ଯାଜପୁର

ସ୍କୁଟିକୁ ଧକ୍କାଦେଇ ବସ୍‌ ଫେରାର: ୧ମୃତ,ଜଣେ ଗୁରୁତର

ରସୁଲପୁର,୨୩।୮(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ୧୬ନଂ. ଜାତୀୟ ରାଜପଥରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବସ୍‌ ସ୍କୁଟିକୁ ଧକ୍କାଦେବାରୁ ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃୃତକ ହେଲେ ସ୍କୁଟି ଚାଳକ ତଥା...

ତାଉଁତରା ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ବିଞ୍ଝାରପୁର,୨୨ା୮(ଡି.ଏନ୍‌.ଏ.)- ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ବିଞ୍ଝାରପୁର ତହସିଲ ପ୍ରଶାସନ ପକ୍ଷରୁ ଶାସନ୍ଦା ପଞ୍ଚାୟତ ତାଉଁତରା ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଗ୍ରାମର କେତେଜଣ ବ୍ୟକ୍ତିବିଶେଷ ହାଇକୋର୍ଟରେ ସରକାରୀ ଜମି ଜବର ଦଖଲ କରିଥିବା ନେଇ ଅଭିଯୋଗ କରିଥିଲେ।...

ଡାକ୍ତର, ଫାର୍ମାସିଷ୍ଟ ନିଯୁକ୍ତି ନେଇ ଜିଲାପାଳଙ୍କୁ ଦାବିପତ୍ର

ଧର୍ମଶାଳା,୨୨ା୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁରସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡିଥିବା ଡାକ୍ତର ଓ ଫାର୍ମାସିଷ୍ଟ ନିଯୁକ୍ତି ଦାବିରେ ଗୁରୁବାର ବଣମଲ୍ଲି ସାହିତ୍ୟ ଓ ସେବା ସଙ୍ଗଠନ ପକ୍ଷରୁ ଜିଲାପାଳ ଓ ସିଡିଏମ୍‌ଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ୧୦ ଦିନ...

ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ହାତେଇଲା ଭାଜପା: ମିଠା ବାଣ୍ଟି ଖୁସି ମନାଇଲେ ରସୁଲପର ବ୍ଲକ ଅଞ୍ଚଳର ଦଳୀୟ କର୍ମୀ

ରସୁଲପୁର,୨୨ା୮(ଡି.ଏନ୍‌.ଏ.): ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ବୁଧବାର ସରିଛି।ଦୀର୍ଘଦିନ ଧରି ଲାଗିରହିଥିବା ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟି ନିର୍ବାଚନ ଫଳ ଭାଜପା ସପକ୍ଷରେ ଯାଇଛି। ସୁଭାସିନୀ ନାଥଶର୍ମା ଅଧ୍ୟକ୍ଷା ହୋଇଛନ୍ତି। ଚଳିତ ସାଧାରଣ ନିର୍ବାଚନରେ ୪,୦୩୪ଖଣ୍ଡ କମ୍‌...

ମୃତ ଶ୍ରୀକାନ୍ତଙ୍କ ପରିବାରକୁ ଭେଟିଲେ ଜିଲାପାଳ

ଯାଜପୁର ଅଫିସ,୨୨ା୮: କଲିକତାଠାରେ ଏକ ବିଦ୍ୟୁତ୍‌ ଦୁର୍ଘଟଣାରେ ଯାଜପୁର ଜିଲା ଦଶରଥପୁର ବ୍ଲକ ଚିତାଳୋ ପଞ୍ଚାୟତ କୁରୁଡି ଗ୍ରାମର ଶ୍ରୀକାନ୍ତ ରାଉତଙ୍କ ରବିବାର ମୃତ୍ୟୁ ହୋଇଯାଇଥିଲା। ସିଂହପୁର-କଲିକତା ଯାଉଥିବା ସାହୁ ଟ୍ରାନ୍ସପୋର୍ଟ ବସ୍‌ର ଡ୍ରାଇଭର ଶ୍ରୀକାନ୍ତ କଲିକତାରେ ଗତ ୧୮...

ଖଣି ପ୍ରଭାବିତ ଅଞ୍ଚଳରେ ମେଗା ଜଳଯୋଗାଣ ପ୍ରକଳ୍ପ ବାଟବଣା: ତ୍ରୁଟି ସୁଧାରିବାକୁ ତାଗିଦ୍‌

ଯାଜପୁର ଅଫିସ,୨୨ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମାଣାଧିନ ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଅତି ନିମ୍ନମାନର ହେଉଛି। ଏଥିରେ ବ୍ୟାପକ ଅନିୟମିତତା ହେବା ସହିତ ବିଭାଗୀୟ...

କ୍ରୋମ ଖଣିରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ: ‘ଜିଲା ପ୍ରଶାସନ ନିଷ୍ପତ୍ତି ଏକପାଖିଆ’

କାଳିଆପାଣି/ସୁକିନ୍ଦା,୨୨।୮(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ଥମିବାର ନାମ ଧରୁନି। ଏହାର ସମାଧାନ ନେଇ ମଙ୍ଗଳବାର ସୁକିନ୍ଦା ବ୍ଲକ କାର୍ଯ୍ୟାଳୟରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନେତୃତ୍ୱରେ ଏକ ବୈଠକ ହୋଇଥିଲା।...

