ଯାଜପୁର

ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ଲୁଟ୍‌ ଅଭିଯୋଗ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁର (ନାଉପାଳ) ଗ୍ରାମର ଜଣେ ବ୍ୟବସାୟୀ ବୁଧବାର ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଗାଡି ଡିକି ଭାଙ୍ଗି ଏକ ଲକ୍ଷ ଟଙ୍କା ଲୁଟ୍‌ କରି ନେଇଥିବା ସେ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ…

ଟକ୍‌ ବାଇକ୍‌ ମୁହାଁମୁହିଁ, ଜଣେ ମୃତ

କାଳିଆପାଣି,୧୨ା୯(ଡି.ଏନ୍‌.ଏ.): କାଳିଆପାଣି ଥାନା ଅନ୍ତର୍ଗତ କଂସ ଛକଠାରେ ବୁଧବାର ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ କଂସ ପଞ୍ଚାୟତର ଦୁର୍ଯ୍ୟୋଧନ ମୁର୍ମୁ (୩୪)। କାଳିଆପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଗାଡି ଦୁଇଟିକୁ ଜବତ କରିଛି। ଏଥିସହ…

ନିଶାସକ୍ତ ଗାଡ଼ି ଚାଳକ କୋର୍ଟ ଚାଲାଣ, ଜରିମାନା ଆଦାୟ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ପୋଲିସ ପକ୍ଷରୁ ଶ୍ରୀରାମପୁର ଟୋଲଗେଟଠାରେ ଯାଞ୍ଚବେଳେ ମଙ୍ଗଳବାର ରାତିରେ ନିଶାସକ୍ତ ଅବସ୍ଥାରେ ଗାଡି ଚଲାଇବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ଏଥିସହ ତାଙ୍କଠାରୁ ୭ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ବାଇକ୍‌ ଚାଳକ ଜଣଙ୍କ କେନ୍ଦ୍ରାପଡା…

ମା’ ବିରଜାଙ୍କ ଦୁର୍ଗୋତ୍ସବ ପାଇଁ ପ୍ରସ୍ତୁତି

ଯାଜପୁର ଟାଉନ,୧୨।୯(ଡିଏନଏ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କର ଚଳିତ ବର୍ଷ ପାର୍ବଣ ଯାତ୍ରା ତଥା ଦୁର୍ଗୋସତ୍ବ ପାଇଁ ଏକ ପ୍ରସ୍ତୁତି ବୈଠକ ମନ୍ଦିର ପ୍ରଶାସନ ଓ ସେବାୟତ ପରିଷଦ ମଧ୍ୟରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୨ଟା ୩୦ରେ ମନ୍ଦିର…

୨ ବ୍ରାଉନସୁଗାର ବ୍ୟବସାୟୀ ଗିରଫ

ଯାଜପୁର ଟାଉନ,୧୨।୯(ଡିଏନଏ): ଯାଜପୁର ସହରରେ ଅନେକ ଯୁବକ ବ୍ରାଉନସୁଗାର ସେବନ କରୁଛନ୍ତି। ଏହି ସହରର ବିଭିନ୍ନ ମଠ, ମନ୍ଦିର ଓ ନଦୀପଠା ଆଦି ନିଛାଟିଆ ସ୍ଥାନରୁ ଆରମ୍ଭ କରି ଜନଗହଳିପୂର୍ଣ୍ଣ ମାର୍କେଟ ଓ ବସଷ୍ଟାଣ୍ଡରେ ମଧ୍ୟ ଯୁବପିଢ଼ି ବ୍ରାଉନସୁଗାର ସେବନ କରୁଥିବା…

ବୌଦ୍ଧ ବିହାର ରତ୍ନଗିରି ଅସୁରକ୍ଷିତ: ସୁରକ୍ଷା ନାଁରେ କୋଟିକୋଟି ଟଙ୍କା ହରିଲୁଟ୍‌

ବରୀ,୧୨।୯ (ସ୍ବ.ପ୍ର): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବିଶ୍ୱ ପ୍ରସିଦ୍ଧ ବୌଦ୍ଧ ବିହାର ରତ୍ନଗିରି ପାହାଡ଼ ଅସୁରକ୍ଷିତ ହୋଇପଡ଼ିଛି। ଏହାର ସୁରକ୍ଷା ପାଇଁ ଆସୁଥିବା ଅର୍ଥ ବାଟମାରଣା ହେଉଛି। ବିଗତ ୧୦ବର୍ଷ ଭିତରେ ସୁରକ୍ଷା ନାଁରେ କୋଟିକୋଟି ଟଙ୍କା ହରିଲୁଟ୍‌…

ବେଆଇନ ଖାଦାନ ଉପରେ ଚଢ଼ାଉ, ୧୪୪ ଧାରା ଜାରି

ଜେନାପୁର, ୧୧।୯(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବିଭିନ୍ନ ବେଆଇନ କଳା ପଥର ଖାଦାନ ଉପରେ ତହସିଲ ପକ୍ଷରୁ ବୁଧବାର ଚଢ଼ାଉ କରାଯିବା ସହ ୧୪୪ ଧାରା ଜାରି କରାଯାଇଛି। ସାହାଣୀଢ଼ିହ ୧ନମ୍ବର, ବାଘୁଆ ୨ ନମ୍ବର, ବାଘୁଆ ୪…

