ଫନିପାଲ ବିଦ୍ୟାଳୟର ନାମ ପରିବର୍ତ୍ତନକୁ ବିରୋଧ
ଯାଜପୁର ରୋଡ,୧୦।୮(ନି.ପ୍ର.): କ୍ରାନ୍ତି ଦିବସ ଅବସରରେ ଶୁକ୍ରବାର ସ୍ମୃତି ସଂସଦ କମିଟିର ଆବାହକ ମଦନ ମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଡ. ଫନିପାଲ ବିଦ୍ୟାଳୟ ପରିସରରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡ଼. ଫନିପାଲ ଜଣେ ସ୍ବାଧିନତା ସଂଗ୍ରାମୀ।…
ଡେଙ୍ଗୁ ସଚେତନତା ଅଭିଯାନ ଶୁଭାରମ୍ଭ
କଳିଙ୍ଗନଗର,୧୦।୮(ଡି.ଏନ୍.ଏ.): କଳୀଙ୍ଗନଗର ସ୍ଥିତ ଟାଟା ଷ୍ଟିଲ କାରଖାନା ପକ୍ଷରୁ ଶୁକବ୍ରାର ସ୍ଥାନୀୟ ଲୋକମାନଙ୍କୁ ଡେଙ୍ଗୁ ରୋଗ ନିବାରଣ ପାଇଁ ପ୍ରତିକାରାତ୍ମକ ଓ ଆରୋଗ୍ୟକର ପଦକ୍ଷେପ ବିଷୟରେ ସଚେତନ କରାଇବା ଲକ୍ଷ୍ୟରେ ଏକ ସଚେତନତା ଅଭିଯାନର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ କଳିଙ୍ଗନଗର…
ଛତିଆ ଅଞ୍ଚଳରେ ପୁଣି ଲୁଟେରା ସକ୍ରିୟ : ବନ୍ଧୁକ ଦେଖାଇ ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲୁଟ୍
ଛତିଆ,୯।୮(ଡିଏନ୍ଏ)- ଦୀର୍ଘଦିନର ନୀରବତା ପରେ ଛତିଆ ଅଞ୍ଚଳରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି ଲୁଟେରା। ଗୁରୁବାର ଅପରାହ୍ନରେ ଲୁଟେରାମାନେ ବନ୍ଧୁକ ଦେଖାଇ ୩ଜଣ ବ୍ୟାଙ୍କ କର୍ମଚାରୀଙ୍କଠାରୁ ୮୧ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ବୈରୀସ୍ଥିତ ବନ୍ଧନ…
ବିନା ଛାତ୍ରୀଛାତ୍ରରେ ଚାଲିଛି ବିଦ୍ୟାଳୟ : ରାମକୃଷ୍ଣ ସଂସ୍କୃତ ଟୋଲ
ଯାଜପୁରଟାଉନ,୯।୮(ଡିଏନଏ): ଯାଜପୁର ସଦର ମହକୁମାଠାରୁ ମାତ୍ର ୫କି.ମି. ଦୂରତାରେ ଏଭଳି ଏକ ବିଦ୍ୟାଳୟ ଅଛି ଯେଉଁଠି ଶ୍ରେଣୀଗୃହ ଅଛି, ଶିକ୍ଷକ ଅଛନ୍ତି, ମାତ୍ର ଛାତ୍ରୀଛାତ୍ର ନାହାନ୍ତି। ଉକ୍ତ ବିଦ୍ୟାଳୟଟି ହେଉଛି ଯାଜପୁର ସହର ମନ୍ଦାରଖଣ୍ଡ ଗ୍ରାମରେ ୧୯୩୧ ମସିହାରେ ସ୍ଥାପିତ ହୋଇଥିବା…
ପାର୍କିଂ ଫି’ ଦେବେ କମ୍ପାନୀ କର୍ତ୍ତୃପକ୍ଷ
ଯାଜପୁର ରୋଡ,୯।୮(ନି.ପ୍ର): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଦ୍ୱାର ଯାଜପୁର ରୋଡ ବା ବ୍ୟାସନଗର। ଶିଳ୍ପାଞ୍ଚଳର ୫୬ଟି ବସ୍ ଯାଜପୁର ରୋଡ ସହରରୁ ଦୈନିକ ଶିଳ୍ପାଞ୍ଚଳକୁ ଯାଉଛି। ସେମାନେ ପାର୍କିଂ ଫି’ ଦେଉ ନ ଥିଲେ। ଜିନ୍ଦଲ ଷ୍ଟିଲ, ରୋହିତ ଫେରୋଟେକ୍, ଟାଟା ଷ୍ଟିଲ,…
ବରୀ ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନମୁଣ୍ଡ ପୂରାଇବ ନାହିଁ ବିଜେଡି: ବିଧାୟିକା
ବରୀ,୯।୮(ସ୍ବ.ପ୍ର): ବରୀ ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ଆସନ୍ତା ୨୧ତାରିଖରେ ଉପନିର୍ବାଚନ ହେବାକୁ ଯାଉଥିବା କୁହାଯାଉଛି। ଏ ନେଇ ସରକାରୀ ଭାବେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିଲେ ହେଁ ବରୀ ରାଜନୀତିରେ ଉଷ୍ମତା ଦେଖାଦେଇଛି।…
