ଯାଜପୁର

ଖରସ୍ରୋତାରେ ବନ୍ୟା: ଦୁର୍ବଳ ନଦୀବନ୍ଧ ବୁଲି ଦେଖିଲେ ମୁଖ୍ୟ ଯନ୍ତ୍ରୀ

ସିଂହପୁର,୧୦ା୯(ଡି.ଏନ୍‌.ଏ.)- ଖରସ୍ରୋତା ନଦୀର ଜଳପତ୍ତନ ବୃଦ୍ଧି ପାଉଥିବାରୁ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଛି। ବନ୍ୟାକୁ ଦୃଷ୍ଟିରେ ରଖି ସୋମବାର ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅନ୍ତର୍ଗତ ଦୁର୍ବଳ ନଦୀ ବନ୍ଧକୁ ଜଳ ସମ୍ପପଦ ବିଭାଗ ମୁଖ୍ୟ ଯନ୍ତ୍ରୀ ରଞ୍ଜନ କୁମାର ନାୟକ, ଡେପୁଟି…

ବରୀରେ ବନ୍ୟା: ଫସଲ ନଷ୍ଟ ହେବା ଆଶଙ୍କା

ବରୀ/ରତ୍ନଗିରି,୧୦ା୯(ସ୍ବ.ପ୍ର/ଡି.ଏନ୍‌.ଏ.)- ବରୀ ଅଞ୍ଚଳ ଦେଇ ବ୍ରାହ୍ମଣୀ, ବିରୂପା, ଖରସ୍ରୋତା ଶାଖା ତନ୍ତୀଘାଇ ଏବଂ ଦୁଧେଇ ନଦୀ ପ୍ରବାହିତ ହୋଇଛି। ସୋମବାର ଏସବୁ ନଦୀରେ ବନ୍ୟାଜଳ ଆସିଛି। ଫଳରେ ବରୀ ଅଞ୍ଚଳର ରତଳାଙ୍ଗ, ଅଙ୍ଗାଳୋ ଆଦି ପଞ୍ଚାୟତର ବିଓଳି ଧାନ ଚାଷ ଜମିରେ…

ରୋଟାରି ଯାଜପୁର ରୋଡ୍‌ର ଅଧିଷ୍ଠାନ ଉତ୍ସବ

ଯାଜପୁର ରୋଡ,୧୦ା୯(ନି.ପ୍ର.)- ରୋଟାରି କ୍ଲବ, ଯାଜପୁର ରୋଡ୍‌ର ପ୍ରଥମ ଅଧିଷ୍ଠାନ ଉତ୍ସବ ଏବଂ ଚାର୍ଟାଡ ସାର୍ଟିଫିକେଟ ପ୍ରଦାନ ଉତ୍ସବ ରବିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରୋଟାରି ଡିଷ୍ଟ୍ରିକ୍‌ ୩୨୬୨ର ଗଭର୍ନର ରୋଟାରିୟାନ ଦେବାଶିଷ୍‌ ମିଶ୍ର ମୁଖ୍ୟ ଅତିଥି…

ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ: ୨ମୃତ, ୨ ଗୁରୁତର

ଚଣ୍ଡିଖୋଲ,୯।୯(ଡି.ଏନ୍‌.ଏ.): ଯାଜପୁର ଜିଲା ୧୬ ନଂ. ଜାତୀୟ ରାଜପଥର ବଡ଼ଚଣା ଥାନା ଅନ୍ତର୍ଗତ ବନ୍ଦାଳ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଆମ୍ବୁଲାନ୍ସ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଗୁରୁତର…

ଆଦର୍ଶ ପଞ୍ଚାୟତଭାବେ ବାଲିବିଲି ପୁରସ୍କୃତ

ବରୀ, ୯ା୯(ସ୍ବ.ପ୍ର.)- ରାଜ୍ୟ ସରକାରଙ୍କ ପିଠା କାର୍ଯ୍ୟକ୍ରମ ଓ ଆମ ଗାଁ ଆମ ବିକାଶ ଯୋଜନାର ସଫଳତା ପାଇଁ ବରୀ ବ୍ଲକ ଅଧୀନ ବାଲିବିଲି ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତର ମାନ୍ୟତା ମିଳିଛି। ଏ ନେଇ ଗତ ଗୁରୁବାର ଜିଲା ପ୍ରଶାସନ ପକ୍ଷରୁ…

ବରୀରେ ସଭ୍ୟସଂଗ୍ରହ ଅଭିଯାନ, ମିଶ୍ରଣ ପର୍ବ : ବିଜେଡିରେ ମିଶିଲେ ୨ଶହରୁ ଊର୍ଦ୍ଧ୍ୱ ନେତା, କର୍ମୀ

ବରୀ, ୯ା୯(ସ୍ବ.ପ୍ର.)- ବରୀ ବ୍ଲକ ଅଧୀନ ଅଟିରା ପଞ୍ଚାୟତ ସନ୍ଥନ ମଠ ନିକଟରେ ରବିବାର ବରୀ ନିର୍ବାଚନମଣ୍ଡଳୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଜିଲା ବିଜେଡି ସଭାପତି ସରୋଜ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ…

୨୦ନମ୍ବର ଜାତୀୟ ରାଜପଥଠାରୁ କୋଗାଁ ରାସ୍ତା : ଶିଳାନ୍ୟାସର ୫ ମାସ ପରେ ବି ହୋଇନି କାମ

ଯାଜପୁର ରୋଡ, ୯ା୯(ନି.ପ୍ର.)- କୋରେଇ ବ୍ଲକ ଅର୍ନ୍ତଗତ ତଳଗଡ ଗ୍ରାମ ପଞ୍ଚାୟତ ଜାତୀୟ ରାଜପଥ ୨୦ ନମ୍ବରରୁ କୋଗାଁକୁ ରାସ୍ତା ନିର୍ମାଣକୁ ଭିତ୍ତିପ୍ରସ୍ତର ହେବାର ୫ ମାସ ବିତିଛି। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ଠିକାଦାର ରାସ୍ତା କାମ ପାଇଁ ମାଟି ମୁଠେ…

ମୃତ ଶିଶୁପୁତ୍ରକୁ ଜୀବିତ ପାଇଁ ଉଦ୍ୟମ : ମଙ୍ଗଳା ମନ୍ଦିରରେ ଅଧିଆ ପଡ଼ିଲେ ମା’

ଡୁବୁରୀ,୯ା୯(ଡି.ଏନ୍‌.ଏ.) ଅସୁସ୍ଥତା କାରଣରୁ ମେଡିକାଲରେ ମୃତ୍ୟୁବରଣ କରିଥିବା ଏକ ଶିଶୁପୁତ୍ରକୁ ବଞ୍ଚାଇବାକୁ ପରିବାର ଲୋକେ ଉଦ୍ୟମ କରିଛନ୍ତି। ପ୍ରଥମେ ଗୁଣିଆ ଦ୍ୱାରା ଝଡ଼ାଫୁଙ୍କା କରିଥିଲେ। ଏଥିରେ ବିଫଳ ହେବାରୁ ଶିଶୁପୁତ୍ରର ମା’ ଶିଶୁକୁ ଧରି ରବିବାର ମଙ୍ଗଳା ମନ୍ଦିରରେ ଅଧିଆ ପଡ଼ିଥିଲେ।…

ସାହସିକତା ପୁରସ୍କାର ପାଇଁ ୨ ଛାତ୍ରଙ୍କ ନାମ ସୁପାରିଶ

ଯାଜପୁର ଟାଉନ,୮।୯(ଡି.ଏନ.ଏ.)- କୋରେଇ ବ୍ଲକ ସାଦକପୁର ପ୍ରାଥମିକ ବିଦ୍ୟାଳୟର ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ଗଣେଶ ପୂଜାଦିନ ପୋଖରୀରେ ବୁଡ଼ି ଯାଉଥିବାବେଳେ ୨ଜଣ ୮ମ ଣ୍ରେଣୀ ଛାତ୍ର ତାଙ୍କୁ ଉଦ୍ଧାର କରିଥିଲେ। ନିଜ ଜୀବନକୁ ବାଜି ଲଗାଇ ଉକ୍ତ ଦୁଇ ଛାତ୍ରଙ୍କ…

ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ବୋଲି ମାନିଲେ  ଯାଜପୁର ଜିଲାପାଳ: ୫-ଟିକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ଚିଠି

ଯାଜପୁର ଟାଉନ,୮।୯(ଡି.ଏନ.ଏ.)- ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତମାନର ରୋଗୀସେବା ନିମନ୍ତେ ୫-ଟିକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଶନିବାର ଚିଠି ଲେଖିଥିବା ଜଣାପଡିଛି। ଚିଠି (ନଂ. ୩୭୬/୭।୯।୨୦୧୯)ରେୁ ଜିଲାପାଳ ମୋ…

ବୈତରଣୀ ନଦୀରେ ଦ୍ୱିତୀୟ ବନ୍ୟା ଜଳ ପ୍ରବେଶ: ବିପଦ ସଂକେତ ଉପରେ ପ୍ରବାହିତ, ବନ୍ୟା ଆଶଙ୍କା

ଯାଜପୁର ରୋଡ,୮।୯(ନି.ପ୍ର.)- ବୈତରଣୀ ନଦୀରେ ବନ୍ୟା ଜଳ ଦ୍ୱିତୀୟ ଥର ପାଇଁ ପ୍ରବେଶ କରିଛି। ଆଖୁଆପଦାଠାରେ ବିପଦସଙ୍କେତ ୧୭.୮୩ ମିଟର ଥିବାବେଳେ ବର୍ତ୍ତମାନ ୧୭.୮୫ ମିଟରରେ ଜଳ ପ୍ରବାହିତ ହେଉଛି। ପୂର୍ବାହ୍ନ ୧୦ଟାବେଳେ ୧୭.୭ ମିଟର ଥିବାବେଳେ ମଧ୍ୟାନ୍ନରେ ୧୭.୪୭ ମି.,…

ତଦନ୍ତ ଆଳରେ କାଳିଆ ସହାୟତା ପ୍ରଦାନରେ ବିଳମ୍ବ: ଚୂଡାନ୍ତ ରିପୋର୍ଟରେ ସ୍ବଚ୍ଛତା ନେଇ ପ୍ରଶ୍ନବାଚୀ

ରସୁଲପୁର,୮।୯(ଡି.ଏନ.ଏ.)- ସମୟ ଗଡି ଚାଲିଛି, ହେଲେ କାଳିଆ ଦ୍ୱନ୍ଦ୍ୱ ତୁଟୁନି। ତଦନ୍ତ ଆଳରେ ସରକାର ପ୍ରକୃତ ଚାଷୀଙ୍କ ଜମାଖାତାକୁ ଟଙ୍କା ଦେବେରେ ବିଳମ୍ବ କରୁଛନ୍ତି। ସରକାର ଏହି ଯୋଜନାରୁ ଅଯୋଗ୍ୟଙ୍କୁ ବାଛି ବାଦ୍‌ ଦେବା ଆଳରେ ମାସାଧିକ କାଳ ବିତିଗଲାଣି। ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?