ଯାଜପୁର

ସୁନା ଦୋକାନରୁ ଡକାୟତି ଯୋଜନା ପଣ୍ଡ: ୬ ଗିରଫ

ଯାଜପୁର ରୋଡ,୮ା୮(ନି.ପ୍ର): ଦୀର୍ଘଦିନ ଧରି ପୋଲିସକୁ ଚକ୍‌ମା ଦେଖାଇ ଯାଜପୁର ରୋଡ, କେନ୍ଦୁଝର, କଳିଙ୍ଗନଗର ସମେତ ଅନ୍ୟ ଜିଲାଗୁଡିକରେ ଡକାୟତି କରିଆସୁଥିବା ୬ଜଣଙ୍କୁ ମଙ୍ଗଳବାର ରାତିରେ ଗିରଫ କରିଛି ଯାଜପୁର ରୋଡ ପୋଲିସ। ସେମାନଙ୍କଠାରୁ ଡକାୟତିରେ ବ୍ୟବହୃତ ଯନ୍ତ୍ରପାତି ସହ ଚୋରି…

ପରିଚୟପତ୍ର ପ୍ରଦାନ ଆଳରେ କୃଷକଙ୍କୁ ଶୋଷଣ

ରସୁଲପୁର,୭।୮(ଡି.ଏନ୍‌.ଏ.)- କାଳିଆ ଯୋଜନାକୁ ନେଇ ଚାଷୀ ଭୁଆଁ ବୁଲୁଥିବାବେଳେ ଚାଷୀଙ୍କୁ ନେଇ ଜାଲିଆତି ବନ୍ଦ ହେବାର ନାଁ ଧରୁନି। ଗାଁର ବୋକରୀ ଯୁବକ, ଅଣଭୋଟର କାଳିଆ ଟଙ୍କାରେ ମଉଜ ମଜିଲିସ୍‌ କରୁଛନ୍ତି। ମାତ୍ର ପ୍ରକୃତ ଚାଷୀଙ୍କ ଜମାଖାତାକୁ ଯୋଜନା ଟଙ୍କା ଆସିପାରୁ…

ବ୍ରହ୍ମବରଦା ଫାଣ୍ଡି ପାଇଁ ପରୀ ଯୋଜନା ମୂଲ୍ୟହୀନ: ଅପହରଣର ୫ମାସ ପରେ ବି ନାବାଳିକାଙ୍କ ମିଳୁନି ପତ୍ତା

ରସୁଲପୁର,୬।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଧିନସ୍ଥ ରସୁଲପୁର ବ୍ଲକ ଅଞ୍ଚଳରେ ଅବସ୍ଥିତ ବ୍ରହ୍ମବରଦା ଫାଣ୍ଡି ପାଇଁ ପରୀ ଯୋଜନା ମୂଲ୍ୟହୀନ ହୋଇପଡ଼ିଛି। ୫ମାସ ତଳେ ଅପହରଣ ହୋଇଥିବା ଜନୈକା ନାବାଳିକାଙ୍କୁ ପୋଲିସ ଧରିବାରେ ବିଫଳ ହେବା ଘଟଣାରୁ ଏହା ପ୍ରମାଣିତ ହେଉଛି। ନିଖୋଜ…

ସୁକିନ୍ଦା ବ୍ଲକ ରାସାଁଳୋ ପଞ୍ଚାୟତ: ଗାଁ ଦାଣ୍ଡରେ ଚାଲିଛି ପାଠପଢା

ସୁକିନ୍ଦା, ୭ା୮(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ରାସଁ।ଳୋ ପଞ୍ଚାୟତ ମଲାର ସାହିରେ ଖୋଲା ଆକାଶ ତଳେ ପାଠପଢା ହେବା ସାଙ୍ଗକୁ କୋମଳମତି ଶିଶୁଙ୍କ ପାଇଁ ଖାଦ୍ୟ ରନ୍ଧା ହେଉଥିବା ଅଭିଯୋଗ ହୋଇଛି। ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ ଜନ ପ୍ରତିନିଧିଙ୍କଠାରୁ ବିଭାଗୀୟ…

ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନ: ପ୍ରସ୍ତାବରେ ସୀମିତ ରେଲୱେ ଡିିଭିଜନ

ଯାଜପୁର ଅଫିସ,୭ା୮: ଯାଜପୁର ଜିଲାର ଅନ୍ୟତମ ପୌର ପରିଷଦ ବ୍ୟାସନଗର ଓ ଏହାର ପାରିପାର୍ଶ୍ୱିକ ବିକାଶ କେବଳ ପ୍ରତିଶ୍ରୁତିରେ ସୀମିତ ରହିଛି। ଏକାଧିକ ପ୍ରକଳ୍ପ ଅଧାରେ ଅଟକିଛି। ବହୁ ଗୁରୁତ୍ୱପୂର୍ଣ୍ଣ ଯାଜପୁର-କେନ୍ଦୁଝରରୋଡ ରେଲୱେ ଡିିଭିଜନ ଓ ଯାଜପୁରରୋଡକୁ ଉପଖଣ୍ଡ ମାନ୍ୟତା ପ୍ରସ୍ତାବ…

ଆମ ପୋଲିସ ପକ୍ଷରୁ ଚାରାରୋପଣ

ଧର୍ମଶାଳା/ଜେନାପୁର,୬ା୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ସୋମବାର ବୃନ୍ଦାଦେଈପୁର ଗଡଜାତ ସ୍ମାରକୀ ପୀଠଠାରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଏସ୍‌ପି ଚରଣ ସିଂ ମୀନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ।…

୪ ଶିଶୁ ଶ୍ରମିକ ଉଦ୍ଧାର

ସୁକିନ୍ଦା,୬।୮(ଡି.ଏନ୍‌.ଏ.) – ଦୀର୍ଘଦିନ ଧରି ଇଟାଭାଟିଠାରୁ ଆରମ୍ଭ କରି ମୋଟରସାଇକେଲ ଗ୍ୟାରେଜ ଏବଂ ଢାବାରେ ଶିଶୁ ଶ୍ରମିକଭାବେ ଏକ ରକମ ବନ୍ଧକ ରହିଥିବା ୪ ଶିଶୁ ଶ୍ରମିକଙ୍କୁ ସୋମବାର ସୁକିନ୍ଦା ପୋଲିସ ଉଦ୍ଧାର କରିଛି। ଉଦ୍ଧାର ଶିଶୁ ଶ୍ରମିକଙ୍କୁ ସିଡବ୍ଲ୍ୟୁସିକୁ ହସ୍ତାନ୍ତର…

ନୀଳାଚଳ କାରଖାନର ଠିକା ଶ୍ରମିକଙ୍କ ମୃତ୍ୟୁ ଘଟଣା: ମାମଲା ରଫାଦଫା ପାଇଁ ପକାଉଛି ଚାପ

କଳିଙ୍ଗନଗର, ୬।୮(ଡି.ଏନ.ଏ.)- ନୀଳାଚଳ କାରଖାନାରେ ଠିକାଶ୍ରମିକଭାବେ କାର୍ଯ୍ୟକରୁଥିବା ଜଣେ କର୍ମଚାରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁକୁ ଦୁଇ ବର୍ଷ ବିତିଥିଲେ ମଧ୍ୟ ପରିବାରକୁ କ୍ଷତିପୁଣ ମିଳିପାରି ନାହଁି। ନୀଳଚଳ କମ୍ପାନୀର ଜଣେ ଅଧିକାରୀ ସମ୍ପୃକ୍ତ ଠିକା ସଂସ୍ଥାକୁ ଅଜାଚିତ ଅନୁକମ୍ପା ପ୍ରଦର୍ଶନ କରୁଥିବାରୁ…

ଯାଜପୁର ରୋଡ-ଧାମରା ରେଳପଥ ନିର୍ମାଣ ଦାବିରେ ଗଣ ସମ୍ମଳନୀ : ଆଗାମୀ ଦିନରେ ଜୋରଦାର କରାଯିବ ଆନ୍ଦୋଳନ

ଯାଜପୁର ରୋଡ,୫ା୮(ନି.ପ୍ର.): ଯାଜପୁର ରୋଡ୍‌ସ୍ଥିତ ଭୀମସେନ ପ୍ୟାଲେସଠାରେ ରବିବାର ଯାଜପୁର ରୋଡ-ଧାମରା ରେଳପଥ ସଂଗ୍ରାମ ସମିତି ପକ୍ଷରୁ ଏକ ଗଣ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ, ଯାଜପୁର ରୋଡ ଧାମରା ରେଳପଥ ସଂଗ୍ରାମ ସମିତି…

ଭ୍ୟାନିଟ୍‌ ବ୍ୟାଗ୍‌ ନେଇ କାର ଡ୍ରାଇଭର ଫେରାର ଘଟଣା : ଯାଜପୁରରୋଡ ଷ୍ଟେଶନ ବାଜାରରୁ ଡ୍ରାଇଭର ଗିରଫ

ଧର୍ମଶାଳା,୫ା୮(ଡି.ଏନ୍‌.ଏ.) : ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବାରବାଟି ନିକଟରେ ମହିଳା ଯାତ୍ରୀଙ୍କୁ ଅଧାବାଟରେ ଛାଡି ଚମ୍ପଟ ମାରିଥିବା କାର୍‌ ଡ୍ରାଇଭରକୁ ରବିବାର ପୋଲିସ ଗିରଫ କରିଛି। ଏଥିସହ ଲୁଟ୍‌ ହୋଇଥିବା ମହିଳାଙ୍କ ଭ୍ୟାନିଟ୍‌…

ଦମ୍ପତିଙ୍କୁ ମାଡ଼ ମାରି ଲୁଟ୍‌

ଧର୍ମଶାଳା,୫ା୮(ଡି.ଏନ୍‌.ଏ.):  ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ପଣ୍ଡୁଆ ମୌଜାରେ ରାମଚନ୍ଦ୍ର ପ୍ରଧାନଙ୍କ ଘରେ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ସହ ସ୍ତ୍ରୀଙ୍କୁ ମାଡ଼ ମାରି ଗଡ଼ରେଜରେ ଥିବା ଟଙ୍କା ଓ ସୁନା ଅଳଙ୍କାର ନେଇ ପଳାଇଥିବା…

ନାବାଳିକାଙ୍କୁ ଅପହରଣ, ହତ୍ୟା ମାମଲା: ତଦନ୍ତ ଆରମ୍ଭ, ଅଭିଯୁକ୍ତ କୋର୍ଟ ଚାଲଣ

ରସୁଲପୁର, ୪ା୮(ଡିଏନଏ): ରସୁଲପୁର ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ କରଜଙ୍ଗା ଗ୍ରାମର ତ୍ରିଲୋଚନ ଭୋଇଙ୍କ ଘରୁ ଶୁକ୍ରବାର ପୂର୍ବାହ୍ନରେ କୁଆଖିଆ ଥାନା ପୋଲିସ ପକ୍ଷରୁ ଜଣେ ନାବାଳିକା (୧୫)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ନାବାଳିକାଙ୍କୁ ପରିବାର ଲୋକେ ସାବାଳିକା ବୋଲି ଦର୍ଶାଇବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri