ଯାଜପୁର

କଂସ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ:ଉପଜିଲାପାଳଙ୍କୁ ଭେଟିଲେ ଓ୍ବାର୍ଡ ସଭ୍ୟାସଭ୍ୟ

କାଳିଆପାଣି,୨୦-୯(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ କଂସ ପଞ୍ଚାୟତର ସରପଞ୍ଚ ରବୀନ୍ଦ୍ର କୁମାର ସାହୁଙ୍କ ବିରୋଧରେ ନାଏବ ସରପଞ୍ଚଙ୍କ ସମେତ ୮ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଏ ନେଇ ଗୁରୁବାର ନାଏବ ସରପଞ୍ଚଙ୍କ ସହ ସମସ୍ତ ୱାର୍ଡ ସଭ୍ୟାସଭ୍ୟ…

‘ରାଷ୍ଟ୍ର ନିର୍ମାଣରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଧର୍ମଶାଳା,୨୦-୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକା ରୋଟାରି କ୍ଲବ ପକ୍ଷରୁ ଧର୍ମଶାଳା ମହାବିଦ୍ୟାଳୟ ପରିସରରେ ବୁଧବାର ରାଷ୍ଟ୍ର ନିର୍ମାଣ ସମ୍ବର୍ଦ୍ଧନା ସାମାରୋହ ପାଳିତ ହୋଇଯାଇଛି। କ୍ଲବର ସଭାପତି ଅଜାମ୍ବର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ୩୨୬୨ ଜିଲାର ପୂର୍ବତନ ସଭାପତି ଶିବବ୍ରତ ଦାସ…

୬୫ତମ ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ଧର୍ମଶାଳା/ଜେନାପୁର,୨୦-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ଜେନାପୁର ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୬୫ତମ ଜିଲାସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଚନ୍ଦ୍ର ଶେଖର ସ୍ବାଇଁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ…

ଶିଶୁକନ୍ୟାଙ୍କୁ ବଳାତ୍କାର କରି ବୃଦ୍ଧ ଗିରଫ

ଦଶରଥପୁର,୧୯।୯ (ଡିଏନ୍‌ଏ): ଦଶରଥପୁର ବ୍ଲକ ଚମ୍ପେଇପାଳ ପଞ୍ଚାୟତ କୁଆଁରପୁର ଗ୍ରାମର ୫ ବର୍ଷର ଶିଶୁକନ୍ୟାକୁ ଜଣେ ବୃଦ୍ଧ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଉକ୍ତ ଗ୍ରାମର ବିଜୟ ପାଢ଼ୀ(୬୫)। ଶିଶୁକନ୍ୟା ଜଣକ ସାଙ୍ଗମାନଙ୍କ…

ଚଷାଖଣ୍ଡ ପଞ୍ଚାୟତକୁ ନିଶାମୁକ୍ତ କରିବା ଦାବି: ହାତରେ ଝାଡ଼ୁ ଧରି ଥାନା ଘେରିଲେ ମହିଳା

ଦଶରଥପୁର,୧୯।୯(ଡିଏନ୍‌ଏ): ଚଷାଖଣ୍ଡ ପଞ୍ଚାୟତକୁ ନିଶାମୁକ୍ତ କରିବା ଲାଗି ବୁଧବାର ସମ୍ପୃକ୍ତ ପଞ୍ଚାୟତର ଶତାଧିକ ମହିଳା ହାତରେ ଝାଡ଼ୁ ଓ ପହଁରା ଧରି ମଙ୍ଗଳପୁର ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତେବେ ଉକ୍ତ ପଞ୍ଚାୟତର ଚୋରା ମଦ ବ୍ୟବସାୟୀ ଓ ଗଞ୍ଜେଇ…

ବିଦେଶୀ ପକ୍ଷୀଙ୍କ ଉପରେ ଶିକାରୀଙ୍କ ଲୋଲୁପ ଦୃଷ୍ଟି

ଯାଜପୁର ରୋଡ଼,୧୯।୯(ନି.ପ୍ର.): ଯାଜପୁର ରୋଡ଼ ସହରର ସାପଗଡ଼ିଆ ଅଞ୍ଚଳରେ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ଏହି ପକ୍ଷୀମାନେ ସାଇବେରିଆ ଅଞ୍ଚଳରୁ ଆଜକୁ ୨୦ବର୍ଷ ଧରି ଏଠାକୁ ଆସି ଅଣ୍ଡା ଦେଇଥାନ୍ତି। ଅଣ୍ଡାରୁ ଛୁଆ ବାହାରିଲା ପରେ ଛୁଆକୁ ସାଙ୍ଗରେ ନେଇ ପୁଣି…

