ଯାଜପୁର

ଟ୍ରକ୍‌ ପଛକୁ ପିଟିଲା ଟ୍ରକ୍‌, ଜଣେ ଡ୍ରାଇଭର ଗୁରୁତର

କୋରେଇ,୨ା୯(ସ୍ବ.ପ୍ର.): ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଥାନା ଅନ୍ତର୍ଗତ ମହିନ୍ଦ୍ରା ଶୋରୁମ ସମ୍ମୁଖରେ ରବିବାର ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସାଇକେଲ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଟ୍ରକ୍‌ ପଛରେ ଟ୍ରକ୍‌ ପିଟି ହୋଇଛି। ଏଥିରେ ଜଣେ ଚାଳକ ଗୁରୁତର…

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବିପର୍ଯ୍ୟସ୍ତ : ଟ୍ରାଫିକରେ୍‌ ଏକ ଘଣ୍ଟା ଫସିରହିଲା ଆମ୍ବୁଲାନ୍ସ

ଯାଜପୁର ରୋଡ,୨ା୯(ନି.ପ୍ର.)- ଯାଜପୁର ରୋଡ ସହରରେ ଟ୍ରାଫିକ ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ରେଳବାଇ ଫାଟକ ଘଣ୍ଟାଘଣ୍ଟା ଧରି ପଡିରହୁଥିବାରୁ ଟ୍ରାଫିକ ସମସ୍ୟାକୁ ଦ୍ୱିଗୁଣିତ କରୁଛି। ଯାଜପୁର ରୋଡ ଚିକିତ୍ସାଳୟକୁ ଯାତାୟାତ ପାଇଁ ରେଳବାଇ ଫାଟକ ରାସ୍ତା ମୁଖ୍ୟ ରାସ୍ତା…

ମୂଳାପାଳ ଗ୍ରାମ ପଞ୍ଚାୟତ: ଆଲୋକୀକରଣ ଦୁର୍ନୀତିର ତଦନ୍ତ ଆରମ୍ଭ

କୋରେଇ,୧ା୯(ଡି.ଏନ.ଏ.)- କୋରେଇ ବ୍ଲକ ମୂଳାପାଳ ପଞ୍ଚାୟତରେ ଆଲୋକୀକରଣରେ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ପ୍ରଥମେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଶନିବାର ଏହି ଘଟଣା ଉପରେ ବିଡିଓ ତଦନ୍ତ ଆରମ୍ଭ କରିଛନ୍ତି। ବିଡିଓ ଉମାକାନ୍ତ…

ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୁଧୁରୁନି ସମସ୍ୟା: ପୂରଣ ହେଲାନି ଗୋଟିଏ ବି ପ୍ରତିଶ୍ରୁତି, ରୋଗୀ ଭୋଗୁଛନ୍ତି ଦୁର୍ଦ୍ଦଶା

ଦଶରଥପୁର,୧ା୯(ଡି.ଏନ୍‌.ଏ.)- ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୋଟିକୋଟି ଟଙ୍କା ଯୋଗାଇ ଦେଉଛନ୍ତି। ଏହାସତ୍ତ୍ୱେ ରୋଗୀ ଏହି ସେବାରୁ ବଞ୍ଚତ୍ତ ହୋଇ ହନ୍ତସନ୍ତ ହେଉଥିବା ପରିଲକ୍ଷିତ ହେଉଛି। ବିଭାଗୀୟ ଅଧିକାରୀ ତଥା ନେତାଙ୍କ ଅବହେଳା ଓ…

ଆଜିଠାରୁ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ଆରମ୍ଭ: ଏହାର ସୁବିଧାନେବାକୁ ଯାଜପୁର ଜିଲାପାଳଙ୍କ ଅନୁରୋଧ

ଯାଜପୁର ଟାଉନ,୧ା୯(ଡିଏନଏ)- ସେପ୍ଟେମ୍ବର ୧ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ହେବ। ଏହି ଜିଲାର ସମସ୍ତ ୧୬୧୯ଟି ଭୋଟ କେନ୍ଦ୍ର ସହ ସମସ୍ତ ଭୋଟର ସହାୟତା କେନ୍ଦ୍ରରେ ଏହାର ସୁବିଧା ଭୋଟରମାନେ ନେବାକୁ ଜିଲାପାଳ ରଞ୍ଜନ…

ଜାତୀୟ କ୍ରୀଡ଼ା ଦିବସ ପାଳନ

ଧର୍ମଶାଳା,୩୦-୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକା ନେହେରୁ ଯୁବକେନ୍ଦ୍ର ଓ ସୁକନ୍ୟା ସ୍ବେଚ୍ଛାସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ଗୁରୁବାର ଜାରକାସ୍ଥିତ ପ୍ରଜପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ଜାତୀୟ କ୍ରୀଡ଼ା ଦିବସ ଓ ଫିଟ୍‌ ଇଣ୍ଡିଆ କ୍ୟାମ୍ପେନ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର…

ବଗପାଳ କ୍ଷୁଦ୍ର ଜଳସେଚନ ଡ୍ୟାମ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଛତିଆ,୩୦-୮(ଡି.ଏନ୍‌.ଏ.)- ବଡ଼ଚଣା ବ୍ଲକ ଅଧୀନସ୍ତ ବୈରୀ ଥାନା ଅନ୍ତର୍ଗତ ସମିଆ ପଞ୍ଚାୟତରେ ଥିବା ବଗପାଳ କ୍ଷୁଦ୍ର ଜଳସେଚନ ଡ୍ୟାମ୍‌ରୁ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ସମିଆ ପଞ୍ଚାୟତର ୭ମାଣ ଗ୍ରାମର ରାଜୁ ବାଲମୁଖୀ…

କୃତ୍ରିମ ହ୍ରଦ ପାଲଟିଛି ଚୋରଦା କାଳୀ ମେଲଣ ପଡିଆ

ଯାଜପୁର ରୋଡ,୩୦-୮(ନି.ପ୍ର.)- ବ୍ୟାସନଗର ପୌର ପରିଷଦର ୯ ନମ୍ବର ୱାର୍ଡରେ ଥିବା କାଳୀ ମେଲଣ ପଡ଼ିଆ ଶୋଚନୀୟ ହୋଇପଡିଛି। ଏହା ସହରର ମୁଖ୍ୟ ପଡିଆ ହୋଇଥିବାରୁ କାଳି ମେଲଣ ଯାତ୍ରା ସହ ଧର୍ମସଭା, ନାମଯଜ୍ଞ ଏବଂ ସଭା-ସମିତି ଆୟୋଜିତ ହୋଇଥାଏ। ହେଲେ…

୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ:ଭାଗନେଲେ ୪ ଶହ ପ୍ରଶିକ୍ଷାର୍ଥୀ

ଡୁବୁରୀ/କଳିଙ୍ଗନଗର,୩୦-୮(ଡି.ଏନ୍‌.ଏ.)- ତୃଣମୂଳ ସ୍ତରରୁ ପ୍ରତିଭା ଅନ୍ବେଷଣ କରିବା ଲକ୍ଷ୍ୟରେ ଟାଟା ଷ୍ଟିଲ ପକ୍ଷରୁ ଦାନଗଦୀ ନଡିଆଭଙ୍ଗା ପଞ୍ଚାୟତର ଶାଳିଜଙ୍ଗାଠାରେ ୩ ଦିନିଆ ଫୁଟବଲ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମର…

ରେଳ ଧାରଣାରୁ ମିଳିଲା ଯୁବକଙ୍କ ମୁଣ୍ଡବିହୀନ ମୃତଦେହ:ଏଟିଏମ୍‌ ଓ ଆଧାର କାର୍ଡରୁ ମିଳିଲା ପରିଚୟ

ଚଣ୍ଡିଖୋଲ(ଡି.ଏନ୍‌.ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୨୭।୮-ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଗୋଳନ୍ଥରା ରେଳଧାରଣା ପାର୍ଶ୍ୱରୁ ମଙ୍ଗଳବାର ଜଣେ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପକେଟରୁ ମିଳିଥିବା ଏଟିଏମ୍‌ ଓ ଆଧାର କାର୍ଡରୁ ସେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ କଳାଶ୍ରୀ ଗ୍ରାମର ସୂର୍ଯ୍ୟମଣୀ…

ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସମୀକ୍ଷା:ଜାତୀୟ ଭତ୍ତା ପାଇବା ଅପେକ୍ଷାରେ ଅଛନ୍ତି ୨୪୨୨ଜଣ

ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ମୋଟ ୬୧,୨୧୧ ଜଣ ବ୍ୟକ୍ତି ଜାତୀୟ ବାର୍ଦ୍ଧକ୍ୟ ଭତ୍ତା, ୧୯,୬୪୪ ଜଣ ବିଧବା ଭତ୍ତା ଓ ୪,୬୨୩ ଜଣ ଭିନ୍ନକ୍ଷମ ଭତ୍ତା ପାଉଛନ୍ତି। ଏଥିରୁ ଶତକଡା ୭୨ଭାଗ ଆଧାର ସଂଯୋଗୀକରଣ କରାଯାଇଛି। କିନ୍ତୁ ଅତିରିକ୍ତ ଭାବେ…

ଜିଲାରେ ହେବ ବରିଷ୍ଠ ନାଗରିକ ପୁର୍ନବାସ କେନ୍ଦ୍ର

ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ପ୍ରାୟ ୨୫ଏକର ପରିମିତ ଜାଗାରେ ବରିଷ୍ଠ ନାଗରିକ ପୁନର୍ବାସ କେନ୍ଦ୍ର କରାଯିବ ା ଏଥିରେ ବିବିଧ ସୁବିଧା ଓ ବରିଷ୍ଠ ନାଗରିକଙ୍କ ମନୋରଞ୍ଜନ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯିବ ବୋଲି ବିଜ୍ଞାନ ଓ ପ୍ରଯୁକ୍ତି, ସାମାଜିକ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?