ନୀଳାଚଳ ଇସ୍ପାତ କାରଖାନା ଘରୋଇକରଣକୁ ବିରୋଧ: ମୁଖ୍ୟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା
ଡୁବୁରୀ,୨୪।୮(ଡି.ଏନ୍.ଏ.)- କଳିଙ୍ଗନଗରସ୍ଥିତ ଏକ ମାତ୍ର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ଉଦ୍ୟମକୁ ନୀଳାଚଳ ବଞ୍ଚାଓ ସମିତି ବିରୋଧ କରିଛି। ଏହାର ପ୍ରତିବାଦରେ ଶୁକ୍ରବାର କାରଖାନାର କର୍ମଚାରୀ ଓ ଠିକା ଶ୍ରମିକମାନେ କାରଖାନା ମୁଖ୍ୟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା…
ଭିସା କାରଖାନାରେ ଶ୍ରମିକ ଛଟେଇ ନୋଟିସ୍
କଳିଙ୍ଗନଗର,୨୪।୮(ଡି.ଏନ.ଏ)- କଳିଙ୍ଗନଗରସ୍ଥିତ ଭିସା କାରଖାରେ ଠିକା ଶ୍ରମିକଙ୍କୁ ଛଟେଇ ପାଇଁ ଶୁକ୍ରବାର କାରଖାନା କର୍ତ୍ତୃପକ୍ଷ କାରଖାନା ମୁଖ୍ୟ ଫାଟକରେ ନୋଟିସ କରିଛନ୍ତି। ଗତ ଦୁଇ ବର୍ଷ ହେବ କାରଖାନାର ରୋଲିଂ ମିଲ୍, ବ୍ଲାଷ୍ଟ ଫର୍ନେସ୍, ଏସ୍ଏମ୍ଏସ୍ ସାଇଡ୍ ବନ୍ଦ ଥିବାବେଳେ ଶୁକ୍ରବାର…
ଟାଟା ଷ୍ଟିଲର ଭ୍ରାମ୍ୟମାଣ ମେଡିକାଲ ୟୁନିଟ କ୍ରିୟାଶୀଳ
ଡୁବୁରୀ,୨୪।୮(ଡି.ଏନ୍.ଏ.)- ସୁକିନ୍ଦା ଓ ଦାନଗଦୀ ବ୍ଲକ ଆଦିବାସୀ ତଥା ଦୁର୍ଗମ ଅଞ୍ଚଳର ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ପ୍ରଦାନ ଲକ୍ଷ୍ୟରେ ଟାଟାଷ୍ଟିଲ୍ କଳିଙ୍ଗନଗର ପକ୍ଷରୁ ୨୦୧୩ରୁ ଆରମ୍ଭ କରାଯାଇଥିବା ଭ୍ରାମ୍ୟମାଣ ମେଡିକାଲ ୟୁନିଟକୁ ଅଧିକ କ୍ରିୟାଶୀଳ କରାଯାଇଛି। ଫଳରେ ୭ଟି ମେଡିକାଲ ଟିମ୍…
ସ୍କୁଟିକୁ ଧକ୍କାଦେଇ ବସ୍ ଫେରାର: ୧ମୃତ,ଜଣେ ଗୁରୁତର
ରସୁଲପୁର,୨୩।୮(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ୧୬ନଂ. ଜାତୀୟ ରାଜପଥରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବସ୍ ସ୍କୁଟିକୁ ଧକ୍କାଦେବାରୁ ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃୃତକ ହେଲେ ସ୍କୁଟି ଚାଳକ ତଥା କୃପାସିନ୍ଧୁ…
ତାଉଁତରା ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
ବିଞ୍ଝାରପୁର,୨୨ା୮(ଡି.ଏନ୍.ଏ.)- ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ବିଞ୍ଝାରପୁର ତହସିଲ ପ୍ରଶାସନ ପକ୍ଷରୁ ଶାସନ୍ଦା ପଞ୍ଚାୟତ ତାଉଁତରା ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଗ୍ରାମର କେତେଜଣ ବ୍ୟକ୍ତିବିଶେଷ ହାଇକୋର୍ଟରେ ସରକାରୀ ଜମି ଜବର ଦଖଲ କରିଥିବା ନେଇ ଅଭିଯୋଗ କରିଥିଲେ। ଅଭିଯୋଗ…
ଡାକ୍ତର, ଫାର୍ମାସିଷ୍ଟ ନିଯୁକ୍ତି ନେଇ ଜିଲାପାଳଙ୍କୁ ଦାବିପତ୍ର
ଧର୍ମଶାଳା,୨୨ା୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁରସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡିଥିବା ଡାକ୍ତର ଓ ଫାର୍ମାସିଷ୍ଟ ନିଯୁକ୍ତି ଦାବିରେ ଗୁରୁବାର ବଣମଲ୍ଲି ସାହିତ୍ୟ ଓ ସେବା ସଙ୍ଗଠନ ପକ୍ଷରୁ ଜିଲାପାଳ ଓ ସିଡିଏମ୍ଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ୧୦ ଦିନ ମଧ୍ୟରେ…
ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ହାତେଇଲା ଭାଜପା: ମିଠା ବାଣ୍ଟି ଖୁସି ମନାଇଲେ ରସୁଲପର ବ୍ଲକ ଅଞ୍ଚଳର ଦଳୀୟ କର୍ମୀ
ରସୁଲପୁର,୨୨ା୮(ଡି.ଏନ୍.ଏ.): ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ବୁଧବାର ସରିଛି।ଦୀର୍ଘଦିନ ଧରି ଲାଗିରହିଥିବା ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟି ନିର୍ବାଚନ ଫଳ ଭାଜପା ସପକ୍ଷରେ ଯାଇଛି। ସୁଭାସିନୀ ନାଥଶର୍ମା ଅଧ୍ୟକ୍ଷା ହୋଇଛନ୍ତି। ଚଳିତ ସାଧାରଣ ନିର୍ବାଚନରେ ୪,୦୩୪ଖଣ୍ଡ କମ୍ ଭୋଟରେ…
ମୃତ ଶ୍ରୀକାନ୍ତଙ୍କ ପରିବାରକୁ ଭେଟିଲେ ଜିଲାପାଳ
ଯାଜପୁର ଅଫିସ,୨୨ା୮: କଲିକତାଠାରେ ଏକ ବିଦ୍ୟୁତ୍ ଦୁର୍ଘଟଣାରେ ଯାଜପୁର ଜିଲା ଦଶରଥପୁର ବ୍ଲକ ଚିତାଳୋ ପଞ୍ଚାୟତ କୁରୁଡି ଗ୍ରାମର ଶ୍ରୀକାନ୍ତ ରାଉତଙ୍କ ରବିବାର ମୃତ୍ୟୁ ହୋଇଯାଇଥିଲା। ସିଂହପୁର-କଲିକତା ଯାଉଥିବା ସାହୁ ଟ୍ରାନ୍ସପୋର୍ଟ ବସ୍ର ଡ୍ରାଇଭର ଶ୍ରୀକାନ୍ତ କଲିକତାରେ ଗତ ୧୮ ତାରିଖ…
ଖଣି ପ୍ରଭାବିତ ଅଞ୍ଚଳରେ ମେଗା ଜଳଯୋଗାଣ ପ୍ରକଳ୍ପ ବାଟବଣା: ତ୍ରୁଟି ସୁଧାରିବାକୁ ତାଗିଦ୍
ଯାଜପୁର ଅଫିସ,୨୨ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍ଏଫ୍) ପାଣ୍ଠିରେ ନିର୍ମାଣାଧିନ ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଅତି ନିମ୍ନମାନର ହେଉଛି। ଏଥିରେ ବ୍ୟାପକ ଅନିୟମିତତା ହେବା ସହିତ ବିଭାଗୀୟ ତଦାରଖ…
କ୍ରୋମ ଖଣିରେ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦ: ‘ଜିଲା ପ୍ରଶାସନ ନିଷ୍ପତ୍ତି ଏକପାଖିଆ’
କାଳିଆପାଣି/ସୁକିନ୍ଦା,୨୨।୮(ଡି.ଏନ୍.ଏ.): ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ବିବାଦ ଥମିବାର ନାମ ଧରୁନି। ଏହାର ସମାଧାନ ନେଇ ମଙ୍ଗଳବାର ସୁକିନ୍ଦା ବ୍ଲକ କାର୍ଯ୍ୟାଳୟରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନେତୃତ୍ୱରେ ଏକ ବୈଠକ ହୋଇଥିଲା। କ୍ରୋମାଇଟ୍…
ଭିଜିଲାନ୍ସ ଜାଲରେ ବ୍ୟାସନଗର ପୌରପରିଷଦ ସହକାରୀ ଯନ୍ତ୍ରୀ
ଯାଜପୁର ରୋଡ, ୨୧।୮(ନି:ପ୍ର.): ଲାଞ୍ଚ ନେବା ଅଭିଯୋଗରେ ଯାଜପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ବ୍ୟାସ ନଗର ପୌରପରିଷଦର ସହକାରୀ ଯନ୍ତ୍ରୀ ପ୍ରହ୍ଲାଦ ମହାପାତ୍ରଙ୍କୁ ଗିରଫ କରାଯାଇଛି। ଜଣେ ଠିକାଦାରଙ୍କଠାରୁ ଯନ୍ତ୍ରୀ ପ୍ରହ୍ଲାଦ ୩୮୦୦୦ ଟଙ୍କା ଲାଞ୍ଚ ନେଉଥିଲେ। ପୂର୍ବ ଯୋଜନା ଅନୁସାରେ…
ଆଜି ବରୀ ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ: ଏକତରଫା ଚାଲିଛି ପ୍ରସ୍ତୁତି, ହାତ ଟେକି ଦେଇଛି ବିଜେଡି
ଯାଜପୁର ଅଫିସ/ବରୀ(ସ୍ବ.ପ୍ର.),୨୧ା୮- ଯାଜପୁର ଜିଲା ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ପାଇଁ ଚାଲିଛି ଏକତରଫା ପ୍ରସ୍ତୁତି । ଗତ ରାଜ୍ୟ ସଭା ନିର୍ବାଚନ ଭଳି ଭାଜପାକୁ ସହଯୋଗ କରିିବାକୁ ଯାଇ ବିଜେଡି ହାତ ଟେକି ଦେଇଛି ା ନବନିର୍ବାଚିତ ବିଧାୟିକା…
Archives


