ଯାଜପୁର

ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଗିରଫ

ଡୁବୁରୀ/କଳିଙ୍ଗନଗର,୨୬।୯(ଡି.ଏନ୍‌.ଏ.): କଳିଙ୍ଗନଗର ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ନାବାଳିକାଙ୍କ ଭାଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ. ୧୬୩/୧୯) ରୁଜୁକରି ତଦନ୍ତ ଚଳାଇଥିଲା। ଏହି ମାମଲାରେ ବୁଧବାର ଅଭିଯୁକ୍ତଙ୍କୁ ଗିରଫ…

ମେସ୍କୋ ହୋଟେଲ, ଗେଷ୍ଟ ହାଉସ୍‌ ଦଖଲକୁ ନେଲା ଇଡ୍‌କୋ

କଳିଙ୍ଗନଗର,୨୬।୯(ଡି.ଏନ୍‌.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳ ଯଖପୁରାଠାରେ ଥିବା ମେସ୍କୋଷ୍ଟିଲର ଏକ ହୋଟେଲ ଓ ଗେଷ୍ଟହାଉସ୍‌କୁ ବୁଧବାର ଇଡ୍‌କୋ ଦଖଲକୁ ନେଇଛି। ଇଡ୍‌କୋ କର୍ତ୍ତୃପକ୍ଷ ଏବଂ ଜିଲା ପ୍ରଶାସନ ଏହି ଗେଷ୍ଟହାଉସ୍‌କୁ ଦଖଲ ନେବାପାଇଁ ଯଖପୁରା ଠାରେ ପହଞ୍ଚତ୍ଥିଲେ। ମାଜିଷ୍ଟ୍ରେଟ୍‌ ଭାବେ ଦାନଗଦୀ ତହସିଲଦାର…

ଟ୍ରକ୍‌କୁ ପଛରୁ ପିଟିଲା ବାଇକ୍‌, ଚାଳକ ଗୁରୁତର

କୋରେଇ,୨୬।୯(ସ୍ବ.ପ୍ର.): କୋରେଇ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଧନେଶ୍ୱର-ଆଲିଆ ମଝିରେ ବୁଧବାର ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ପଛରେ ଭାରସାମ୍ୟ ହରାଇ ବାଇକ ପିଟି ହୋଇଛି। ଫଳରେ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି। ବାଇକ୍‌ ଚାଳକ…

ଭାରତର ସମ୍ବିଧାନ ମୁଖବନ୍ଧରେ ଅହିଂସାକୁ ସ୍ଥାନ ଦିଆଯିବା ପ୍ରସଙ୍ଗ: ସଂଗ୍ରାମୀ ସ୍ମାରକୀ ସ୍ତମ୍ଭରୁ ଆରମ୍ଭ ହେଲା ଦସ୍ତଖତ ଅଭିଯାନ

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଅହିଂସାକୁ ଭାରତର ସମ୍ବିଧାନ ମୁଖବନ୍ଧରେ ଅର୍ନ୍ତଭୁକ୍ତ କରିବା ପାଇଁ ଓଡ଼ିଶା ସରକାର ଯେଉଁ ପ୍ରସ୍ତାବ ଗ୍ରହଣ କରିଛନ୍ତି ସେହି ପ୍ରସ୍ତାବକୁ ପ୍ରତ୍ୟେକ ଓଡ଼ିଶାବାସୀ ସମ୍ମତି ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀ…

ଲଗାଣ ବର୍ଷାରେ ଚଣ୍ଡିଖୋଲ ଛକ ବେହାଲ: ପରିବା ମାର୍କେଟରେ ଆଣ୍ଠୁଏ ପାଣି

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ.): ଗତ ଦୁଇଦିନ ଧରି ଲାଗିରହିଥିବା ଲଗାଣ ବର୍ଷାରେ ଚଣ୍ଡିଖୋଲ ଛକର ଅବସ୍ଥା ବେହାଲ ହୋଇଛି। ରାସ୍ତା ଉପରେ ପାଣି ଲହଡ଼ି ମାରୁଥିଲା ବେଳେ ପରିବା ମାର୍କେଟରେ ଆଣ୍ଠୁଏ ଲେଖା ପାଣି ଜମି ରହିଛି। ଫଳରେ ପରିବା ବ୍ୟବସାୟ ଏକ ରକମର…

ରାଜ୍ୟରେ ୧୮୯ ଫେରାର ଶିକ୍ଷକ, କର୍ମଚାରୀ

ଯାଜପୁର ଅଫିସ,୨୪।୯: ଫେରାର କିମ୍ବା ଅନୁପସ୍ଥିତ ଶିକ୍ଷକ ଓ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ଏହି ମର୍ମରେ ବିଭାଗୀୟ ଉପସଚିବ ପ୍ରଶାନ୍ତ କୁମାର ସ୍ବାଇଁ ରାଜ୍ୟର…

ଅଧିକାରୀଙ୍କ ଦାୟିତ୍ୱହୀନତା ଲାଗି ବୀମା ପାଇବାରୁ ଚାଷୀ ବଞ୍ଚିତ : ସମ୍ପାଦକ, ମ୍ୟାନେଜର ପରସ୍ପର ଦୋଷାରୋପ

