ଯାଜପୁର

ମହିଳାଙ୍କୁ ମାଡ଼ ମାରି ତଡ଼ିଦେଲେ ଶାଶୁଘର ଲୋକେ: ଅଭିଯୋଗ ପରେ ଶିଶୁପୁତ୍ର ଫେରିପାଇଲେ ମା

ବିଞ୍ଝାରପୁର,୭|୯(ଡି.ଏନ.ଏ)- ଜଣେ ମହିଳାଙ୍କୁ ଶାଶୁଘର ଲୋକେ ଯୌତୁକ ପାଇଁ ନିସ୍ତୁକ ମାଡ ମାରି ଘରୁ ବାହାର କରିଦେବା ସହିତ ତାଙ୍କଠାରୁ ବର୍ଷକର ଶିଶୁକୁ ଛଡ଼ାଇ ରଖିବା ଭଳି ଘଟଣା ବିଞ୍ଝାରପୁର ବ୍ଲକରେ ଦେଖିବାକୁ ମିଳିଛି। ଏ ନେଇ ବିଞ୍ଝାରପୁର ଥାନାରେ ଅଭିଯୋଗ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ

ଯାଜପୁର ଟାଉନ,୭|୯(ଡିଏନଏ)- ବଡଚଣା ଥାନା କୋଲାସିଂ ଗ୍ରାମର ଜଣେ ନାବାଳିକା (୧୪)ଙ୍କୁ ସେହି ଗ୍ରାମର ନିହାରକାନ୍ତ ଓଝା ନାମକ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଶୁକ୍ରବାର ଯାଜପୁର କୋର୍ଟ ଏହାର ଶୁଣାଣି କରି ସମ୍ପୃକ୍ତ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ୍‌ ଦଣ୍ଡାଦେଶ…

ଚିପ୍ସ ଓଭରଲୋଡିଂ ଗାଡ଼ି ଚଳାଚଳ ଅଣାୟତ୍ତ: ଅଘୋଷିତ ଚୁକ୍ତିକାରୀଙ୍କୁ ଛାଡ଼

ଯାଜପୁର ଅଫିସ, ୭|୯- ଯାଜପୁର ଜିଲା ଚଣ୍ଡିଖୋଲ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) ଅଧୀନରେ ଲଘୁ ଖଣିଜ ସମ୍ପଦର ପ୍ରାଚୂର୍ଯ୍ୟ ରହିଛି। ହେଲେ ପରିବେଶଗତ ଅନୁମତି ନ ଥାଇ କିମ୍ବା ପ୍ରଦୂଷଣ ନିୟନ୍ତ୍ରଣ ଆଇନକୁ ନ ମାନି କଳା ପଥର ଉତ୍ତୋଳନ…

ପୌରାଞ୍ଚଳରେ ବୃଦ୍ଧି ପାଉଛି ମଶା ଉପଦ୍ରବ:  ନିରାକରଣ ଦିଗରେ ନିଆଯାଉନାହିଁ ପଦକ୍ଷେପ

ଯାଜପୁର ରୋଡ, ୭|୯(ନି.ପ୍ର.)- ବ୍ୟାସନଗର ପୌରାଞ୍ଚଳରେ ମଶାଙ୍କ ଉପଦ୍ରବ ବଢିବାରେ ଲାଗିଛି। ଏହାର ନିରାକରଣ ଦିଗରେ ପୌର ପରିଷଦ ପକ୍ଷରୁ ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ । ଏଭଳି ସ୍ଥିତିରେ ମ୍ୟାଲେରିଆ, ଡେଙ୍ଗୁ, ଚିକୁନ୍‌ଗୁନିଆ ଭଳି ମାରାତ୍ମକ ରୋଗ ବ୍ୟାପିବା…

ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ: ଚିଙ୍ଗୁଡ଼ିପାଳକୁ ହରାଇ କାଳିଆପାଣି ଚାମ୍ପିୟନ

କାଳିଆପାଣି/ସୁକିନ୍ଦା, ୭|୯(ଡି.ଏନ୍‌.ଏ.)- ଖଣି ନିଗମ କାଳିଆପାଣି ଟାଉନ୍‌ଶିପ କଲୋନୀ ପଡ଼ିଆରେ ଚାଲିଥିବା (ଓଡ଼ିଶା ଖଣି ନିଗମ) ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ପ୍ରଥମେ ସେମିଫାଇନାଲ ମ୍ୟାଚ୍‌ କାଳିଆପାଣି ଫୁଟବଲ ଦଳ ଏବଂ ରାଁସୋଲ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।…

ବ୍ଲକସ୍ତରୀୟ ଗୁରୁଦିବସ :‘ରାଷ୍ଟ୍ର ଗଠନରେ ଗୁରୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବିଞ୍ଝାରପୁର,୬ା୯(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅରେଇସ୍ଥିତ ବରୁଣେଶ୍ୱର କଲ୍ୟାଣ ମଣ୍ଡପଠାରେ ଗୁରୁବାର ବ୍ଲକ ସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ବିଞ୍ଝାରପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦ କିଶୋର ସାମଲଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଶାସକ…

ଭତ୍ତା ଅପେକ୍ଷାରେ କୁନି

ଜେନାପୁର,୬ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ରାଇଛନ୍ଦା ପଞ୍ଚାୟତ ଅଧୀନ ରାଇଛନ୍ଦା ଗ୍ରାମର କୁନ ପ୍ରଧାନ (୬୮) ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ବାରମ୍ବାର ସ୍ଥାନୀୟ ପଞ୍ଚୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ କର୍ଯ୍ୟାଳୟରେ ଅଭିଯୋଗ କରି ମଧ୍ୟ…

ଦ୍ୱିତୀୟ ଦିନରେ ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ:ରାଁସୋଳକୁ ପରାସ୍ତକରି ଫାଇନାଲରେ ଚିଙ୍ଗୁଡ଼ିପାଳ

କାଳିଆପାଣି,୬ା୯(ଡି.ଏନ୍‌.ଏ.)- ଖଣି ନିଗମ କାଳିଆପାଣି ଟାଉନଶିପ କଲୋନୀ ପଡ଼ିଆରେ ଚାଲିଥିବା (ଓଡ଼ିଶା ଖଣି ନିଗମ) ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଏହି ଅବସରରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଯୋଗଦେଇ ଖଣି…

କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ

ଧର୍ମଶାଳା,୬ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକାସ୍ଥିତ କଳ୍ପତରୁ ଦାସ ଷ୍ଟାଡିୟମ ପରିସରରେ କଳ୍ପତରୁ ଦାସ ନ୍ୟାଶନାଲ ଫାଉଣ୍ଡେଶନ ପକ୍ଷରୁ ଗୁରୁଦିବସ ପାଳିତ ହୋଇଯାଇଛି। ପ୍ରିୟନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି…

କୋଟପୁର ଗ୍ରାମରେ ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଦଶରଥପୁର,୫।୯(ଡି.ଏନ୍‌.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ ମଙ୍ଗଳପୁର ଥାନା ନିଜାମପୁର ପଞ୍ଚାୟତ କୋଟପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣକୁ ନେଇ ଗ୍ରାମର ଜଣେ ବୃଦ୍ଧ ଦମ୍ପତି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ହେଲେ ଘନଶ୍ୟାମ ଖଟୁଆ(୭୦)…

ଯୌତୁକଜନିତ ବଧୂ ହତ୍ୟା ଅଭିଯୋଗ

କଳିଙ୍ଗନଗର, ୫।୯(ଡି.ଏନ୍‌.ଏ.)- ଟମକା ଥାନା ଅନ୍ତର୍ଗତ ଗୋବରଧନପୁର ଗ୍ରାମରେ ବୁଧବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ଅଜୟ ବେହେରାଙ୍କ ସ୍ତ୍ରୀ ଲିପିକା ବେହେରା। ଯୌତୁକ ପାଇଁ ଶାଶୁଘର ଲୋକେ ଲିପିକାଙ୍କୁ ମାରି ଟାଙ୍ଗି ଦେଇଥିବା…

ଆମ ଗାଁ ଆମ ବିକାଶ ଯୋଜନା : ରାଁସୋଳ ଶ୍ରେଷ୍ଠ ପଞ୍ଚାୟତଭାବେ ପୁରସ୍କୃତ

କାଳିଆପାଣି,୫।୯(ଡି.ଏନ୍‌.ଏ.)- ରାଜ୍ୟ ସରକାରଙ୍କ ‘ଆମ ଗାଁ ଆମ ବିକାଶ’ ଯୋଜନାର ସଫଳ ରୂପାୟନ ନେଇ ବୁଧବାର ସୁକିନ୍ଦା ବ୍ଲକ ଅନ୍ତର୍ଗତ ରାଁସୋଳ ପଞ୍ଚରାୟତକୁ ଶ୍ରେଷ୍ଠ ପଞ୍ଚାୟତଭାବେ ପୁରସ୍କୃତ କରାଯାଇଛି। ଏ ନେଇ ଯାଜପୁରଠାରେ ଏକ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?