ଲଗାଣ ବର୍ଷାରେ ବଡ଼ଚଣାରେ ଜନଜୀବନ ପ୍ରଭାବିତ: ବ୍ୟାପକ ଫସଲ ଜଳମଗ୍ନ
ଚଣ୍ଡିଖୋଲ,୮ା୮(ଡି.ଏନ୍.ଏ.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ବୁଧବାର ବର୍ଷା ଲାଗିରହିଛି। ଫଳରେ ବଡ଼ଚଣା ବ୍ଲକ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ଚଣ୍ଡିଖୋଲ, ବାଲିଚନ୍ଦ୍ରପୁର, ଛତିଆ, ବଡ଼ଚଣା ଓ ବାଲିକୁଦା ବଜାର ଲଗାଣ ବର୍ଷା ଯୋଗୁ ଜନଶୂନ୍ୟ ରହିଥିଲା। ଅପରପକ୍ଷେ…
ଜାରକା ବଜାରର ବାଇପାସ୍ ରାସ୍ତା କୃତ୍ରିମ ବନ୍ୟା
ଧର୍ମଶାଳା,୮ା୮(ଡି.ଏନ୍.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜାରକା ବଜାର ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେଥିବା ଡ୍ରେନ୍ ସଫା ନ ହୋଇ ପଡିରହିଛି। ଏବେ ଲଗାଣ ବର୍ଷା ହେବାରୁ ପାଣି ନିଷ୍କାସନ ହୋଇ ନ ପାରି ଅନେକ ଦୋକାନ ବଜାରରେ…
ଜିନ୍ଦଲଙ୍କ ୮୯ତମ ଜୟନ୍ତୀ ପାଳିତ
କଳିଙ୍ଗନଗର,୭ା୮(ଡି.ଏନ୍.ଏ.): ଜିନ୍ଦଲ ଗ୍ରୁପ୍ର ପ୍ରତିଷ୍ଠାତା ଓ.ପି.ଜିନ୍ଦଲଙ୍କ ୮୯ତମ ଜନ୍ମ ଜୟନ୍ତୀ ଜିନ୍ଦଲ ଷ୍ଟେନଲେସ ଲିମିଟେଡ କଳିଙ୍ଗନଗରଠାରେ ବୁଧବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିନ୍ଦଲ କମ୍ପାନୀର ମ୍ୟାନେଜିଙ୍ଗ୍ ଡାଇରେକ୍ଟର ଅଭ୍ୟୁଦୟ ଜିନ୍ଦଲ, ସିଓଓ ତରୁଣ ଖୁଲ୍ବେ, କାରଖାନା ମୁଖ୍ୟ ଆର.ଏସ୍. ବୈଦ୍ୟ…
ବିଦ୍ୟୁତ୍ ଆଘାତରେ ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ଧର୍ମଶାଳା,୮ା୮(ଡି.ଏନ୍.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ଗ୍ରାମରେ ବୁଧବାର ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକ ଜଣଙ୍କ ଦିଗାମ୍ବରପୁର ଗ୍ରାମର ଶରତ ଖଟୁଆ (୩୫)। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।…
ଚଣ୍ଡିମନ୍ଦିର ପରିଚାଳନା ବିଭ୍ରାଟ ନେଇ ବଢୁଛି ଅସନ୍ତୋଷ: କାର୍ଯ୍ୟକାରୀ ହେଉନି ଦେବୋତ୍ତର କମିଶନରଙ୍କ ଆଦେଶ
ଚଣ୍ଡିଖୋଲ,୮ା୮(ଡି.ଏନ.ଏ): ଚଣ୍ଡିଖୋଲର ଚଣ୍ଡିମାତା ମନ୍ଦିର ପରିଚାଳନା କ୍ଷେତ୍ରରେ ଦୀର୍ଘଦିନ ହେବ ବିଭ୍ରାଟ ହେବା ପରେ ଏହାକୁ ନେଇ ଦେବୋତ୍ତର କମିଶନରେ ମାମଲା ରୁଜୁ ହୋଇଥିଲା। କମିଶନର ଏଠାରେ ଗଠିତ ଟ୍ରଷ୍ଟ ବୋର୍ଡକୁ ରଦ୍ଦ କରି ସ୍ଥାୟୀ ପରିଚାଳନା କମିଟି ଗଠନ ପାଇଁ…
ଜାତୀୟ ରାଜପଥ ପୋଲ ପଥଚାରୀଙ୍କ ପାଇଁ ପାଲଟିଛି ମରଣଯନ୍ତା
ଚଣ୍ଡିଖୋଲ,୮ା୮(ଡି.ଏନ.ଏ): ଜାତୀୟ ରାଜପଥରେ କେନ୍ଦ୍ର ସରକାର ଟୋଲ ଗେଟ ସ୍ଥାପନ କରି ରାଜପଥ ପାଇଁ ଟୋଲ ଟିକସ ଆଦାୟ କରୁଥିଲାବେଳେ ଏହାର ମରାମତି ପାଇଁ ଆଦୌ ଧ୍ୟାନ ଦେଉ ନ ଥିବା ଅଭିଯୋଗ ହୋଇଛି। ଯେଉଁଥି ପାଇଁ ବାରମ୍ବାର ଦୁର୍ଘଟଣା ଘଟୁଥିବା…
Archives


