲାଗୁ କରିବା ପାଇଁ ଜିଲା ପ୍ରଶାସନର ଉଦ୍ୟମ ସଫଳ ହୋଇପାରୁ ନାହଁି। ଫଳରେ ଦୀର୍ଘ ୧ମାସ ହେବ ଖଣି ଅଞ୍ଚଳରେ...
ପୋଖରୀ ଖୋଳା, ପୁନରୁଦ୍ଧାର କାମରେ ଅନିୟମିତତା ଅଭିଯୋଗ:ତଦନ୍ତ ଦାବିକଲେ ଗ୍ରାମବାସୀ
ଡୁବୁରୀ,୨୮।୮(ଡି.ଏନ୍.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ ସଂସାଇଲୋ ପଞ୍ଚାୟତାର ପୋଖରୀ ଖନନ ଏବଂ ପୁନରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ବିଭାଗୀୟ ଅଧିକାରୀ ଏବଂ ଠିକାଦାରଙ୍କ ମଧ୍ୟରେ ଏବାବଦ ଅର୍ଥ ହଡପ ନେଇ ମସୁଧା ହେଉଥିବା କିଛିଦିନ...
ଟ୍ରକ୍ ମୁହଁାମୁହଁି ଧକ୍କା, ଜଣେ ଡ୍ରାଇଭର ଗୁରୁତର
ଧର୍ମଶାଳା,୨୭।୮(ଡି.ଏନ୍.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ମାଣ୍ଡିଆ ଛକ ନିକଟରେ ମଙ୍ଗଳବାର ୨ ଟ୍ରକ୍ ମୁହଁାମୁହଁି ଧକ୍କା ହୋଇଛି। ଏଥିରେ ଗୋଟିଏ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଛନ୍ତି। ଡ୍ରାଇଭର ଜଣଙ୍କ କଟକ ଜିଲା ନରସିଂହପୁର ଗ୍ରାମର...
ବିଷାକ୍ତ ଫଳ ଖାଇ ଯୁବକଙ୍କ ଆତ୍ମହତ୍ୟା
ଧର୍ମଶାଳା/ଜେନାପୁର,୨୮।୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅରିମୂଳ ଗ୍ରାମର ଜଣେ ଯୁବକ ବିଷାକ୍ତ ଫଳ ଖାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଯୁବକ ଜଣଙ୍କ ବାବୁନୀ ମଳିକ (୧୯)। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା...
ସ୍ବାସ୍ଥ୍ୟ ବୀମା କାର୍ଯ୍ୟକାରିତା ନେଇ ଦାବିପତ୍ର
ଯାଜପୁରରୋଡ/କଳିଙ୍ଗନଗର,୨୭।୮(ସ୍ବ.ପ୍ର/ଡି.ଏନ୍.ଏ.)- ଯାଜପୁର ଜିଲା ବ୍ୟାସନଗର ସହର ଆଗାମୀ ଦିନରେ ପ୍ରମୁଖ ସହର ହେବାକୁ ଯାଉଛି ା କିନ୍ତୁ ଜିଲା ତଥା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ଅଧିବାସୀଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଗୁରୁତ୍ୱ ଦିଆଯାଉ ନାହିଁ । ଫଳରେ ଶତାଧିକ...
ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ବାମୀ କୋଟ ଚାର୍ଲାଣ
ଧର୍ମଶାଳା/ଜେନାପୁର,୨୭।୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଗଡ଼ମଧୂପୁର ପଞ୍ଚାୟତର ପନ୍ତୁରୀ ଗ୍ରାମରେ ସ୍ତ୍ରୀକୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ସ୍ବାମୀକୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ସ୍ବାମୀ ଜଣଙ୍କ ରଞ୍ଜନ କୁମାର ସାହୁ...
କାଏମା ପଞ୍ଚାୟତର ବମ୍ଫୁ ଗ୍ରାମ ରାସ୍ତା: ଅସରାଏ ବର୍ଷାରେ ଜମୁଛି ପାଣି
ଧର୍ମଶାଳା,୨୭।୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ କାଏମା ପଞ୍ଚାୟତର ବମ୍ଫୁ ଗ୍ରାମର ମୁଖ୍ୟ ରାସ୍ତାରେ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ଦୀର୍ଘଦିନ ଧରି ବର୍ଷା ପାଣି ଜମିରହୁଛି। ଫଳରେ ଗ୍ରାମବାସୀ ଯାତାୟାତରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ନେଇ...
Archives