ବୈତରଣୀ ନଦୀରେ ବନ୍ୟା ଜଳ:କାଣୀନଦୀର କଣ୍ଟପଡ଼ାଠାରେ ୪୦ଫୁଟ ଘାଇ

ଦଶରଥପୁର, ୧୧-୯(ଡିଏନ୍‌ଏ)- ଲଘୁଚାପ ବର୍ଷାରେ ବୈତରଣୀ ନଦୀରେ ବନ୍ୟା ଆସିବା ଫଳରେ ଏହାର ଶାଖା କାଣୀ ନଦୀରେ ବନ୍ୟାଜଳ ପ୍ରବାହିତ ହୋଇଛି। ଯାହଫାଳରେ ଦଶରଥପୁରବ୍ଲକସ୍ଥିତ ଦୁଦୁରାଅନ୍ତା ପଞ୍ଚାୟତ କଣ୍ଟପଡ଼ାଠାରେ କାଣୀନଦୀ ବନ୍ଧରେ ସୋମବାର ୪୦ଫୁଟ ଚଉଡ଼ାର ଘାଇ ସୃଷ୍ଟି ହୋଇଛି। ଏହି…

ବାର୍ଦ୍ଧକ୍ୟ ଭତ୍ତାରୁ ରୋଗିଣା ବୃଦ୍ଧା ବାଦ୍‌:ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ସପରିବାରର ଧାରଣା

ଯାଜପୁର ଟାଉନ,୧୧|୯(ଡି.ଏନ୍‌.ଏ.)- ଦଶରଥପୁର ବ୍ଲକ ଅନ୍ତର୍ଗତ ଇଜାପୁର ପଞ୍ଚାୟତ ଇଜାପୁର ଗ୍ରାମର ଜନୈକା ୬୪ ବର୍ଷିୟା ବୃଦ୍ଧା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚତ୍ତ ହୋଇଛନ୍ତି। ସେ ଅତ୍ୟନ୍ତ ଗରିବ ହୋଇଥିବା ସତ୍ତ୍ୱେ ତାଙ୍କୁ ଭତ୍ତା ମିଳୁ ନାହିଁ। ତେଣୁ ସେ ମଙ୍ଗଳବାର ଜିଲାପାଳଙ୍କ…

ଅଶୋକ ଦାସ ଫାଉଣ୍ଡେସନ୍‌ ପକ୍ଷରୁ ୨୬୦ ରକ୍ତଦାତାଙ୍କୁ ସମ୍ବର୍ଦ୍ଧିତ

ଯାଜପୁର ଟାଉନ,୧୧-୯(ଡି.ଏନ୍‌.ଏ.)- ଅଶୋକ ଦାସ ଫାଉଣ୍ଡେଶନ୍‌ ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହି କ୍ରମରେ ଯାଜପୁର ନିର୍ବାଚନମଣ୍ଡଳୀର ସୁଜନପୁର, ସିମିଳିଆ, ଜାଫରପୁର, ବେରୁଦା ଆଦି ୪ଟି ପଞ୍ଚାୟତରୁ ୨୬୦ଜଣ ଯୁବତୀଯୁବକ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ। ଉକ୍ତ ରକ୍ତଦାତାଙ୍କୁ ମଙ୍ଗଳବାର…

ଦୌଡ଼ରାଣୀ ଦୂତୀଙ୍କ ଖୁଦୁରୁକୁଣୀ ଓଷା:ଯୋଗଦେଲେ ଜିଲାପାଳ, ଏସ୍‌ପି, ବିଧାୟିକା, ସିନେତାରକା

ରସୁଲପୁର,୧୧।୯(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଚକଗୋପାଳପୁର ଗ୍ରାମ ମଙ୍ଗଳବାର ସନ୍ଧ୍ୟାରେ ଲୋକାରଣ୍ୟ ହୋଇ ଉଠିଥିଲା। ଅନ୍ତର୍ଜାତୀୟ ଧାବିକା ଦୌଡ଼ରାଣୀ ଦୂତୀ ଚାନ୍ଦ ଗାଁକୁ ଫେରି ଅନ୍ୟ ଝିଅଙ୍କ ସହ ମିଶି ରବିବାର ଖୁଦୁରୁକୁଣୀ ଓଷା ପାଳନ କରିଥିଲେ।…

ସାର୍ବଜନୀନ ପୂଜା କମିଟିର ଦୁର୍ଗାପୂଜା ପ୍ରସ୍ତୁତି ବୈଠକ:ମୂର୍ତ୍ତି ନିର୍ମାଣ ପାଇଁ ଉଠିଲା ମାଟି

ଡୁବୁରୀ,୧୧-୯(ଡି.ଏନ୍‌.ଏ.)- ଡୁବୁରୀ ଅଞ୍ଚଳର ଅଗ୍ରଣୀ ପୂଜା ଅନୁଷ୍ଠାନ ସାବର୍ର୍ଜନୀନ ଦୂର୍ଗା ପୂଜା କମିଟି ପକ୍ଷରୁ ଆଗାମୀ ଦୂର୍ଗାପୂଜା ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଏ ନେଇ କମିଟି ଆହ୍ବାନ କ୍ରମେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ହାଟ ଛକ ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?