ଯାଜପୁର

ମୁଖ୍ୟ ବନ ସଂରକ୍ଷକଙ୍କ ଡାଳିଯୋଡା ଗସ୍ତ

ଛତିଆ,୧ା୬(ଡି.ଏନ.ଏ.)- ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର ମୁଖ୍ୟ ବନ ସଂରକ୍ଷକ ସଞ୍ଜୀବ କୁମାର ତ୍ରିପାଠୀ ଶୁକ୍ରବାର ଡାଳିଯୋଡା ବନାଞ୍ଚଳର ଚଣ୍ଡିଖୋଲ ସେକ୍ସନ୍‌ ଗସ୍ତରେ ଆସିଥିଲେ। ମହାବିନାୟକ ନର୍ସରୀ ଓ ମହାବିନାୟକ ସଂରକ୍ଷିତ ଜଙ୍ଗଲରେ ବାତ୍ୟା କ୍ଷତିଗ୍ରସ୍ତ ଜଙ୍ଗଲ ପରିଦର୍ଶନ କରିଥିଲେ। ଏଥିସହ…

ସାବିତ୍ରୀ ପାଇଁ ଫଳ ଦର ବୃଦ୍ଧି

ରତ୍ନଗିରି,୧ା୬(ଡି.ଏନ.ଏ.)- ଦିନକ ପରେ ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ବିବାହିତ ମହିଳା ଏହି ବ୍ରତ ରଖିଥାନ୍ତି। ସାବିତ୍ରୀ ପାଇଁ ବଜାରରେ ଶାଢୀ ଦୋକାନଠାରୁ ଆରମ୍ଭ କରି ଚୁଡି ଦୋକାନ ପର୍ଯ୍ୟନ୍ତ ମହିଳାଙ୍କ ଭିଡ ପରିଲକ୍ଷିତ ହେଉଛି। ସେହିଭଳି ଫଳ…

ଫନୀ ପ୍ରଭାବରେ କ୍ଷତିଗ୍ରସ୍ତ ବସ୍ତି ବାସିନ୍ଦାଙ୍କ କ୍ଷତିପୂରଣ ଦାବିରେ ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ

ଯାଜପୁର ରୋଡ,୨୯।୫(ନି.ପ୍ର.): ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦ ଅଧୀନରେ ବାସ କରୁଥିବା ବିଭିନ୍ନ ଓ୍ବାର୍ଡର ଲୋକଙ୍କୁ ବାତ୍ୟା ଫନୀ ଲାଗି କ୍ଷତିପୂରଣ ଦାବିରେ ବୁଧବାର ତହସିଲ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସାମାଜିକ କର୍ମୀ ତଥା ଆଇନଜୀବୀ ଦୁଷ୍ମନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri