ଜରିପାଲ ଭରସାରେ ଗରିବ ପରିବାର
ଯାଜପୁର ଅଫିସ/କାଏମା (ଡି.ଏନ.ଏ.), ୯।୧୦:ଯାଜପୁର ଜିଲା ଧର୍ମଶାଳା ବ୍ଲକ ମିର୍ଜାପୁର ଗ୍ରାମପଞ୍ଚାୟତ କଣ୍ଣାବଣିଆ ଗ୍ରାମର ଅସହାୟ ପରିବାର ମିନତି ମଳିକଙ୍କୁ ପ୍ରଶାସନିକ ପ୍ରତିଶ୍ରୁତି ମିଳିଛି। ଧରିତ୍ରୀରେ ୨୫ା୯ା୨୦୨୨ରେ ‘ଅବହେଳାର ଶିକାର ୨ ଅସହାୟ ପରିବାର’ ଶୀର୍ଷକ ଖବର ପ୍ରକାଶ ପାଇବା...
ଅପେକ୍ଷାରେ ୨ ଦଶନ୍ଧି
ଯାଜପୁର ଅଫିସ,୯।୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ନିୟନ୍ତ୍ରଣ କରିବାକୁ ନଦୀର ଉପରମୁଣ୍ଡ ଆନନ୍ଦପୁର ଏବଂ କାନପୁରଠାରେ ୨ଟି ସମନ୍ବିତ ଜଳ ସେଚନ ପ୍ରକଳ୍ପ ନିର୍ମାଣାଧୀନ ରହିଛି।...
ପିକ୍ଅପ୍ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
ବରୀ,୮ା୧୦(ଡି.ଏନ୍.ଏ.): ବରୁହଁ-କଳାମାଟିଆ ପୂର୍ତ୍ତ ବିଭାଗ ରାସ୍ତାର ଗୋବିନ୍ଦବାଟି ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ମାଳଦା ଗ୍ରାମର କିଶୋର ଦାସଙ୍କ ପୁଅ ସୁନାକର (୨୫) ଏକ ସ୍କୁଟି...
ମୁଖ୍ୟ ଫାଟକରେ ନାମ ବଦଳିଲା ନାହିଁ
ରସୁଲପୁର,୮ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନୂତନ କୋଠାକୁ ସ୍ଥାନାନ୍ତର ହେବାକୁ ୮ଦିନ ବିତିଲାଣି। ହେଲେ ଡାକ୍ତରଖାନାର ନାମ ଏବେ ବି ବଦଳି ନାହିଁ। ଏଥିପ୍ରତି ଡାକ୍ତରଖାନା କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ଜୋରଧରିଛି।...
ଅପେକ୍ଷାରେ ୨ ଦଶନ୍ଧି
ଯାଜପୁର ଅଫିସ,୮ା୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ନିୟନ୍ତ୍ରଣ କରିବାକୁ ନଦୀର ଉପରମୁଣ୍ଡ ଆନନ୍ଦପୁର ଏବଂ କାନପୁରଠାରେ ୨ଟି ସମନ୍ବିତ ଜଳ ସେଚନ ପ୍ରକଳ୍ପ ନିର୍ମାଣାଧୀନ ରହିଛି।...
ସାମାନ୍ୟ ବର୍ଷାରେ ରାସ୍ତାରେ ଜମୁଛି ପାଣି
ସିଂହପୁର,୭ା୧୦(ଡି.ଏନ.ଏ.): ଲୋକଙ୍କ ଯାତାୟାତ ସୁବିଧା ପାଇଁ ସରକାର ବିପୁଳ ଟଙ୍କା ବ୍ୟୟ କରି ରାସ୍ତା ନିର୍ମାଣ କରୁଛନ୍ତି। ହେଲେ କେତେକ ସ୍ଥାନରେ ନିମ୍ନମାନର ରାସ୍ତା କାର୍ଯ୍ୟ ହେଉଥିବାରୁ ଲୋକେ ଯାତାୟାତରେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ବର୍ଷା ଜଳ...
ଜାତୀୟ ରାଜପଥ ସୂଚନା ଫଳକରେ ତ୍ରୁଟି
ରସୁଲପୁର,୭ା୧୦(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରାଜପଥ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜନସାଧାରଣଙ୍କ ସୂଚନା ନିମନ୍ତେ ଲାଗୁଥିବା ସୂଚନା ଫଳକଗୁଡ଼ିକରେ ତ୍ରୁଟି ପରିଲକ୍ଷିତ ହୋଇଛି। ଏହି ଫଳକରେ ଓଡ଼ିଆ ଭାଷାକୁ କଦର୍ଥ କରି ଲେଖାଯାଇଛି, ଯାହାକି ଓଡ଼ିଆଙ୍କ...