ଦଶରଥପୁର,୨୩ା୯(ଡିଏନ୍‌ଏ): କଟକ ସେଣ୍ଟ୍ରାଲ କୋପରେଟିଭ ବ୍ୟାଙ୍କ (ସିସିସିବି) ଦଶରଥପୁର ଶାଖା ଅଧୀନରେ ଦଶରଥପୁର ବ୍ଲକର ୧୩ଟି ପ୍ରାଥମିକ କୃଷି ସେବା ସମବାୟ ସମିତି ରହିଛି ା ଏହି ସମବାୟ ସମିତି ମଧ୍ୟରୁ ମଙ୍ଗଳପୁର ପ୍ରାଥମିକ କୃଷି ସେବା ସମବାୟ ସମିତିର ଦୁର୍ନୀତି…

ଖୋଲା ବୋରୱେଲ ଶିଶୁଙ୍କ ପାଇଁ ବିପଦ : ଗାଇଡ୍‌ଲାଇନ ମାନୁ ନାହାନ୍ତି ଖନନକାରୀ ସଂସ୍ଥା

ଯାଜପୁର ଅଫିସ,୨୩ା୯: ଖୋଲା କିମ୍ବା ପରିତ୍ୟକ୍ତ ଟ୍ୟୁବୱେଲ ଓ ବୋରୱେଲ ଛୋଟଛୋଟ ପିଲାଙ୍କ ପାଇଁ ବିପଦ ହୋଇଛି। ଖନନକାରୀ ସଂସ୍ଥା କିମ୍ବା ସମ୍ପୃକ୍ତ ମାଲିକ ଗାଇଡଲାଇନ ମାନୁ ନ ଥିବାରୁ ଏହା ବିପଦାପନ୍ନ ହୋଇଛି। ଯାଜପୁର ଜିଲାରେ ଅନେକ ଖନନକାରୀ ସଂସ୍ଥା…

ବର୍ଷାରେ ଧୋଇଗଲା ନଗଡ଼ା ବିକାଶ : ୨ ବର୍ଷ ଗଲାନି ୧୨.୯୫ କୋଟିର ରାସ୍ତା

ଯାଜପୁର ଅଫିସ,୨୩ା୯ : ନଗଡ଼ା ବିକାଶକୁ ଅଧାପନ୍ତରିଆ କରି ବସିଯାଇଛି ପ୍ରଶାସନ। ନଗଡ଼ା ଆଧିବାସୀଙ୍କୁ ସେବା ପ୍ରଦାନ ପାଇଁ କୌଣସି ସରକାରୀ କର୍ମଚାରୀ ଆଉ ପୂର୍ବଭଳି ଆଗ୍ରହ ପ୍ରକାଶ କରୁନାହାନ୍ତି। ଚିକିସତ୍କ, ସମନ୍ବିତ ଶିଶୁ ବିକାଶ ଅଧିକାରୀ/କର୍ମଚାରୀ, ଶିକ୍ଷୟିତ୍ରୀଶିକ୍ଷକ ପ୍ରମୁଖ ନିଜ…

ମରାମତି ଅଭାବ : ନଦୀବନ୍ଧ ରାସ୍ତା ପାଲଟିଛି ମରଣଯନ୍ତା

ସିଂହପୁର,୨୧।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଖରସ୍ରୋତା ନଦୀବନ୍ଧର ଜରୀ ନୂଆ ମାହାରାଠାରୁ ବାଛୋଳ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହି ନଦୀବନ୍ଧ ରାସ୍ତା ଦୀର୍ଘଦିନ ମରାମତି ନ ହେବାରୁ ଭାଙ୍ଗିରୁଜି ଏବେ ମରଣଯନ୍ତା ପାଲଟିଛି। ଫଳରେ ରାସ୍ତାରେ…

ଜଳିଗଲା ୩ ବଖରା

ଧର୍ମଶାଳା,୨୦-୯(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ସଂପାରୁ ପଞ୍ଚାୟତ କାଦୁଆ ମାଗୁରା ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ସତ୍ୟରଞ୍ଜନ ନାୟକଙ୍କ ୩ ବଖରା ଘର ଜଳିଯିବା ସହ ସମସ୍ତ ଆସବାବପତ୍ର ଓ ଧାନ ଚାଉଳ ଜଳି ଯାଇଛି। ଖବର ପାଇ…

ବ୍ରାହ୍ମଣୀ ସେତୁ, ଚଣ୍ଡିଖୋଲ- ଡୁବୁରୀ ୫୩ନଂ ଜାତୀୟ ରାଜପଥ ଶୋଚନୀୟ,ମରାମତି ଦାବିରେ ପ୍ରତିବାଦ, ପଥପ୍ରାନ୍ତ ସଭା

ଜେନାପୁର,୨୦-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କବାଟବନ୍ଧ ନିକଟସ୍ଥ ବ୍ରାହ୍ମଣୀ ସେତୁ ଓ ଚଣ୍ଡିଖୋଲ- ଡୁବୁରୀ ୫୩ନଂ ଜାତୀୟ ରାଜପଥ ଶୋଚନୀୟ ହେବାରେ ଲାଗିଛି। ମରାମତି ଅଭାବରୁ ବିପଦସଙ୍କୁଳ ହୋଇପଡିଥିବାରୁ ଅଧିକାଂଶ ସମୟରେ ସେତୁ ଉପରେ ଛୋଟବଡ଼ ଦୁର୍ଘଟଣା ଘଟୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?