ପଞ୍ଚାୟତ ସମିତିର ବିଭିନ୍ନ ସମସ୍ୟା, ସଭ୍ୟାସଭ୍ୟଙ୍କୁ ଅଣଦେଖା ନେଇ ଦାବିପତ୍ର
କୋରେଇ,୧୪ା୮(ସ୍ବ.ପ୍ର.)- ଓଡ଼ିଶା ରାଜ୍ୟ ପଞ୍ଚାୟତ ସମିତି ସଭ୍ୟାସଭ୍ୟ ମହାସଙ୍ଘ କୋରେଇ ଶାଖା ପକ୍ଷରୁ ବୁଧବାର ପଞ୍ଚାୟତ ସମିତିର ବିଭିନ୍ନ ସମସ୍ୟା ଓ ସଭ୍ୟାସଭ୍ୟଙ୍କୁ ଅଣଦେଖା ନେଇ କୋରେଇ ବିଡିଓଙ୍କୁ ୮ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଏ ସଂକ୍ରାନ୍ତରେ ଆସନ୍ତା ୧୬…
ରୋଗୀ କଲ୍ୟାଣ ସମିତି ବୈଠକ:ଡାକ୍ତର ପଦବୀ ଖାଲି ପଡିଥିବା ନେଇ ଅସନ୍ତୋଷ
କଳିଙ୍ଗନଗର,୧୫।୮(ଡି.ଏନ୍.ଏ.)- ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ରୋଗୀ କଲ୍ୟାଣ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି। ବିପିଓ ଜୋସ୍ନାମୟୀ ନାୟକଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ସୁକିନ୍ଦା ବିଧାୟକ ପ୍ରିତୀରଞନ ଘଡ଼ାଇ ଯୋଗଦେଇ ଡାକ୍ତର ଖାନାର ଭିତ୍ତିଭୂମିର ବିକାଶ ପାଇଁ ପ୍ରର୍ଯ୍ୟାପ୍ତ…
୨ ଦୁର୍ବୃତ୍ତଙ୍କୁ କାବୁକରି ପୋଲିସ ଜିମା ଦେଲେ ଲୋକେ:ପଲସର, ଦେଶୀ ବନ୍ଧୁକ ଜବତ
ଧର୍ମଶାଳା,୧୫।୮(ଡି.ଏନ୍.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା ବୁଦ୍ଧ ଛକଠାରେ ବୁଧବାର ୨ଜଣ ଦୁର୍ବୃତ୍ତଙ୍କୁ ସ୍ଥାନୀୟ ଲୋକେ କାବୁ କରି ପୋଲିସ ଜିମା ଦେଇଛନ୍ତି। ପୋଲିସ ସେମାନଙ୍କଠାରୁ ଏକ ପଲସର ଓ ଦେଶୀ ବନ୍ଧୁକ ଜବତ କରିଛି। ତେବେ ଯୁବକଦ୍ୱୟ ସେମାନଙ୍କ ପରିଚୟ…
ବୀର ସଂଗ୍ରାମୀଙ୍କୁ ଝୁରୁଛି ବରୀ ମାଟି: ସ୍ମୃତିପୀଠ, ସଂଗ୍ରାମୀ ଭବନର ପାଚେରୀ ନିର୍ମାଣ ଦାବି
ବରୀ/ରତ୍ନଗିରି,୧୫।୮(ସ୍ବ.ପ୍ର/ଡି.ଏନ୍.ଏ.)- ଆଜି ଭାରତବର୍ଷ ୭୩ ତମ ସ୍ବାଧୀନତା ଦିବସ ପାଳନ ନେଇ ଉତ୍ସବମୁଖର ହୋଇଛି। ହେଲେ ଯାଜପୁର ଜିଲା ବୀରମାଟି ବରୀରେ ଚଳିତ ବର୍ଷ ଗୋଟିଏ ଦିନରେ ସ୍ବାଧୀନତା ଦିବସ ଓ ଶହୀଦ ଦିବସ ପାଳନ ହେଉଛି। ୧୯୪୨ ଅଗଷ୍ଟ ଗହ୍ମା…
ନଦୀ କୂଳରେ ଗୋମାଂସ ପକାଇବାକୁ ନେଇ ଉତ୍ତେଜନା
ଯାଜପୁର ଟାଉନ ୧୪।୮(ଡି.ଏନ୍.ଏ.): ଯାଜପୁର ସହର ନିକଟସ୍ଥ ବୈତରଣୀ ନଦୀ କୂଳରେ ଗୋମାଂସ ପକାଇବାକୁ ନେଇ ବୁଧବାର ପ୍ରବଳ ଉତ୍ତେଜନା ଦେଖାଦେଇଛି। ଏହି ଘଟଣାକୁ କେନ୍ଦ୍ରକରି ଯାଜପୁରର ମୁଖ୍ୟରାସ୍ତା ଗାନ୍ଧୀଛକଠାରେ ଦୀର୍ଘସମୟ ଧରି ରାସ୍ତାରୋକୋ କରାଯାଇଥିଲା। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ…
ଖରସ୍ରୋତାରେ ଡଙ୍ଗା ବୁଡ଼ି, ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର
ସିଂହପୁର,୧୪।୮(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରୀଗ୍ରାମ ନଦୀ ଅପରପାର୍ଶ୍ୱ ମଧୁବନଠାରେ ଖରସ୍ରୋତାରେ ବୁଧବାର ଡଙ୍ଗା ବୁଡ଼ିଯାଇଥିଲା। ମାତ୍ର ସ୍ଥାନୀୟ ଲୋକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ସେଥିରେ ଥିବା ଛାତ୍ରୀଛାତ୍ରଙ୍କ ସମେତ କିଛି ଯାତ୍ରୀ ନିଶ୍ଚିତ ମୃତ୍ୟୁ ମୁଖରୁ ବର୍ତ୍ତି…
ସରକାର, ତଦନ୍ତ ଅଧିକାରୀଙ୍କ ତଣ୍ଟିରେ କାଳିଆ କଣ୍ଟା
ରସୁଲପୁର,୧୪।୮(ଡି.ଏନ୍.ଏ.)- କୃଷକଙ୍କ ପାଇଁ କାଳିଆ(କୃଷକ ଆସିଷ୍ଟାନ୍ସ ଫର ଲାଇଭିଲହୁଡ୍ ଆଣ୍ଡ ଇନକମ୍ ଅଗମେଣ୍ଟେସନ୍)ଯୋଜନାକୁ ନେଇ ଦ୍ୱନ୍ଦ ଉପୁଜୁଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଏହି ଯୋଜନାକୁ ସରକାର ଅତି ତରବରିଆ ଭାବରେ ପ୍ରଣୟନ କରିଥିଲେ। ମାତ୍ର ଯୋଜନାକୁ ନେଇ ସରକାର ଦେଇଥିବା…
ରାହାଡ଼ପୁର ପାହାଡ଼ରେ ବେଆଇନ ଖନନ
ଯାଜପୁର ଅଫିସ,୧୪|୮- ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନସ୍ଥ ରାହାଡ଼ପୁର ଦକ୍ଷିଣପାର୍ଶ୍ୱରେ ଚାଲିଥିବା ବେଆଇନ କଳାପଥର ଖନନଉପରେ ହାଇକୋର୍ଟ ହସ୍ତକ୍ଷେପ କରିଛନ୍ତି। ହାଇକୋର୍ଟରେ ନଂ.୩୦୬୫/୨୦୧୮ରେ ହୋଇଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଗତ ଅଗଷ୍ଟ ୬ତାରିଖରେ ଯାଜପୁର ଜିଲାପାଳଙ୍କୁ ୬…
ଉଦ୍ଧାର ନାବାଳକଙ୍କୁ ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର
ରସୁଲପୁର,୧୪।୮(ଡି.ଏନ୍.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ନଠୁଆବର ହାଟରେ ଥିବା ଏକ ଜଳଖିଆ ଦୋକାନରୁ ମଙ୍ଗଳବାର ଅପରାହ୍ନରେ କୁଆଖିଆ ପୋଲିସ ପକ୍ଷରୁ ଜଣେ ନାବାଳକଙ୍କୁ ଉଦ୍ଧାର କରାଯାଇଛି ା ତାଙ୍କୁୁ ଯାଜପୁର ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଛି। ଉକ୍ତ ଜଳଖିଆ…
ଜଳ ନିଷ୍କାସନ ବାଧାପ୍ରାପ୍ତ ଯୋଗୁ ଫସଲ ନଷ୍ଟ ହେଉଛି: ଜିଲାପାଳଙ୍କୁ ଭେଟିଲା ଯଯାତୀ କୃଷକ ସଂଗଠନ
ଯାଜପୁର ଟାଉନ ୧୪।୮(ଡି.ଏନ୍.ଏ.)- ଡ୍ରେନେଜ ବିଭାଗର ଦାୟିତ୍ୱହୀନତା ଯୋଗୁ ଯାଜପୁର ବ୍ଲକ ଅନ୍ତର୍ଗତ ବିଚିତ୍ରପୁର, ବାଲିଆମୁଣ୍ଡୁଳୀ, ଦକ୍ଷିଣବିଲ, ମୋଗଲପୁର, ବାଛିଆରୀ, ରାଣୁଆ, ଧନିପୁର, ମାର୍କଣ୍ଡପୁର, ବଇଭୂଇଁ ମୌଜାରେ ଜଳ ନିଷ୍କାସନ ଠିକ୍ ଭାବେ ହୋଇ ନ ପାରିବାରୁ ଫସଲ ସବୁ ପଚି…
୪ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଯାଜପୁର ପୋଲିସ
ଯାଜପୁର ଟାଉନ ୧୪।୮(ଡି.ଏନ୍.ଏ.)- ଯାଜପୁର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ବାଳ ଶ୍ରମିକ ବା ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯିବା ପାଇଁ ଆରମ୍ଭ ହୋଇଛି ପରୀ-୩ ଅଭିଯାନ। ଏସ୍ପି ଚରଣ ସିଂ ମୀନାଙ୍କ ନିର୍ଦ୍ଦେଶ କ୍ରମେ ଯାଜପୁର ଥାନାର ଭାରାପ୍ରାପ୍ତ ଅଧିକାରୀ…
ଜାତୀୟ ସେବା ଯୋଜନା ପକ୍ଷରୁ ସ୍ବଚ୍ଛତା ପକ୍ଷ ପାଳିତ
ଚଣ୍ଡିଖୋଲ, ୧୪।୮(ଡି.ଏନ୍.ଏ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଓ ଜାତୀୟ ସେବା ଯୋଜନାର ସୁବର୍ଣ୍ଣ ଜୟନ୍ତୀ ବର୍ଷ ଉପଲକ୍ଷେ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ସ୍ବଚ୍ଛତା ପକ୍ଷ ପାଳିତ ହୋଇଯାଇଛି। ଅଗଷ୍ଟ ୧ତାରିଖରୁ…
Archives