ଭିଜିଲାନ୍ସ ଜାଲରେ ବ୍ୟାସନଗର ପୌରପରିଷଦ ସହକାରୀ ଯନ୍ତ୍ରୀ

ଯାଜପୁର ରୋଡ, ୨୧।୮(ନି:ପ୍ର.): ଲାଞ୍ଚ ନେବା ଅଭିଯୋଗରେ ଯାଜପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ବ୍ୟାସ ନଗର ପୌରପରିଷଦର ସହକାରୀ ଯନ୍ତ୍ରୀ ପ୍ରହ୍ଲାଦ ମହାପାତ୍ରଙ୍କୁ ଗିରଫ କରାଯାଇଛି। ଜଣେ ଠିକାଦାରଙ୍କଠାରୁ ଯନ୍ତ୍ରୀ ପ୍ରହ୍ଲାଦ ୩୮୦୦୦ ଟଙ୍କା ଲାଞ୍ଚ ନେଉଥିଲେ। ପୂର୍ବ ଯୋଜନା...

ଆଜି ବରୀ ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ: ଏକତରଫା ଚାଲିଛି ପ୍ରସ୍ତୁତି, ହାତ ଟେକି ଦେଇଛି ବିଜେଡି

ଯାଜପୁର ଅଫିସ/ବରୀ(ସ୍ବ.ପ୍ର.),୨୧ା୮- ଯାଜପୁର ଜିଲା ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ପାଇଁ ଚାଲିଛି ଏକତରଫା ପ୍ରସ୍ତୁତି । ଗତ ରାଜ୍ୟ ସଭା ନିର୍ବାଚନ ଭଳି ଭାଜପାକୁ ସହଯୋଗ କରିିବାକୁ ଯାଇ ବିଜେଡି ହାତ ଟେକି ଦେଇଛି ା ନବନିର୍ବାଚିତ...

ଜଙ୍ଗଲ ଜମିରେ ବେଆଇନ ଖାଦାନ: ଆରୁହାରେ ୧୪୪ ଧାରା ଜାରି

ଯାଜପୁର ଅଫିସ/ଧର୍ମଶାଳା(ଡି.ଏନ୍‌.ଏ.),୨୧ା୮: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ଜଙ୍ଗଲ ଜମିର ୧୫୩ ଏକର ପିରିମିତ ଅଞ୍ଚଳ ଉପରେ ମଙ୍ଗଳବାର ୧୪୪ ଧାରା ଲାଗୁ ହୋଇଛି। ଏହାସହ ଏକାଧିକ ଛୋଟବଡ଼ କ୍ରଶର ସିଲ୍‌ ହୋଇଛି। ଏହାପରେ ସେଠାରେ ଚାଲିଥିବା...

ସିକ୍ୟୁରିଟି ସଂସ୍ଥାର ବେଆଇନ କାରବାର: ବିନା କାର୍ଯ୍ୟାଦେଶରେ ଦିଆଯାଉଛି ନିଯୁକ୍ତି ସମ୍ବନ୍ଧୀୟ ପତ୍ର, ପାଣିକୋଇଲିରୁ ବଲାଙ୍ଗୀର, ରାୟଗଡା ଆଦି ଜିଲାକୁ ଲମ୍ବିଛି ଚେର

ଯାଜପୁର ଅଫିସ,୨୧ା୮- ରାଜ୍ୟରେ ଦିନକୁ ଦିନ ବେକାରି ସମସ୍ୟା ବଢ଼ିବାରେ ଲାଗିଛି। ଆବଶ୍ୟକ ଅନୁସାରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେଉ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହେଉଛି। ଶିକ୍ଷାଗତ ଯୋଗ୍ୟତା ଥାଇ ମଧ୍ୟ ଚାକିରିଟିଏ ପାଇଁ ଯୁବତୀଯୁବକମାନେ ସରକାରୀ...

ଅତିରିକ୍ତ ଜିଲାପାଳଙ୍କୁ ଜମିହରାଙ୍କ ଦାବିପତ୍ର

ଯାଜପୁର ରୋଡ,୨୧|୮(ନି.ପ୍ର.)- କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତର ବାଳିଆପାଳ ମୌଜାରେ ପ୍ରତିଷ୍ଠିତ ବାଲିଆପାଳ ଫେରୋକ୍ରୋମ କାରଖାନା ଉପତ୍ାଦନ କ୍ଷମ ହେବାର ଦୀର୍ଘ ବର୍ଷ ବିତି ଥିଲେ ମଧ୍ୟ ସ୍ଥାନୀୟ ପାରିପାର୍ଶ୍ୱିକ ଉନ୍ନୟନ ଦିଗରେ ସମ୍ପୂର୍ଣ୍ଣ ବିଫଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri