ଯାଜପୁର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ : ତିତ୍ଲି ନାମରେ ଦେଢ଼ କୋଟି ଆତ୍ମସାତ୍
ଯାଜପୁର ଅଫିସ,୧୯ା୮: ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍ଏସ୍) ବିଭାଗରେ ଏସ୍ଆରସି (ସ୍ପେଶିଆଲ ରିଲିଫ କମିଶନର) ପାଣ୍ଠିରୁ ତିତ୍ଲି ନାମରେ ଆବଣ୍ଟିତ ୧କୋଟି ୫୨ଲକ୍ଷ ୮୫ହଜାର ଟଙ୍କା ଆତ୍ମସାତ୍ ହୋଇଛି। ଜଣେ ଉଚ୍ଚ ପଦାଧିକାରୀଙ୍କ ପରୋକ୍ଷ ସହଯୋଗରେ…
ବିପଦସଙ୍କୁଳ ଅବସ୍ଥାରେ ଖଣ୍ଡିଆ ବନ୍ଧ ପୋଲ, ରାସ୍ତା
ଜେନାପୁର,୧୯ା୮(ଡି.ଏନ୍.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ରେଳବାଇ ଲେବୁଲ କ୍ରସିଂ ନିକଟସ୍ଥ ଖଣ୍ଡିଆ ବନ୍ଧ ପୋଲ ଓ ରାସ୍ତା ବିପଦସଙ୍କୁଳ ଅବସ୍ଥା ରହିଛି। ଏହି ପୁରାତନ ପୋଲଟିର କାନ୍ଥରୁ ପଥର ଖସୁଛି। ପୋଲଟିରେ ବାଡା ନ ଥିବାରୁ ଅନେକ ଛୋଟବଡ ଦୃର୍ଘଟଣା…
ଯାଜପୁର ଜିଲା ଭାଜପା ଜୋର ଧରିଲା ଦଳ ବିରୋଧୀଙ୍କ ବହିଷ୍କାର ଦାବି: ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ବିଷୋଦଗାର
କୋରେଇ,୧୮।୮(ସ୍ବ.ପ୍ର.)- ଯାଜପୁର ଜିଲା ଭାଜପାରେ ଆଭ୍ୟନ୍ତରୀଣ କନ୍ଦଳ ଉଗ୍ରରୂପ ନେବାରେ ଲାଗିଛି । ଗତ ସାଧାରଣ ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟରେ ଜଡ଼ିତ କେତେକ କାର୍ଯ୍ୟକର୍ତ୍ତାଙ୍କୁ ହଟେଇବାକୁ ଏବେ ଦାବି ଜୋର ଧରିଛି। ଏହିକ୍ରମରେ ଜିଲା ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଅସନ୍ତୋଷ…
ଯାଜପୁର ଜିଲାରେ ପାଇପ ଜଳଯୋଗାଣ ପ୍ରକଳ୍ପ : ବସୁଧା ଯୋଜନାରେ ୫ ପ୍ରକଳ୍ପ ମଞ୍ଜୁର
ଯାଜପୁର ଅଫିସ,୧୮।୮- ଯାଜପୁର ଜିଲାରେ ବସୁଧା ଯୋଜନାରେ ୫ଟି ପାଇପ ଜଳଯୋଗାଣ ପ୍ରକଳ୍ପ ପାଇଁ ୮କୋଟି ୦୭ଲକ୍ଷ ୪୩ହଜାର ଟଙ୍କା ପ୍ରଶାସନିକ ମଞ୍ଜୁରି ମିଳିଛି। ଏଥିପାଇଁ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ବ୍ୟୟଅଟକଳ ପ୍ରସ୍ତୁତି ଶେଷ ହୋଇଛି ।…
ବାହ୍ୟ ମଳମୁକ୍ତ ପଞ୍ଚାୟତ ସୁନ୍ଦରିଆ: ପାଇଖାନା ନିର୍ମାଣରେ ବ୍ୟାପକ ଦୁର୍ନୀତି
ଯାଜପୁର ଅଫିସ,୧୮।୮-ଯାଜପୁର ଜିଲାରେ ପାଇଖାନା ନିର୍ମାଣରେ ବ୍ୟାପକ ଅନିୟମିତତା ସଂକ୍ରାନ୍ତରେ ଓଡିଶା ଲୋକାୟୁକ୍ତ ଆଇନ ଧାରା ୨୦ରେ ପ୍ରଥମ କରି ଏକ ମାମଲା ଦାଏର ହୋଇଛି। ଶନିବାର ଓଡ଼ିଶା ଲୋକୟୁକ୍ତ ଅଧ୍ୟକ୍ଷଙ୍କ ନିକଟରେ ଏହି ମର୍ମରେ ହୋଇଥିବା ଅଭିଯୋଗରେ ଗ୍ରାମ୍ୟ ଜଳଯୋଗାଣ…
ଶ୍ୱଶୁର ଘରକୁ ଆସି ଚୋରି ଉଦ୍ୟମ: ଜ୍ୱାଇଁ ଗିରଫ
କଳିଙ୍ଗନଗର,୧୮।୮(ଡି.ଏନ.ଏ)- ଶ୍ୱଶୁର ଘରକୁ ବୁଲିବାକୁ ଆସି ଗାଡ଼ି ବ୍ୟାଟେରୀ ଓ ଯନ୍ତ୍ରାଂଶ ଚୋରି କରୁଥିବାବେଳେ ଧରାପଡ଼ି ଯଖପୁରା ପୋଲିସ ଦ୍ୱାରା କୋର୍ଟଚାଲାଣ ହୋଇଛନ୍ତି ଜ୍ୱାଇଁ। ଏଭଳି ଘଟଣା ଘଟିଛି ଡୁବୁରୀ ମାଟିଆ ସାହିରେ। ଗିରଫ ବ୍ୟକ୍ତି ହେଲେ କେନ୍ଦୁଝର ଜିଲା ପାଟଣା…
ସାହାସପୁର ମହାବିଦ୍ୟାଳୟର ପ୍ରତିଷ୍ଠା ଉତ୍ସବ ‘ସଂକଳ୍ପ ନେଇ ଶିକ୍ଷାଲାଭ କଲେ ସିଦ୍ଧି ନିଶ୍ଚିତ ମିଳିବ’
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୧୭ା୮(ଡି.ଏନ.ଏ.)- ଗୋଟିଏ ଶିକ୍ଷାନୁଷ୍ଠାନ ଆଗକୁ ଯିବାକୁ ହେଲେ ସମସ୍ତଙ୍କର ସହଭାଗିତା ଓ ସହଯୋଗର ଆବଶ୍ୟକ ରହିଅଛି। ଛାତ୍ରୀଛାତ୍ର, ଅଧ୍ୟାପକ ଓ ଅଭିଭାବକଙ୍କ ମିଳିତ ଉଦ୍ୟମ ଦ୍ୱାରା ମହାବିଦ୍ୟାଳୟର ବିକାଶ ଆଗକୁ ଯାଇଥାଏ। ଛାତ୍ରୀଛାତ୍ର ସାଧନାରତ ଭାବେ ପାଠ ପଢିବା ସହିତ ସଂକଳ୍ପ…
ଫାଷ୍ଟ କମ୍ ଫାଷ୍ଟ ଲୋଡ଼ିଂ ବିବାଦ”: ‘ପ୍ରଶାସନର ଉଦାସୀନତାକୁ ବରଦାସ୍ତ କରାଯିବନି’
କାଳିଆପାଣି,୧୭ା୮(ଡି.ଏନ୍.ଏ.)- ଖଣି ଅଞ୍ଚଳରେ କ୍ରୋମାଇଟ ପରିବହନକୁ ଶୁକ୍ରବାର କ୍ଷତିର ସମ୍ମୁଖୀନ ହେଉଥିବା ଶତାଧିକ ଟ୍ରକ୍ ମାଲିକଙ୍କୁ ନେଇ ଏକ ସାଧାରଣ ବୈଠକ ଅଶୋକଝରଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁକିନ୍ଦା ଭାଜପା ନେତା ପ୍ରଦୀପ ବଳ ସମାନ୍ତ ଯୋଗଦେଇ କ୍ରୋମାଇଟ୍ ଲୋଡିଂକୁ ନେଇ…
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ବରୀ/ରତ୍ନଗିରି,୧୭ା୮(ସ୍ବ.ପ୍ର./ଡି.ଏନ.ଏ.): ବରୀ ଥାନା ଅଞ୍ଚଳରେ ଗୁରୁବାର ଜଣେ ନାବଳିକାଙ୍କୁ ବଳାତ୍କାର କରାଯାଇଛି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ମାମଲା ନଂ-୧୯୪/୧୯ ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଥାନା ଅଧୀନ…
ଅଡୁଆରେ ଭିସା ଷ୍ଟିଲ: କାରଖାନା ବନ୍ଦ ପାଇଁ ଏନ୍ଜିଟିର ନିର୍ଦ୍ଦେଶ
ଯାଜପୁର ଅଫିସ,୧୭ା୮- କଳିଙ୍ଗନଗର ଭିସା ଷ୍ଟିଲ କାରଖାନା ଦ୍ୱାରା ଉକତ୍ଟ ବାୟୁ ଓ ଜଳ ପ୍ରଦୂଷଣ ପାଇଁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି) ପକ୍ଷରୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି)କୁ କଡ଼ା ନିର୍ଦ୍ଦେଶ ହୋଇଛି। ଏନ୍ଜିଟିରେ ଆବେଦନ ସଂଖ୍ୟା ୧୯/୨୦୧୯ (ଇଜେଡ)…
ଜାରକା ବଜାର ଉଛେଦ ପ୍ରକ୍ରିୟା ଆରମ୍ଭ
ଧର୍ମଶାଳା ୧୭ା୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ପ୍ରସସ୍ଥିକରଣ ପାଇଁ ଜାରକା ବଜାର ଉଭୟ ପାର୍ଶ୍ୱରେ ବେଆଇନ ଭାବେ ନିର୍ମିତ ଦୋକାନଗୁଡିକୁ ତହସିଲ ପକ୍ଷରୁ ଶୁକ୍ରବାର ଉଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି ା ପୂର୍ବ ନୋଟିସ ମୁତାବକ ଧର୍ମଶାଳା…
ଯାଜପୁରରେ ପତାକା ଉତ୍ତୋଳନ କଲେ ଗଣଶିକ୍ଷା ମନ୍ତ୍ରୀ
ଯାଜପୁର ଅଫିସ,୧୫।୮: ଯାଜପୁର ଜିଲାରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ନରସିଂହ ଚୌଧୁରୀ ମହାବିଦ୍ୟାଳୟର ଖେଳପଡ଼ିଆଠାରେ ଆୟୋଜିତ ସମାରୋହରେ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ…
Archives


