ଯାଜପୁର

ଓଏମ୍‌ସି କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ : ଭାଗନେଲେ ୧୦ ପଞ୍ଚାୟତର ଶ୍ରେଷ୍ଠ ଦଳ

କାଳିଆପାଣି/ସୁକିନ୍ଦା,୫।୯(ଡି.ଏନ୍‌.ଏ.)- ଖଣି ନିଗମ କାଳିଆପାଣି ଟାଉନସିପ୍‌ କଲୋନୀ ପରିସରରେ ଥିବା ଖେଳ ପଡ଼ିଆରେ ବୁଧବାର ୩ ଦିନିଆ ଆନ୍ତଃଗ୍ରାମାଞ୍ଚଳ (ଓଡ଼ିଶା ଖଣି ନିଗମ) ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ୨୦୧୯ ଉଦ୍‌ଘାଟିତ ହୋଇଯାଇଛି। ଏହି ଟୁର୍ନାମେଣ୍ଟକୁ ଆନୁଷ୍ଠାନିକ ଭାବେ ବିଧାୟକ ପ୍ରୀତିରଞ୍ଜନ…

ବିଜେଡିରେ ଯୋଗଦେଲେ ଉତ୍ତରପ୍ରତାପ ସରପଞ୍ଚ, ଯୁବ ସଂଗଠକ

ଧର୍ମଶାଳା,୫।୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଉତ୍ତରପ୍ରତାପ ପଞ୍ଚାୟତର ଭାଜପା ସମର୍ଥତ୍ତ ସରପଞ୍ଚ ବୁଧବାର ବିଜେଡିରେ ଯୋଗଦେଇଛନ୍ତି। ଏ ନେଇ ଜାରକାସ୍ଥିତ ବିଜେଡି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ଉପସ୍ଥିତିରେ ଉତ୍ତରପ୍ରତାପ ସରପଞ୍ଚ ସସ୍ମିତା ବେହେରା ଓ ଯୁବ…

ଇନରହ୍ବିଲ୍‌ କ୍ଲବ ପରିଦର୍ଶନ କଲେ ଜିଲା ଅଧ୍ୟକ୍ଷା

ଧର୍ମଶାଳା,୫।୯(ଡି.ଏନ୍‌.ଏ.)- ଜାରକା ଇନରହ୍ବିଲ୍‌ କ୍ଲବର ବିଭିନ୍ନ ଜନହିତକର କାର୍ଯ୍ୟକୁ ବୁଧବାର ଇନରହ୍ବିଲ୍‌ କ୍ଲବ ୩୨୬ ଜିଲାର ଅଧ୍ୟକ୍ଷା ଜାଗୃତି ଯୋଶୀ ପରିଦର୍ଶନ କରି ତଦାରଖ କରିଛନ୍ତି। ଏହି ସମୟରେ କ୍ଲବ ପକ୍ଷରୁ ପୋଷ୍ୟ ସ୍କୁଲ ଭାବେ ନୀଳକଣ୍ଠପୁର ପ୍ରକଳ୍ପ ବିଦ୍ୟାଳୟ ପରିଦର୍ଶନ…

ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ:ପ୍ରଭାବିତ ଟ୍ରକ୍‌ ମାଲିକଙ୍କୁ ସ୍ବତନ୍ତ୍ର କୋଟା ପ୍ରଦାନ ଦାବି

ଯାଜପୁର ଅଫିସ/କାଳିଆପାଣି(ଡି.ଏନ୍‌.ଏ.),୪-୯- ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦରୁ ଗତ ୨ସପ୍ତାହରୁ ଊର୍ଦ୍ଧ୍ୱ ହେବ ଯାଜପୁର କାଳିଆପାଣି କ୍ରୋମ୍‌ ଖଣିରୁ ପରିବହନ ଠପ୍‌ ହୋଇ ପଡ଼ିଛି। ଏଥିଯୋଗୁ ଟ୍ରକ୍‌ ମାଲିକ, ଶ୍ରମିକ, ବ୍ୟବସାୟୀ ପ୍ରମୁଖଙ୍କ ଦାନାପାଣି ସଙ୍କଟ ମଧ୍ୟକୁ ଠେଲି ହୋଇଯାଇଛି।…

ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କର୍ମଶାଳା

କଳିଙ୍ଗନଗର,୪-୯(ଡି.ଏନ୍‌.ଏ.)- ଦାନଗଦୀ ବ୍ଲକ ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଦାନଗଦୀ ଭବନଠାରେ ସଭ୍ୟ ସଂଗ୍ରହ ଅଭିଯାନ ସମ୍ପର୍କୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଦାନଗଦୀ ବ୍ଲକ ବିଜେଡି ସଭାପତି ବୁଡାନ ସିଂ ଜାମୁଡାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥିଭାବେ ସୁକିନ୍ଦା…

ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ :ମରାମତି ଦାବି କଲା ବ୍ୟବସାୟୀ ସଂଘ

ଡୁବୁରୀ,୪-୯(ଡି.ଏନ୍‌.ଏ.)- ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ଡୁବୁରୀ-ସୁକିନ୍ଦା ୯ କିଲୋମିଟର ପାଖାପାଖି ରାସ୍ତାର ଅଧିକାଂଶ ସ୍ଥାନ ଖାଲଖମା ସୃଷ୍ଟି ହୋଇଛି। ଚଳିତ ଲଘୁଚାପ ଜନିତ ବର୍ଷା ଅବସ୍ଥାକୁ ଅଧିକ ସଙ୍ଗିନ କରିଦେଇଛି।…

ନୂତନ ଟ୍ରାଫିକ ନିୟମରେ ଜରିମାନା ଆଦାୟ

ଧର୍ମଶାଳା,୪-୯(ଡି.ଏନ୍‌.ଏ.)- ଧର୍ମଶାଳା ଓ ଜେନାପୁର ଥାନା ପୋଲିସ ପକ୍ଷରୁ ଟ୍ରାଫିକ ନିୟମ ଭଙ୍ଗ କରୁଥିବା ବାଇକ୍‌ ଚାଳକଙ୍କଠାରୁ ନୂତନ ଟ୍ରାଫିକ୍‌ ନିୟମ ଅନୁସାରେ ମଙ୍ଗଳବାର ଜରିମାନା ଆଦାୟ କରାଯାଇଛି। ଧର୍ମଶାଳା ଥାନାଧିକାରୀ ସରୋଜ କୁମାର ସାହୁ, ଏସ୍‌ଆଇ ଜହର ଆବେଦିନ, ଏଏସ୍‌ଆଇ…

ଦିଗହରା ହୋଇଛି ସ୍ବଚ୍ଛ ଭାରତ ମିଶନ:ଅବ୍ୟବସ୍ଥାରେ ଜେନାପୁର ରେଳ ଷ୍ଟେଶନ

ଜେନାପୁର,୪-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଅନ୍ତର୍ଗତ ଜେନାପୁର ରେଲ୍‌ଓ୍ବେ ଷ୍ଟେଶନରେ ସ୍ବଚ୍ଛ ଭାରତ ଅଭିଯାନ ଦିଗହରା ହୋଇଛି। ବିଭାଗୀୟ ଅଧିକାରୀଙ୍କ ଦୁର୍ବଳମନୋଭାବ ଯୋଗୁ ଷ୍ଟେଶନଟି ଶୋଚନୀୟ ଅବସ୍ଥାରେ ପହଞ୍ଚତ୍ଥିବା ଅଭିଯୋଗ ହୋଇଛି। ଏଠାରେ ଯାତ୍ରୀମାନଙ୍କ ନିମନ୍ତେ ବସାଯାଇଥିବା ଶୁଦ୍ଧ ପିଇବା ପାଣି ଟ୍ୟାପ୍‌…

ଚୋରା ବାଲି ଚାଲାଣ ଯୋଗୁ ନଷ୍ଟ ହେଉଛି ଘେରିବନ୍ଧ

ଯାଜପୁର ଟାଉନ,୪-୯(ଡି.ଏନ୍‌.ଏ.)- ଚୋରା ବାଲି ଚାଲାଣ ଯୋଗୁ ଜଳସମ୍ପଦ ବିଭାଗର ୧୯କୋଟି ଟଙ୍କା ବ୍ୟୟରେ ନିର୍ମିତ ଘେରିବନ୍ଧ ନଷ୍ଟ ହେଉଛି। ଯାଜପୁର ବ୍ଲକ ଅଧିନସ୍ଥ ପଣସା ପଞ୍ଚାୟତର ବୈତରଣୀ ପଠାରୁ ଦୀର୍ଘବର୍ଷ ଧରି ଚୋରା ବାଲି ଚାଲାଣ କରାଯାଉଛି। ପ୍ରାୟ ଦୈନିକ…

ପ୍ୟାକ୍ସରେ ଦୁର୍ନୀତି, ପ୍ରିୟାପ୍ରୀତି ମାମଲା:୩ବର୍ଷ ହେବ ମହିଳା ଚାଷୀଙ୍କୁ ମିଳିନି ଋଣ

ଯାଜପୁର ଅଫିସ,୪-୯:ଯାଜପୁର ଜିଲାର ବିଭିନ୍ନ ପ୍ରାଥମିକ କୃଷି ସେବା ସମବାୟ ସମିତି(ପ୍ୟାକ୍ସ)ରେ ଦୁର୍ନୀତି ଓ ପ୍ରିୟାପ୍ରୀତିକୁ ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇ ଆସିଛି। ଏବେ ପୁଣି ଚାଷୀଙ୍କୁ ୩ବର୍ଷ ହେଲା କୃଷି ଋଣ ମିଳୁ ନ ଥିବା ନେଇ ଅଭିଯୋଗ…

ଚାକିରୀ ନୁହେଁ କୌଳିକ ବୃତ୍ତି ଦେଇଛି ପରିଚୟ ଜୋତା ସିଲାଇ କରି ପରିବାର ଚଳାଉଛନ୍ତି ଶିକ୍ଷିତ ଯୁବକ

ରସୁଲପୁର,୩।୯(ଡି.ଏନ୍‌.ଏ.)- ସମ୍ପ୍ରତି ଦେଶ ଓ ରାଜ୍ୟରେ ବେକାରୀ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଶିକ୍ଷିତ ଯୁବତୀଯୁବକମାନେ ସରକାରୀ ଚାକିରୀ ପଛରେ ଗୋଡ଼େଇ ଗୋଡ଼େଇ ହତାଶ ହେଉଛନ୍ତି। ଅନେକ ଚାକିରୀ ନ ପାଇ ଦେଶ ଓ ରାଜ୍ୟ ବାହାରକୁ ଯାଇ ଦାଦନ ଖଟୁଛନ୍ତି।…

ଶିକ୍ଷା ବିଭାଗର ବିଚିତ୍ର ନୀତି: ବଳି ପଡ଼ୁଛନ୍ତି ଗରିବ ମେଧାବୀ

ଯାଜପୁର ଅଫିସ,୩ା୯- ବହୁ ଗରିବ ମେଧାବୀ ଛାତ୍ରୀଛାତ୍ର ଉଚ୍ଚ ଶିକ୍ଷା ଅଭାବରୁ ନିଜ ପ୍ରତିଭାକୁ ହରାଇ ବସୁଥିବା ଅନେକ ନଜିର ରହିଛି। ମାତ୍ର କେନ୍ଦ୍ର ଓ ରାଜ୍ୟ ସରକାରୀ କର୍ମଚାରୀ, ସେନା କର୍ମଚାରୀଙ୍କ ପିଲାଙ୍କୁ କେନ୍ଦ୍ରୀୟ, ନବୋଦୟ ଓ ଆଦର୍ଶ ବିଦ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?