ବଜ୍ରପାତରେ ଚାଲିଗଲା ୨ ଯୁବକଙ୍କ ଜୀବନ
ଧର୍ମଶାଳା,୪।୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଗଡ଼ମଧୁପୁର ପଞ୍ଚାୟତ ଭୂବନପୁର ଗ୍ରାମର ୨ ଜଣ ଯୁବକଙ୍କ ମଙ୍ଗଳବାର ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ଚନ୍ଦନ ମଳିକ(୧୬) ଏବଂ ବାଞ୍ଝାନିଧି ମଳିକ(୨୦)। ଲଘୁଚାପ ଯୋଗୁ ବର୍ଷା...
ଶେଷ ହେଲା ମା’ବିରଜାଙ୍କ ରଥଯାତ୍ରା
ଯାଜପୁର ଟାଉନ,୪ା୧୦(ଡି.ଏନ.ଏ.): ପ୍ରତିପଦାଠାରୁ ଆରମ୍ଭ ହୋଇଥିବା ନବ ଦିନ ବ୍ୟାପୀ ମା’ବିରଜାଙ୍କ ସିଂହଧ୍ୱଜ ରଥଯାତ୍ରା ସୋମବାର ଶେଷ ହୋଇଛି। ସେହିପରି ଅଷ୍ଟମୀଗତେ ମହାନବମୀ ସୋମବାର ମା’ବିରଜାଙ୍କ ପୀଠରେ ପାଳିତ ହୋଇଯାଇଛି। ମହାନବମୀ ପୂଜା ଅବସରରେ ଦଶାଶ୍ୱମେଧ ଘାଟରୁ ବ୍ରାହ୍ମଣଙ୍କ ଦ୍ୱାରା...
ଗୋଖାଦ୍ୟ ଚାଉଳ ହିତାଧିକାରୀଙ୍କୁ ବଣ୍ଟନ
ଚଣ୍ଡିଖୋଲ,୪/୧୦(ଡି.ଏନ୍.ଏ.): ଗରିବ ଲୋକଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯାଇ ପ୍ରତି ମାସରେ ହିତାଧିକାରୀଙ୍କୁ ୫କେଜି ଚାଉଳ ଅଥବା ଗହମ ଦିଆଯାଉଛି। ଗହମ ଗଚ୍ଛିତ ନ ଥିବା ହେତୁ ସମସ୍ତ ହିତାଧିକାରୀଙ୍କୁ ଚାଉଳ ଯୋଗାଣ କରାଯାଉଛି। ତେବେ ବଡ଼ ଆଶ୍ଚର୍ଯ୍ୟର...
ଦୁର୍ଗା ପୂଜା ପାଇଁ ଉତ୍ସବ ମୁଖର ଖଣି ଅଞ୍ଚଳ
କାଳିଆପାଣି,୩ା୧୦(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଖଣି ଅଞ୍ଚଳରେ ଚଳିତ ବର୍ଷ ଖୁବ୍ ଧୂମ୍ଧାମ୍ରେ ଶାରଦୀୟ ଦୁର୍ଗା ପୂଜା ଆରମ୍ଭ ହୋଇଛି। ଟାଟା ଷ୍ଟିଲ କମ୍ପାନୀର କଲୋନୀ ପରିସରରେ ଗତ ୫୦ ବର୍ଷ ଧରି ହୋଇ ଆସୁଥିବା ପୂଜା...
ଭକ୍ତଙ୍କ ଗହଣରେ ପୂଜା ପାଉଛନ୍ତି ମା’
ସିଂହପୁର,୩।୧୦(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ଅଞ୍ଚଳରେ ଦୁର୍ଗାପୂଜା ଧୂମଧାମରେ ପାଳନ କରାଯାଉଛି। ଦୁଇବର୍ଷ କରୋନା କଟକଣା ପରେ ଭକ୍ତଙ୍କ ଗହଣରେ ପୂଜା ପାଉଛନ୍ତି ମା’। ସିଂହପୁର, ଚନ୍ଦନପୁର, ମଲିଆ, ପ୍ରିତିପୁର ଅଞ୍ଚଳ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ...