ଢାବା ମାଲିକ ରବୀନ୍ଦ୍ର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଭଉଣୀଙ୍କୁ ନିର୍ଯାତନା, ପରକୀୟା ପ୍ରୀତି ଯୋଗୁ ହତ୍ୟା
ଯାଜପୁର ଅଫିସ/କୋରେଇ(ନି.ପ୍ର.), ୪ା୮: ଯାଜପୁର ଜିଲା ପାଣିକୋଇଲି ବସଷ୍ଟାଣ୍ଡ ରେଷ୍ଟସେଡ ନିକଟରେ ଥିବା ଢାବା ମାଲିକ ରବୀନ୍ଦ୍ର ସାହୁ (୩୧) ହତ୍ୟା ଘଟଣାର ଶନିବାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ ପାଣିକୋଇଲି ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବାବେଳେ…
ଦୁର୍ଦ୍ଦିନରେ କଳିଙ୍ଗନଗର ଶିଳ୍ପାଞ୍ଚଳ: ବିକ୍ରି ଅପେକ୍ଷାରେ ନୀଳାଚଳ, ରୋହିତ
ଯାଜପୁର ଅଫିିସ, ୪ା୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଷ୍ଟିଲ ହବ୍ ଭାବେ ପରିଣତ କରିବାକୁ ରାଜ୍ୟ ସରକାର ସ୍ବପ୍ନ ଦେଖୁଛନ୍ତି। ଏହାବାଦ ମଧ୍ୟମ ଧରଣର ଶିଳ୍ପ ପ୍ରତିଷ୍ଠା ପାଇଁ ସରକାର ଇତିମଧ୍ୟରେ ୨ଥର ମେକ୍ ଇନ୍ ଓଡ଼ିଶା କନକ୍ଲେଭ ଆୟୋଜନ କରି…
ଦୋକାନ ଖୋଲିବାବେଳେ ଲୁଟିନେଲେ ଗହଣା
ଯାଜପୁର ଟାଉନ,୩।୮(ଡିଏନଏ): ଯାଜପୁରସହର ବିରଜା ହାଟ ନିକଟରେ ଥିବା ଗହଣା ଦୋକାନରୁ ଶୁକ୍ରବାର ଲୁଟ୍ ହୋଇଯାଇଛି। ପୂର୍ବାହ୍ନ ୯ଟାରେ ପଣ୍ଡା ଜୁଏଲର୍ସ ମାଲିକ ରମାକାନ୍ତ ପଣ୍ଡା ଦୋକାନ ଖୋଲିବା ପାଇଁ ଯାଉଥିବାବେଳେ ପୂର୍ବରୁ ପ୍ରସ୍ତୁତ ଥିବା ୨ଜଣ ଲୁଟେରା ଏକ କଳା…
ସ୍ତ୍ରୀଙ୍କୁ ବାଡ଼େଇ ହତ୍ୟା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ବର୍ଷ ଜେଲ
ଯାଜପୁର ରୋଡ, ୨।୮(ନି.ପ୍ର.): ୨୦୧୫ ମସିହାରେ ଯାଜପୁର ରୋଡ ଥାନା ଅନ୍ତର୍ଗତ ଦାନଗଦି ନୂଆଗାଁ ଗ୍ରାମର କୁନା ସିଂ ସ୍ତ୍ରୀ ରଜନୀ ମୁଣ୍ଡାଙ୍କୁ ବାଡେଇ ହତ୍ୟା କରିଥିଲେ। ଏ ନେଇ ପୋଲିସ କେସ (ନଂ ୩୧୮/୧୫)ରେ ଏକ ହତ୍ୟା ମାମଲା ରୁଜୁକରିବା…
ଏଲିଡି ଲାଇଟ୍ ବଣ୍ଟନ, ସଚେତନତା ଶିବିର:‘କମ୍ ବିଦ୍ୟୁତ ଖର୍ଚ୍ଚରେ ଅଧିକ ଆଲୋକ ମିଳିପାରିବ’
ଯାଜପୁର ରୋଡ,୨|୮(ନି.ପ୍ର.)- ଯାଜପୁର ରୋଡ ବିଦ୍ୟୁତ୍ ବିଭାଗ ତରଫରୁ ଗୁରୁବାର ବ୍ୟାସନଗର ପୌରପରିଷଦ ଅନ୍ତର୍ଗତ ଖଣ୍ଡାହାତ ଗ୍ରାମରେ ବିପିଏଲ କାର୍ଡଧାରୀଙ୍କୁ ଏଲ୍ଇଡି ବଲ୍ବ ବଣ୍ଟନ କରାଯାଇଛି। ଏହି ଅବସରରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଯାଜପୁର ରୋଡ୍ ବିଦ୍ୟୁତ୍…
ତହସିଲ ପକ୍ଷରୁ ଚଢାଉ: ଜେସିବି, ଟିପ୍ପର୍ ଜବତ
ଧର୍ମଶାଳା,୨|୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅଞ୍ଜିରା ପାହାଡରେ ଗୁରୁବାର ଚଢାଉ କରି ବେଆଇ ଭାବେ ଖନନ କରୁଥିବା ଏକ ଜେସିବି ସହ ମାଣ୍ଡିଆ ଛକରୁ ଏକ ଟିପ୍ପର ଜବତ କରିଛି। ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା ଓ ସହକର୍ମୀ ଚଢାଉରେ ସାମିଲ…
ଅଗ୍ନିକାଣ୍ଡକୁ ୪ମାସ ବିତିଲା: ମିଳିପାରୁନି ପରିବାରକୁ ସହାୟତା
ଜେନାପୁର,୨|୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅଧୀନ ପଣସପଡ଼ିଆ ଗ୍ରାମର ରମେଶ ମଳିକଙ୍କ ଘର ୪ ମାସ ହେବ ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ପୋଡ ଯାଇଥିଲା। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କୁ ସହାୟତା ମିଳି ପାରି ନାହଁି। ଫଳରେ ଅନେକ ସମୟରେ…
ଜିଲା ଶିଳ୍ପକେନ୍ଦ୍ର ପକ୍ଷରୁ କର୍ମଶାଳା
ଯାଜପୁର ରୋଡ,୨|୮(ନି.ପ୍ର.)- ଯାଜପୁର ଜିଲା ଶିଳ୍ପକେନ୍ଦ୍ର ଏବଂ ଆଲ୍ଲାହାବାଦ ବ୍ୟାଙ୍କର ମିଳିତ ସହଯୋଗରେ ଗୁରୁବାର ଯାଜପୁର ରୋଡସ୍ଥିତ ଉଚ୍ଛବପ୍ୟାଲେସ୍ଠାରେ କ୍ଷୁୁଦ୍ର ଉଦ୍ୟୋଗ ଶିଳ୍ପସଂସ୍ଥା(ଏମ୍ଏସ୍ଏମ୍ଇ) ପ୍ରକଳ୍ପ ପାଇଁ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ଡିଜିଏମ୍ ସନ୍ଦୀପ ଗୋଷଲ, ଫେରୋକ୍ରୋମ କାରଖାନା…
ଓଭରବ୍ରିଜ୍ କଡ଼ ପାଲଟିଛି ଆବର୍ଜନା ସ୍ଥଳ
କୋରେଇ,୨|୮(ସ୍ବ.ପ୍ର.)- ପାଣିକୋଇଲି ଓଭର ବ୍ରିଜ୍ ପାର୍ଶ୍ୱ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଏଠାରେ ରହିଥିବା ବିଭିନ୍ନ ବ୍ୟବସାୟୀମାନେ ପ୍ରତ୍ୟହ ଆବର୍ଜନାକୁ ପୋଡିବା ପରିବର୍ତ୍ତେ ଓଭରବ୍ରିଜ କଡ଼ରେ ଗଦା କରୁଛନ୍ତି। ଏପରକିି ବ୍ରିଜ୍ ଦେଇ ଯାଉଥିବା ଯାତ୍ରୀମାନେ ମଧ୍ୟ ଏଠାରେ ଅବର୍ଜନା ପକାଉଥିବାବେଳେ…
୧୪ ଦିନରେ ଖଣିରେ ଅର୍ଥନୈତିକ ଅବରୋଧ: ସମର୍ଥ ଜଣାଇଲା ରାଜ୍ୟ ସିଭିଲ ସୋସାଇଟି ଫୋରମ
ସୁକିନ୍ଦା,୨|୮(ଡି.ଏନ୍.ଏ.)- ସୁକିନ୍ଦା କ୍ରୋମ ଭ୍ୟାଲିରେ ଲୋଡିଂ ନ ମିଳିବା ଓ ହାଇକୋର୍ଟଙ୍କ ଫାଷ୍ଟ କମ ଫାଷ୍ଟ ଲୋଡିଂ ନିୟମକୁ ନେଇ ଜୁଲାଇ ୧୯ରୁ କୁହିକା ସୁକିନ୍ଦା କ୍ରୋମାଇଟ ଖଣି ଟ୍ରକ୍ ମାଲିକ ସଂଘ ପରିବହନ ବନ୍ଦ ଆନ୍ଦୋଳନ ଜାରି ରଖିଛି ।…
ବ୍ରାଉନ ସୁଗାର ବ୍ୟବସାୟୀ କୋର୍ଟ ଚାଲାଣ
ଯାଜପୁର ରୋଡ,୨|୮(ନି.ପ୍ର୍ର)- ଯାଜପୁରପୁର ରୋଡ୍ ଗୋପବନ୍ଧୁ ନଗରର ନହକା ଛକଠାରେ ଗିରଫ ହୋଇଥିବା ୩ ବ୍ରାଉନ୍ ସୁଗାର ବ୍ୟବସାୟୀଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ଏ ନେଇ ଗୁରୁବାର ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଯାଜପୁର ରୋଡ ଏସଡିପିଓ କେଦାରନାଥ…
ବିଦ୍ୟାଳୟରେ ପାଞ୍ଚ ମାସ ମଧ୍ୟାହ୍ନ ଭୋଜନ ବନ୍ଦ: ଜିଲାପାଳଙ୍କ ନିକଟରେ ଅଭିଯୋଗ କଲା ପରିଚାଳନା କମିଟି
ବରୀ,୨|୮(ସ୍ବ.ପ୍ର)- ବରୀ ବ୍ଲକ ଅଧୀନ ବାଲିବିଲି ପଞ୍ଚାୟତର କ୍ଷେମେଶ୍ୱର ପ୍ରାଥମିକ ବିଦ୍ୟାଳୟରେ ପାଞ୍ଚ ମାସ ହେବ ମଧ୍ୟାହ୍ନ ଭୋଜନ ବନ୍ଦ ରହିଥିବା ଗୁରୁବାର ଯାଜପୁର ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଥି ସହିତ ବିଦ୍ୟାଳୟ ପରିଚାଳନା କମିଟି (ଏସ୍ଏମ୍ସି) ଜମା ଖାତାରୁ…
Archives


