୩ ଶିଶୁ ଶ୍ରମିକ ଉଦ୍ଧାର
କୋରେଇ,୧୨।୮(ସ୍ବ.ପ୍ର.): ପରୀ ୩ କାର୍ଯ୍ୟକ୍ରମ ମାଧ୍ୟମରେ କୋରେଇ ପୋଲିସ ରବିବାର ୩ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ ଅଧିକାରୀଙ୍କୁ ହସ୍ତାନ୍ତର କରିଛି। କୋରାଇ ଓ ଏହାର ଆଖ ପାଖରେ କାର୍ଯ୍ୟାରତ ଥାନା ଅନ୍ତର୍ଗତ ରଘୁନାଥ ପୁର, ବଟିରା,…
ବିଛାଖଣ୍ଡି ପଥର ଖାଦାନରେ ମାରାଥନ ଚଢାଉ : ୩ କ୍ରଶର ସିଲ୍, ୧୯କୁ ନୋଟିସ
ଧର୍ମଶାଳା/ଜେନାପୁର,୧୨।୮(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ବିଛାଖଣ୍ଡି ଜଙ୍ଗଲ ଜମିରେ ଥିବା ବେଆଇନ ପଥର ଖାଦାନ ଉପରେ ଧର୍ମଶାଳା ତହସିଲ ପକ୍ଷରୁ ମାରାଥନ ଚଢାଉ କରାଯାଇଛି। ଶନିବାର ଚଢାଉବେଳେ ଏକ ହିଟାଚି ମେଶିନ, ହାଇଓା୍ବ ଓ କ୍ରମ୍ପେସର ଜବତ କରାଯାଇଥିଲା।…
ବ୍ରାହ୍ମଣୀ ନଦୀବନ୍ଧ : ବର୍ଷାରେ ଉଭୟ ପାର୍ଶ୍ୱରେରେନ୍ କର୍ଟ ସୃଷ୍ଟି
ବରୀ,୧୨।୮(ସ୍ବ.ପ୍ର.)- ବ୍ରାହ୍ମଣୀ ନଦୀର ଉଭୟ ପାର୍ଶ୍ୱ ବନ୍ଧରେ ଗତ ବୁଧବାର ଲଗାଣ ବର୍ଷାରେ ଶହେରୁ ଊର୍ଦ୍ଧ୍ୱ ରେନ୍ କର୍ଟ ସୃଷ୍ଟି ହୋଇଛି। ବର୍ଷା ଯୋର୍ଗୁ ଏବେ ନଦୀରେ ଜଳ ପତନ ସାମାନ୍ୟତମ ବୃଦ୍ଧି ପାଇଥିବାରୁ ବନ୍ୟା ସମୟରେ ରେନ୍କର୍ଟ ସ୍ଥାନରେ ଘାଇ…
‘ସାହିତ୍ୟ ମାଧ୍ୟମରେ ଜାତିର ପ୍ରଗତି, ପ୍ରତିଷ୍ଠା ଭରିଥାଏ’
ଧର୍ମଶାଳା,୧୨।୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜାରକାସ୍ଥିତ ସିଭିକ ସେଣ୍ଟର ପରିସରରେ ଗୋକର୍ଣ୍ଣିକା ସାହିତ୍ୟ ସମାଜର ୪୪ତମ ବାର୍ଷିକ ଉତ୍ସବ, ଗୋକର୍ଣ୍ଣିକା ପୁରସ୍କାର ଓ ପୁସ୍ତକ ଉନ୍ମୋଚନ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଠ ଗାଳ୍ପିକ ଓ ସ୍ତମ୍ଭକାର ଅଧ୍ୟାପକ ବିଶ୍ୱରଞ୍ଜନ ପ୍ରଦୀପ ପ୍ରଜ୍ୱଳନ…
ବୃଦ୍ଧା ମା’ ସାଜିଛି ଦୃଷ୍ଟିହୀନ ପୁଅର ସାହାରା, ଭିକ୍ଷାବୃତ୍ତି କରି ପୋଷୁଛନ୍ତି ପେଟ
ଯାଜପୁର ଟାଉନ,୧୧।୮(ଡିଏନଏ)- ଅନେକ ସ୍ଥାନରେ ପୁଅ ବୃଦ୍ଧ ମା’ବାପାଙ୍କୁ ନ ପଚାରିବା ଓ ଘରୁ ତଡ଼ି ଦେଉଥିବା ଭଳି ଘଟଣା ପ୍ରତିଦିନ କେଉଁଠି ନା କେଉଁଠି ଦେଖିବାକୁ ମିଳୁଛି। ମାତ୍ର ଯଦି ସନ୍ତାନ ଅସହାୟ ଥାଏ, ସେଠାରେ ନିଜ ଶେଷ ନିଶ୍ୱାସ…
ତ୍ରୁଟିପୂର୍ଣ୍ଣ ନିର୍ମାଣ ସାଜିଛି ଦୁର୍ଘଟଣା କାରଣ
ରସୁଲପୁର,୧୧।୮(ଡି.ଏନ୍.ଏ.)- ରସୁଲପୁର ବ୍ଲକ ଦେଇ ଅତିକ୍ରମ କରିଥିବା ୧୬ ନଂ ଜାତୀୟ ରାଜପଥର ନିର୍ମାଣ କାର୍ଯ୍ୟ ଚାଲିଛି। ତେବେ ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁ ଦିନକୁ ଦିନ ଦୁର୍ଘଟଣା ବଢୁଛି । ଏଦିଗରେ ଉଭୟ ନିର୍ମାଣ ଦାୟିତ୍ୱରେ ଥିବା ଠିକା ସଂସ୍ଥା ଓ…
ଜଙ୍ଗଲ ଜମିରେ ବେଆଇନ ପଥର ଖାଦାନ: ଚଢ଼ାଉବେଳେ ଅଧିକାରୀଙ୍କୁ ଆକ୍ରମଣ, ଜାଣିଶୁଣି ମାମଲା ଦାୟର କଲେନି ଅଧିକାରୀ
ଯାଜପୁର ଅଫିସ/ଜେନାପୁର(ଡି.ଏନ୍.ଏ.),୧୧।୮- ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନସ୍ଥ ବିଛାଖଣ୍ଡି ଜଙ୍ଗଲ ଜମିରେ ଥିବା ବେଆଇନ ପଥର ଖାଦାନ ଉପରେ ଚଢ଼ାଉ ସମୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି ା ଧର୍ମଶାଳା ଅତିରିକ୍ତ ତହସିଲଦାର ଦେବୀପ୍ରସନ୍ନ ମହାନ୍ତି ଶନିବାର ପୂର୍ବାହ୍ନରେ…
ନାଲିଫିତା ତଳେ ବିରଜାକ୍ଷେତ୍ରକୁ ରେଳ ପ୍ରକଳ୍ପ: ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଭେଟିଲା ବିରଜା କ୍ଷେତ୍ର ବିକାଶ ପରିଷଦ
ଯାଜପୁର ଅଫିସ,୧୧।୮- ଯାଜପୁର କେନ୍ଦୁଝରରୋଡ଼- ଧାମରା ରେଳ ପ୍ରକଳ୍ପ ସର୍ଭେ ରିପୋର୍ଟ ଦୁଇବର୍ଷ ହେବ କେନ୍ଦ୍ର ସରକାରଙ୍କ ନାଲି ଫିତାତଳେ ଚପି ରହିଛି। ଏନେଇ ଜନସାଧାରଣଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ଦେଖାଦେଇଛି। ଏସଂକ୍ରାନ୍ତରେ ବିରଜା କ୍ଷେତ୍ର ବିକାଶ ପରିଷଦ ପକ୍ଷରୁ ଶୁକ୍ରବାର…
ତେଣ୍ଟା ନାଳରେ ମାଛମରାକୁ ନେଇ ତେଜୁଛି ବିବାଦ: ବେଆଇନ ଆଡ଼ିବନ୍ଧ ଯୋଗୁ ଚାଷଜମିକୁ ଯାଇପାରୁନି ପାଣି, ବଢ଼ୁଛି ଚାଷୀ ଅସନ୍ତୋଷ
ବିିଞ୍ଝାରପୁର,୧୧।୮(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବରପଦା ତେଣ୍ଟା ନାଳରେ ମାଛ ଧରିବାକୁ ସ୍ଲୁଇସ୍ ଗେଟ୍ ବନ୍ଦ କରିବା ସହିତ ଆଡିବନ୍ଧ କରାଯାଇଥିବାରୁ ସ୍ଥାନୀୟ ଅଞ୍ଚଳର ଚାଷୀମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚଳିତ ବର୍ଷ ବର୍ଷା ଅଭାବରୁ ବିଞ୍ଝାରପୁର ବ୍ଲକର…
ବରୀ ବ୍ଲକର: ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ
ବରୀ,୧୦।୮(ସ୍ବ.ପ୍ର.): ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲା ବରୀ ବ୍ଲକରେ ୨୧୮ ବିଦ୍ୟାଳୟରେ ୧ା୧ା୨୦୧୧ରୁ ରେଗୁଲାର ହୋଇଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟିଫିକେଟ ଯାଞ୍ଚପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଯାଞ୍ଚ ପ୍ରକ୍ରିୟା ଗତ ୫ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆସନ୍ତା…
‘ଖୁସି’ ସଚେତନତା କାର୍ଯ୍ୟକ୍ରମ
ଧର୍ମଶାଳା,୧୦।୮(ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ କିଶୋରୀ ସ୍ବଚ୍ଛତା କାର୍ଯ୍ୟକ୍ରମ ‘ଖୁସି’ ଶୁକ୍ରବାର ଧର୍ମଶାଳା ମହିଳା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। କ୍ରୀଡ଼ା ଅଧ୍ୟାପିକା ସୁନୀତା ମହାନ୍ତି ଅଧ୍ୟକ୍ଷତା ଆୟୋଜିତ ଉତ୍ସବରେ ଅତିଥିଭାବେ ଜୁନିୟର ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ନମିତା ପରିଡ଼ା ଯୋଗଦେଇଥିଲେ। ଏହି…
ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ, ଜଣେ ଅଟକ
ଚଣ୍ଡିଖୋଲ, ୧୦।୮(ଡି.ଏନ୍.ଏ.): ବଡ଼ଚଣା ଥାନା ଅଧୀନସ୍ଥ ବନ୍ଦାଳ ପଞ୍ଚାୟତର ଡିହକରନ୍ଦା ଗ୍ରାମରେ ଶୁକ୍ରବାର ଗୋଟିଏ ପରିବାର ତିନି ଜଣଙ୍କୁ ସେହିଗ୍ରାମର ଜଣେ ଯୁବକ ମରାଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (୧୭୮/୧୯)ରୁଜୁକରି ଉକ୍ତ ଯୁବକଙ୍କୁ…
Archives