ଗାଡି ଧକ୍କାରେ ଯୁବକ ଗୁରୁତର : ମେଡିକାଲରେ ଅବ୍ୟବସ୍ଥା ନେଇ ଉତ୍ତେଜନା

ସୁକିନ୍ଦା,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ଦୁଧୂଯୋରି ଗ୍ରାମ ପଞ୍ଚାୟତ ମଙ୍ଗଳପୁର ପାଞ୍ଚଗୋଛିଆ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜ ପଥରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ଦାନଗଦୀ…

ବ୍ରାହ୍ମଣୀ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ରତ୍ନଗିରି,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଅନ୍ୟାସିପୁର ଖରଦାସାହି ନିକଟସ୍ଥ ବ୍ରାହ୍ମଣୀ ନଦୀରୁ ମଙ୍ଗଳବାର ଏକ ଯୁବକଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ଯୁବକ ଜଣଙ୍କ ବାଲିବିଲି ପଞ୍ଚାୟତ ଅଧୀନ କୋରଡାପିପଲ ଗ୍ରାମର ବିଦ୍ୟାଧର ପାତ୍ର(୩୫)। ଏ…

ରାସ୍ତା ମରାମତି କଲେ ସୁକିନ୍ଦା ଭୀମଆର୍ମି କର୍ମକର୍ତ୍ତା

ସୁକିନ୍ଦା,୧୮ା୯(ଡି.ଏନ୍‌.ଏ.) : ଯାଜପୁର ଜିଲାର ଖଣିଖାଦାନ ସହ ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ୫୩ ନମ୍ବର ଯାତୀୟ ରାଜପଥ ଶୋଚନୀୟ ହୋଇପଡିଛି। ସୁକିନ୍ଦାଠାରୁ ଡୁବୁରୀ ପର୍ଯ୍ୟନ୍ତ ରାସ୍ତା ଖାଲଖମାରେ ଭରି ରହିଥିବାରୁ ଯାତାୟାତରେ ବହୁ ସମସ୍ୟା ଦେଖାଦେଉଛି। ଏ ନେଇ ବହୁବାର ଅଭିଯୋଗ…

ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଗୁରୁତର

କୋରେଇ,୧୮ା୯(ସ୍ବ:ପ୍ର.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ଧନତ୍ରୀ ଗ୍ରାମରେ ମଙ୍ଗଳବାର ପାରିବାରିକ ଗଣ୍ଡଗୋଳ ଘଟିଛି। ଏଥିରେ ସାନଭାଇର ଠେଙ୍ଗା ମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ବଡ଼ଭାଇ ପଦ ମଲିକ ଥାନାରେ ପହଞ୍ଚତ୍ ଅଭିଯୋଗ କରିଥିଲେ। ଏ ନେଇ…

ଗୋଳକୁଣ୍ଡ ନିମ୍ନ ମୌଳିକ ବିଦ୍ୟାଳୟ: ଭୁଶୁଡିଲା ବିଦ୍ୟାଳୟ ପାଚେରି

ବରୀ,୧୮।୯(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ଗୌଳକୁଣ୍ଡ ପଞ୍ଚାୟତର ସର୍ବପୁରାତନ ନିମ୍ନ ମୌଳିକ ବିଦ୍ୟାଳୟର ପାଚେରି ମଙ୍ଗଳବାର ଭୁଶୁଡି ପଡ଼ିଛି। ୧୦ବର୍ଷ ତଳେ ଏହି ପାଚେରି ନିର୍ମାଣ ହୋଇଥିଲା। ଗତ ବର୍ଷା ମାଡ଼ ଖାଇ ପାଚେରୀ ଦୁର୍ବଳ ହୋଇପଡ଼ିଥିବା କୁହାଯାଉଛି।…

ସୁଧୁରୁନି ବ୍ୟାସନଗର ସହରରେ ବିଦ୍ୟୁତ୍‌ ସେବା : ଚାନ୍ଦାମା, ମୁଣ୍ଡୋମାଳ ସବ୍‌ଷ୍ଟେଶନ ଅଧପନ୍ତରିଆ

ଯାଜପୁର ଅଫିସ,୧୮ା୯ : ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ୨୬ ୱାର୍ଡ଼ ବିଶିଷ୍ଟ କ୍ରୋମନଗରୀ ବ୍ୟାସନଗର ପୌରାଞ୍ଚଳରେ ବିଦ୍ୟୁତ୍‌ ସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଭାରତ ସରକାରଙ୍କ ଶକ୍ତିି ମନ୍ତ୍ରଣାଳୟର ନୋଟିଫାଏଡ ଯୋଜନାରେ କୋଟି କୋଟି ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?