ଯାଜପୁର

ଏଟିଏମକୁ୍‌ ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ ବିଫଳ

କଳିଙ୍ଗନଗର,୧୪|୮(ଡି.ଏନ୍‌.ଏ.)- ଦାନଗଦୀସ୍ଥିତ ୟୁକୋ ବ୍ୟାଙ୍କ ଏଟିଏମ୍‌କୁ ସୋମବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଥିବା ଜଣାପଡିଛି। ଏ ନେଇ ମଙ୍ଗଳବାର ଦାନଗଦୀ ଫାଣ୍ଡିରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ସକାଳେ ବ୍ୟାଙ୍କ ମ୍ୟାନେଜର ସାବିତ୍ରୀ…

‘ମହିଳାଙ୍କ ଏକତାରେ ସମାଜର ପରିବର୍ତ୍ତନ ସମ୍ଭବ’

କୋରେଇ,୧୩।୮(ସ୍ବ.ପ୍ର.)- ଜାତୀୟ ଏକତା ପରିଷଦର ଯାଜପୁର ଜିଲା ଶାଖା ପକ୍ଷରୁ ସୋମବାର ଖମଣ ପଞ୍ଚାୟତର ଶଙ୍ଖଚିଲାଠାରେ ଜଳ, ଜମି, ଜଙ୍ଗଲ ଉପରେ ମହିଳାଙ୍କ ଅଧିକାର ଶୀର୍ଷକ ଏବଂ ମହିଳା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥିଭାବେ ଜାତୀୟ ମାନବିକ ଅଧିକାର…

ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଠା ଦିବସ ପାଳିତ ‘ଗୁରୁ, ଶିଷ୍ୟଙ୍କ ସମ୍ମିଳିତ ଉଦ୍ୟମରେ ଅନୁଷ୍ଠାନର ବିକାଶ ହୋଇଥାଏ’

ଚଣ୍ଡିଖୋଲ,୧୩ା୮(ଡି.ଏନ୍‌.ଏ.)- ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବଂୟଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଟା ଦିବସ ସୋମବାର ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ତଥା ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ…

ଏମ୍‌ପିଙ୍କ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ

ଧର୍ମଶାଳା,୧୩ା୮(ଡି.ଏନ୍‌.ଏ.)- ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ସୋମବାର ଅଚାନକ୍‌ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ମେଡିକାଲରେ ଥିବା ରୋଗୀଙ୍କ ଚିକିତ୍ସା ସମ୍ପର୍କରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଏଥିସହ ବିଭିନ୍ନ ବିଭାଗ ବୁଲିଦେଖିବା ସହ ନିରାମୟ ଯୋଜନାରେ…

ଆଇନଗତ ଆଳରେ ଘୁଞ୍ଚି ଚାଲିଛି ନିର୍ବାଚନ

ଯାଜପୁର ଅଫିସ,୧୩ା୮: ପୌର ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ଆଇନଗତ ବିବାଦକୁ ଆଳ କରି ନିର୍ବାଚନର ଦିନ ଗଡ଼ି ଗଡ଼ି ଚାଲିଛି। ହେଲେ ବାସ୍ତବରେ ଗତ ସାଧାରଣ ନିର୍ବାଚନରେ ସହରୀ ଓ ଶିକ୍ଷିତ ଭୋଟରଙ୍କ ମତ ପରିବର୍ତ୍ତନ ଶାସକ…

ବିପଜ୍ଜନକ ଅବସ୍ଥାରେ ଗ୍ରାମ୍ୟ ଉନ୍ନୟନ ରାସ୍ତା

ରତ୍ନଗିରି,୧୩ା୮(ଡି.ଏନ୍‌.ଏ.)- ବରୀ-ବାଲିବିଲ ଗ୍ରାମ୍ୟ ଉନ୍ନୟନ ବିଭାଗର ଗାନ୍ଧୀଛକଠାରୁ ବଣ ବାବାଜୀ କାଇପଡା ଗ୍ରାମ୍ୟ ଉନ୍ନୟନ ରାସ୍ତାକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇପଡିଛି। ଏହି ରାସ୍ତାଦେଇ ଦୁଧେଇ ସେତୁର ନିର୍ମାଣ ପାଇଁ ଠିକାଦାର ମାଟି ନେଉଥିବାରୁ ରାସ୍ତାରେ ମାଟି ଗଦା ହେଉଛି।…

୩ ଶିଶୁ ଶ୍ରମିକ ଉଦ୍ଧାର

କୋରେଇ,୧୨।୮(ସ୍ବ.ପ୍ର.): ପରୀ ୩ କାର୍ଯ୍ୟକ୍ରମ ମାଧ୍ୟମରେ କୋରେଇ ପୋଲିସ ରବିବାର ୩ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ ଅଧିକାରୀଙ୍କୁ ହସ୍ତାନ୍ତର କରିଛି। କୋରାଇ ଓ ଏହାର ଆଖ ପାଖରେ କାର୍ଯ୍ୟାରତ ଥାନା ଅନ୍ତର୍ଗତ ରଘୁନାଥ ପୁର, ବଟିରା,…

ବିଛାଖଣ୍ଡି ପଥର ଖାଦାନରେ ମାରାଥନ ଚଢାଉ : ୩ କ୍ରଶର ସିଲ୍‌, ୧୯କୁ ନୋଟିସ

ଧର୍ମଶାଳା/ଜେନାପୁର,୧୨।୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ବିଛାଖଣ୍ଡି ଜଙ୍ଗଲ ଜମିରେ ଥିବା ବେଆଇନ ପଥର ଖାଦାନ ଉପରେ ଧର୍ମଶାଳା ତହସିଲ ପକ୍ଷରୁ ମାରାଥନ ଚଢାଉ କରାଯାଇଛି। ଶନିବାର ଚଢାଉବେଳେ ଏକ ହିଟାଚି ମେଶିନ, ହାଇଓା୍ବ ଓ କ୍ରମ୍ପେସର ଜବତ କରାଯାଇଥିଲା।…

ବ୍ରାହ୍ମଣୀ ନଦୀବନ୍ଧ : ବର୍ଷାରେ ଉଭୟ ପାର୍ଶ୍ୱରେରେନ୍‌ କର୍ଟ ସୃଷ୍ଟି

ବରୀ,୧୨।୮(ସ୍ବ.ପ୍ର.)- ବ୍ରାହ୍ମଣୀ ନଦୀର ଉଭୟ ପାର୍ଶ୍ୱ ବନ୍ଧରେ ଗତ ବୁଧବାର ଲଗାଣ ବର୍ଷାରେ ଶହେରୁ ଊର୍ଦ୍ଧ୍ୱ ରେନ୍‌ କର୍ଟ ସୃଷ୍ଟି ହୋଇଛି। ବର୍ଷା ଯୋର୍ଗୁ ଏବେ ନଦୀରେ ଜଳ ପତନ ସାମାନ୍ୟତମ ବୃଦ୍ଧି ପାଇଥିବାରୁ ବନ୍ୟା ସମୟରେ ରେନ୍‌କର୍ଟ ସ୍ଥାନରେ ଘାଇ…

‘ସାହିତ୍ୟ ମାଧ୍ୟମରେ ଜାତିର ପ୍ରଗତି, ପ୍ରତିଷ୍ଠା ଭରିଥାଏ’

ଧର୍ମଶାଳା,୧୨।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକାସ୍ଥିତ ସିଭିକ ସେଣ୍ଟର ପରିସରରେ ଗୋକର୍ଣ୍ଣିକା ସାହିତ୍ୟ ସମାଜର ୪୪ତମ ବାର୍ଷିକ ଉତ୍ସବ, ଗୋକର୍ଣ୍ଣିକା ପୁରସ୍କାର ଓ ପୁସ୍ତକ ଉନ୍ମୋଚନ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଠ ଗାଳ୍ପିକ ଓ ସ୍ତମ୍ଭକାର ଅଧ୍ୟାପକ ବିଶ୍ୱରଞ୍ଜନ ପ୍ରଦୀପ ପ୍ରଜ୍ୱଳନ…

ବୃଦ୍ଧା ମା’ ସାଜିଛି ଦୃଷ୍ଟିହୀନ ପୁଅର ସାହାରା, ଭିକ୍ଷାବୃତ୍ତି କରି ପୋଷୁଛନ୍ତି ପେଟ

ଯାଜପୁର ଟାଉନ,୧୧।୮(ଡିଏନଏ)- ଅନେକ ସ୍ଥାନରେ ପୁଅ ବୃଦ୍ଧ ମା’ବାପାଙ୍କୁ ନ ପଚାରିବା ଓ ଘରୁ ତଡ଼ି ଦେଉଥିବା ଭଳି ଘଟଣା ପ୍ରତିଦିନ କେଉଁଠି ନା କେଉଁଠି ଦେଖିବାକୁ ମିଳୁଛି। ମାତ୍ର ଯଦି ସନ୍ତାନ ଅସହାୟ ଥାଏ, ସେଠାରେ ନିଜ ଶେଷ ନିଶ୍ୱାସ…

ତ୍ରୁଟିପୂର୍ଣ୍ଣ ନିର୍ମାଣ ସାଜିଛି ଦୁର୍ଘଟଣା କାରଣ

ରସୁଲପୁର,୧୧।୮(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଦେଇ ଅତିକ୍ରମ କରିଥିବା ୧୬ ନଂ ଜାତୀୟ ରାଜପଥର ନିର୍ମାଣ କାର୍ଯ୍ୟ ଚାଲିଛି। ତେବେ ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁ ଦିନକୁ ଦିନ ଦୁର୍ଘଟଣା ବଢୁଛି । ଏଦିଗରେ ଉଭୟ ନିର୍ମାଣ ଦାୟିତ୍ୱରେ ଥିବା ଠିକା ସଂସ୍ଥା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?